ନୂଆଦିଲ୍ଲୀ: କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଗୁରୁବାର ଜାତୀୟ ପ୍ରେସ୍ ଦିବସ ଅବସରରେ ଗଣମାଧ୍ୟମ ଜଗତକୁ ଶୁଭେଚ୍ଛା ଜଣାଇଛନ୍ତି। ‘‘ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ବା କୃତ୍ରିମ ବୁଦ୍ଧିମତା ଯୁଗରେ ଗଣମାଧ୍ୟମ’’ ବିଷୟବସ୍ତୁ ଉପରେ ପ୍ରେସ୍ କାଉନସିଲ ଅଫ୍ ଇଣ୍ଡିଆ […]
ନୂଆଦିଲ୍ଲୀ/ଭୁବନେଶ୍ୱର: ଗତ ୧୪ ତାରିଖ ଦିନ ଉଦ୍ଘାଟିତ ୪୨ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାର ଆଜି ହେଉଛି ତୃତୀୟ ଦିବସ। ଚଳିତ ବର୍ଷ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାର ବିଷୟ ବସ୍ତୁକୁ ଆଧାର କରି ଓଡିଶା ମଣ୍ଡପରେ ନିର୍ମାଣ କରାଯାଇଥିବା ସୁସଜ୍ଜିତ […]
ଭୁବନେଶ୍ୱର: ରାଜ୍ୟ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ସହ ଭିଏତ୍ନାମ୍ର ଭିନ୍ ଲଙ୍ଗ ରାଜ୍ୟ ମଧ୍ୟରେ ବ୍ୟବସାୟଭିତ୍ତିକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଯାଇଛି। ଇଡ୍କୋ ସମ୍ମିଳନୀ କକ୍ଷରେ ଉଭୟ ରାଜ୍ୟର ଏମ୍ଏସ୍ଏମ୍ଇ/ଶିଳ୍ପ ବିଭାଗର କର୍ତ୍ତୃପକ୍ଷ ବୁଝାମଣାପତ୍ରରେ ସ୍ୱାକ୍ଷର କରିଛନ୍ତି। ଏମ୍ଏସ୍ଏମ୍ଇ […]
ଭୁବନେଶ୍ବର: ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଆଗାମୀ ଓଡିଶା ଗସ୍ତ ଓ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗଦାନ କରିବାକୁ ଥିବା ପରିପ୍ରେକ୍ଷୀରେ ପ୍ରଶାସନିକ ସ୍ତରରେ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଲୋକସେବା […]
ଭୁବନେଶ୍ୱର: ଛାତ୍ରଛାତ୍ରୀମାନେ ଅତି ଆନନ୍ଦ ଓ ଉତ୍ସାହର ସହ ଶିଶୁ ମହୋତ୍ସବ ‘ସୁରଭି’ରେ ସାମିଲ ହୋଇ ନିଜ ପ୍ରତିଭାର ପ୍ରଦର୍ଶନ କରୁଛନ୍ତି। ଠିକ୍ ସେହିଭଳି ଭାବରେ ଛାତ୍ରଛାତ୍ରୀମାନେ ସବୁ କ୍ଷେତ୍ରରେ ସକ୍ରିୟ ଅଂଶଗ୍ରହଣ କରି ନିଜ ପ୍ରତିଭାର ଶ୍ରେଷ୍ଠତ୍ୱ ପ୍ରଦର୍ଶନ କରନ୍ତୁ। […]
