ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୨ ହଜାର ୪୫୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ସୁନ୍ଦରଗଡରୁ ୪୫୮, ଖୋର୍ଦ୍ଧାରୁ ୩୫୦, ନୂଆପଡାରୁ ୨୧୭, ଝାରସୁଗୁଡାରୁ […]
ନୂଆଦିଲ୍ଲୀ: ଆଉ ଏକ କରୋନା ଔଷଧକୁ ଜରୁରୀକାଳିନ ବ୍ୟବହାର ପାଇଁ ମଞ୍ଜୁରୀ ମିଳିଛି। ଜାଏଡସ୍ କାଡିଲା ଦ୍ଵାରା ପ୍ରସ୍ତୁତ ‘ଭିରାଫିନ’ ଔଷଧକୁ ମଞ୍ଜୁରୀ ମିଳିଛି। ଡିସିଜିଆଇ ଜରୁରୀକାଳିନ ବ୍ୟବହାର ପାଇଁ ମଞ୍ଜୁରୀ ଦେଇଛି।
ଚାନ୍ଦପୁର: ନୟାଗଡ ଜିଲ୍ଲା ଚାନ୍ଦପୁର ଥାନାରେ ଜଣେ ଗିରଫ ଅଭିଯୁକ୍ତ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଅଭିଯୁକ୍ତ ଜଣକ ଗତକାଲି ଗିରଫ ହୋଇଥିଲେ। ଗିରଫ ପରେ ତାଙ୍କର କୋଭିଡ଼ ପରୀକ୍ଷା କରାଯାଇଥିଲା। ଯେଉଁଥିରେ ତାଙ୍କର ପଜିଟିଭ ଆସିଛି। ଏହା ପରେ ଥାନାର […]
ଭୁବନେଶ୍ବର: ମେ’ ୧ ତାରିଖରୁ ଘରୋଇ ହସ୍ପିଟାଲ ଉପ୍ତାଦକଙ୍କ ଠାରୁ ସିଧାସଳଖ ଟୀକା କିଣିବେ। କେନ୍ଦ୍ର ସରକାର ଅନୁଯାୟୀ ଟୀକା ଦର ଧାର୍ଯ୍ୟ ହେବ। ଟୀକା ନେବା ପାଇଁ ପଞ୍ଜୀକରଣ ସମୟରେ ଟୀକାର ଦର ଦେଖିପାରିବେ। ଆଜି ରାଜ୍ୟରେ ୭ ଶହ […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୩୨ ହଜାର ୭୩୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨ ହଜାର ୨୬୩ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୬୨ ଲକ୍ଷ […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୮ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୭୩ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା […]
ଭୁବନେଶ୍ବର: ଆଜି ରାଜ୍ୟରେ ୬ ହଜାର ୨୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୩୬୦୪ ଜଣ […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୨ ହଜାର ୧୬୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ନୂଆପଡାରୁ ୪୧୦, ସୁନ୍ଦରଗଡରୁ ୨୪୧, ଖୋର୍ଦ୍ଧାରୁ ୧୯୮, ସମ୍ବଲପୁରରୁ […]
ଭୁବନେଶ୍ଵର: ନବୀନଙ୍କୁ ପୁଣିଥରେ ଆଉ ଜଣେ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ପ୍ରଶଂସା କରିବାର କିଛି ଘଣ୍ଟା ପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଦେଇଛନ୍ତି। ଅକ୍ସିଜେନ ଯୋଗାଣ ପାଇଁ ଓଡିଶା ମୁଖ୍ୟମନ୍ତ୍ରୀଙ୍କୁ ଉଦ୍ଧବ […]
ଭୁବନେଶ୍ବର: କରୋନା କଟକଣାକୁ ନେଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ବଡ ଘୋଷଣା। ପଶ୍ଚିମବଙ୍ଗରୁ ଆସୁଥିବା ବ୍ୟକ୍ତିମାନଙ୍କୁ କ୍ଵାରେଣ୍ଟିନ ରହିବାକୁ ବାଧ୍ୟତାମୂଳକ କରାଯାଇଛି। ପଶ୍ଚିମବଙ୍ଗରୁ ଆସିଲେ ୧୪ ଦିନ କ୍ଵାରେଣ୍ଟିନରେ ରହିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତାକାଲି […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୫୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୫୯୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୦ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୪୬୦ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୬୫ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା […]
ରମେଶ ମହାନ୍ତି ଜଗତସିଂହପୁର: କରୋନା ମହାମାରୀର ଦୃତ ସଂକ୍ରମଣ ଯୋଗୁ ବିଶ୍ୱରେ ହାହାକାର ପଡିଥିବା ବେଳେ ଏହି ମହାମାରୀର ପ୍ରକୋପରୁ ରକ୍ଷା ପାଇବା ପାଇଁ ବିଭିନ୍ନ ସ୍ଥାନରେ ବିଶ୍ୱଶାନ୍ତି ମହାଯଜ୍ଞ କରାଯାଉଥିବା ଦେଖିବାକୁ ମିଳିଛି। କୁଜଙ୍ଗ ବ୍ଲକ ଅନ୍ତର୍ଗତ କାଠକୋଟ ପଞ୍ଚାୟତ […]
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଅକ୍ସିଜେନ ଯୋଗାଣ ପାଇଁ ଓଡ଼ିଶାକୁ ପ୍ରଶଂସା କରିଛନ୍ତି। ଓଡିଶାରୁ ଦିଲ୍ଲୀକୁ ଯଥେଷ୍ଟ ପରିମାଣରେ ଅକ୍ସିଜେନ ମିଳିଛି। ଦିଲ୍ଲୀକୁ ଆସୁଥିବା ଅକ୍ସିଜେନ ଟ୍ରକକୁ କୌଣସି ରାଜ୍ୟ ଅଟକାଇବା ଠିକ ନୁହେଁ ବୋଲି କେଜ୍ରିୱାଲ କହିଛନ୍ତି। ବିମାନ […]
ଭୁବନେଶ୍ବର: ରାଜ୍ୟରେ ମାଗଣାରେ ଟୀକା ଦେବା ପାଇଁ ସରକାର ନିକଟରେ ବିଜେପି ଦାବି କରିଛି। ୧୮ ରୁ ୪୫ ବର୍ଷ ବୟସ୍କଙ୍କୁ ମାଗଣାରେ ଟୀକା ଦେବା ପାଇଁ ବିଜେପି ଦାବି କରିଛି। ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ ଏନେଇ […]
ଭୁବନେଶ୍ବର: ବାୟୁ ଦ୍ଵାରା ୪୦ ପ୍ରତିଶତ କରୋନା ସଂକ୍ରମଣ ବ୍ୟପୁଛି। ଆବଦ୍ଧ କୋଠରି ମଧ୍ୟରେ ବୈଠକ ସଂକ୍ରମଣ ଅଧିକ ହେଉଛି। ତେଣୁ ବନ୍ଦ କୋଠରି ମଧ୍ୟରେ କୌଣସି ବୈଠକ କରିବା ଉଚିତ ନୁହେଁ। ଘରେ କିମ୍ବା ଅଫିସରେ ଏସି ବ୍ୟବହାର କମ […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୧୪ ହଜାର ୮୩୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨ ହଜାର ୧୦୪ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୫୯ ଲକ୍ଷ […]
ଭୁବନେଶ୍ବର: ଆଜି ରାଜ୍ୟରେ ୬ ହଜାର ୧୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୩୫୭୫ ଜଣ […]
ଭୁବନେଶ୍ବର, ଆଜି ସୂଚନା ଓ ଲୋକ ସଂପର୍କ ବିଭାଗ ତରଫରୁ ଯେଉଁ ଆକ୍ରାନ୍ତଙ୍କ ସଂଖ୍ୟା ଆସିଛି ତାହା ସମସ୍ତଙ୍କର ମୁଣ୍ଡବିନ୍ଧାର କାରଣ ପାଲଟିଛି। କାରଣ ପ୍ରଥମତଃ ରାଜ୍ୟରେ ଆକ୍ରନ୍ତଙ୍କ ସଂଖ୍ୟା 6 ହଜାର ଟପି ଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ […]
ଭୁବନେଶ୍ବର: କରୋନା ସଂକ୍ରମଣ ଭିତରେ ଭୁବନେଶ୍ଵର ସ୍ଥିତ ଏମ୍ସ ହସ୍ପିଟାଲର ଓପିଡିକୁ ସାମୟିକ ଭାବେ ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଛି। ହସ୍ପିଟାଲର କିଛି ସ୍ୱାସ୍ଥ୍ୟ କର୍ମୀ ଏବଂ ରୋଗୀ ପଜିଟିଭ ଚିହ୍ନଟ ହେବ ପରେ ଏଭଳି ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୨୫ […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୨୦୦୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ନୂଆପଡାରୁ ୨୭୪, ସୁନ୍ଦରଗଡରୁ ୨୬୬, ଖୋର୍ଦ୍ଧାରୁ ୨୦୬, କେନ୍ଦୁଝରରୁ ୧୫୨, ସମ୍ବଲପୁରରୁ […]