ନୂଆଦିଲ୍ଲୀ: ଦେଶରେ ଏକ ଅନୁଷ୍ଠାନଭାବେ ବିବାହକୁ ସୁରକ୍ଷିତ ରଖିବାର ଆବଶ୍ୟକତା ରହିଛି ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଏହାକୁ ପାଶ୍ଚାତ୍ୟ ଦେଶମାନଙ୍କ ଭଳି ନଷ୍ଟ ହେବାକୁ ଦିଆଯିବା ଉଚିତ ନୁହେଁ, ଯେଉଁଠାରେ ବିବାହ ବାହାରେ ସନ୍ତାନ ଜନ୍ମ ହେବା ସାଧାରଣ କଥା।ଅବିବାହିତ ମହିଳାଙ୍କୁ […]
ଭୁବନେଶ୍ୱର: ସ୍ୱାସ୍ଥ୍ୟ ସେବାକ୍ଷେତ୍ରରେ ପୁନର୍ବାର ଅନନ୍ୟ ଯୋଗଦାନ ପୂର୍ବକ ଏମ୍ସ ଭୁବନେଶ୍ୱର ପକ୍ଷରୁ ରୋଗୀସେବାରେ ଏକାଧିକ ନୂତନ ବ୍ୟବସ୍ଥା ଯୋଡ଼ିହୋଇଛି। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମନସୁଖ୍ ମାଣ୍ଡଭିୟ ଆଜି ଆଭାସି କାର୍ଯ୍ୟକ୍ରମ ମାଧ୍ୟମରେ ଏମ୍ସ ଭୁବନେଶ୍ୱରର ଧର୍ମଶାଳା, ନୂତନ ଟ୍ରମା କେନ୍ଦ୍ର […]
ଖୋର୍ଦ୍ଧା: ଆଜି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦୁଇ ଜଣ ସିଡ଼ିଏମଓ ଙ୍କ ପଦୋନ୍ନତି ନିର୍ଦ୍ଦେଶନାମା ଜାରି ହୋଇଛି। ତନ୍ମଧ୍ୟରୁ ଖୋର୍ଦ୍ଧା ସିଡ଼ିଏମଓ ଡା ଆର୍ତ୍ତବନ୍ଧୁ ନାୟକ ଅନ୍ୟତମ ଅଟନ୍ତି। ଡା ନାୟକଙ୍କ ଓଡ଼ିଶା ନର୍ସିଙ୍ଗ ବିଭାଗର ନିର୍ଦ୍ଦେଶକ […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ୧୬ଟି ଉପଜିଲ୍ଲା ସ୍ତରୀୟ ଡାକ୍ତରଖାନାରେ ଡାଏଲେସିସ୍ କେନ୍ଦ୍ର ଲୋକାର୍ପଣ କରିଛନ୍ତି। ସାରା ରାଜ୍ୟରେ 5T ଉପକ୍ରମରେ ଉପଜିଲ୍ଲା ସ୍ତରରେ ୩୨ଟି ଡାଏଲେସିସ୍ କେନ୍ଦ୍ର ଖୋଲାଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍ବୋଧନ […]
ଭୁବନେଶ୍ୱର: ମା’ କୋଳକୁ ଏକା ସଂଗେ ଆସିଥିଲେ ତିନୋଟି ଶିଶୁ। ତେବେ ଦୁଇ ଶିଶୁଙ୍କର ଜନ୍ମ ହେବାର କିଛି ସମୟ ମଧ୍ୟରେ ମୃତ୍ୟୁ ହୋଇଯାଇଥିବା ବେଳେ ମା’ କୋଳରେ ଏକାକୀ ରହିଯାଇଥିବା ଶିଶୁ କନ୍ୟାଟିର ସ୍ୱାସ୍ଥ୍ୟାବସ୍ଥା ମଧ୍ୟ ଗୁରୁତର ହୋଇଯାଇଥିଲା। ଚିକିତ୍ସା […]