ଭୁବନେଶ୍ବର: ଆମ ଜନଜାତି ସଂସ୍କୃତି ବହୁତ ସୁନ୍ଦର। ଏହା ଆମ ଦେଶ ଆମ ରାଜ୍ୟର ସଂସ୍କୃତିକୁ ଉଜ୍ଜୀବିତ କରିପାରିଛି। ଆମ ବିକାଶରେ ସଂସ୍କୃତିର ଭୂମିକା ବେଶ୍ ଗୁରୁତ୍ବପୂର୍ଣ୍ଣ। ସଂସ୍କୃତିର ସୁରକ୍ଷା ବିନା ବିକାଶରେ ମହକ ଆସେ ନାହିଁ। ଆଦିବାସୀ ସମ୍ପ୍ରଦାୟର ସମୃଦ୍ଧ […]
ଭୁବନେଶ୍ବର: ରାଜ୍ୟ ସରକାର ଆଦିବାସୀଙ୍କ ଜମି ବିକ୍ରି ଉପରେ ଏକ ବଡ ପରିବର୍ତ୍ତନ ଆଣୁଛନ୍ତି। ଫଳରେ ବହୁ ପୁରୁଣା ସମୟରୁ ଯେଉଁ ନିୟମ ରହିଥିଲା ସେଥିରେ ପରିବର୍ତ୍ତନ ହେବ। ପୁରୁଣା ନିୟମ ଅନୁସାରେ କୌଣସି ଅନୁସୂଚିତ ଜନଜାତି ସେମାନଙ୍କ ଜମିକୁ ଉଚ୍ଚ […]
ଭୁବନେଶ୍ବର: ରାଜଧାନୀ ପରି ଗମନାଗମନ ସୁବିଧା ପାଇଁ ବ୍ରହ୍ମପୁରରେ ମଧ୍ୟ ହେବ ରିଂ ରୋଡ। ଆସନ୍ତା ୨୪ ମାସରେ ଏହି କାର୍ୟ୍ୟ ସଂପୂର୍ଣ୍ଣ କରାଯିବ। ଏଥିପାଇଁ ୧୫୬ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏ ନେଇ ଆଜି ରାଜ୍ୟ କ୍ୟାବିନେଟରେ ଗୁରୁତ୍ବପୂର୍ଣ୍ଣ […]
ଭୁବନେଶ୍ୱର: ପ୍ରତ୍ୟେକ ଶିଶୁ ର ପ୍ରଥମ ହଜାର ଦିନ ହେଉଛି ଗଭୀର ସମ୍ବେଦନଶୀଳ ସମୟ। ଏହି ପ୍ରଥମ ହଜାର ଦିନରେ ଶିଶୁଙ୍କ ମସ୍ତିଷ୍କର ବିକାଶ ଓ ଶାରୀରିକ ବିକାଶ ଆରମ୍ଭ ହୋଇଥାଏ ଓ ଜୀବନବ୍ୟାପୀ ସ୍ଵାସ୍ଥ୍ୟର ମୂଳଦୁଆ ପଡିଥାଏ। ଏହି ସମୟ […]
ନୂଆଦିଲ୍ଲୀ: ଆପଣ ଜାଣନ୍ତି କି ପ୍ରଥମ ବିଧାନସଭା ନିର୍ବାଚନ ପରେ ରାଜସ୍ଥାନରେ ଦୁଇଜଣ ମୁଖ୍ୟମନ୍ତ୍ରୀ ଥିଲେ? ହୋଇପାରେ ନୁହେଁ, ଏହା ସତ। ବାସ୍ତବରେ, ୧୯୫୨ର ପ୍ରଥମ ବିଧାନସଭା ନିର୍ବାଚନରେ ଅଜମେର-ମେରୱାରାର ୩୦ଟି ଆସନ ପାଇଁ ପୃଥକ୍ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଯେଉଁଠି […]
ନୂଆଦିଲ୍ଲୀ: ବହୁ ଦଶନ୍ଧି ପରେ ପୁଣି ଥରେ ଆରମ୍ଭ ହୋଇଛି ମଣ୍ଡଳ-କମଣ୍ଡଳ ରାଜନୀତି। ଜାତିଗତ ଜନଗଣନା ପରେ ଜାତି ସଂରକ୍ଷଣ ପ୍ରସଙ୍ଗ ଜୋର ଧରିଛି। ବିହାର ବିଧାନସଭାରେ ସଂରକ୍ଷଣ ବୃଦ୍ଧି ପାଇଁ ନୀତୀଶ କୁମାର ସରକାର ଏକ ବିଲ ପାରିତ କରିଛନ୍ତି। […]
ନୂଆଦିଲ୍ଲୀ: ନୂଆ ବିଲଗୁଡ଼ିକ ମୁଖ୍ୟତଃ ପୁରୁଣା ଅପରାଧିକ ଆଇନର ନକଲ ବୋଲି ତିନିଟି ଅପରାଧିକ ବିଲ ଉପରେ ଅସହମତି ପ୍ରକାଶ କରିଥିବା ସଂସଦୀୟ କମିଟିର ବିରୋଧୀ ସାଂସଦମାନେ ମତବ୍ୟକ୍ତ କରିଛନ୍ତି। ବିଲଗୁଡ଼ିକର ହିନ୍ଦୀ ନାମକୁ ବିରୋଧ କରି ସେମାନେ କହିଛନ୍ତି ଯେ […]
ନୂଆଦିଲ୍ଲୀ: ‘ଶ୍ରୀରାମଚରିତ ମାନସ’ ଓ ‘ବଦ୍ରିନାଥ’କୁ ନେଇ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଥିବା ସମାଜବାଦୀ ପାର୍ଟି ବିଧାୟକ ସ୍ୱାମୀ ପ୍ରସାଦ ମୌର୍ଯ୍ୟ ଏବେ ମା’ ଲକ୍ଷ୍ମୀଙ୍କୁ ଟାର୍ଗେଟ କରି ବିବାଦରେ ଫସିଛନ୍ତି। ପରେ ସେ ସ୍ପଷ୍ଟ କରିଥିଲେ ଯେ ତାଙ୍କର […]
ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଜାତିଗତ ସର୍ଭେର ଟ୍ରମ୍ପ କାର୍ଡ ବିରୋଧରେ ବିଜେପି ଏବେ ଦଳିତ ଏଜେଣ୍ଡା ସ୍ଥିର କରିବାକୁ ଚେଷ୍ଟା କରୁଛି। ତେଲେଙ୍ଗାନା ବିଧାନସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିହାରରେ ଦଳିତ ଅତ୍ୟାଚାର ପ୍ରସଙ୍ଗ ଉଠାଉଥିବାରୁ ଏହାର ପ୍ରସ୍ତୁତି […]
ନୂଆଦିଲ୍ଲୀ: ଟିଏମସି ସାଂସଦ ମହୁଆ ମୋଇତ୍ରାଙ୍କୁ ଆଜି ଦଳ ନୂଆ ଦାୟିତ୍ୱ ଦେଇଛି। ତୃଣମୂଳ କଂଗ୍ରେସ ମହୁଆଙ୍କୁ କୃଷ୍ଣନଗର (ନଦିଆ ଉତ୍ତର)ର ଜିଲ୍ଲା ସଭାପତିଭାବେ ନିଯୁକ୍ତ କରିଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ମୁଖ୍ୟ ମମତା ବାନାର୍ଜୀଙ୍କୁ ଧନ୍ୟବାଦ ଜଣାଇବା […]
ନୂଆଦିଲ୍ଲୀ: ଅର୍ଥନୈତିକ ଅପରାଧରେ ଗିରଫ ହୋଇଥିବା ଲୋକଙ୍କୁ ହାତକଡ଼ି ପକାଇ ଦୁଷ୍କର୍ମ ଓ ହତ୍ୟା ଭଳି ଜଘନ୍ୟ ଅପରାଧରେ ଗିରଫ ବ୍ୟକ୍ତିଙ୍କ ସହ ଯୋଡ଼ିବା ଉଚିତ ନୁହେଁ ବୋଲି ସଂସଦୀୟ କମିଟି ସୁପାରିସ କରିଛି। ବିଜେପି ସାଂସଦ ବ୍ରଜଲାଲଙ୍କ ଅଧ୍ୟକ୍ଷତାରେ ଗଠିତ […]
ଭୁବନେଶ୍ୱର: ବିଜୁ ଜନତା ଦଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରେ ନମ୍ବର ୨ ସ୍ଥାନ ଅଧିକାର କରିଥିବା ପୂର୍ବତନ ଆଇଏଏସ ଅଫିସର ଭିକେ ପାଣ୍ଡିଆନଙ୍କ ଯୋଗୁଁ ନିର୍ବଚନ ରାଜନୀତିରେ ସଫଳତା ପାଇବା ନେଇ ରାଜ୍ୟ ବିଜେପି ନେତାଙ୍କ ମନରେ ଛନକା ପଶିଛି। […]
ଭୁବନେଶ୍ବର: ବବି ଦାସ ବା ପ୍ରଣବ ପ୍ରକାଶ ଦାସ। ବିଜେଡିର ସାଂଗଠନିକ ସଂପାଦକ ତଥା ଯାଜପୁର ବିଧାୟକ। ସେ ବର୍ତ୍ତମାନ ବିଜୁ ଜନତା ଦଳର ହର୍ତ୍ତାକର୍ତ୍ତା। ତାହାର କାରଣ ହେଲା ସେ ଯେପରି ଦଳର ସଂଗଠନକୁ ମଜବୁତ କରିବା ପାଇଁ ଅହରହ […]
ନୂଆଦିଲ୍ଲୀ: ଯଦି ମତଦାତାମାନେ କଂଗ୍ରେସ ଉପରେ ଅସନ୍ତୁଷ୍ଟ ହୁଅନ୍ତି ତେବେ ଭାରତୀୟ ଜନତା ପାର୍ଟି (ବିଜେପି)କୁ ଭୋଟ୍ ଦିଅନ୍ତୁ ବୋଲି ରାଜସ୍ଥାନ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ବିଧାୟକ ଅମିନ ଖାନ୍ ଲୋକମାନଙ୍କୁ ଅନୁରୋଧ କରିଛନ୍ତି। ନିର୍ବାଚନ ହେବାକୁ ଥିବା ରାଜସ୍ଥାନବାସୀଙ୍କ […]
ବ୍ରହ୍ମପୁର: ଜନ ବିରୋଧି କାର୍ଯ୍ୟ ପାଇଁ ଯେଉଁ ନେତାଙ୍କୁ ବିଜେଡି ଦଳରୁ ତଡି ଦେଇଛି ତାଙ୍କୁ କୋଳେଇ ନେବାପାଇଁ ଏବେ ବିଜେପି ଆଗଭର। ଏଥିରୁ ଗୋଟିଏ କଥା ପ୍ରମାଣିତ ହେଉଛି ଯେ ବିଜେପି ଦଳରେ ନୀତି ଆଦର୍ଶ ବୋଲି କିଛି ନାହିଁ […]
ନୂଆଦିଲ୍ଲୀ: ଦିଲ୍ଲୀରେ ଭାରତ ଓ ଆମେରିକା ମଧ୍ୟରେ ଟୁ ପ୍ଲସ୍ ଟୁ ବୈଠକ ହୋଇଥିଲା। ଏହି ବୈଠକରେ ଆମେରିକାର ପ୍ରତିରକ୍ଷା ଓ ବୈଦେଶିକ ମନ୍ତ୍ରୀମାନେ ଯୋଗ ଦେଇଥିଲେ। ବୈଠକରେ ଅନେକ ପ୍ରସଙ୍ଗରେ ଆଲୋଚନା ହୋଇଥିବାବେଳେ କାନାଡା ବିଷୟରେ ମଧ୍ୟ ଉଲ୍ଲେଖ କରାଯାଇଥିଲା। […]