ନୂଆଦିଲ୍ଲୀ: ଆଜି କେନ୍ଦ୍ର ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। କରୋନା ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ର ସରକାର ପକ୍ଷରୁ ଏକ ବଡ ଘୋଷଣା କରାଯାଇଛି। ମେ’ ୧ ତାରିଖରୁ ୧୮ ବର୍ଷର ଉର୍ଦ୍ଧ୍ଵ ବ୍ୟକ୍ତିଙ୍କୁ କରୋନା ଟୀକା ମିଳିବ। ଏଥର […]
ଭୁବନେଶ୍ବର, ଏଣିକି ରାଜ୍ୟର ସମସ୍ତ ସହରାଞ୍ଚଳରେ ଶନିବାର ଏବଂ ରବିବାରରେ ହେବ ସର୍ଟଡାଉନ। ଏ ନେଇ ଆଜି ରାଜ୍ୟ ସରକାରଙ୍କ ତରଫରୁ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ଘୋଷଣା କରିଛନ୍ତି। ପୂର୍ବରୁ ଛତିଶଗଡ ସୀମାର 10ଟି ଜିଲ୍ଲାରେ ଯେପରି ନାଇଟ […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୫୦୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ସୁନ୍ଦରଗଡରୁ ୩୫୨, ଖୋର୍ଦ୍ଧାରୁ ୧୯୧, ନୂଆପଡାରୁ ୧୨୫, ସମ୍ବଲପୁରରୁ ୭୭, ନବରଂଗପୁରରୁ […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୪୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୪୬୮ ଆକ୍ରାନ୍ତଙ୍କ ମଧ୍ୟରୁ ୮୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୩୮୬ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ […]
ନୂଆଦିଲ୍ଲୀ, ଆଜି ରାତି 10ଟାରୁ 6 ଦିନ ପାଇଁ ଦିଲ୍ଲୀ ହେଲା ଲକଡାଉନ। ଦିଲ୍ଲୀରେ କରୋନା ସ୍ଥିତି ଅଣଆୟତ ହେବାରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରୱାଲା କହିଛନ୍ତି। ଆଜି ଏକ ଭିଡିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି […]
ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣକୁ ନେଇ ଡିଏମଇଟି ନିର୍ଦ୍ଦେଶକ ସିବିକେ ମହାନ୍ତି ମନ୍ତବ୍ୟ ଦେଇଛନ୍ତି। ଅନ୍ୟ ରାଜ୍ୟ ତୁଳନାରେ ଓଡିଶା ସ୍ଥିତି ଭଲ ଅଛି। କିନ୍ତୁ ଆଗାମୀ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବ ବୋଲି ସେ ସତର୍କ କରିଛନ୍ତି। କିନ୍ତୁ ଏବେ […]
ଭୁବନେଶ୍ବର: ଟୀକା ନେଲେ ପରେ କରୋନା ସଂକ୍ରମଣ ହେଉନଥିବା ଭାବିବା ଠିକ ନୁହେଁ। କିନ୍ତୁ ଏଥିରେ ମୃତ୍ୟୁ ହାର କମିବ। ତେଣୁ ସେଥିପାଇଁ ଉପଯୁକ୍ତ ପଦକ୍ଷେପ ନେବା ପାଇଁ ପରାମର୍ଶ ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। କେତୋଟି ଜିଲ୍ଲାରେ ଅସ୍ଥାୟୀ […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୭୩ ହଜାର ୮୧୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧ ହଜାର ୬୧୯ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୫୦ ଲକ୍ଷ […]
ଭୁବନେଶ୍ବର: ଆଜି ରାଜ୍ୟରେ ୪ ହଜାର ୪୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୨୫୭୪ ଜଣ […]
ନୂଆଦିଲ୍ଲୀ, ଭାରତରେ ଦୈନିକ କରୋନା ମାମଲା କ୍ରମାଗତ ଭାବେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୬୧ ହଜାର ୫୦୦ କରୋନା ମାମଲା ଚିହ୍ନଟ ହୋଇଛି । ମହାରାଷ୍ଟ୍ର, ଉତ୍ତର ପ୍ରଦେଶ, ଦିଲ୍ଲୀ, ଛତିଶଗଡ଼, […]
