ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୩ ଜଣଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୩୩ ରେ ପହଞ୍ଚିଛି। ବଲାଙ୍ଗୀରି ଜିଲ୍ଲାରୁ ଜଣେ ୪୩ ବର୍ଷୀୟ ପୁରୁଷ ଏହି ରୋଗରେ ଆକ୍ରାନ୍ତ […]
ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ପଜିଟିଭ ଚିହ୍ନଟ ହେବା ପରେ ମୁଖ୍ୟମନ୍ତ୍ରୀ ଟ୍ବିଟ କରି ସୂଚନା ଦେଇଛନ୍ତି। ବର୍ତ୍ତମାନ ସେ ପୃଥକବାସରେ ରହିଛନ୍ତି। ପ୍ରାଥମିକ ଲକ୍ଷଣ ଦେଖାଗଲା ପରେ ସେ କୋଭିଡ଼ ପରୀକ୍ଷା କରିଥିଲେ। ଯାହାର […]
ନୂଆଦିଲ୍ଲୀ: ଉତ୍ତରପ୍ରଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ହେବାରେ ଲାଗିଛି। ଏହା ଭିତରେ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଲେଶ ଯାଦବ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଅଖିଲେଶ ଟ୍ବିଟ କରି ସୂଚନା ଦେଇଛନ୍ତି। ରିପୋର୍ଟ […]
ଭୁବନେଶ୍ବର: ଆଜି ରାଜ୍ୟରେ ୨ ହଜାର ୨୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୧୩୧୪ ଜଣ […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୮୪ ହଜାର ୩୭୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧ ହଜାର ୨୭ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୩୮ ଲକ୍ଷ […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୨୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ସୁନ୍ଦରଗଡରୁ ୮୫, ନୂଆପଡ଼ାରୁ ୭୪, କଳାହାଣ୍ଡିରୁ ୫୧, ଝାରସୁଗୁଡାରୁ ୪୮, ଖୋର୍ଦ୍ଧାରୁ […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୯୧ ଆକ୍ରାନ୍ତଙ୍କ ମଧ୍ୟରୁ ୪୫ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୪୬ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ […]
ନୂଆଦିଲ୍ଲୀ: ଆମେରିକାରେ ଜନସନ୍ ଆଣ୍ଡ ଜନସନ୍ ଟୀକାକୁ ସାମୟିକ ଭାବେ ବନ୍ଦ କରାଯାଇଛି। ଏହି ଟୀକା ନେବା ପରେ କିଛି ଲୋକଙ୍କ ଶରୀରରେ ଗମ୍ଭୀର ସମସ୍ୟା ଦେଖାଯିବା କାରଣରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଟୀକା ନେଇଥିବା ୬ ଜଣ ବ୍ୟକ୍ତିଙ୍କ ଶରୀରରେ […]
ପୁରୀ: ଶ୍ରୀମନ୍ଦିରର ସହ ଜଡିତ ଥିବା ୨୩ ଜଣ ବ୍ୟକ୍ତି କରୋନାରେ ସଂକ୍ରମିତ ହୋଇଛନ୍ତି। ଚିହ୍ନଟ ୨୩ ଜଣଙ୍କ ମଧ୍ୟରୁ ୭ ଜଣ ସେବାୟତ ଚିହ୍ନଟ ହୋଇଥିବା ବେଳେ ତାଙ୍କ ପରିବାରରୁ ୩ ଜଣ ଚିହ୍ନଟ ହୋଇଛନ୍ତି। ସେହିଭଳି ଶ୍ରୀମନ୍ଦିର ସମ୍ମୁଖ […]
ଭୁବନେଶ୍ବର: ଆଜି ରାଜ୍ୟରେ ୫୦୦ ଟି କେନ୍ଦ୍ରରେ ଟୀକାକରଣ ଜାରି ରହିଛି। ଟୀକା ଅଭାବରୁ ୧୧ ଟି ଜିଲ୍ଲାରେ ଟୀକାକରଣ ପ୍ରକ୍ରିୟା ବନ୍ଦ ରହିଛି। କେନ୍ଦ୍ର ସରକାର କମ ଟୀକା ଦେଉଥିବାରୁ ଟୀକା ଦାନ ବାଧାପ୍ରାପ୍ତ ହେଉଛି। ଏଥିପାଇଁ ଗତକାଲି କେନ୍ଦ୍ରକୁ […]
ପୁରୀ: ସୁରତରୁ ଆସିଥିବା ଜଣେ ନାବାଳିକା ପର୍ଯ୍ୟଟକ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ପୁରୀ ଜଗନ୍ନାଥ ଦର୍ଶନ ପାଇଁ ତାଙ୍କ ବାପାଙ୍କ ସହ ଆସିଥିଲେ। ଆଣ୍ଟିଜେନ ଟେଷ୍ଟ ପରେ ସେ କରୋନା ପଜିଟିଭ ଥିବା ଜଣାପଡିଛି। ପଜିଟିଭ ଚିହ୍ନଟ ପରେ ନାବାଳିକାଜଣଙ୍କୁ […]
ଭୁବନେଶ୍ବର: ଆଜି ରାଜ୍ୟରେ ୧୭୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୧୦୩୫ ଜଣ ଚିହ୍ନଟ ହୋଇଥିବା […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୬୧ ହଜାର ୭୩୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୮୭୯ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୩୬ ଲକ୍ଷ ୮୯ ହଜାର […]
ଭୁବନେଶ୍ବର: ପୁଣି କେନ୍ଦ୍ର ସରକାରକୁ ଚିଠି ଲେଖି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଟୀକା ମାଗିଛନ୍ତି। ୧୦ ଦିନ ପାଇଁ ପ୍ରାୟ ୨୫ ଲକ୍ଷ ଟୀକା ମାଗିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ। ଟୀକା ଅଭାବ ଯୋଗୁଁ ଟୀକାକରଣ ବାଧାପ୍ରାପ୍ତ ହେଉଛି। ତେଣୁ ରାଜ୍ୟକୁ ପର୍ଯ୍ୟାପ୍ତ ପରିମାଣର […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୩୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୭୫, ସୁନ୍ଦରଗଡରୁ ୭୩, କଳାହାଣ୍ଡିରୁ ୬୪, ନୂଆପଡାରୁ ୬୨, ବଲାଙ୍ଗୀରିରୁ […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୯୦ ଆକ୍ରାନ୍ତଙ୍କ ମଧ୍ୟରୁ ୩୮ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୫୨ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ […]
ନୂଆଦିଲ୍ଲୀ: ଋଷ ଟୀକା ସ୍ପୁଟନିକ-୫ ର ଭାରତରେ ବ୍ୟବହାର ପାଇଁ ମଞ୍ଜୁରୀ ମିଳିଥିବା ସୂଚନା ରହିଛି। ଆଜି ବିଶେଷଜ୍ଞଙ୍କ ଏକ କମିଟିର ବୈଠକରେ ଏହି ନିଷ୍ପତ୍ତି ହୋଇଥିବା କୁହାଯାଉଛି। ଭାରତରେ ତୃତୀୟ ଟୀକା ଭାବେ ଏହାକୁ ମଞ୍ଜୁରୀ ମିଳିଛି। ପୂର୍ବରୁ କୋଭାକ୍ସିନ ଏବଂ […]
ଭୁବନେଶ୍ବର: ହସ୍ପିଟାଲ ପାଇଁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଗାଇଡଲାଇନ ଜାରି କରିଛି। ଆବଶ୍ୟକ ନଥିବା ରୋଗୀଙ୍କୁ ଆଡ୍ମିଶନ ମିଳିବ ନାହିଁ। ଗୁରୁତର ରୋଗୀଙ୍କ ପାଖରେ ମାତ୍ର ଜଣେ ଆଟେଣ୍ଡାଣ୍ଟକୁ ମିଳିବ ଅନୁମତି। ହସ୍ପିଟାଲରେ ଜରୁରୀ ଅସ୍ତ୍ରୋପଚାର ବ୍ୟତୀତ ସାଧାରଣ ଅସ୍ତ୍ରୋପଚାର ପାଇଁ […]
ନୂଆଦିଲ୍ଲୀ: ଋଷ ଟୀକା ସ୍ପୁଟନିକ ୫ ର ଭାରତରେ ବ୍ୟବହାର ପାଇଁ ଆଜି ବିଶେଷଜ୍ଞଏକ କମିଟି ଆଲୋଚନ କରିବ। ହାଇଦ୍ରାବାଦର ଡ଼ା.ରେଡି ଲ୍ୟାବ ଦ୍ଵାରା ନିର୍ମିତ ଏହି ଟୀକା ୯୧.୬ ପ୍ରତିଶତ ପ୍ରଭାବଶାଳୀ ବୋଲି କୁହାଯାଉଛି। ଜରୁରୀକାଳୀନ ବ୍ୟବହାରର ଅନୁମତି ଉପରେ […]
ବାଲେଶ୍ଵର: ଆଜି ବାଲେଶ୍ବରରୁ ୧୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତନ୍ମଧ୍ୟରୁ କେବଳ ଇମାମୀ ପେପର ମିଲରୁ ୧୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ଏହି ପେପର ମିଲରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୦୧ […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୬୮ ହଜାର ୯୧୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୯୦୪ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୩୫ ଲକ୍ଷ ୨୭ ହଜାର […]