ନୂଆଦିଲ୍ଲୀ: କରୋନା ମହାମାରୀର ସ୍ଥିତି ଏବେ ଉଦବେଗଜନକ ଥିବା ବେଳେ ବ୍ଲାକ ଫଙ୍ଗସ୍ ସାରା ଦେଶକୁ ଚିନ୍ତାରେ ପକାଇଛି। ଏହି ରୋଗର ସଂକ୍ରମଣକୁ ଦେଖି କେନ୍ଦ୍ର ସରକାର ମହାମାରୀ ଘୋଷଣା କରିବାକୁ ରାଜ୍ୟ ସରକାର ସୁପାରିସ କରିଛନ୍ତି। ହେଲେ ଆଜି ୪ […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୧୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୧୨୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୯ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୯୬୧ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ […]
ଭୁବନେଶ୍ବର: କରୋନା କାଳରେ ବ୍ଲାକ ଫଙ୍ଗସ୍ ଏବେ ବଡ ସମସ୍ୟା ହୋଇ ଠିଆ ହୋଇଛି। ଏହି ରୋଗ ଏବେ ଧୀରେ ଧୀରେ ବ୍ୟାପିବାରେ ଲାଗିଛି। ରାଜସ୍ଥାନରେ ସର୍ବାଧିକ ୭୦୦ ରୋଗୀ ଚିହ୍ନଟ ହୋଇଥିବା ବେଳେ ମହାରାଷ୍ଟ୍ରରେ ୯୦ ବ୍ଲାକ ଫଙ୍ଗସ୍ ରୋଗୀ […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୯ ହଜାର ୮୭୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୬୭୩, ସୁନ୍ଦରଗଡରୁ ୭୮୯, ନୂଆପଡାରୁ ୬୫୦, କଟକରୁ […]
ନୂଆଦିଲ୍ଲୀ, ବର୍ତ୍ତମାନ କରୋନା ଟେଷ୍ଟ କରିବା ପାଇଁ ଆଉ ଲମ୍ବା ଲାଇନରେ ଛିଡା ହେବାକୁ ପଡିବା ନାହିଁ। ଏଣିକି ଆପଣମାନେ ଘରେ ବସି ଟେଷ୍ଟ କରି ଜାଣିପାରିବେ ପଜେଟିଭ ନା ନେଗେଟିଭ। ଏହି ପରୀକ୍ଷା ପାଇଁ ବାହାରିଥିବା କିଟ୍ କୁ ଆଜି […]
ଭୁବନେଶ୍ୱର: ବିଶିଷ୍ଟ ସ୍ଥପତି ତଥା ସାଂସଦ ପଦ୍ମଭୂଷଣ ସ୍ବର୍ଗତ ରଘୁନାଥ ମହାପାତ୍ରଙ୍କ ବଡ ପୁଅ ଯଶୋବନ୍ତ ମହାପାତ୍ରଙ୍କର ଆଜି ବିୟୋଗ ଘଟିଛି। ଭୁବନେଶ୍ୱର ଏମ୍ସ ରେ ଚିକିତ୍ସାଧୀନ ଥିବା ଯଶୋବନ୍ତ ଅତ୍ୟନ୍ତ ସଙ୍କଟାପନ୍ନ ଅବସ୍ଥାରେ ଗତକାଲି ସମ କୋଭିଡ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। […]
ନୂଆଦିଲ୍ଲୀ: କରୋନା ସଂକ୍ରମଣ ଭିତରେ ବ୍ଲାକ ଫଙ୍ଗସ୍ ରୋଗ ଏବେ ଚିନ୍ତା ବଢାଇଦେଇଛି। ଦେଶର କେତୋଟି ରାଜ୍ୟରେ ଏହି ରୋଗରେ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। କେବଳ ରାଜସ୍ଥାନରେ ୭୦୦ ଜଣ ବ୍ଲାକ ଫଙ୍ଗସ୍ ରୋଗୀ ଚିହ୍ନଟ ହୋଇଛନ୍ତି। ରାଜସ୍ଥାନର ଗୋଟିଏ […]
ପୁରୀ: ପୁରୀ ରଥ ଖଳାରୁ ପୁଣି ୬ କରୋନା ଆକ୍ରାନ୍ତ ହୋଇଛନ୍ତି। ୬ ଜଣଙ୍କ ମଧ୍ୟରୁ ୫ ଜଣ ଭୋଇ ସେବକ ଏବଂ ଜଣେ ବିଶ୍ଵକର୍ମା ସେବକ ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ଆଜିର ୬ ଜଣ ଆକ୍ରାନ୍ତଙ୍କୁ ମିଶାଇ ପୁରୀ […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୭୬ ହଜାର ୧୧୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩ ହଜାର ୮୭୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୨୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୨୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୪୦୩ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା […]
ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରୁ ଆଜି ୩୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କୁଜଙ୍ଗ ବ୍ଲକରୁ ସର୍ବାଧିକ ୪୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲିକୁଦା ବ୍ଲକରୁ ୪୬ଜଣ, ଜଗତସିଂହପୁର ବ୍ଲକ ଓ ପାରାଦ୍ବୀପରୁ ୪୩ […]