ସ୍ୱାସ୍ଥ୍ୟ ଟିପ୍ସ: ଆପଣ କିପରି ନିଜ ଦିନ ଆରମ୍ଭ କରିବାକୁ ଚାହୁଁଛନ୍ତି, ତାହା ଆପଣଙ୍କ ଉପରେ ନିର୍ଭର କରେ। ଯଦି ଆପଣ ସ୍ୱାସ୍ଥ୍ୟ ପାଇଁ ଭଲ ଜିନିଷ ବାଛନ୍ତି, ତେବେ ଆପଣଙ୍କ ସ୍ୱାସ୍ଥ୍ୟ ଭଲ ଏବଂ ଯଦି ଆପଣ ଅସ୍ୱାସ୍ଥ୍ୟକର ଜିନିଷ ଖାଆନ୍ତି, […]
ସ୍ୱାସ୍ଥ୍ୟ ଟିପ୍ସ: ଛେନା, ମହୁ ଏବଂ ଖାଇବା ତେଲ ପରି ଜିନିଷରେ ଏବ ଅପମିଶ୍ରଣ ହେଉଥିବା ଆପଣ ନିଶ୍ଚିତ ଭାବେ ଶୁଣିଥିବେ। କିନ୍ତୁ ଆଜିକାଲି ରୋଟି ତିଆରିରେ ବ୍ୟବହୃତ ହେଉଥିବା ଅଟାରେ ମଧ୍ୟ ଅପମିଶ୍ରଣ ହେଉଛି। ଯାହା ଆପଣଙ୍କ ସ୍ୱାସ୍ଥ୍ୟ ଉପରେ ବହୁତ […]
ସ୍ୱାସ୍ଥ୍ୟ ଟିପ୍ସ: ଅଙ୍ଗୁର ଏପରି ଏକ ଫଳ ଯାହା ସମସ୍ତେ ଖାଇବାକୁ ପସନ୍ଦ କରନ୍ତି। ଏହାକୁ ଖାଇବା ପାଇଁ ଅଧିକ ପରିଶ୍ରମ କରିବାକୁ ପଡ଼େ ନାହିଁ। ଅଙ୍ଗୁର ଋତୁକାଳୀନ ଫଳ ସହିତ ଅତ୍ୟନ୍ତ ମିଠା ଏବଂ ରସାତ୍ମକ ଫଳ। ଅନ୍ୟ ପଟେ ଅଙ୍ଗୁର […]
ନୂଆଦିଲ୍ଲୀ: ଖାଦ୍ୟ ଏବଂ ପାନୀୟରେ ଭୁଲ ଏବଂ ଅସାବଧାନତା ହେତୁ ଆଜି ସମସ୍ତେ ପେଟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଯଦିଓ ପେଟରେ ଗ୍ୟାସ ସୃଷ୍ଟି ହେବାର ଅନେକ କାରଣ ଥାଇପାରେ, କିନ୍ତୁ ଜୀବନଶୈଳୀ ବଦଳାଇବା ଏବଂ ଔଷଧର ଅତ୍ୟଧିକ ବ୍ୟବହାର ମଧ୍ୟ ଏହାର […]
ସ୍ୱାସ୍ଥ୍ୟ ଟିପ୍ସ: ଶୁଖିଲା ଫଳର ରାଜା ଭାବରେ କାଜୁକୁ ବିବେଚନା କରାଯାଏ। ଯାହା ସ୍ୱାସ୍ଥ୍ୟ ସହିତ ଆପଣଙ୍କ ସୌନ୍ଦର୍ଯ୍ୟ ବଢାଇବା ପାଇଁ ମଧ୍ୟ କାର୍ଯ୍ୟ କରିଥାଏ। ଏହା ସହିତ ଏହାକୁ ଖାଇବା ଦ୍ୱାରା ଅନେକ ପ୍ରକାରର ରୋଗକୁ ମଧ୍ୟ ନିୟନ୍ତ୍ରଣ କରାଯାଇପାରିବ। ଆଜି […]
ଭୁବନେଶ୍ୱର: ସମ୍ ଅଲ୍ଟିମେଟ ମେଡିକେୟାର (ସମ୍ମମ୍)ର ସର୍ଜନମାନେ ଲାରିଙ୍ଗୋମାଲାସିଆରେ ପୀଡ଼ିତ ଏକ ଶିଶୁକୁ ସଫଳତାର ସହ ଚିକିତ୍ସା କରିଛନ୍ତି। ଶିଶୁଟି ଜନ୍ମରୁ ଲାରିଙ୍ଗୋମାଲାସିଆ ରୋଗରେ ପୀଡ଼ିତ ହୋଇ କଷ୍ଟ ପାଉଥିଲା। ଏଭଳି ରୋଗରେ ପୀଡ଼ିତ ଚାରି ମାସ ଶିଶୁର ଛାତି ଓ […]
ଭୁବନେଶ୍ବର: ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ସଫଳ ପ୍ରୟୋଗ ପୂର୍ବକ ରୋଗୀସେବାରେ ଅନନ୍ୟତା ଆଣୁଥିବା ଅଗ୍ରଣୀ ଜାତୀୟ ସ୍ବାସ୍ଥ୍ୟସେବା ପ୍ରତିଷ୍ଠାନ ଏମ୍ସ ଭୁବନେଶ୍ୱର ପକ୍ଷରୁ ଆଜି ଡ୍ରୋନ୍ ସ୍ୱାସ୍ଥ୍ୟ ସେବାର ଶୁଭାରମ୍ଭ ହୋଇଯାଇଛି। ମଙ୍ଗଳବାର ହୋଇଥିବା ସଫଳ ପରୀକ୍ଷଣର ଦୁଇ ଦିନ ପରେ, […]
ଭୁବନେଶ୍ୱର: ଭୁବନେଶ୍ୱର ଏମ୍ସ ରୁ ପରୀକ୍ଷା ମୂଳକ ଭାବେ ଡ୍ରୋନ ସେବା ଆରମ୍ଭ ହୋଇଛି। ଭୁବନେଶ୍ୱରରୁ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀକୁ ପରୀକ୍ଷା ମୂଳକ ଭାବେ ଆରମ୍ଭ ଡ୍ରୋନ ସେବା ଆରମ୍ଭ ହୋଇଛି। ପ୍ରଥମ ଥର ପାଇଁ ଭୁବନେଶ୍ୱର ଏମ୍ସରୁ ଉକ୍ତ ସେବାକୁ […]
ଭୁବନେଶ୍ୱର: ପଞ୍ଜାବ ନ୍ୟାସ୍ନାଲ୍ ବ୍ୟାଙ୍କ ପକ୍ଷରୁ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ ଆଣ୍ଡ ସମ୍ ହସ୍ପିଟାଲ୍କୁ ଗୋଟିଏ ମଲ୍ଟିପର୍ପୋଜ ଭେଂଟିଲେଟର ଓ ୬ଟି ମୋଟୋରାଇଜ୍ଡ ଆଇସିୟୁ ଶଯ୍ୟା ପ୍ରଦାନ କରାଯାଇଛି। ବ୍ୟାଙ୍କର କର୍ପୋରେଟ ସୋସିଆଲ୍ ରେସପନ୍ସିବିଲିଟି (ସିଏସ୍ଆର୍) କାର୍ଯ୍ୟକ୍ରମ ମାଧ୍ୟମରେ ଏହା […]
ଭୁବନେଶ୍ଵର: ରାଜ କୁମାର ଫାଉଣ୍ଡେସନ ସହିତ ସହଯୋଗରେ ଅନମୋଲ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ର ସିଏସ୍ଆର୍ ଇନିସିଏଟିଭ୍ ଅଧୀନରେ ଦେୟ ମୁକ୍ତ ପ୍ରାଥମିକ ସ୍ୱାସ୍ଥ୍ୟସେବା ସେବା ଆରମ୍ଭ ହୋଇଛି। ସ୍ୱାସ୍ଥ୍ୟସେବା ସୁବିଧା ପାଇବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପରେ ଅନମୋଲ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ ମାଗଣା […]
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ପରିଚାଳିତ ଫ୍ୟାକଲ୍ଟି ଅଫ୍ ମେଡିକାଲ୍ ସାଇନ୍ସେସ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ର ଦ୍ୱିତୀୟ କ୍ୟାମ୍ପସ୍ ଫୁଲନଖରା ଠାରେ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ରବିବାର ଜନସାଧାରଣ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବାର୍ତ୍ତା ମାଧ୍ୟମରେ ଶ୍ରୀ ଖୋଦଲଧାମ ଟ୍ରଷ୍ଟ – କର୍କଟ ହସ୍ପିଟାଲର ଶିଳାନ୍ୟାସ ସମାରୋହକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ ଖୋଦଲଧାମର ପବିତ୍ର ଭୂମି ଏବଂ ଖୋଦଲ ମା’ଙ୍କ […]
ନୂଆଦିଲ୍ଲୀ: ସ୍ୱାସ୍ଥ୍ୟ ସେବା ମହାନିର୍ଦ୍ଦେଶକ (ଡିଜିଏଚ୍ଏସ୍) ଆଣ୍ଟିବାୟୋଟିକ୍ ସମ୍ବନ୍ଧରେ ଫାର୍ମାସିଷ୍ଟ ଆସୋସିଏସନ୍ ଅଫ୍ ଇଣ୍ଡିଆକୁ ଏକ ଚିଠି ଲେଖିଛନ୍ତି। ଏହି ଚିଠି ମାଧ୍ୟମରେ ସାଧାରଣ ନାଗରିକଙ୍କୁ ଆଣ୍ଟିବାୟୋଟିକ୍ ଦେବା ପୂର୍ବରୁ ଡାକ୍ତରଙ୍କ ପ୍ରେସକ୍ରିପସନ୍ ଯାଞ୍ଚ କରିବାକୁ କେମିଷ୍ଟଙ୍କୁ ଏକ ନିବେଦନ କରାଯାଇଛି। […]
ସ୍ୱାସ୍ଥ୍ୟ ଟିପ୍ସ: ଯଦି ଖାଦ୍ୟରେ ଅତ୍ୟଧିକ ଲୁଣ ମିଶାଯାଏ ତେବେ ଏହାର ସ୍ୱାଦ ନଷ୍ଟ ହୋଇଯାଏ ଏବଂ ଯଦି ଅଳ୍ପ ଲୁଣ ମିଶାଯାଏ ତେବେ ଖାଦ୍ୟର ସ୍ୱାଦ ମଧ୍ୟ ନଷ୍ଟ ହୋଇଯାଏ। ପ୍ରକାଶ ଯେ, ଯଦି ଶରୀରରେ ଲୁଣର ପରିମାଣ ବଢେ, […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର କେନ୍ଦ୍ରୀୟ ଔଷଧ ମାନକ ନିୟନ୍ତ୍ରଣ ସଂଗଠନ (ସିଡିଏସସିଓ) ଏବଂ ଇକ୍ୱେଡର ଗଣତନ୍ତ୍ରର ଏଜେନ୍ସିଆ ନାସିଓନାଲ ଡି ରେଗୁଲେକ୍ସନ, […]
ଭୁବନେଶ୍ବର: ରାଜ୍ୟ ସରକାର ବିଏସକେୱାଇ ନବୀନ କାର୍ଡର ପଂଜୀକରଣ ସମୟ ସୀମା ବୃଦ୍ଧି କରିଛନ୍ତି। ଆଜି ଏ ନେଇ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଏହା ଆଜି ଅର୍ଥାତ 16 ତାରିଖ ଶେଷ ଦିନ ଧାର୍ଯ୍ୟ କରାଯାଇଥିଲା। ହେଲେ ଅନେକ […]