ନୂଆଦିଲ୍ଲୀ: ରାଜନୈତିକ ଚାନ୍ଦାକୁ ନେଇ ଦଳ, ଏପରିକି ସରକାର ସବୁକିଛି ଲୁଚାଇବାକୁ ଚାହୁଁଛନ୍ତି। ସାଧାରଣ ଲୋକଙ୍କ ଆୟର ହିସାବ ସରକାର ରଖିବାକୁ ଚାହୁଁଥିବାବେଳେ ରାଜନୈତିକ ଦଳର ଚାନ୍ଦାର ହିସାବ ଦେବାକୁ ଚାହୁଁନାହାନ୍ତି। ସରକାର ସୁପ୍ରିମକୋର୍ଟରେ କହିଛନ୍ତି ଯେ ରାଜନୈତିକ ଦଳଗୁଡ଼ିକର ଚାନ୍ଦା […]
ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ନୀତି ମାମଲାରେ ନଭେମ୍ବର ୨ ତାରିଖରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ଜେରା ପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଡକାଯାଇଛି। ଏହି ମାମଲାରେ ସିବିଆଇ ଏପ୍ରିଲରେ କେଜ୍ରିୱାଲଙ୍କୁ ପ୍ରାୟ ୯.୫ ଘଣ୍ଟା ଜେରା କରିଥିଲା। ଅବକାରୀ ନୀତି […]
ଭୁବନେଶ୍ବର: ଲୋକସେବା ଭବନରେ ଅନୁଷ୍ଠିତ ୧୨୩ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (ଏସ୍ଏଲ୍ଏସ୍ଡବ୍ଲ୍ୟୁସିଏ) ବୈଠକରେ ଓଡ଼ିଶାର ଶିଳ୍ପ ବିକାଶର ଉତ୍କର୍ଷତା ଅଭିମୁଖେ ଯାତ୍ରାରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି ହୋଇଛି। ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ସେ ସର୍ଦ୍ଦାର ପଟେଲଙ୍କ ଜୟନ୍ତୀ ଅବସରରେ ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଶ୍ରୀ ମୋଦୀ ବିଏସଏଫ ଏବଂ ବିଭିନ୍ନ ରାଜ୍ୟ ପୋଲିସର ଦଳଙ୍କୁ […]
ଭୁବନେଶ୍ବର: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତି […]
ନୂଆଦିଲ୍ଲୀ: ୧୯୪୮ ମସିହା ଜାନୁଆରି ୩୦ ତାରିଖରେ ମହାତ୍ମା ଗାନ୍ଧୀଙ୍କୁ ଶେଷଥର ପାଇଁ ଭେଟିଥିଲେ ଲୌହପୁରୁଷ ସର୍ଦ୍ଦାର ପଟେଲ। ଗାନ୍ଧିଜୀଙ୍କୁ ଭେଟିବା ପାଇଁ ସର୍ଦ୍ଦାର ପଟେଲ ୫, ଆଲବୁକର ରୋଡ୍ (ବର୍ତ୍ତମାନ ୫, ତିସ ଜାନୁଆରୀ ମାର୍ଗ) ଅପରାହ୍ନ ୪ଟା ୪୫ […]
ନୂଆଦିଲ୍ଲୀ: ୨୦୨୪ରେ ସାଧାରଣ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନର ଫଳାଫଳ କ’ଣ ହେବ? କ୍ଷମତା ପରିବର୍ତ୍ତନ ହେବ କି ନାହିଁ? ସ୍ଥିର ସରକାର ଆସିବ କି ନାହିଁ ? ଏହିସବୁ ଜିନିଷର ପ୍ରଭାବ ଷ୍ଟକ୍ ବଜାର ଉପରେ ମଧ୍ୟ ପଡ଼ିଥାଏ। ମେଣ୍ଟ […]