ଭୁବନେଶ୍ବର: ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ଏକ ବଡ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟସରକାର ୭ ଟି ମେଡିକାଲ କଲେଜକୁ ୩୦ ଟି ଜିଲ୍ଲାର ଦାୟିତ୍ଵ ଦେଇଛନ୍ତି। ମେଡିକାଲ କଲେଜ ଟିମ୍ ଜିଲ୍ଲା କୋଭିଡ଼ ସେଣ୍ଟରର ତଦାରଖ କରିବେ। ଜାଣନ୍ତୁ କେଉଁ […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୩୦୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ସୁନ୍ଦରଗଡରୁ ୨୨୪, ଖୋର୍ଦ୍ଧାରୁ ୧୯୧, କଳାହାଣ୍ଡିରୁ ୧୦୮, ସମ୍ବଲପୁରରୁ ୮୨, ବରଗଡରୁ […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୩୮ ଆକ୍ରାନ୍ତଙ୍କ ମଧ୍ୟରୁ ୪୮ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୯୦ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ […]
ଭୁବନେଶ୍ୱର: ଓଡିଶାରୁ ଉତ୍ତରାଖଣ୍ଡ କୁମ୍ଭମେଳାକୁ ଯାଇଥିବା ଶ୍ରଦ୍ଧାଳୁଙ୍କ ଉପରେ କଡା ନଜର ରଖିବା ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। କୁମ୍ଭମେଳାକୁ ଓଡିଶାରୁ ୪୦୦ରୁ ଉର୍ଦ୍ଧ୍ଵ ଶ୍ରଦ୍ଧାଳୁ ଯାଇଛନ୍ତି। ୧୫୦ ଟି ପରିବାରରୁ ୪୦୦ ରୁ ଉର୍ଦ୍ଧ୍ଵ ଶ୍ରଦ୍ଧାଳୁ କୁମ୍ଭମେଳାକୁ ଯାଇଥିବା […]
ନୂଆଦିଲ୍ଲୀ: କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ଦେଶରେ ସ୍ୱାସ୍ଥ୍ୟ ଜରୁରୀକାଳୀନ ଘୋଷଣା କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କଂଗ୍ରେସର ବରିଷ୍ଠ ନେତା କପିଲ ସିବଲ ନିବେଦନ କରିଛନ୍ତି। ଏହାସହିତ ନିର୍ବାଚନ ରାଲି ଉପରେ କଟକଣା ଲଗାଇବା ପାଇଁ ନିର୍ବାଚନ କମିଶନଙ୍କୁ ପୂର୍ବତନ […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୨ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୪୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା […]
ଭୁବନେଶ୍ବର: ଆଜି ରାଜ୍ୟରେ ୮ ଟି ଜିଲ୍ଲାରେ ଟୀକାଦାନ ବନ୍ଦ ରହିଥିବା ବେଳେ ୪୨୭ ଟି କେନ୍ଦ୍ରରେ ଆଜି ଟୀକାଦାନ ଜାରି ରହିଛି। ବର୍ତ୍ତମାନ ୩ ଲକ୍ଷ ୧ ହଜାର ଟୀକା ଓଡିଶାରେ ମହଜୁଦ ଅଛି। ଆଜି ଆଉ ୨ ଲକ୍ଷ ଟୀକା […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ଅନ୍ତର୍ଗତ ନାଭାଲ ଫାଣ୍ଡି ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ବାଲୁଗାଁ ଥାନାର ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ସୂଚନା ମୁତାବକ ଆଜି ସକାଳ ୯ […]
ଭୁବନେଶ୍ବର: ଆଜି ରାଜ୍ୟରେ ୩ ହଜାର ୬୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୨୧୨୭ ଜଣ […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୬ ୧ହଜାର ୫୦୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧ ହଜାର ୫୦୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୪୭ ଲକ୍ଷ […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୩୦୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ନୂଆପଡ଼ାରୁ ୨୩୩, ଖୋର୍ଦ୍ଧାରୁ ୧୪୯, ସୁନ୍ଦରଗଡରୁ ୧୩୧, ଅନୁଗୁଳରୁ ୭୩, କେନ୍ଦୁଝରରୁ […]