ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପ୍ରଶାସନ ସବୁ ଧାର୍ମିକ ଅନୁଷ୍ଠାନ ଉପରେ କଟକଣା ଲଗାଇଛି। ଏପ୍ରିଲ ୨୨ ତାରିଖ ଠାରୁ ମେ’ ୧୫ ତାରିଖ ପର୍ଯ୍ୟନ୍ତ ସବୁ ଧାର୍ମିକ ଅନୁଷ୍ଠାନଗୁଡିକ ବନ୍ଦ ରହିବ। ଶ୍ରଦ୍ଧାଳୁମାନଙ୍କ ପ୍ରବେଶ ପାଇଁ ଜିଲ୍ଲା ପ୍ରଶାସନ ରୋକ୍ ଲଗାଇଛି। […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୪୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୪୭୬ ଆକ୍ରାନ୍ତଙ୍କ ମଧ୍ୟରୁ ୮୮ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୩୮୮ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ […]
ମୁମ୍ବାଇ: ସମଗ୍ର ଦେଶରେ କରୋନାର ସ୍ଥିତି ଚିନ୍ତାଜନକ। ଦିନକୁ ଦିନ ସ୍ଥିତି ବିଗିଡିବାରେ ଲାଗିଛି। କରୋନା ସଂକ୍ରମଣରେ ଦେଶରେ ଅନେକ ଡାକ୍ତରଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଆଉ ଜଣେ ଡାକ୍ତରଙ୍କ କରୋନାରେ ମୃତ୍ୟୁ ହୋଇଛି। ସାମାଜିକ ଗଣମାଧ୍ୟମରେ ଏକ ଭାବ ବିହ୍ଵଳ […]
ନୂଆଦିଲ୍ଲୀ: ସେରମ ଇନଷ୍ଟିଚ୍ୟୁଟ ପକ୍ଷରୁ କୋଭିସିଲ୍ଡ ଟୀକାର ଦର ଧାର୍ଯ୍ୟ କରାଯାଇଛି। ଖୋଲା ବଜାରରେ ଟୀକା ବିକ୍ରି ପାଇଁ ସେରମ ଇନଷ୍ଟିଚ୍ୟୁଟ ଦର ଧାର୍ଯ୍ୟ କରିଛି। ତେବେ ରାଜ୍ୟ ସରକାରଙ୍କ ପାଇଁ ଏହି ଟୀକାର ମୂଲ୍ୟ ୪ ଶହ ଟଙ୍କା ରଖାଯାଇଥିବା […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୫୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା […]
ନୂଆଦିଲ୍ଲୀ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ଆର୍ଆଇଏଲ୍) ପକ୍ଷରୁ ଜାମନଗର ରିଫାଇନାରିରେ ଉତ୍ପାଦନ ପ୍ରକ୍ରିୟାରେ ପରିବର୍ତନ ଆଣି ଦୈନିକ ୭୦୦ ମେଟ୍ରିକ୍ ଟନ୍ ମେଡିକାଲ୍ ମାନର ଅକ୍ସିଜେନ୍ (ଅମ୍ଳଜାନ) ଉତ୍ପାଦନ କରାଯିବା ସହ ତିନିଟି ରାଜ୍ୟ ଓ ଏକ କେନ୍ଦ୍ର ଶାସିତ ଅଂଚଳକୁ […]
ଭୁବନେଶ୍ବର: ଆଜି ରାଜ୍ୟ ସରକାର ପକ୍ଷରୁ ଏକ ବଡ ନିଷ୍ପତ୍ତି ନିଆଯାଇଛି। କରୋନା ସଂକ୍ରମଣକୁ ଦେଖି ଆଜି ରାଜ୍ୟ ସରକାର ଦଶମ ପରୀକ୍ଷାକୁ ବାତିଲ କରିଛନ୍ତି। ପୂର୍ବରୁ ସିବିଏସଇ ଦଶମ ବୋର୍ଡ ପରୀକ୍ଷାକୁ କେନ୍ଦ୍ର ସରକାର ବାତିଲ କରିଥିଲା। କିନ୍ତୁ ରାଜ୍ୟ […]
ଭୁବନେଶ୍ବର: ଆଜି ରାଜ୍ୟରେ ୪ ହଜାର ୮୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୨୮୧୪ ଜଣ […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୯୫ ହଜାର ୪୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨ ହଜାର ୨୩ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୫୬ ଲକ୍ଷ […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୭୪୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ନୂଆପଡାରୁ ୩୩୬, ସୁନ୍ଦରଗଡରୁ ୩୧୭, ଖୋର୍ଦ୍ଧାରୁ ୧୫୨, ବଲାଙ୍ଗୀରିରୁ ୧୫୨, ସମ୍ବଲପୁରରୁ […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାପାଳମାନଙ୍କ ସହ କୋଭିଡ଼ ସମୀକ୍ଷା କରିଛନ୍ତି। ଏହି ବୈଠକରେ ଜିଲ୍ଲାପାଳମାନଙ୍କୁ କୋଭିଡ଼ ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ରାଜ୍ୟରେ ଲକଡାଉନ ଆରମ୍ଭ ହୋଇଛି। ତେଣୁ ପ୍ରବାସୀ ଫେରିବା ସମ୍ଭାବନାଥିବାରୁ ସମସ୍ତେ […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୫୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୫୮୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୧ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୪୭୦ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ […]
ଭୁବନେଶ୍ୱର: ବର୍ତ୍ତମାନ ପରିସ୍ଥିତିରେ ବୃତ୍ତିଗତ ଏବଂ ଗବେଷଣାତ୍ମକ ଲେଖାକୁ ନେଇ ପ୍ରଥମ ଥର ପାଇଁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଆୟୋଜନ କରାଯାଇଥିବା ୫ ଦିନିଆ ଅନ୍ତର୍ଜାତୀୟ ଫ୍ୟାକଲ୍ଟି ଡେଭ୍ଲପ୍ମେଂଟ ପ୍ରୋଗ୍ରାମ ସୋମବାର ଶେଷ ହୋଇଯାଇଛି। ଭର୍ଚୁଆଲୀ ଆୟୋଜିତ ହୋଇଥିବା […]
ନୂଆଦିଲ୍ଲୀ: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ପତ୍ନୀ ସୁନିତା କେଜ୍ରିୱାଲ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ପତ୍ନୀ ପଜିଟିଭ ଚିହ୍ନଟ ପରେ ନିଜକୁ ଆଇସୋଲେଟ କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ। ତେବେ ସୁନିତା ପୃଥକ ବାସରେ ରହିଥିବା ବେଳେ ଅରବିନ୍ଦ ସଙ୍ଘରୋଧରେ ଅଛନ୍ତି। ଅରବିନ୍ଦ […]
କଟକ: ଆସନ୍ତା ମେ’ ୧ ତାରିଖରୁ ୧୮ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତି ଟୀକା ନେବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛି। ତେଣୁ ଆଗାମୀ ଦିନରେ ରାଜ୍ୟରେ ଟୀକାକରଣ ପ୍ରକ୍ରିୟା ଆହୁରି ବଢିବ। ସେଥିପାଇଁ କଟକ ଏସସିବି ମେଡିକାଲ କଲେଜରେ ଆଉ […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୫୩ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା […]
ଭୁବନେଶ୍ବର: ଉତ୍ତରାଖଣ୍ଡ କୁମ୍ଭମେଳାରୁ ଫେରିଥିବା ୧୩ ଜଣ ଶ୍ରଦ୍ଧାଳୁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କଟକ ରେଲୱେ ଷ୍ଟେସନରେ ୩୦ ଜଣ ଶ୍ରଦ୍ଧାଳୁ ପହଞ୍ଚିଥିଲେ। ସେଠାରେ ମୋଟ ୩୦ ଟି ନମୁନାରୁ ୧୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ କଟକ […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୫୯ ହଜାର ୧୭୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧ ହଜାର ୭୬୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୫୦ ଲକ୍ଷ […]
ଭୁବନେଶ୍ବର: ଆଜି ରାଜ୍ୟରେ ୪ ହଜାର ୭୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୨୭୮୫ ଜଣ […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୋଭିଡ-୧୯ ପ୍ରସଙ୍ଗ ଏବଂ ଟିକାକରଣ ଅଗ୍ରଗତି ସମ୍ପର୍କରେ ଭିଡିଓ କନଫରେନ୍ସିଂ ଜରିଆରେ ସାରା ଦେଶର ଡାକ୍ତରମାନଙ୍କ ସହିତ ଆଲୋଚନା କରିଛନ୍ତି। କରୋନା ଭୂତାଣୁ ମହାମାରୀ ସମୟରେ ଦେଶ ପ୍ରତି ଅମୂଲ୍ୟ ସେବା ଯୋଗାଇ ଦେଇଥିବାରୁ ଡାକ୍ତର […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୪୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା […]