ସ୍ବାସ୍ଥ୍ୟ

ଭୁବନେଶ୍ବର: ଆଜି ରାଜ୍ୟରେ କରୋନାରେ ୨ ଜଣଙ୍କର ମୃତ୍ୟୁ ହୋଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୦ କୁ ବୃଦ୍ଧି ହୋଇଛି। ମୃତକଙ୍କ…

ଭୁବନେଶ୍ବର: ରାଜ୍ୟରେ ଆଜି ୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି…

ନୂଆଦିଲ୍ଲୀ, ଦେଶବ୍ୟାପୀ ହେଉଥିବା କୋଭିଡ୍ ଟୀକାଦାନ ଅଭ୍ୟାସ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଗ୍ରହଣ କରାଯାଇଥିବା ପଦକ୍ଷେପ ଓ ପ୍ରସ୍ତୁତି ସମ୍ପର୍କରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର…

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୮୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି…

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୧୦ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୫…

ଭୁବନେଶ୍ବର: ରାଜ୍ୟରେ ଆଜି ୨୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି…

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୦ ହଜାର ୩୪୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୨୨୨ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ…

ନୂଆଦିଲ୍ଲୀ, ଦେଶବ୍ୟାପୀ କୋଭିଡ଼ ୧୯ ପ୍ରତିଷେଧକ ଟିକାଦାନ ପାଇଁ କେନ୍ଦ୍ର ସରକାର ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ…

ନୂଆଦିଲ୍ଲୀ,  ଆଭିଏନ ଇନ୍‍ଫ୍ଲୁଏଞ୍ଜା  ବା ବାର୍ଡ ଫ୍ଲୁ ବା ପକ୍ଷୀ ଜ୍ବର ଭୂତାଣୁ ଶତାବ୍ଦୀ ଶତାବ୍ଦୀ ଧରି ବିଶ୍ୱବ୍ୟାପୀ ଘୁରି ବୁଲୁଛି । ଗତ ଶତାବ୍ଦୀରେ ଏହି…

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୩୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି…

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୯ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୭…

ଭୁବନେଶ୍ବର, ଓଡିଶା ପାଇଁ ଏକ ଖୁସି ଖବର। କାରଣ ହେଲା ଗତକାଲି ଅର୍ଥାତ 5 ତାରିଖରେ କୌଣସି କୋଭିଡ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇ ନାହିଁ। ଅର୍ଥାତ ମୃତ୍ୟୁ…

ଭୁବନେଶ୍ବର, ଧୀରେ ଧୀରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଫଳରେ ବହୁ ମୂଲ୍ୟର ଘରୋଇ କୋଭିଡ ହସପିଟାଲ ବର୍ତ୍ତମାନ ପାଇଁ ବନ୍ଦ କରାଯାଇଛି। ସେହି…

ଭୁବନେଶ୍ୱର: ୧୦ ଦିନ ଭିତରେ କରୋନା ଟିକା ଓଡିଶା ପହଞ୍ଚିବା ନେଇ ସୂଚନା ରହିଛି। କେନ୍ଦ୍ର ସରକାରଙ୍କ ସୂଚନା ଅନୁଯାୟୀ କୌଣସି ମୁହୂର୍ତ୍ତରେ କରୋନା ଟିକା ଓଡିଶା…

ଭୁବନେଶ୍ବର: ରାଜ୍ୟରେ ଆଜି ୨୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି…

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୭୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି…

ଭୁବନେଶ୍ବର, ଆଜି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବସିଥିବା ଏକ ଉଚ୍ଚ ସ୍ତରୀୟ ବୈଠକରେ କୋଭିଡ ପରିସ୍ଥିତି ସମୀକ୍ଷା କରାଯାଇଥିଲା। ଏଥିରେ ମୁଖ୍ୟ ସଚିବ…

ଭୁବନେଶ୍ବର: ରାଜ୍ୟରେ ଆଜି ୧୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି…

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୬ ହଜାର ୩୭୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୨୦୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ…

ଭୁବନେଶ୍ବର: ଦେଶରେ ଦୁଇଟି କରୋନା ଟିକାକୁ ମାନବ ଶରୀରରେ ଜରୁରୀକାଳିନ ବ୍ୟବାହାର ପାଇଁ ଅନୁମତି ପରେ ରାଜ୍ୟ ସରକାର ଏନେଇ ତତ୍ପରତା ଦେଖାଇଛି। ପ୍ରଥମ ପର୍ଯ୍ୟାୟ ଟିକାକରଣ…

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୯୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି…