ରମେଶ ମହାନ୍ତି ଜଗତସିଂହପୁର: ଦୃତ ଗତିରେ ବୃଦ୍ଧି ପାଉଥିବା କରୋନାର ଦ୍ୱିତୀୟ ଲହରୀରେ ଜଗତସିଂହପୁର ଜିଲ୍ଲାରୁ ଯେମିତି କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାର ନାଁ ଧରୁନି, ହୁ ହୁ ହୋଇ ବଢି ଚାଲିଛି। ଗତକାଲି ଜିଲ୍ଲାରୁ ୨୭୪ ଜଣ କରୋନା ଆକ୍ରାନ୍ତ […]
ଭୁବନେଶ୍ୱର: ହାରିବ କରୋନା, ଜିତିବ ମଣିଷ। ଏ କଥାକୁ ପୁଣି ଥରେ ସାବ୍ୟସ୍ତ କରିଛନ୍ତି ୯୦ ବର୍ଷୀୟା ଜଣେ ବୃଦ୍ଧା। ସମ କୋଭିଡ ହସ୍ପିଟାଲରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି କରୋନା ସଂକ୍ରମିତ ହୋଇଥିବା ବାଉରୀ ସାହୁ। ଭୁବନେଶ୍ୱର ୟୁନିଟ ୨ […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୩୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୩୫୩ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୮ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୧୩୫ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ […]
ଭୁବନେଶ୍ବର: କରୋନା ଏବେ ଗାଁ ମୁହାଁ ହୋଇଛି। ଗ୍ରାମାଞ୍ଚଳରେ ସଂକ୍ରମଣ ବ୍ୟପୁଥିବାରୁ ସ୍ୱାସ୍ଥ୍ୟ ବିଭାଗ ଏକ ନୂଆ ଏସଓପି ଜାରି କରିଛି। ଗ୍ରାମାଞ୍ଚଳ, ଆଦିବାସୀ ବହୁଳ ଓ ସହର ଉପକଣ୍ଠ ପାଇଁ ନୂଆ ଏସଓପି ଜାରି କରାଯାଇଛି। ଏହି ଅଞ୍ଚଳଗୁଡିକରେ ସର୍ଭେଲାନ୍ସ, […]
ପୁଣେ: କଂଗ୍ରେସ ସାଂସଦ ରାଜୀବ ସାତୱଙ୍କ ଆଜି ଏକ ଘରୋଇ ହସ୍ପିଟାଲରେ ନିଧନ ହୋଇଯାଇଛି। ଏପ୍ରିଲ ୨୨ ତାରିଖକୁ ରାଜୀବ କରୋନାରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସ୍ବାସ୍ଥ୍ୟବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। କିନ୍ତୁ ମାତ୍ର […]
ବ୍ରହ୍ମପୁର: କୋଭିଡ୍ ସଂକ୍ରମଣକୁ ରୋକିବା ପାଇଁ ଗଞ୍ଜାମ ଜିଲ୍ଲାପାଳ ଆଉ ଏକ ପ୍ରୟାସ କରିଛନ୍ତି। ସେଥିପାଇଁ ଗଞ୍ଜାମବାସୀଙ୍କୁ ବିବାହ ଉତ୍ସବରେ କିଛି ନିୟମ ମାନିବାକୁ ନିବେଦନ କରିଛନ୍ତି। ବିବାହ ପାଇଁ ବର କନ୍ୟାଙ୍କ ଆଣ୍ଟିଜେନ ପରୀକ୍ଷା କରିବାକୁ ଜିଲ୍ଲାପାଳ ନିବେଦନ କରିଛନ୍ତି। […]
ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣକୁ ରୋକିବା ପାଇଁ ଦୀର୍ଘ ୧୨ ଦିନ ଧରି ଲକଡାଉନ ଜାରି ରହିଛି। କିନ୍ତୁ ସଂକ୍ରମଣ ସଂଖ୍ୟାରେ ହ୍ରାସ ହେବା ଦେଖାଯାଉନି। ରାଜ୍ୟରେ ଦୈନିକ ୧୦ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ତେବେ ଏହାକୁ ଦେଖି […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୧୧ ହଜାର ୧୭୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪ ହଜାର ୭୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୧୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୧୯ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୩୧୩ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା […]
ଭୁବନେଶ୍ବର: ଆଜି ରାଜ୍ୟରେ ୧୧ ହଜାର ୭୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୬୫୬୯ ଜଣ […]
ନୂଆଦିଲ୍ଲୀ: ବ୍ରିଟେନରେ କରୋନା ସଂକ୍ରମଣ ରୋକିବା ପାଇଁ ଟୀକାକରଣ ଜାରି ରହିଛି। ହେଲେ ଭୂତାଣୁ ବି୧.୬୧୭.୨ ଭ୍ୟାରିଏଣ୍ଟକୁ ରୋକିବା ପାଇଁ ଏହି ଟୀକାର ପ୍ରଭାବ କମ ରହିପାରେ। ବ୍ରିଟେନ ଟୀକାକରଣ ପ୍ରକ୍ରିୟାରେ ସାମିଲ ଥିବା ଜଣେ ବୈଜ୍ଞାନିକ ଏଭଳି ମତ ରଖିଛନ୍ତି। […]
ରମେଶ ମହାନ୍ତି ଜଗତସିଂହପୁର: ଦୃତ ଗତିରେ ବୃଦ୍ଧି ପାଉଥିବା କରୋନା ମହାମାରୀର ଦ୍ୱିତୀୟ ଲହରୀ ଜଗତସିଂହପୁର ଜିଲ୍ଲାରେ ଉପରମୁହାଁ ହୋଇଥିବା ଦେଖିବାକୁ ମିଳୁଛି। ଜଗତସିଂହପୁର ଜିଲ୍ଲାରେ ଆଜି ୨୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଆଜି ପାରାଦ୍ବୀପରୁ […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୧୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୧୧୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୪ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୯୪୪ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୦ ହଜାର ୭୮୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୬୦୫, ସୁନ୍ଦରଗଡରୁ ୧୧୮୬, କଟକରୁ ୯୬୬, କଳାହାଣ୍ଡିରୁ […]
ଭୁବନେଶ୍ବର: ଭୁବନେଶ୍ବର ମହାନଗର ନିଗମ ଆଜି ବରିଷ୍ଠ ନାଗରିକଙ୍କ ପାଇଁ ଏକ ସ୍ଵତନ୍ତ୍ର ବ୍ୟବସ୍ଥା କରିଛି। ଲକ୍ଷଣ ଦେଖାଯାଉଥିବା କୌଣସି ବରିଷ୍ଠ ନାଗରିକ ଯଦି କରୋନା ପରୀକ୍ଷା କେନ୍ଦ୍ରକୁ ଆସିବା ପାଇଁ ଅସମର୍ଥ ଅଛନ୍ତି। ସେମାନଙ୍କ ପାଇଁ ବିଏମସି ଏକ ଭଲ […]
ଭୁବନେଶ୍ବର: ଦୈତ ନଗରୀର କୋଭିଡ ହସ୍ପିଟାଲ ଯାଞ୍ଚ ପାଇଁ ସ୍ଵତନ୍ତ୍ର ଟିମ୍ ଗଠନ କରାଯାଇଛି। ମୋଟ ୪ ଟି ଟିମ୍ ଗଠନ ହୋଇଥିବା ବେଳେ କେବଳ ଭୁବନେଶ୍ବରରେ ୩ ଟି ଟିମ୍ କାର୍ଯ୍ୟ କରିବ। ପ୍ରତ୍ୟେକ ଟିମରେ ୨ ଜଣ ଲେଖାଏଁ ଡାକ୍ତର […]
କଲିକତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସାନ ଭାଇ ଅସୀମ ବନ୍ଦୋପାଧ୍ୟାୟଙ୍କ ଆଜି ନିଧନ ହୋଇଯାଇଛି। ସେ ଏକ ମାସ ହେଲା କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ମେଡିକୋ ସୁପରସ୍ପେସିଲିଟି ହସ୍ପିଟାଲରେ ଅସୀମ ଚିକିତ୍ସିତ ହେଉଥିଲେ। ଆଜି ଚିକିତ୍ସାଧୀନ ଅବସ୍ଥାରେ […]
ନୂଆଦିଲ୍ଲୀ: କରୋନା ଭୂତାଣୁକୁ ନଷ୍ଟ କରିବା ପାଇଁ ଡିଆରଡିଓ ଦ୍ଵାରା ‘୨-ଡିଜି’ ଔଷଧ ପ୍ରସ୍ତୁତ କରାଯାଇଛି। ଏହି ଔଷଧର ୧୦ ହଜାର ଡୋଜର ପ୍ରଥମ ବ୍ୟାଚ ଆଜି କିମ୍ବା କାଲି ଭିତରେ ମିଳିବା ଆଶା କରାଯାଉଛି। ଏହା ସହ ଆବଶ୍ୟକତାକୁ ଦେଖି […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୨୬ ହଜାର ୯୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩ ହଜାର ୮୯୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୨୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୨୧ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୨୯୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା […]
ଭୁବନେଶ୍ବର: ଆଜି ରାଜ୍ୟରେ ୧୧ ହଜାର ୮୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୬୬୧୧ ଜଣ […]