ଭୁବନେଶ୍ବର: ଭୂବନେଶ୍ବର ସ୍ଥିତ ଆଲେନ୍ କୋଚିଂ ସେଣ୍ଟରକୁ ସିଲ୍ କରାଯାଇଛି । ଭୂବନେଶ୍ବର ମହାନଗର କର୍ପୋରେସନ ତରଫରୁ ଆଲେନ୍ କୋଚିଂ ସେଣ୍ଟରକୁ ସିଲ୍ କରାଯାଇଛି। ଆଲେନ୍ କୋଚିଂ ସେଣ୍ଟରରୁ ୨୦ରୁ ଅଧିକ ଛାତ୍ରଛାତ୍ରୀ ପଜିଟିଭ ଚିହ୍ନଟ ପରେ ବିମସି ଏଭଳି ନିଷ୍ପତ୍ତି […]
ଭୁବନେଶ୍ବର: ଖୋର୍ଦ୍ଧା ସ୍ଥିତ ଆଇଆଇଟି ଭୁବନେଶ୍ଵରରେ ୧୦ ଜଣ ଛାତ୍ର କରୋନାରେ ସଂକ୍ରମଣ ହୋଇଛନ୍ତି। ପୂର୍ବରୁ ୮ଜଣ ସଂକ୍ରମଣ ହୋଇଥିବା ବେଳେ ଆଜି ଆଉ ଦୁଇ ଜଣ ଛାତ୍ର ଆକ୍ରାନ୍ତ ଅଛନ୍ତି। ୪୦ ଟି ଆରଟିପିସିଆର ପରୀକ୍ଷା ମଧ୍ୟରୁ ୧୦ ଜଣ […]
ଭୁବନେଶ୍ବର: ଆଜି ରାଜ୍ୟରେ ୨୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୧୭୧ ଜଣ ଚିହ୍ନଟ ହୋଇଥିବା […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୬୨ ହଜାର ୭୧୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩୧୨ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୯ ଲକ୍ଷ ୭୧ ହଜାର ୬୨୪ ରେ […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ କଟକରୁ ୨୫, ବରଗଡରୁ ୯, ମୟୂରଭଞ୍ଜରୁ ୯, ସୁନ୍ଦରଗଡରୁ ୯, ଯାଜପୁରରୁ […]
ଭୁବନେଶ୍ବର: ଆଜି ରାଜ୍ୟରେ ୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୧୨୪ ଜଣ ଚିହ୍ନଟ ହୋଇଥିବା […]
ନୂଆଦିଲ୍ଲୀ: ମହାନ କ୍ରିକେଟ ଖେଳାଳି ସଚିନ ତେନ୍ଦୁଲକର କରୋନାରେ ସଂକ୍ରମିତ ହୋଇଛନ୍ତି। ଆଜି ସଚିନ ଟ୍ବିଟ ଯୋଗେ ସୂଚନା ଦେଇଛନ୍ତି। ସଂକ୍ରମିତ ହେବା ପରେ ତେନ୍ଦୁଲକର ନିଜ ଘରେ କ୍ଵାରେଣ୍ଟିନରେ ରହିଛନ୍ତି। ଉଲ୍ଲେଖ ଯୋଗ୍ୟ ଯେ, ଇଣ୍ଡିଆ ଲିଜେଣ୍ଡସ୍ ତରଫରୁ ସଚିନ […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୬୨ ହଜାର ୨୫୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨୯୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୯ ଲକ୍ଷ ୮ ହଜାର ୯୧୦ ରେ […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ନୂଆପଡାରୁ ୧୫, ବରଗଡରୁ ୭, ଖୋର୍ଦ୍ଧାରୁ ୭, ସୁନ୍ଦରଗଡରୁ ୭, ବାଲେଶ୍ବରରୁ […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୨୦ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୫ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ […]
ଭୁବନେଶ୍ବର: ରାଜ୍ୟରେ ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତି କରୋନା ଟୀକା ନେବେ। ସେଥିପାଇଁ ନିଜ ନାମକୁ କୋ-ୱିନ୍ ପୋର୍ଟାଲରେ ପଞ୍ଜୀକରଣ କରିବାକୁ ପଡିବ। ଆସନ୍ତା ୧ ତାରିଖ ଠାରୁ ଟୀକା ନେବା ପାଇଁ ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତି ପଞ୍ଜୀକରଣ କରିପାରିବେ। […]
ଭୁବନେଶ୍ବର: ଆଜି ରାଜ୍ୟରେ ୨୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୧୩୯ ଜଣ ଚିହ୍ନଟ ହୋଇଥିବା […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୫୯ ହଜାର ୧୧୮ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨୫୭ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୮ ଲକ୍ଷ ୪୬ ହଜାର ୬୫୨ ରେ ପହଞ୍ଚିଛି। […]
କୋଲକାତା, ତମ୍ବା ପାତ୍ରରେ ରଖାଯାଇଥିବା ଜଳ ଆମ ଶରୀର ଏବଂ ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ ଅଟେ। ପ୍ରଚୁର ଜଳ ପିଇବା ଦ୍ୱାରା ଆମ ଶରୀରରେ ଥିବା ସମସ୍ତ ବିଷାକ୍ତ ପଦାର୍ଥ ବାହାରି ଯାଇଥାଏ। ଯାହା ଆମ ଶରୀରକୁ ଅନେକ ରୋଗରୁ […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ସୁନ୍ଦରଗଡରୁ ୧୫, ମୟୂରଭଞ୍ଜରୁ ୧୧, ଖୋର୍ଦ୍ଧାରୁ ୮, ବଲାଙ୍ଗୀରିରୁ ୭, ବାଲେଶ୍ବରରୁ […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୨୪ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୧ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ […]
ଭୁବନେଶ୍ବର: ଆଜି ରାଜ୍ୟରେ ୨୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୧୨୬ ଜଣ ଚିହ୍ନଟ ହୋଇଥିବା […]
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ଵରର କେନ୍ଦ୍ରୀୟ ବିଦ୍ୟାଳୟରେ ଜଣେ ଛାତ୍ର ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ସହିତ ଏକ ଘରୋଇ ସ୍କୁଲରୁ ତିନିଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କେନ୍ଦ୍ରୀୟ ବିଦ୍ୟାଳୟରେ ଏବେ ପ୍ରି-ବୋର୍ଡ ପରୀକ୍ଷା ଚାଲିଛି। ଶ୍ରେଣୀଗୃହରେ ଉପସ୍ଥିତ ସମସ୍ତ ଛାତ୍ର […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୫୩ ହଜାର ୪୭୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨୫୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୭ ଲକ୍ଷ ୮୭ ହଜାର ୫୩୪ ରେ […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ବରଗଡରୁ ୧୦, ଖୋର୍ଦ୍ଧାରୁ ୯, ମୟୂରଭଞ୍ଜରୁ ୯, ସୁନ୍ଦରଗଡରୁ ୭, ବାଲେଶ୍ବରରୁ […]
ଭୁବନେଶ୍ବର: ଆଜି ଗୋଟିଏ ଗାଁରୁ ୨୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆପଡା ଜିଲ୍ଲା ସିନାପାଲୀ ବ୍ଲକର ଏକ ଗାଁରୁ ୨୯ ଟି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ୫୬ ଟି ନମୁନା ମଧ୍ୟରୁ ୨୯ ଟି ପଜିଟିଭ ଚିହ୍ନଟ ହୋଇଛନ୍ତି। […]