ଭୁବନେଶ୍ବର: ୨୦୨୨ ମସିହା ନଭେମ୍ବର ୩୦ ତାରିଖରେ ମେକ୍-ଇନ୍-ଓଡ଼ିଶା କନ୍କ୍ଲେଭ୍ରେ ଓଡ଼ିଶା ଏକ୍ସପୋର୍ଟ ପଲିସି-୨୦୨୨ ଅନୁମୋଦିତ ହୋଇଥିଲା। ଏହି ପଲିସି ଅନୁସାରେ ଯେଉଁ ରପ୍ତାନୀକାରୀମାନେ ସାତଗୋଟି ବିଷୟ ଉପରେ ରପ୍ତାନିକ କାର୍ଯ୍ୟ କରିଥିବେ, ସେମାନଙ୍କର ଖର୍ଚ୍ଚ ସରକାର ବହନ କରିବେ। ସରକାର […]
ଭୁବନେଶ୍ୱର: ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବରିଷ୍ଠ ନେତା ଶ୍ରୀ ପଂଚାନନ କାନୁନଗୋ ଦେଶରେ ଏବଂ ବିଶେଷ କରି ପୂର୍ବତଟ ରେଳପଥରେ ବାରମ୍ବାର ଘଟୁଥିବା ରେଳ ଦୁର୍ଘଟଣା ପାଇଁ ଅପାରଗ ଓ ଦାୟୀତ୍ୱହୀନ ରେଳମନ୍ତ୍ରୀ […]
ନୂଆଦିଲ୍ଲୀ: ଗୋଟିଏ ପଟେ ବିଭିନ୍ନ ପ୍ରସଙ୍ଗରେ କେନ୍ଦ୍ରର ଏନଡିଏ ସରକାରଙ୍କୁ ଟାର୍ଗେଟ କରୁଛନ୍ତି ସମଗ୍ର ବିରୋଧୀ। କିନ୍ତୁ ବିରୋଧୀ ମେଣ୍ଟ ଆଇ.ଏନ୍.ଡି.ଆଇ.ଏ ଗଠନ ପରେ ବିରୋଧୀ ମୋର୍ଚ୍ଚାର ମିଳିତ ଚିତ୍ର ସେମିତି ସାମ୍ନାକୁ ଆସୁନାହିଁ। ଏହି ମେଣ୍ଟଗୁଡ଼ିକ ପ୍ରଥମେ ଜୋରଦାର ବୈଠକ […]
ଭୁବନେଶ୍ବର: ଓଡିଶା ଆନ୍ଧ୍ର ସୀମାନ୍ତରେ ହୋଇଥିବା ଭୟାବହ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୧ କୁ ବୃଦ୍ଧି ପାଇଥିବାର ଜଣା ପଡିଛି। ଏଥିସହିତ ୫୦ ଜଣ ଆହତ ହୋଇ ହସପିଟାଲରେ ଚିକିତ୍ସିତ ହେଉଛନ୍ତି। ଏହି ସୂଚନା ଦେଇଛନ୍ତି ପୂର୍ବତଟ ରେଳପଥ। ସେହିପରି ଉଦ୍ଧାର […]
ଭୁବନେଶ୍ବର: ଆଜିଠାରୁ କାର୍ତ୍ତିକ ମାସ ଆରମ୍ଭ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫ୍ରେସିଂ ଜରିଆରେ ପୁରୀରେ ହବିଶ୍ୟାଳି ମାନଙ୍କ ପାଇଁ କାର୍ତ୍ତିକ ବ୍ରତ ସେବା କେନ୍ଦ୍ରର ଶୁଭାରମ୍ଭ କରିଛନ୍ତି। ସାରା ରାଜ୍ୟରୁ ଏହି ଅବସରରେ କାର୍ତ୍ତିକ ବ୍ରତ […]
ଭୁବନେଶ୍ଵର: ଗୋଆରେ ଚାଲିଥିବା ୩୭ତମ ଜାତୀୟ କ୍ରୀଡ଼ାରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ଜିମ୍ନାଷ୍ଟିକ୍ସର ଉଜ୍ଜ୍ୱଳ ତାରକା ପ୍ରଣତି ନାୟକଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି। କ୍ରୀଡ଼ାରେ ତାଙ୍କର ଦକ୍ଷତାକୁ ସ୍ୱୀକୃତି ଜଣାଇ ମୁଖ୍ୟମନ୍ତ୍ରୀ ତାଙ୍କୁ ୨୩ ଲକ୍ଷ ଟଙ୍କାର […]
ଭୁବନେଶ୍ବର: ୧୯୯୯ ମହାବାତ୍ୟା ବିପର୍ଯ୍ୟୟରେ ମୃତ୍ୟୁବରଣ କରିଥିବା ମୂଲ୍ୟବାନ ଜୀବନକୁ ଆମେ ମନେ ପକାଉଛୁ। ସେବେଠାରୁ ବିପର୍ଯ୍ୟୟ ସମୟରେ ଓଡ଼ିଶାକୁ ସୁରକ୍ଷିତ ରଖିବା ଦିଗରେ ଆମେ ଉଲ୍ଲେଖନୀୟ କାର୍ଯ୍ୟକରିଛୁ। ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଆମ ରାଜ୍ୟ ଏବେ ଅନ୍ୟ ରାଜ୍ୟ ଓ […]
ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡିଓ ଅଭିଭାଷଣର ୧୦୬ ତମ “ମନ୍ କି ବାତ୍” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ଆସନ୍ତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ “ମନ୍ କି ବାତ୍” ର […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଭି କେ ପାଣ୍ଡିଆନ୍ ଅଧ୍ୟକ୍ଷ, 5T ଓ ନବୀନ ଓଡିଶା, ଆଜି ଭୋର୍ 4.30 ରେ ବରିଷ୍ଠ ଅଧିକାରୀଙ୍କ ସହିତ କଟକ ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ ସ୍ଥାନକୁ ଯାଇ ପ୍ରକଳ୍ପ କାମ ବୁଲି […]
ଭୁବନେଶ୍ବର: ଚିଠା ଭୋଟର ତାଲିକା-୨୦୨୪ ପ୍ରକାଶ ପାଇବା ପୂର୍ବରୁ ୧୭ ବର୍ଷ ବୟସରୁ ଊଦ୍ଧ୍ୱର୍ ନୂତନ ଯୁବ ମତଦାତାମାନଙ୍କୁ ଭୋଟର ତାଲିକାରେ ସାମିଲ କରିବା ଓ ଭୋଟର ତାଲିକା ସଂଶୋଧନ ନେଇ ଭୁବନେଶ୍ୱରରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଏବଂ ଖୋର୍ଦ୍ଧା […]
ଭୁବନେଶ୍ୱର : ଯଶ୍ୱସୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଶହୀଦ ବୀର ଓ ଯବାନ’ ମାନଙ୍କୁ ସମ୍ମାନ ଜଣାଇ ‘ମାଟିକୁ ନମନ୍–ବୀରଙ୍କୁ ବନ୍ଦନ୍’ ପରିପ୍ରେକ୍ଷୀରେ ଗତ ଅଗଷ୍ଟ ୯ତାରିଖରେ “ମୋ ମାଟି, ମୋ ଦେଶ” ରାଷ୍ଟ୍ରୀୟ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ଦେଶର ପ୍ରତି […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ୍ ଆଜି ବଡିଭୋର ରୁ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ଭୋର୍ […]
ନୂଆଦିଲ୍ଲୀ: ଚଳିତମାସ ୩୧ତାରିଖରେ ନୂଆଦିଲ୍ଳୀଠାରେ “ଆଜାଦି କି ଅମୃତ ମହୋତ୍ସବ”ର ଉଦ୍ଯାପନ ଉତ୍ସବ “ମେରି ମାଟି ମେରି ଦେଶ” ଆୟୋଜିତ ହେବ । ଜାତୀୟ ରାଜଧାନୀ ନୂଆଦିଲ୍ଲୀର ବିଜୟ ଚୌକ/ କର୍ତ୍ତବ୍ୟ ପଥରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଦେଶବ୍ୟାପୀ ଚାଲିଥିବା ଅମୃତ […]