ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ବିଶ୍ୱ ଯକ୍ଷ୍ମା ଦିବସ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ପାଳିତ ହୋଇଯାଇଛି। ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଏହି ସଚେତନତା ରଥର ଶୁଭାରମ୍ଭ କରିଥିଲେ। ଯକ୍ଷ୍ମା ହାରିବ […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୨୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୧ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୨ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ […]
ନୂଆଦିଲ୍ଲୀ/ଭୁବନେଶ୍ବର: ଓଡିଶାରେ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୩ ଟି ୟୁକେ ଷ୍ଟ୍ରେନ ଚିହ୍ନଟ କରାଯାଇଛି। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ୧୮ ଟି ରାଜ୍ୟରୁ ମୋଟ ୭୭୧ ଟି ନୂଆ ଷ୍ଟ୍ରେନ ଚିହ୍ନଟ ହୋଇଛି। ଏହି ନୂଆ ୭୭୧ […]
ମୁମ୍ବାଇ: ଦେଶରେ କରୋନା ମାମଲା ଦ୍ରୁତ ଗତିରେ ବଢିଚାଲିଛି। ବଲିଉଡ ଇଣ୍ଡଷ୍ଟ୍ରିର ଅନେକ ତାରକା କରୋନା ସଂକ୍ରମଣ ହୋଇଛନ୍ତି। ଏବେ ଅଭିନେତା ଆମିର ଖାନ କରୋନାରେ ସଂକ୍ରମଣ ହୋଇଛନ୍ତି। ସଂକ୍ରମଣ ହେବା ପରେ ଆମିର ଘରେ କ୍ଵାରେଣ୍ଟିନରେ ଅଛନ୍ତି।
ଭୁବନେଶ୍ବର: ଆଜି ରାଜ୍ୟରେ ୧୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୯୯ ଜଣ ଚିହ୍ନଟ ହୋଇଥିବା […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୭ ହଜାର ୨୬୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨୭୫ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୭ ଲକ୍ଷ ୩୪ ହଜାର ୫୮ ରେ […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୧୯୬ କୁ ବୃଦ୍ଧି ହୋଇଛି। […]
ନୂଆଦିଲ୍ଲୀ: ଏପ୍ରିଲ ୧ ତାରିଖ ଠାରୁ ୪୫ ବର୍ଷରୁ ଉର୍ଦ୍ଧ୍ଵ ସବୁ ବୟସ୍କ ବ୍ୟକ୍ତିମାନେ କରୋନା ଟୀକା ନେଇପାରିବେ। ଏନେଇ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭେଦକର ଘୋଷଣା କରିଛନ୍ତି। ଏଥିପାଇଁ ୪୫ ବର୍ଷରୁ ଉର୍ଦ୍ଧ୍ଵ ସବୁ ବୟସ୍କଙ୍କୁ ପଞ୍ଜୀକରଣ କରିବା ପାଇଁ ସେ […]
ଭୁବନେଶ୍ବର: ଆଜି ରାଜ୍ୟରେ ୧୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୬୭ ଜଣ ଚିହ୍ନଟ ହୋଇଥିବା […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୦ ହଜାର ୭୧୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୯୯ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୬ ଲକ୍ଷ ୮୬ ହଜାର ୭୯୬ ରେ […]
ଭୁବନେଶ୍ବର: ସୂର୍ଯ୍ୟଦେବ ଅଗ୍ନି ଦେବଙ୍କ ସ୍ବରୂପ ଏବଂ ପ୍ରତ୍ୟକ୍ଷ ଦେବତା ରୂପେ ମନାଯାଇଥାଏ। ବାସ୍ତୁ ଶାସ୍ତ୍ରରେ ସୂର୍ଯ୍ୟଙ୍କର ବିଶେଷ ମହତ୍ତବ ରହିଛି। ଶକ୍ତିର ଅସୀମ ଭଣ୍ଡାର ସୂର୍ଯ୍ୟଦେବଙ୍କୁ ନେଇ ବାସ୍ତୁ ଶାସ୍ତ୍ରରେ ବହୁ ରୋଚକ ଉପାୟ ରହିଛି, ଯାହାର ଉପଯୋଗରେ ଆମ […]
ନୂଆଦିଲ୍ଲୀ: ଦୁଇଟି ଡ଼ୋଜ କରୋନା ଟୀକା ନେବା ପରେ ମଧ୍ୟ ଜଣେ ନର୍ସ ସଂକ୍ରମଣର ଶିକାର ହୋଇଛନ୍ତି। ଦିଲ୍ଲୀର ଏକ ସରକାରୀ ହସ୍ପିଟାଲର ନର୍ସ ଜଣଙ୍କ ପ୍ରଥମ ଡ଼ୋଜ ୧୮ ଜାନୁୟାରୀକୁ ନେଇଥିଲେ ଏବଂ ଦ୍ଵିତୀୟ ଡ଼ୋଜ ୧୭ ଫେବୃୟାରୀକୁ ନେଇଥିଲେ। […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ବ୍ରହ୍ଣପୁରର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ ଓ ହସ୍ପିଟାଲରେ ଗ୍ୟାଷ୍ଟ୍ରୋଏଣ୍ଟରଲୋଜି ବିଭାଗ ଖୋଲିବାକୁ ଯାଉଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଉଭୟ ସର୍ଜିକାଲ ଓ ମେଡ଼ିକାଲ ଗ୍ୟାଷ୍ଟ୍ରୋଏଣ୍ଟରଲୋଜି ପାଇଁ ୧୯ଟି ଶୈକ୍ଷିକ ଓ ଅଣଶୈକ୍ଷିକ ପଦବୀକୁ […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ କଟକରୁ ଏବଂ ସୁନ୍ଦରଗଡରୁ ୧୩ ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ […]
ଭୁବନେଶ୍ୱର: କରୋନା ମହାମାରୀ ସମୟରେ ବିଭିନ୍ନ କ୍ଷେତ୍ରରେ ଜନସାଧାରଣଙ୍କୁ ସାହାଯ୍ୟ କରିଥିବା କେତେକ ବରିଷ୍ଠ ନାଗରିକଙ୍କୁ ସମ୍ ଅଲ୍ଟିମେଟ ମେଡିକେୟାର ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ବରିଷ୍ଠ ନାଗରିକ ସଂଘ, ଓଡ଼ିଶା ଶାଖାର ସଦସ୍ୟାମାନେ ମହାମାରୀ ସମୟରେ ଲୋକମାନଙ୍କୁ ଜରୁରୀକାଳୀନ ସେବା ପ୍ରଦାନ […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୧୮୨ କୁ ବୃଦ୍ଧି ହୋଇଛି। […]
ଭୁବନେଶ୍ବର: କରୋନା ସଂକ୍ରମଣ ପୁଣି ଥରେ ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟରେ କରୋନା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ଆସନ୍ତାକାଲି ସମୀକ୍ଷା କରିବେ। ବିଭିନ୍ନ ସଚିବ, ଜିଲ୍ଲାପାଳ ଏବଂ ଏସପିଙ୍କ ସହ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ। ଏହାସହିତ ଗାଁର କରୋନା ପରିଚାଳନା କମିଟିକୁ […]
ଭୁବନେଶ୍ବର: ଆଜି ରାଜ୍ୟରେ ୧୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୮୭ ଜଣ ଚିହ୍ନଟ ହୋଇଥିବା […]
ଭୁବନେଶ୍ବର: ଭୁବନେଶ୍ବରର ଏକ ଘରୋଇ ଶିକ୍ଷାନୁଷ୍ଠାନକୁ ବିଏମସି ସିଲ୍ କରିଛି। ସମ୍ପୃକ୍ତ ଶିକ୍ଷାନୁଷ୍ଠାନରୁ ବହୁ ସଂଖ୍ୟାରେ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହେବା ପରେ ବିଏମସି ଏଭଳି ନିଷ୍ପତ୍ତି ନେଇଛି। ଶିକ୍ଷାନୁଷ୍ଠାନ ଭିତରକୁ ପ୍ରବେଶ ଉପରେ ସଂପୂର୍ଣ୍ଣ କଟକଣା ଲଗାଯାଇଛି। କେବଳ ଶିକ୍ଷାନୁଷ୍ଠାନ […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୬ ହଜାର ୯୫୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨୧୨ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୬ ଲକ୍ଷ ୪୬ ହଜାର ୮୧ ରେ […]
ରାଉରକେଲା, ଏକ ଦେଶର ସମାବେଶୀ ବିକାଶ ନିମନ୍ତେ ଶିଳ୍ପଭିତିକ ପ୍ରଗତି ସହିତ ଦୃଢ ସାମାଜିକ-ଆର୍ଥିକ ଢାଂଚାର ଆବଶ୍ୟକତା ରହିଛି ବୋଲି ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦ କହିଛନ୍ତି । ରାଉରକେଲା ଇସ୍ପାତ କାରଖାନାରେ ଆଜି ଏକ ଅତ୍ୟାଧୁନିକ ହସ୍ପିଟାଲର ଉଦ୍ଘାଟନ ଅବସରରେ […]