ନୂଆଦିଲ୍ଲୀ: ଭାରତକୁ ଫାଇଜର ଏବଂ ମଡାର୍ଣ୍ଣ ଭଳି ବିଦେଶୀ ଟୀକା ଶୀଘ୍ର ଆଣିବା ପାଇଁ ଏକ ବଡ ପଦକ୍ଷେପ ନିଆଯାଇଛି। ଏହି ଟୀକାର ଭାରତରେ ଅଲଗା ଟ୍ରାଏଲ ସର୍ତ୍ତକୁ ଡିସିଜିଆଇ ଉଠାଇଦେଇଛି। ଅନ୍ୟ ଦେଶରେ ଦିଆଯାଉଥିବା ତଥା ବିଶ୍ଵ ସ୍ୱାସ୍ଥ୍ୟ ସଂଗଠନ […]
ଭୁବନେଶ୍ବର: ରାଜ୍ୟରେ ଏବେ ୪୧ ଜଣ ବ୍ଲାକ ଫଙ୍ଗସ୍ ରୋଗୀ ଚିହ୍ନଟ ହୋଇ ଚିକିତ୍ସାଧୀନ ଅଛନ୍ତି। ଚିହ୍ନଟ ହେଉଥିବା ବ୍ଲାକ ଫଙ୍ଗସ୍ ରୋଗୀଙ୍କ ଚିକିତ୍ସା ପାଇଁ ସ୍ଵତନ୍ତ୍ର ୱାର୍ଡର ବ୍ୟବସ୍ଥା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୩୨ ହଜାର ୭୮୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩ ହଜାର ୨୦୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୦ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୮୩୧ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା […]
ଭୁବନେଶ୍ବର, ଓଡିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ଏକ ପ୍ରକାରର ସ୍ଥିର ରହିଛି। ପୂର୍ବରୁ ଯେପରି ହୁହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିଲା ସେଥିରେ ସାମାନ୍ୟ ରୋକ ଲାଗିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ନୂଆ ତଥ୍ୟ ଅନୁସାରେ […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ହ୍ରାସ ପାଇଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୨୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଯାହାକି ଗତକାଲି ସଂକ୍ରମଣର ଅଧା। ଚିହ୍ନଟ ହୋଇଥିବା ୨୭ ଜଣଙ୍କ ମଧ୍ୟରୁ ବାଣପୁର […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୧ ହଜାର ୯୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୮୫୯, କଟକରୁ ୧୧୧୫, ଅନୁଗୁଳରୁ ୭୨୯, ସୁନ୍ଦରଗଡରୁ […]
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କୋଭିଡ ସମୀକ୍ଷା କରିଛନ୍ତି। ଏହି ଅବସରରେ ରାଜ୍ୟର ସମସ୍ତ ସାମାଜିକ ସୁରକ୍ଷା ହିତାଧିକାରୀଙ୍କୁ ଅଗ୍ରୀମ ୩ ମାସର ଭତ୍ତା ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହ କରୋନାରେ ଅନାଥ ଓ ବିଧବା […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୯୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୯୭୪ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୦ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୮୦୪ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ […]
ନୂଆଦିଲ୍ଲୀ: କରୋନା ଟୀକା ନେଇ କେନ୍ଦ୍ର ସରକାର ଗୁରୁତ୍ୱପୂର୍ଣ୍ଣ ସୂଚନା ଦିଆଯାଇଛି। ଡିସେମ୍ବର ସୁଦ୍ଧା ଦେଶରେ ସମସ୍ତଙ୍କୁ ଟୀକା ମିଳିବା ନେଇ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ବିଶ୍ଵରେ ଟୀକା ଉତ୍ପାଦନ କରୁଥିବା ୫ ଟି ଦେଶ ମଧ୍ୟରେ ଭାରତ ଗୋଟିଏ […]
ଭୁବନେଶ୍ବର: ଭୁବନେଶ୍ବର ମହାନଗର ଅଞ୍ଚଳରେ ଟୀକା ନେବା ପାଇଁ ଆଜି ସନ୍ଧ୍ୟାରେ ସ୍ଲଟ ବୁକିଂ ଆରମ୍ଭ ହେବ। ୧୮ ରୁ ୧୪ ବର୍ଷ ବୟସ୍କଙ୍କ ୨ ୟ ଡୋଜ ଟୀକା ପାଇଁ ସ୍ଲଟ୍ ବୁକ୍ କରିପାରିବେ। ଆଜି ଏହି ବର୍ଗର ବୟସ୍କଙ୍କ […]
ଭୁବନେଶ୍ବର: ଆଜି ଓଡିଶାକୁ ଆଉ ୧ ଲକ୍ଷ ଟୀକା ଡୋଜ ଆସିବ। ଆଜି ୫୦ ହଜାର କୋଭାକ୍ସିନ ଏବଂ ୫୦ ହଜାର କୋଭିଶିଲ୍ଡ ଟୀକା ଓଡିଶାରେ ପହଞ୍ଚିବ। ୧୮ ରୁ ୪୪ ବର୍ଷ ବର୍ଗର ବ୍ୟକ୍ତିଙ୍କୁ ଏହି ଟୀକା ଦିଆଯିବ। ଏସବୁ […]
ଭୁବନେଶ୍ବର: କୋଭିଡ ଟୀକାକୁ ନେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କ ନିକଟକୁ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଚିଠି ଲେଖିଛନ୍ତି। କେନ୍ଦ୍ର ସରକାର ଗ୍ଲୋବାଲ ଟେଣ୍ଡର କରି ରାଜ୍ୟଗୁଡିକୁ ଟୀକା ଦେବା ପାଇଁ ଅନୁରୋଧ କରିଛନ୍ତି। ନଚେତ ଟୀକା କିଣିବା ପାଇଁ ରାଜ୍ୟ […]
ନୂଆଦିଲ୍ଲୀ: କରୋନା ଭୂତାଣୁ ସମଗ୍ର ବିଶ୍ଵକୁ କବଳିତ କରି ରଖିଛି। କିନ୍ତୁ ଯେଉଁ ଦେଶରୁ ଏହାର ଉତ୍ପତ୍ତି ହୋଇଛି, ସେଠାରେ ସଂକ୍ରମଣ ହ୍ରାସ ପାଇଛି। ଚୀନରୁ ଏହି ଭୂତାଣୁର ଉତ୍ପତ୍ତି ହୋଇ ସାରା ବିଶ୍ଵକୁ ବ୍ୟାପୀଯାଇଥିବା ବେଳେ ସେଠାରେ ସଂକ୍ରମଣ ଆଉ […]
ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ଅସୁସ୍ଥତା କାରଣରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଚଳିତ ବର୍ଷ ଏପ୍ରିଲ ମାସରେ ୬୧ ବର୍ଷୀୟ ରମେଶ ପୋଖରିଆଲ କରୋନାରେ ସଂକ୍ରମିତ ହୋଇଥିଲେ। କରୋନା ପରବର୍ତ୍ତୀ ସମସ୍ୟା […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୨୭ ହଜାର ୫୧୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨ ହଜାର ୭୯୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୩୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୩୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୭୯୧ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା […]
ଭୁବନେଶ୍ବର: ଆଜି ରାଜ୍ୟରେ ୮ ହଜାର ୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୪୮୯୨ ଜଣ […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: କରୋନାକୁ ପ୍ରତିହତ କରିବା ପାଇଁ ରାଜ୍ୟରେ ଟୀକା କରଣ ପ୍ରକ୍ରିୟା ଜାରି ରହିଛି। ବରିଷ୍ଠ ନାଗରିକ ମାନଙ୍କୁ ସରକାରୀ ଚିକିତ୍ସାଳୟରେ କୋଭିଡ୍ ଟୀକା ଦିଆ ଯାଉଛି। ବରିଷ୍ଠ ଲୋକମାନଙ୍କୁ ଟୀକା ଦେବା ପାଇଁ ତାଙ୍କର ସଂପର୍କୀୟ ମାନେ […]
ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ପୁଣି ହୁ ହୁ ହୋଇ ବଢିଲାଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଜିଲ୍ଲାରୁ ଆଜି ୨୮୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଆଜି ଜଗତସିଂହପୁର ବ୍ଲକରୁ ସର୍ବାଧିକ ୫୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୮୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୮୧୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୬୮ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୬୪୩ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ […]