ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୦୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୦୭୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୮ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୯୨୮ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ […]
ଭୁବନେଶ୍ବର: ଏଥର କୋଭିଡ ରିପୋର୍ଟ ଜାଣିବା ସହଜ ହୋଇଛି। କୋଭିଡ ୱେବସାଇଟ ମାଧ୍ୟମରେ ନିଜର ରିପୋର୍ଟ ଜାଣିହେବ। ସେଥିପାଇଁ ପ୍ରଥମେ https://covid19.odisha.gov.in/ ୱେବସାଇଟକୁ ଯିବାକୁ ପଡିବ। ତାପରେ “Know your Covid Test Status” ବିକଳ୍ପ ଉପରେ କ୍ଲିକ କରିବାକୁ ପଡିବ। […]
ଭୁବନେଶ୍ବର: ଫାଇଭ-ଟି ସଚିବ ଭିକେ ପାଣ୍ଡିୟାନଙ୍କୁ ପ୍ରେସିଡେଣ୍ଟ ଆୱାର୍ଡରେ ସମ୍ମାନିତ କରାଯାଇଛି। ଇଣ୍ଟରନ୍ୟାସନାଲ ହକି ଫେଡେରେସନ ପକ୍ଷରୁ ଶ୍ରୀ ପାଣ୍ଡିୟାନଙ୍କୁ ଏହି ଆୱାର୍ଡ ମିଳିଛି। ହକି କ୍ରିଡା ବିକାଶ କ୍ଷେତ୍ରରେ ବିଶେଷ ଅବଦାନ ପାଇଁ ତାଙ୍କୁ ସମ୍ମାନିତ କରାଯାଇଛି। ତେବେ ହକି […]
ଚାନ୍ଦପୁର /ନୟାଗଡ: କୋଭିଡ ପରୀକ୍ଷାରେ ଭିନ୍ନ ଭିନ୍ନ ରିପୋର୍ଟ ଆସିବା ଅଭିଯୋଗକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ପରୀକ୍ଷା କରିବାକୁ ଯାଇଥିବା ସ୍ଵାସ୍ଥ୍ୟକର୍ମୀଙ୍କୁ ସ୍ଥାନୀୟ ଲୋକେ ଅଟକ ରଖିଛନ୍ତି। ନୟାଗଡ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ମୟୁରଝଲିଆ ଗ୍ରାମରେ ଏଭଳି ଏକ […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୦ ହଜାର ୬୦୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୩୮୫, କଟକରୁ ୯୨୭, ଅନୁଗୁଳରୁ ୫୫୬, ସୁନ୍ଦରଗଡରୁ […]
ଭୁବନେଶ୍ୱର, ଲୋକମାନଙ୍କୁ ସୁବିଧାରେ କୋଭିଡ ପରୀକ୍ଷା ରିପୋର୍ଟ ପ୍ରଦାନ କରିବା ପାଇଁ ଓଡ଼ିଶା ସରକାର କୋଭିଡ ଟେଷ୍ଟ ରିପୋର୍ଟ ୱେବସାଇଟ୍ ଲୋକାର୍ପିତ କରିଛନ୍ତି। କୋଭିଡ-୧୯ ପରୀକ୍ଷା; ଯଥା ଆରଟି ପିସିଆର କିମ୍ବା ରାପିଡ୍ ଆଣ୍ଟିଜେନ୍ ପରୀକ୍ଷ ପାଇଁ ନମୁନା ଦେଇଥିବା ବ୍ୟକ୍ତି […]
ନୂଆଦିଲ୍ଲୀ: କରୋନା ଭୂତାଣୁର ପ୍ରକୋପ ସମଗ୍ର ଦେଶରେ ଜାରି ରହିଛି। କରୋନା ସଙ୍କଟରେ ଲୋକଙ୍କ ଢାଲ ହୋଇ ଛିଡା ହୋଇଥିବା ଡାକ୍ତରମାନଙ୍କର ମଧ୍ୟ ଏଥିରେ ଜୀବନ ଯାଉଛି। କରୋନା ଭୂତାଣୁର ଦ୍ଵିତୀୟ ଲହରୀରେ ୪୨୦ ଜଣ ଡାକ୍ତରଙ୍କ ପ୍ରାଣହାନୀ ଘଟିଛି। ସର୍ବାଧିକ […]
ନୂଆଦିଲ୍ଲୀ: ଦେଶରେ ଟୀକାକରଣକୁ ନେଇ ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆର ଏଗଜିକ୍ୟୁଟିଭ ଡାଇରେକ୍ଟର ସୁରେଶ ଯାଦବ ଏକ ମନ୍ତବ୍ୟ ରଖିଛନ୍ତି। ଟୀକାକରଣ ପ୍ରକ୍ରିୟାର ବିସ୍ତାର କରିବା ସମୟରେ କେନ୍ଦ୍ର ସରକାର ନା ଟୀକାର ଉପଲବ୍ଧତା ଉପରେ ଧ୍ୟାନ ଦେଇଛନ୍ତି ନା ବିଶ୍ଵ […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୫୭ ହଜାର ୨୯୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪ ହଜାର ୧୯୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୨୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୨୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୪୫୬ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା […]
