ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୦୭୩ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା […]
ନୂଆଦିଲ୍ଲୀ, କୋଭିଡ-୧୯ ମହାମାରୀ ପରିସ୍ଥିତି କାରଣରୁ ମେଡ଼ିକାଲ ଅକ୍ସିଜେନ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଭାରତ ସରକାର ବର୍ତ୍ତମାନର ନାଇଟ୍ରୋଜେନ ପ୍ଲାଣ୍ଟଗୁଡ଼ିକୁ ଅକ୍ସିଜେନ ଉତ୍ପାଦନ ପ୍ଲାଣ୍ଟରେ ପରିବର୍ତ୍ତିତ କରିବାର ବ୍ୟବହାର୍ୟ୍ୟତା ଉପରେ ବିଚାର କରିଛନ୍ତି। ଏପରି ବିଭିନ୍ନ ସମ୍ଭାବ୍ୟ ଉଦ୍ୟୋଗଗୁଡ଼ିକୁ ଚିହ୍ନଟ କରାଯାଇଛି […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ଏବେ କ୍ଷିପ୍ର ଗତିରେ ବଢିଚାଲିଛି। ଦୈନିକ ସଂକ୍ରମଣ ଏବେ ୪ ଲକ୍ଷରେ ପହଞ୍ଚିଛି। ଏହାସହିତ ରାଜ୍ୟର ସ୍ଥିତି ସଙ୍ଗୀନ ଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬ ହଜାର ୫୨୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୯୬୧, ସୁନ୍ଦରଗଡରୁ ୬୮୨, କଳାହାଣ୍ଡିରୁ ୬୮୦, ଝାରସୁଗୁଡାରୁ […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୮୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୮୦୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୬୯୦ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ […]
ଭୁବନେଶ୍ବର: ରାଜ୍ୟରେ ୧୪ ଦିନିଆ ଲକଡାଉନ ଲାଗୁ ହେବ ପରେ ଲୋକଙ୍କ ମଧ୍ୟରେ ଟୀକାକରଣ ଏବଂ ଟେଷ୍ଟିଂକୁ ନେଇ ପ୍ରଶ୍ନ ଉଠିଛି। ଏହି ସମୟରେ ଟୀକାକରଣ ଏବଂ ଟେଷ୍ଟିଂ ଚାଲିବ କି ନାହିଁ ଲୋକମାନେ ଦ୍ଵନ୍ଦ୍ଵରେ ପଡ଼ିଛନ୍ତି। କିନ୍ତୁ ଏହାକୁ ନେଇ […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୯୨ ହଜାର ୪୮୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩ ହଜାର ୬୮୯ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୯୫ ଲକ୍ଷ […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୧୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୧୪ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୦୬୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା […]
ଭୁବନେଶ୍ବର: ଆଜି ରାଜ୍ୟରେ ୮ ହଜାର ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୪୫୬୮ ଜଣ […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୦୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୦୯୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୧ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୯୭୨ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ […]
ରମେଶ ମହାନ୍ତି ଜଗତସିଂହପୁର: କରୋନାର ଦ୍ୱିତୀୟ ଲହରୀ ସଂକ୍ରମଣ ଦୃତ ଗତିରେ ହୁ ହୁ ହୋଇ ବଢୁଥିବା ବେଳେ ଜଗତସିଂହପୁର ଜିଲ୍ଲାରେ ଆଜି ସର୍ବାଧିକ ୨୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ପାରାଦ୍ବୀପରୁ ସର୍ବାଧିକ ୫୦ଜଣ ଆକ୍ରାନ୍ତ […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫ ହଜାର ୬୩୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୧୪୬, କଳାହାଣ୍ଡିରୁ ୪୫୧, ସୁନ୍ଦରଗଡରୁ ୪୨୬, କଟକରୁ […]
ଭୁବନେଶ୍ବର: ଭୁବନେଶ୍ବରରେ ତୃତୀୟ ପର୍ଯ୍ୟାୟ ଟୀକାକରଣ ପାଇଁ ବିଏମସି ସମୟ ନିର୍ଦ୍ଧାରଣ କରିଛି। ଟୀକାକରଣକୁ ଦୁଇଟି ପର୍ଯ୍ୟାୟରେ ଭାଗ କରାଯାଇଛି। ପ୍ରଥମ ଭାଗରେ ୧୮ ରୁ ୪୪ ବର୍ଷ ବୟସ୍କଙ୍କ ପାଇଁ ସମୟ ନିର୍ଦ୍ଧାରଣ କରାଯାଇଥିଲା ବେଳେ ଦ୍ଵିତୀୟ ଭାଗରେ ୪୫ […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ ଏନଏସିରେ କରୋନା କ୍ଷିପ୍ରଗତିରେ କାୟା ବିସ୍ତାର କରିଚାଲିଛି। ଗତକାଲି ବାଲୁଗାଁ ଏନଏସି ର ଅଶୋକ ନଗରରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାପରେ ଚିଲିକାର ଅତିରିକ୍ତ ତହସିଲଦାର ଉକ୍ତ ଅଞ୍ଚଳକୁ […]
ନୂଆଦିଲ୍ଲୀ: ଆରଜେଡ଼ିର ପୂର୍ବତନ ସାଂସଦ ମହମ୍ମଦ ଶାହାବୁଦ୍ଦିନ କରୋନାରେ ମୃତ୍ୟୁ ହୋଇଛି। ଶାହାବୁଦ୍ଦିନ ହତ୍ୟା ମମାଳାରେ ତିହାର ଜେଲରେ ଆଜୀବନ ସଜା କାଟୁଥିଲେ। ଗତ କିଛି ଦିନ ତଳେ ସେ କରୋନାରେ ସଂକ୍ରମଣ ହୋଇଥିଲେ। ଫଳରେ ତାଙ୍କୁ ଦିଲ୍ଲୀର ଦୀନଦୟାଲ ଉପାଧ୍ୟାୟ […]
ନୂଆଦିଲ୍ଲୀ: ଗତକାଲି ରାତିରେ ଏକ କୋଭିଡ଼ ହସ୍ପିଟାଲରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଯାଇଛି। ଏହି ଭୟଙ୍କର ଅଗ୍ନିକାଣ୍ଡରେ ୧୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ଗୁଜୁରାତ ଭରୁଚର ଏକ କୋଭିଡ଼ ହସ୍ପିଟାଲରେ ୫୦ ଜଣ କରୋନା ଆକ୍ରାନ୍ତ […]
ଭୁବନେଶ୍ଵର: ଭୁବନେଶ୍ଵରରେ ଚାଲିଥିବା ତୃତୀୟ ପର୍ଯ୍ୟାୟ ଟୀକାକରଣର ଟ୍ରାଏଲ୍ ରନ୍ ସଫଳ ହୋଇଛି। ଆଜି ଆଇଆରସି ଭିଲେଜ ମେଡିକାଲରୁ ଟ୍ରାଏଲ୍ ରନ୍ ଆରମ୍ଭ ହୋଇଥିଲା। ଏହି ଟ୍ରାଏଲ୍ ରନ୍ ରେ ୫୦ ଜଣ ଟୀକା ନେଇଥିଲେ। ତେବେ ମେ ୩ ତାରିଖରୁ […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪ ଲକ୍ଷ ୨ ହଜାର ୯୯୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩ ହଜାର ୫୨୩ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୯୧ ଲକ୍ଷ […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୧୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୧୧ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୦୫୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା […]
ଭୁବନେଶ୍ବର: ଆଜି ରାଜ୍ୟରେ ୧୦ ହଜାର ୪୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୫୮୮୭ ଜଣ […]
ଭୁବନେଶ୍ବର: ଓଡିଶା କିଣିଥିବା ୧.୫ ଲକ୍ଷ କୋଭାକ୍ସିନ ଟୀକା ଡ଼ୋଜ ଭୁବନେଶ୍ବର ପହଞ୍ଚିଛି। ୧୮ ରୁ ୪୪ ବର୍ଷ ବର୍ଗର ଟୀକାକରଣ ପାଇଁ କୋଭାକ୍ସିନ ଭୁବନେଶ୍ବରରେ ପହଞ୍ଚିଛି। ରାତି ୯ ଟାରେ ଏହି ଟୀକା ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛି। ତେବେ […]