ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଲଗାତର ୪ ଲକ୍ଷ ଉପରେ ରହିଛି। ଅନେକ ରାଜ୍ୟରେ ଆକ୍ରାନ୍ତ ରୋଗୀଙ୍କ ଚିକିତ୍ସା ପାଇଁ ଶଯ୍ୟା ଏବଂ ଅମ୍ଳଜାନର ଅଭାବ ଦେଖାଦେଇଛି। ଏହାକୁ ନେଇ ସୁପ୍ରିମକୋର୍ଟ ଉଦବେଗ ପ୍ରକାଶ କରିଥିଲେ। ତେଣୁ ଦେଶରେ ଅମ୍ଳଜାନ ବଣ୍ଟନ […]
ସମ୍ବଲପୁର: ସମ୍ବଲପୁର ଚନ୍ଦ୍ରଶେଖର ବେହେରା ଜିଲ୍ଲା ସ୍କୁଲର ରାଜ୍ୟପାଳ ପୁରସ୍କୃତ ଶିକ୍ଷକ ବାଙ୍କନିଧି ଶତ୍ରୁଶଲ୍ୟଙ୍କ ବୁର୍ଲା କୋଭିଡ଼ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଯାଇଛି। ଛାତ୍ରବତ୍ସଳ ଶିକ୍ଷକ ସ୍ଵର୍ଗତ ବାଙ୍କନିଧି ୯୩ ବର୍ଷ ବୟସରେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ସେ […]
ନୂଆଦିଲ୍ଲୀ: କରୋନାରେ ଅନେକ ବଲିଉଡ ତାରକା ସଂକ୍ରମଣ ହୋଇସାରିଛନ୍ତି। ଏବେ ଅଭିନେତ୍ରୀ କଙ୍ଗନା ରଣାୱାତ ମଧ୍ୟ ସଂକ୍ରମଣ ହୋଇଛନ୍ତି। ଇନଷ୍ଟାଗ୍ରାମରେ ପୋସ୍ତ କରି କଙ୍ଗନା ଏହା ସୂଚନା ଦେଇଛନ୍ତି। ନିଜର ଟେଷ୍ଟ ରିପୋର୍ଟ ଇନଷ୍ଟାଗ୍ରାମରେ ସାର୍ବଜନୀନ କରି ପଜିଟିଭ ହୋଇଛନ୍ତି ବୋଲି […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୨୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୨୧ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୧୬୧ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪ ଲକ୍ଷ ୧ ହଜାର ୭୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪ ହଜାର ୧୮୭ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୧୮ […]
ଭୁବନେଶ୍ବର, ଆଜି ମିଳିଥିବା ରିପୋର୍ଟ ଅନୁସାରେ ରାଜ୍ୟରେ 11 ହଜାର 8 ଶହ 7 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ଏହି ସଂଖ୍ୟା ଥିଲା 12 ହଜାର 2ଶହ 38। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଉପଖଣ୍ଡରେ କରୋନା ଦ୍ରୁତ ଗତିରେ କାୟା ବିସ୍ତାର କରି ଚାଲିଛି। ତାକୁ ଯଦି ଲକ୍ଷ୍ୟ କରିବା ବର୍ତ୍ତମାନ ଜିଲ୍ଲାରେ ଯେତିକି କୋଭିଡ କେୟାର ସେଣ୍ଟର ଅଛି ତାହା ଆଗାମୀ ଦିନରେ ପର୍ଯ୍ୟାପ୍ତ ହେବନାହିଁ ବୋଲି ପୂର୍ବାନୁମାନ […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୦୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୦୪୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୧ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୮୯୭ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮ ହଜାର ୪୦୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୮୨୫, ସୁନ୍ଦରଗଡରୁ ୯୩୧, କଟକରୁ ୪୮୧, ନବରଙ୍ଗପୁରରୁ […]
ଭୁବନେଶ୍ବର: ଆଜି ଭୁବନେଶ୍ଵରରେ ୨ ଲକ୍ଷ କୋଭିସିଲ୍ଡ ଟୀକା ଡୋଜ ପହଞ୍ଚିଛି। ଦ୍ଵିତୀୟ ଡୋଜ ଅପେକ୍ଷାରେ ଥିବା ୪୫ ବର୍ଷର ବର୍ଗର ଲୋକଙ୍କୁ ପ୍ରଥମେ ଏହି ଟୀକା ମିଳିବ। ଉଲ୍ଲେଖ ଯୋଗ୍ୟ ଯେ, ରାଜ୍ୟରେ ମୋଟ ୪୫ ବର୍ଷରୁ ଉର୍ଦ୍ଧ୍ଵ ବର୍ଗରେ […]
ନୂଆଦିଲ୍ଲୀ: କରୋନା ସଂକ୍ରମଣରେ ଜଣେ ବିଧାୟକଙ୍କ ପ୍ରାଣହାନୀ ଘଟିଛି। ଆଉ ଜଣେ ବିଜେପି ବିଧାୟକଙ୍କ କରୋନାରେ ନିଧନ ହୋଇଛି। ଉତ୍ତରପ୍ରଦେଶ ସଲୋନ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେପି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଦଳ ବାହାଦୁର କୋରୀଙ୍କ ପରଲୋକ ହୋଇଯାଇଛି। କିଛି ଦିନ […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୧୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୧୯ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୧୪୦ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪ ଲକ୍ଷ ୧୪ ହଜାର ୧୮୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩ ହଜାର ୯୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୧୪ […]
ଭୁବନେଶ୍ବର, ଆଜି ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ତରଫରୁ ପ୍ରକାଶିତ ସଦ୍ୟ କରୋନା ଆକ୍ରାନ୍ତଙ୍କୁ ନେଇ ନୂଆ ତଥ୍ୟ ପ୍ରକାଶିତ ହୋଇଛି। ତାହା ହେଲା ସବୁବେଳେ କରୋନା ଆକ୍ରାନ୍ତରେ ଶୀର୍ଷରେ ଥିବା ଖୋର୍ଦ୍ଧାକୁ ଟପିଛି ଆଉ ଏକ ଜିଲ୍ଲା। […]
ଭୁବନେଶ୍ବର, ଆଜିର ତାଜା ରିପୋର୍ଟ ଅନୁସାରେ ଓଡିଶାରେ ଗତକାଲି 12 ହଜାର କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସଂପର୍କ ବିଭାଗ ଅନୁସାରେ ଓଡିଶାର ଗୋଟିଏ ଦିନରେ କରୋନା ଆକ୍ରାନ୍ତ ସଂଖ୍ୟା ରହିଛି 12 ହଜାର […]
ଭୁବନେଶ୍ବର: ରାଜ୍ୟରେ ଦ୍ଵିତୀୟ ଡୋଜକୁ ପ୍ରାଥମିକତା ଦିଆଯିବ। ଏବେ ଆଉ ନୂଆ ଲୋକଙ୍କୁ ପ୍ରଥମ ଡୋଜ ଟୀକା ଦିଆଯିବ ନାହିଁ। ଏବେ ନୂଆ ଲୋକଙ୍କୁ ଅପେକ୍ଷା କରିବାକୁ ପଡିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ହୋଇଛି। ୧୮ ରୁ ୪୪ […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୧୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୧୧୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୮୫ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୯୩୩ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬ ହଜାର ୮୫୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୦୯୧, ଝାରସୁଗୁଡାରୁ ୪୨୧, ନବରଙ୍ଗପୁରରୁ ୪୧୫, ସୁନ୍ଦରଗଡରୁ […]
ଭୁବନେଶ୍ବର, ବର୍ତ୍ତମାନ କରୋନା ସମୟରେ ସାଧାରଣ ରୋଗୀମାନେ ମଧ୍ୟ ବେଶ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବର୍ତ୍ତମାନ ପରିସ୍ଥିତିରେ ଅନ୍ୟ ରୋଗୀମାନେ ଡାକ୍ତରଖାନା ଯିବକୁ ଭୟ କଲେଣି। ତେବେ ଏପରି ପରିସ୍ଥିତିରେ ଭୁବନେଶ୍ବର ଏମସ୍ ତରଫରୁ ନିଆଯାଇଛି ଭିନ୍ନ ପଦକ୍ଷେପ। ଏହି ଅନୁସାରେ […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪ ଲକ୍ଷ ୧୨ ହଜାର ୨୬୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩ ହଜାର ୯୮୦ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୧୦ […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୧୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୧୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୧୨୧ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା […]