ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଜାତୀୟ ଭେକ୍ଟରବାହିତ ରୋଗ ନିୟନ୍ତ୍ରଣ କାର୍ଯ୍ୟକ୍ରମ, ସ୍ୱାସ୍ଥ୍ୟସେବା ନିର୍ଦ୍ଦେଶାଳୟ, ଓଡ଼ିଶା ଏବଂ ଗ୍ରାମୀଣ ସ୍ୱାସ୍ଥ୍ୟ ମିଶନ, ଓଡ଼ିଶାଙ୍କର ମିଳିତ ଆନୁକୂଲ୍ୟରେ ଚଳିତବର୍ଷ ୨୫ ଫେବୃୟାରୀ ଠାରୁ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ବାତଜ୍ୱର ନିରାକରଣ ପାଇଁ […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ବରଗଡ ଜିଲ୍ଲାରୁ ୧୪, ଖୋର୍ଦ୍ଧାରୁ ୯, ମୟୂରଭଞ୍ଜରୁ ୭, ନୂଆପଡ଼ାରୁ ୬, […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ଦୁଇ ଆକ୍ରାନ୍ତ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୫୬ କୁ ବୃଦ୍ଧି ହୋଇଛି। ସେହିପରି […]
ଭୁବନେଶ୍ୱର: ସୁଦ୍ଧା ଦୁଃସାଧ୍ୟ ବ୍ୟାଧି ଯକ୍ଷ୍ମା ବା ଟ୍ୟୁବରକ୍ୟୁଲୋସିସ୍ (ଟି.ବି)ର ସମ୍ପୂର୍ଣ୍ଣ ମୂଳୋତ୍ପାଟନ ନିମନ୍ତେ ଭାରତ ପ୍ରସ୍ତୁତ ହେଉଥିବା ବେଳେ ଏହି ରୋଗ ସହ ଯୁଦ୍ଧ କରିବା ପାଇଁ କ୍ୟାଟରିଜ ବ୍ୟବହୃତ ନ୍ୟୁକ୍ଲି ଏସିଡ୍ ଆମ୍ପ୍ଲିଫିକେସନ୍ ଟେଷ୍ଟ (ସିବିନାଟ) ମେସିନ୍ର ବ୍ୟବହାର […]
ଭୁବନେଶ୍ବର: ଆଜି ରାଜ୍ୟରେ ୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୩୭ ଜଣ ଚିହ୍ନଟ ହୋଇଥିବାବେଳେ […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୦ ହଜାର ୫୮୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୭୮ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୦ ଲକ୍ଷ ୧୬ ହଜାର ୪୩୪ ରେ […]
ଭୁବନେଶ୍ବର, ଏଥର ରାଜ୍ୟ ବଜେଟରେ ସ୍ବାସ୍ଥ୍ୟ ବିଭାଗକୁ ଗୁରୁତ୍ବ ଦିଆଯାଇଛି। ଜନସ୍ୱାସ୍ଥ୍ୟ ସେବା ପାଇଁ ମୋଟ 19,164 କୋଟି ଟଙ୍କା ଆବଣ୍ଟିତ ହୋଇଛି ଯାହାକି ଗତ ବଜେଟ ତୂଳନାରେ ପ୍ରାୟ 19% ବୃଦ୍ଧି ପାଇଛି। ଏହି ଯୋଜନାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ […]
ଭୁବନେଶ୍ବର: ଭୁବନେଶ୍ଵରର ଏକ ସ୍କୁଲରେ ଜଣେ ଶିକ୍ଷକ କରୋନାରେ ସଂକ୍ରମିତ ହୋଇଛନ୍ତି। ଶିକ୍ଷକ ଜଣଙ୍କ ସ୍କୁଲରେ ପାଠ ପଢାଇବା ସହ ଛାତ୍ରଛାତ୍ରୀଙ୍କ ସଂସ୍ପର୍ଶରେ ଆସିଛନ୍ତି। ସେଥିପାଇଁ ସେହି ସ୍କୁଲକୁ ୨ଦିନ ପାଇଁ ଛୁଟି ଘୋଷଣା କରାଯାଇଛି। ଏହାସହ ସେହି ସ୍କୁଲକୁ ବିଶୋଧନ […]
ଭୁବନେଶ୍ବର: ଆଜି ରାଜ୍ୟରେ ୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୪୧ ଜଣ ଚିହ୍ନଟ ହୋଇଥିବାବେଳେ […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୧୯୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୮୩ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୦ ଲକ୍ଷ ୫ ହଜାର ୮୫୦ ରେ […]
ନୂଆଦିଲ୍ଲୀ, ଅଧିକାଂଶ ଲୋକ ଗାଡିରେ ଯାତ୍ରା ସମୟରେ ବାନ୍ତି କରନ୍ତି । ଫଳରେ ସେମାନେ ଯାତ୍ରାକୁ ଉପଭୋଗ କରିପାରନ୍ତି ନାହିଁ । ଏହା ଦ୍ବାରା ସେମାନଙ୍କର ବହୁତ ଅସୁବିଧା ହେବା ସହିତ ସହଯାତ୍ରୀ ମଧ୍ୟ ଅସୁବିଧାରେ ପଡନ୍ତି । ବାନ୍ତି ହେବା […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୦, ଅନୁଗୁଳରୁ ୮, ଖୋର୍ଦ୍ଧାରୁ ୭, ପୁରୀରୁ ୬, […]
ମୁମ୍ବାଇ: ଦେଶରେ କରୋନାର ନୂଆ ଷ୍ଟ୍ରେନରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ବିଶେଷ କରି ଏହି ଷ୍ଟ୍ରେନରେ ଆକ୍ରାନ୍ତ ହେଉଥିବା ସଂଖ୍ୟା ମହାରାଷ୍ଟ୍ରରେ ବେଶୀ ଦେଖାଦେଉଛି। ସେଥିପାଇଁ ବିଏମସିରେ ୧୩୦୫ ଟି ଗୃହକୁ ସିଲ କରି ଦିଆଯାଇଛି। ଏହାସହିତ ଅମରାବତୀ ଏବଂ […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତ ଜଣଙ୍କ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୫୧ କୁ ବୃଦ୍ଧି ହୋଇଛି। ସେହିପରି ଆଜି […]
ଭୁବନେଶ୍ବର, ଆଜି ରାଜ୍ୟରୁ 58 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ 34 ଜଣ କ୍ବାରଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ 24 ଜଣ ସ୍ଥାନୀୟ ସଂକ୍ରମିତ। ଏଥର ବଲାଙ୍ଗୀର ଏବଂ ମୟୁରଭଂଜରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। […]
ନୂଆଦିଲ୍ଲୀ, ବର୍ତ୍ତମାନ ସମୟରେ, ପେଟରେ ଅମ୍ଳତା ବା ଏସିଡିଟି ରହିବା ଅତି ସାଧାରଣ ଅଟେ । କିନ୍ତୁ ଏହା ଯୋଗୁଁ ଆମକୁ ଅନେକ ଗମ୍ଭୀର ସମସ୍ୟାର ସାମ୍ନା କରିବାକୁ ପଡିବ । ଏସିଡିଟିର ଗମ୍ଭୀର ସମସ୍ୟା ହୁଏ ଯେତେବେଳେ ଆମର ହଜମ […]
ଭୁବନେଶ୍ବର, ଆଜି ରାଜ୍ୟରୁ 53 ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ବାରଣ୍ଟାଇନରୁ 31 ଜଣ ଅଛନ୍ତି। ସେହିପରି ସ୍ଥାନୀୟ ସଂସ୍ପର୍ଶରେ ଆସି 22 ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ତେବେ ଆଜି ସମ୍ବଲପୁର ଜିଲ୍ଲାରେ ସର୍ବାଧିକ […]
ମୁମ୍ବାଇ, ବର୍ତ୍ତମାନ ମହାରାଷ୍ଟ୍ରରେ କରୋନା ଅଣଆୟତ ପରିସ୍ଥିତି ସୃଷ୍ଟି କରିବାରେ ଲାଗିଛି। ଫଳରେ ମହାରାଷ୍ଟ୍ର ସରକାର ପୁଣି ଥରେ ଲକଡାଉନ ଘୋଷଣା କରିଛନ୍ତି। ବର୍ତ୍ତମାନ ପାଇଁ ସପ୍ତାହନ୍ତ ଏହି ଲକଡାଉନ ଘୋଷଣା ହୋଇଛି। ଆସନ୍ତାକାଲି ଅମରାବତିରେ ଏହି ସପ୍ତାହନ୍ତ ଲକଡାଉନ କରାଯିବ। […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୦୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୫, କଟକରୁ ୧୩, ସୁନ୍ଦରଗଡରୁ ୧୧, ଅନୁଗୁଳରୁ ୮, […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୪୦ କୁ ବୃଦ୍ଧି ହୋଇଛି। […]
ଭୁବନେଶ୍ୱର: କୋଭିଡ-୧୯ର ଭୟ କିଛି ଟା ହ୍ରାସ ପାଉଥିବା ଜଣାପଡୁଥିଲେ ମଧ୍ୟ ଲୋକମାନେ ନିଜକୁ ସୁରକ୍ଷିତ ରଖିବା ପାଇଁ କୋଭିଡ ନିୟମାବଳୀକୁ ଦୃଢ଼ଭାବେ ପାଳନ କରିବା ଉଚିତ୍ ବୋଲି ବିଶିଷ୍ଟ ସ୍ୱାସ୍ଥ୍ୟ ବିଶେଷଜ୍ଞ ପ୍ରଫେସର ଅଶୋକ କୁମାର ମହାପାତ୍ର ମତ ଦେଇଛନ୍ତି। […]