ନୂଆଦିଲ୍ଲୀ: କେନ୍ଦ୍ରଶାସିତ ଅଞ୍ଚଳ ଏବଂ ରାଜ୍ୟଗୁଡିକୁ କେନ୍ଦ୍ର ସରକାର ଜୁନ ୧୫ତାରିଖ ପର୍ଯ୍ୟନ୍ତ କୋଭିଡ ଟିକା ଯୋଗାଣ ସମ୍ପର୍କିତ ତଥ୍ୟ ଆଗୁଆ ଦେଇଛନ୍ତି। ଏଥିପାଇଁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳଗୁଡିକରେ କୋଭିଡ ଟିକା କେନ୍ଦ୍ର ପ୍ରସ୍ତୁତ କରିବା ଏବଂ ଏହାର […]
ଭୁବନେଶ୍ୱର: କରୋନା ବିରୁଦ୍ଧ ଯୁଦ୍ଧରେ ବିଜୟୀ ହେଉଛନ୍ତି ବୟୋଜ୍ୟେଷ୍ଠ। ସମ କୋଭିଡ ହସ୍ପିଟାଲରୁ ସୁସ୍ଥ ହେଉଛନ୍ତି ଜଣକ ପରେ ଜଣେ ବରିଷ୍ଠ ନାଗରିକ। ଏହି କ୍ରମରେ ଆଜି ଜଣେ ୯୯ ବର୍ଷୀୟ ବୃଦ୍ଧ କରୋନା ରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୯୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୯୨୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୭ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୭୮୮ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୦ ହଜାର ୩୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୪୭୧, ସୁନ୍ଦରଗଡରୁ ୮୧୪, କଟକରୁ ୭୧୮, ଅନୁଗୁଳରୁ […]
ଭୁବନେଶ୍ବର: ଡ୍ରାଇଭ ଇନ୍ ଓ ଡୋର ଷ୍ଟେପ୍ ଟୀକାକରଣକୁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ବାରଣ କରିଛି। ଯେଉଁ ଜିଲ୍ଲାରେ ଏଭଳି ପ୍ରକ୍ରିୟା ଜାରି ରହିଛି, ତାହା ବନ୍ଦ କରିବାକୁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି। ଏନେଇ ରାଜ୍ୟର ସମସ୍ତ ଜିଲ୍ଲାପାଳ […]
ଭୁବନେଶ୍ବର: ସ୍ୱାସ୍ଥ୍ୟ କର୍ମୀଙ୍କ ପରିବାର ଲୋକଙ୍କୁ ଟୀକା ଦେବା ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଡାକ୍ତର, ନର୍ସ, ପାରାମେଡିକ ଷ୍ଟାଫଙ୍କ ପରିବାର ଲୋକଙ୍କୁ ଟୀକା ଦେବା ପାଇଁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏନେଇ ସ୍ୱାସ୍ଥ୍ୟ ଏସିଏସ ପ୍ରଦୀପ୍ତ ମହାପାତ୍ର […]
ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଭିତରେ ଟୀକାର ବଡ ସମସ୍ୟା ଦେଖାଦେଇଛି। ଟୀକାର ଅଭାବକୁ ଦେଖି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଏକ ଚିଠି ଲେଖିଥିଲେ। ଚିଠି ମାଧ୍ୟମରେ ଅନ୍ୟ କମ୍ପାନୀଗୁଡିକୁ ଟୀକା ପ୍ରସ୍ତୁତି ପାଇଁ ସେ […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୬୭ ହଜାର ୩୩୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪ ହଜାର ୫୨୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି […]
ଭୁବନେଶ୍ବର: ପଦ୍ମଭୂଷଣ ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ପରଲୋକ ହୋଇଯାଇଛି। ବାପାଙ୍କ ମୃତ୍ୟୁର ୧୧ ଦିନ ପରେ ପ୍ରଶାନ୍ତଙ୍କ ପ୍ରାଣହାନୀ ଘଟିଛି। ଗତ ୯ ତାରିଖରେ ରଘୁନାଥ ମହାପାତ୍ରଙ୍କ ନିଧନ ହୋଇଥିବା ବେଳେ ଆଜି ପ୍ରଶାନ୍ତଙ୍କ ମୃତ୍ୟୁ ହୋଇଛି। ଭୁବନେଶ୍ବର […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୨୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୨୨ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୩୭୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା […]