ଭୁବନେଶ୍ବର: ଆଜି ରାଜ୍ୟରେ ୧୦ ହଜାର ୬୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୫୯୬୫ ଜଣ […]
ଭୁବନେଶ୍ବର: ଆଜି ବିଶ୍ଵ ନର୍ସିଙ୍ଗ ଦିବସ। ଏହି ଅବସରରେ ନର୍ସମାନଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୋନ ଯୋଗେ କଥା ହୋଇଛନ୍ତି। କାର୍ଯ୍ୟରତ ନର୍ସମାନଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି। ଏହି କରୋନା କାଳରେ ନିଜର ବ୍ୟକ୍ତିଗତ ସୁଖକୁ ଭୁଲି ନିଷ୍ଠାର ସହ […]
ରମେଶ ମହାନ୍ତି ଜଗତସିଂହପୁର: କରୋନା ଦ୍ୱିତୀୟ ଲହରୀରେ ଆକ୍ରାନ୍ତଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଜଗତସିଂହପୁର ଜିଲ୍ଲାରୁ ଆଜି ପୁଣି ୨୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ପାରାଦ୍ବୀପରୁ ସର୍ବାଧିକ ୪୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା […]
ଭୁବନେଶ୍ବର: ଆଜି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନଙ୍କ ସହ ଓଡିଶା ସ୍ୱାସ୍ଥ୍ୟମନ୍ତ୍ରୀଙ୍କ କୋଭିଡକୁ ନେଇ ଏକ ବୈଠକ ହୋଇଯାଇଛି। ଏହି ବୈଠକରେ ଟୀକା ଏବଂ ଅମ୍ଳଜାନ ସିଲିଣ୍ଡର ଅଭାବ ଉପରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ନବ ଦାସ ଆଲୋଚନା କରିଛନ୍ତି। ଓଡ଼ିଶାକୁ ତୁରନ୍ତ […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮ ହଜାର ୫୪୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୧୬୫, କଟକରୁ ୫୯୩, ସୁନ୍ଦରଗଡରୁ ୫୯୧, ସମ୍ବଲପୁରରୁ […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୨୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୨୯୪ ଆକ୍ରାନ୍ତଙ୍କ ମଧ୍ୟରୁ ୧୬୧ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୧୩୧ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ […]
ଅହମ୍ମଦାବାଦ: ଗୁଜୁରାଟର ଶ୍ରୀ ସ୍ଵାମୀନାରାୟଣ ଗୁରୁକୁଳ ବିଶ୍ଵବିଦ୍ୟା ପ୍ରତିଷ୍ଠାନ ଦ୍ଵାରା କରୋନା ଦାୟୁରୁ ରକ୍ଷା ପାଇବା ପାଇଁ ଗାଈ ଗୋବରକୁ ବ୍ୟବହାର କରାଯାଉଥିବା ଦେଖାଯାଇଛି। ସେଠାରେ କିଛି ଲୋକ ନିଜ ଶରୀରରେ ଗାଈ ଗୋବରର ଲେପ ଦେଇ କରୋନାରୁ ରକ୍ଷା ମିଳିବ […]
ଭୁବନେଶ୍ବର: କୋଭିସିଲ୍ଡ ଟୀକାର ଦ୍ଵିତୀୟ ଡୋଜ ଟୀକାର ସମୟ ଅବଧିକୁ ବୃଦ୍ଧି କରାଯାଇଛି। ଏଣିକି ୪୨ ଦିନ ପରେ କୋଭିସିଲ୍ଡର ଦ୍ଵିତୀୟ ଡୋଜ ଟୀକା ନେବା ପାଇଁ ନିର୍ଦ୍ଦେଶ ହୋଇଛି। ଏହାପୂର୍ବରୁ ୪ ସପ୍ତାହ ପରେ ଏହି ଟୀକାର ଦ୍ଵିତୀୟ ଡୋଜ […]
ନୂଆଦିଲ୍ଲୀ: ଗତକାଲି ଭାରତରେ ୨ ରୁ ୧୮ ବର୍ଷ ବର୍ଗର ପିଲାଙ୍କ ଉପରେ କୋଭାକ୍ସିନ ଟୀକା ପରୀକ୍ଷା ପାଇଁ ଏକ ବିଶେଷଜ୍ଞ କମିଟି ଅନୁମତି ଦେଇଛି। ଏହି ପରୀକ୍ଷା ଦିଲ୍ଲୀ, ପାଟଣା ଏମ୍ସ ଏବଂ ନାଗପୁରସ୍ଥିତ ମେଡିଟ୍ରିନା ଚିକିତ୍ସା ବିଜ୍ଞାନ ସଂସ୍ଥା […]
ଭୁବନେଶ୍ବର: ରାଜ୍ୟ ସରକାର ଆଜି ଏକ ବଡ ନିଷ୍ପତ୍ତି ନେଇଛନ୍ତି। ସାଧୁ, ସନ୍ଥ, ଅସହାୟ, ଭିକାରୀ, ମାନସିକ ବିକୃତ ଲୋକଙ୍କୁ ଏଥର ଟୀକା ଦେବା ପାଇଁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ରାଜ୍ୟରେ ଏଭଳି ଲୋକଙ୍କୁ ଚିହ୍ନଟ କରାଯାଇ ଟୀକାଦେବା ପାଇଁ […]
ରମେଶ ମହାନ୍ତି ଜଗତସିଂହପୁର: ରାଜ୍ୟ ସରକାରଙ୍କ ତରଫରୁ ଜଗତସିଂହପୁର ମୁଖ୍ୟ ଚିକିତ୍ସାଳୟରେ ବେଡ୍ ସଂଖ୍ୟା ୩୦୦କୁ ବୃଦ୍ଧି କରାଯାଇଛି। ଏହି ଚିକିତ୍ସାଳୟରେ ପ୍ରଥମରୁ ୧୨୬ଟି ବେଡ୍ ରହିଥିବା ବେଳେ ବର୍ତ୍ତମାନ ଏହାକୁ ୩୦୦କୁ ବୃଦ୍ଧି କରାଯାଇଛି। ଏଥିସହିତ ଚିକିତ୍ସାଳୟର ଅନ୍ୟାନ୍ୟ ଆନୁଷଙ୍ଗିକ […]
ସୀତାରାମ ଅଗ୍ରୱାଲ ଚିଲିକା: କରୋନା ମହାମାରୀ ବର୍ତ୍ତମାନ ସାରା ଦେଶକୁ ଏମିତି ଗ୍ରାସିଛି ଯେ ମଣିଷ ମାନବିକତା ଭୁଲିଯାଉଛି। ଏହି ସମୟରେ ଏମିତି ଅନେକ ଦୃଶ୍ୟ ସାମ୍ନାକୁ ଆସୁଛି ଯାହା ମନକୁ ବିଚଳିତ କରିଦେଉଛି। କେଉଁଠି ନିଜ ପୁଅ ବାପାର ଶବକୁ […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୪୮ ହଜାର ୪୨୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪ ହଜାର ୨୦୫ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୩୩ […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୧୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୧୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୨୩୧ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା […]
ଭୁବନେଶ୍ବର: ଆଜି ରାଜ୍ୟରେ ୧୦ ହଜାର ୯୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୬୧୪୯ ଜଣ […]
ରାଉରକେଲା: ରାଉରକେଲା ସହରରେ ମଙ୍ଗଳବାର ଦିନ ୧୮ରୁ ୪୪ ବର୍ଷ ବର୍ଗର ବ୍ୟକ୍ତିଙ୍କୁ ପ୍ରଥମ ଡୋଜ୍ ଟିକା ଦିଆଯାଇଛି। ଏହି ଟିକା ନେବା ବେଳେ ଯୁବପିଢ଼ିଙ୍କ ମଧ୍ୟରେ ବିଶେଷ ଉତ୍ସାହ ଦେଖିବାକୁ ମିଳିଥିଲା। ଟିକାଦାନ କେନ୍ଦ୍ରରେ ଶୃଙ୍ଖଳିତ ବ୍ୟବସ୍ଥା ପାଇଁ ଅନେକ […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭ ହଜାର ୫୬୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୨୯୧, ସୁନ୍ଦରଗଡରୁ ୭୩୨, ପୁରୀରୁ ୫୨୯, କଟକରୁ […]
ଭୁବନେଶ୍ବର: ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ବାସ୍ଥ୍ୟବସ୍ଥା ବିଷୟରେ ଡାକ୍ତରଙ୍କ ଠାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଚାରି ବୁଝିଛନ୍ତି। ପ୍ରଦୀପ୍ତ କରୋନାରେ ଆକ୍ରାନ୍ତ ହୋଇ ବର୍ତ୍ତମାନ ଭୁବନେଶ୍ବର ଏମ୍ସରେ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସେ କୋଭିଡ ନେଗେଟିଭ ଅଛନ୍ତି ବୋଲି […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୧୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୧୯୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୪ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୦୦୨ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ […]
ଭୁବନେଶ୍ୱର: କୋଭିଡ଼ ଲଢ଼େଇରେ ରୋଗୀର ଶୀଘ୍ର ପରୀକ୍ଷା ସଂକ୍ରମଣକୁ ରୋକିବାରେ ବିଶେଷ ଗୁରୁତ୍ୱ ବହନ କରେ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ଷୋହଳ ଟି ଜିଲ୍ଲା ଯଥା ଭଦ୍ରକ, ବୌଦ୍ଧ, ଢେ଼ଙ୍କାନାଳ, ଗଜପତି, ଖୋର୍ଦ୍ଧା, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ନବରଙ୍ଗପୁର, ମାଲକାନଗିରି, […]
ଭୁବନେଶ୍ବର: ଆଜି ରାଜ୍ୟ ଆଉ ଜଣେ ଦକ୍ଷ ଯୁବ ମହିଳା ସାମ୍ବାଦିକା ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଭଏସ ଅଫ ସୋଆ ୯୦.୪ ରେ କାର୍ଯ୍ୟରତ ପ୍ରଡ଼କ୍ସନ ଏକ୍ଜିକ୍ୟୁଟିଭ ସବନମ ସିରିନ ଙ୍କର କୋଭିଡ ଯୋଗୁଁ ଭୁବନେଶ୍ୱର ଏମ୍ସ […]