ଭୁବନେଶ୍ବର: ଆଜି ରାଜ୍ୟରେ ୧୧ ହଜାର ୧୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୬୨୧୯ ଜଣ […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୦ ହଜାର ୮୮୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୫୫୯, ସୁନ୍ଦରଗଡରୁ ୧୪୪୦, କଟକରୁ ୮୮୩, ଅନୁଗୁଳରୁ […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୧୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୧୮୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୦୪୪ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ […]
ଭୁବନେଶ୍ବର/ପୁରୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀରେ ଏକ କୋଭିଡ ହସ୍ପିଟାଲକୁ ଲୋକାର୍ପଣ କରିଛନ୍ତି। ଭିଡିଓ କଂଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ହସ୍ପିଟାଲକୁ ଲୋକାର୍ପିତ କରିଛନ୍ତି। ଏହା ୧୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ହୋଇଥିବା ବେଳେ ଏଥିରେ ୨୦ […]
ଭୁବନେଶ୍ବର: ଭୁବନେଶ୍ବର ସ୍ଥିତ ଝାରପଡା ଜେଲରେ ଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଏବଂ ଆଇଏଫଏସ ଅଭୟକାନ୍ତ ପାଠକ କୋଭିଡରେ ଆକ୍ରାନ୍ତ ହୋଇଛନ୍ତି। ଉଭୟଙ୍କୁ ଝାରପଡା ଜେଲର ଆଇସୋଲେସନ ୱାର୍ଡରେ ରଖାଯାଇଛି। ଝାରପଡା ଜେଲରେ ୧୯୫ ନମୁନା ମଧ୍ୟରୁ ୯୬ ଜଣ […]
ଭୁବନେଶ୍ୱର: ଏକ ଜଟିଳ ଅସ୍ତ୍ରୋପଚାର ଦ୍ୱାରା ବିରଳ ଜନ୍ମଗତ ତ୍ରୁଟି ଥିବା ମାତ୍ର ୧୨ ଦିନର ନବଜାତ ଶିଶୁର ଜୀବନ ବଂଚାଇବାରେ ସକ୍ଷମ ହୋଇପାରିଛନ୍ତି ଇନ୍ଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନସେସ ଆଣ୍ଡ ସମ ହସ୍ପିଟାଲର ଡାକ୍ତର। ଶିଶୁଟିର ଜନ୍ମରୁ ହିଁ ନିଶ୍ୱାସ […]
ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ବର ସ୍ଥିତ ଝାରପଡା ଜେଲରୁ ୯୬ ଜଣ ପଜିଟିଭ ଚିହ୍ନଟ ଅଛନ୍ତି। ଚିହ୍ନଟ ୯୬ ଜଣଙ୍କ ମଧ୍ୟରୁ କିଛି ଜେଲ କର୍ମଚାରୀ ଏବଂ କଏଦୀ ଅଛନ୍ତି। ଝାରପଡା ଜେଲରେ ମୋଟ ୧୯୫ ଜଣଙ୍କ ଠାରୁ ସ୍ଵାବ ଟେଷ୍ଟ କରାଯାଇଥିଲା। […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୫୯ ହଜାର ୫୫୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪ ହଜାର ୨୦୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୨୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୨୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୪୦୩ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା […]
ଭୁବନେଶ୍ବର: ଆଜି ରାଜ୍ୟରେ ୧୨ ହଜାର ୫୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୭୦୧୨ ଜଣ […]
ଭୁବନେଶ୍ବର/ବ୍ରହ୍ମପୁର: ଆଜି ବ୍ରହ୍ମପୁର ସ୍ଥିତ ଏମକେସିଜିରେ ଅକ୍ସିଜେନ ପ୍ଳାଣ୍ଟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରିଛନ୍ତି। ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅକ୍ସିଜେନ ପ୍ଳାଣ୍ଟକୁ ଲୋକାର୍ପଣ କରିଛନ୍ତି। ମୋଟ ୨ କୋଟି ଟଙ୍କାରେ ଏହି ପ୍ଳାଣ୍ଟ ନିର୍ମାଣ ହୋଇଛି। […]