ନୂଆଦିଲ୍ଲୀ: କର୍କଟର ଚିିକିତ୍ସା ଲାଗି ଭିତ୍ତିଭୂମି ମଜଭୁତ କରିବା ଦିଗରେ ପ୍ରୟାସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି। ଏକ ଏକ୍ସ ପୋଷ୍ଟରେ କେନ୍ଦ୍ର ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରୀ ଭୂପେନ୍ଦର ଯାଦବ ସୂଚନା ଦେଇଛନ୍ତି ଯେ, ଇଏସଆଇ କର୍ପୋରେସନର ୧୯୧ତମ […]
ନୂଆଦିଲ୍ଲୀ: ବ୍ରିଟେନର ରାଷ୍ଟ୍ରାୟତ୍ତ ନ୍ୟାସନାଲ ହେଲଥ ସର୍ଭିସ ଏଭଳି ଏକ ଇଞ୍ଜେକ୍ସନ ଆଣିବାକୁ ଯାଉଛି ଯାହା ଦେଶର ଶହ ଶହ କର୍କଟ ରୋଗୀଙ୍କ ଚିକିତ୍ସା କରିପାରିବ ଏବଂ ଚିକିତ୍ସା ସମୟକୁ ତିନି ଚତୁର୍ଥାଂଶ ପର୍ଯ୍ୟନ୍ତ ହ୍ରାସ କରିପାରିବ। ଏପରି କରିବାରେ ଏହା […]
ଭୁବନେଶ୍ବର: ଆସନ୍ତାକାଲିଠାରୁ ଅର୍ଥାତ ୩୧ତାରିଖରୁ ଆୟୁଷ ଛାତ୍ରଛାତ୍ରୀମାନେ କଲେଜ ବନ୍ଦ ଡାକରା ଦେଇଛନ୍ତି। ଚଳିତ ବର୍ଷ ରାଜ୍ୟରେ ଥିବା ତିନୋଟି ସରକାରୀ ଆୟୁର୍ବେଦିକ କଲେଜ ରେ ଭିତ୍ତିଭୂମି ଓ ମାନବ ସମ୍ବଳ ଅଭାବ ଯୋଗୁଁ କେନ୍ଦ୍ର ସରକାରଙ୍କ ମିନିଷ୍ଟି ଅଫ ଆୟୁଷ […]
ଭୁବନେଶ୍ଵର: ବର୍ତ୍ତମାନ ସମୟରେ ବିଶ୍ୱରେ ଏବଂ ସର୍ବ ଭାରତୀୟ ସ୍ତରରେ ମାନସିକ ରୋଗ ତଥା ମାନସିକ ଅସ୍ଥିରତା ହେଉଛି ଏକ ସ୍ଵାସ୍ଥ୍ୟଗତ ଆହ୍ୱାନ। ଯାହାକୁ ସମଗ୍ର ବିଶ୍ୱ ଏବଂ ଭାରତ ମଧ୍ୟ ସମ୍ମୁଖୀନ କରୁଛି। ଗଣନା ଅନୁଯାୟୀ ଏହା ସ୍ପଷ୍ଟ ହୁଏ […]
ନୂଆଦିଲ୍ଲୀ: ବିଶ୍ୱସ୍ତରରେ କରୋନା ଭୂତାଣୁର କେତେକ ନୂଆ ପ୍ରତିରୂପ ଚିହ୍ନଟ ହେବାକୁ ନେଇ ରିପୋର୍ଟ ପ୍ରକାଶ ପାଇବା ପରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି. କେ. ମିଶ୍ର ଏକ ଉଚ୍ଚସ୍ତରୀୟ ବୈଠକରେ ସ୍ଥିତି ସମୀକ୍ଷା କରିଛନ୍ତି। ବିଶ୍ୱସ୍ତରରେ ଏବଂ ଭାରତରେ […]
ନୂଆଦିଲ୍ଲୀ: ‘‘ଆମର ଲକ୍ଷ୍ୟ ସ୍ପଷ୍ଟ, ଆମର ଲକ୍ଷ୍ୟ ଉଚ୍ଚାଭିଳାଷୀ ଏବଂ ଆମର ନିଷ୍ଠା ଅଟଳ। ” କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ରସାୟନ ଏବଂ ସାର ମନ୍ତ୍ରୀ ଡ. ମନସୁଖ ମାଣ୍ଡଭିୟ ଗାନ୍ଧୀନଗରରେ ଜି20 ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକରେ ଭାରତୀୟ […]
ନୂଆଦିଲ୍ଲୀ: କର୍କଟ ଆମ ଶରୀର ପାଇଁ କେତେ ମାରାତ୍ମକ ତାହା ଆମେ ସମସ୍ତେ ଜାଣୁ। ଏହା ରୋଗୀ ତଥା ପୂରା ପରିବାର ପାଇଁ ଅକଥନୀୟ ଯନ୍ତ୍ରଣା ଭଳି। ଏହି କ୍ରମରେ ଦିଲ୍ଲୀ ଏମ୍ସ ହସ୍ପିଟାଲଦ୍ୱାରା କର୍କଟ ରୋଗ ଉପରେ କରାଯାଇଥିବା ଅଧ୍ୟୟନ […]
ଭୁବନେଶ୍ୱର: ଜେନେରିକ ଔଷଧ ଲେଖିବାକୁ ନେଇ ଏବେ ଦେଶର ଡାକ୍ତରୀ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହି ବିତର୍କର କାରଣ ହେଉଛି ନ୍ୟାସନାଲ ମେଡିକାଲ କମିଶନଙ୍କ ଦ୍ୱାରା ଡାକ୍ତରମାନଙ୍କ ପାଇଁ ନୂଆ ନୈତିକତା କୋଡ୍ ଲାଗୁ ହେବାକୁ ଯାଉଛି। ଡାକ୍ତରମାନେ […]
ଭୁବନେଶ୍ଵର: ଇଣ୍ଟରନେଟର ଏକାଧିକ ସକରାତ୍ମକ ଦିଗ ରହିଥିବା ବେଳେ ଏହାର ନକରାତ୍ମକ ଦିଗ ମଧ୍ୟ ରହିଛି। ମାତ୍ରାଧିକ ଇଣ୍ଟରନେଟ ବ୍ୟବହାର ଦ୍ବାରା ପାଠପଢିବା କ୍ଷମତାରେ ହ୍ରାସ ଘଟିଥାଏ ବୋଲି ଏକ ପରୀକ୍ଷଣରୁ ଜଣାପଡିଛି। ଏକ ନୂତନ ପରୀକ୍ଷଣ ଅନୁଯାୟୀ ଏହି ଛାତ୍ରଛାତ୍ରୀ […]
ସ୍ୱାସ୍ଥ୍ୟ ଟିପ୍ସ: ଚା’ ଠାରୁ ରୋଷେଇ ପର୍ଯ୍ୟନ୍ତ ଏବଂ ସମସ୍ତ ପ୍ରକାରର ଔଷଧରେ ଅଦା ମଧ୍ୟ ବ୍ୟବହୃତ ହୁଏ। ଅଦା ସୁଜନକୁ ହ୍ରାସ କରିଥାଏ ଏବଂ ହଜମକୁ ଠିକ୍ ରଖେ। ଏହାକୁ ପ୍ରତିଦିନ ଖାଇବା ଦ୍ୱାରା ଏହା ଆପଣଙ୍କ ରୋଗ ପ୍ରତିରୋଧକ ଶକ୍ତି […]
ନୂଆଦିଲ୍ଲୀ: “ଜନ ଭାଗୀଦାରୀ ଓ ମିଶନ ମୋଡରେ ପ୍ରଣୟନ ହେଉଥିବା ଅଭିଯାନ ଜରିଆରେ ବୈଶ୍ବିକ ଲକ୍ଷ୍ୟ ଠାରୁ ତିନି ବର୍ଷ ଆଗରୁ ୨୦୨୭ ସୁଦ୍ଧା ଲିମ୍ଫାଟିକ୍ ଫାଇଲେରିଆସିସକୁ ଦୂର କରିବା ପାଇଁ ଭାରତ ପ୍ରତିଶ୍ରୁତିବଦ୍ଧ” । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର […]
ସ୍ୱାସ୍ଥ୍ୟ ଟିପ୍ସ: ଯଦି ଆପଣ ପିଆଜ ଖାଆନ୍ତି, ତେବେ ଏହା ଆପଣଙ୍କ ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ। କାରଣ ଏଥିରେ କମ୍ କ୍ୟାଲୋରୀ ଏବଂ ଅଧିକ ପୁଷ୍ଟିକର ଖାଦ୍ୟ ମିଳିଥାଏ। ଅନ୍ୟ ପଟେ, ପିଆଜରେ ପର୍ଯ୍ୟାପ୍ତ ପରିମାଣର ଭିଟାମିନ୍-ବି, ଫୋଲେଟ୍ (ବି-୯) ଏବଂ […]
ଭୁବନେଶ୍ୱର: ଅଙ୍ଗଦାନ ଆମ ଦେଶ ଓ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଅଂଗଦାନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରୁଥିବା ସମ୍ ଅଲ୍ଟିମେଟ ମେଡିକେୟାର ସମାଜକୁ ସେବା ଯୋଗାଇବା ସହ ଏକ ବିଶାଳ ଜନ ସଚେତନତା ସୃଷ୍ଟି କରପାରିଛି ବୋଲି କହିଛନ୍ତି ଓଡିଶାର […]
ଭୁବନେଶ୍ୱର: ମିନିମାଲ୍ ଇନ୍ଭେସିଭ୍ ସର୍ଜରୀ ମାଧ୍ୟମରେ ଜଣେ ୧୫ ବର୍ଷୀୟ ବାଳକର ଶରୀରରେ ବୃଦ୍ଧି ପାଇଥିବା କ୍ରିକେଟ ବଲ୍ ଆକାରର ସ୍କଲ୍ବେସ୍ ଟ୍ୟୁମରକୁ ସଫଳତାର ସହ ବାହାର କରିଛନ୍ତି ସମ୍ ଅଲ୍ଟିମେଟ ମେଡିକେୟାରର ସର୍ଜନ୍। ଗତ ୬ ବର୍ଷ ଧରି ମୟୁରଭଞ୍ଜ […]
ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲାର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ କେ.ସୁଦର୍ଶନ ଚକ୍ରଵର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଉନ୍ନୟନ ଅଧିକାରୀ ବାଦଲ ମହାନ୍ତି, ସିଡି ଏମ୍ ଓ ଆର୍ତ୍ତଵନ୍ଧୁ ନାୟକ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମ […]
ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱରରେ ଗୁରୁବାର ଦିନ ଉତ୍ସାହ ଏବଂ ପ୍ରତିବଦ୍ଧତାର ସହିତ ୧୩ତମ ଭାରତୀୟ ଅଙ୍ଗଦାନ ଦିବସ (ଆଇଓଡିଡି) ପାଳିତ ହୋଇଯାଇଛି। ଅଙ୍ଗଦାନ ଏବଂ ଅଙ୍ଗ ପ୍ରତିରୋପଣର ଆବଶ୍ୟକତା ଥିବା ରୋଗୀଙ୍କ ନିମନ୍ତେ ଏହି ଜୀବନ ପ୍ରଦାନକାରୀ ମହତ ଦିବସ ସମ୍ପର୍କରେ […]
ଭୁବନେଶ୍ୱର: ୧୫ ବର୍ଷର ଝିଅର ମୃତ୍ୟୁ ସୁନିଶ୍ଚିତ ଜାଣିବା ପରେ ଯଦିଓ ବାପା-ମା’ଙ୍କର ପାଦ ତଳୁ ମାଟି ଖସି ଯାଇଥିଲା ତଥାପି ସେମାନେ ଧୈର୍ଯ୍ୟ ହରାଇ ନଥିଲେ ବରଂ ସେହି ମୂହୁର୍ତରେ ଅନ୍ୟ କାହାର ଜୀବନ ବଂଚାଇବା ନେଇ ମନକୁ ଦୃଢ଼ […]
ଭୁବନେଶ୍ୱର: ଓଡିଶା ସରକାର ଉନ୍ନତ ସ୍ୱାସ୍ଥ୍ୟସେବା ପ୍ରଦାନ କ୍ଷେତ୍ରରେ ଅନେକ ଗୁଡିଏ ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟରେ ସାର୍ବଜନୀନ ସ୍ୱାସ୍ଥ୍ୟସେବା ଲକ୍ଷ୍ୟ ହାସଲ ତଥା ଚିକିତ୍ସା ନିମନ୍ତେ ବ୍ୟକ୍ତିଗତ ଖର୍ଚ୍ଚକୁ ହ୍ରାସ କରିବା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ […]
ଦିଲ୍ଲୀ: ଆୟୁଷ ପ୍ରଣାଳୀ/ଭାରତୀୟ ଚିକିତ୍ସା ପ୍ରଣାଳୀ ଅଧୀନରେ ଚିକିତ୍ସା ପାଇଁ ବିଦେଶୀ ନାଗରିକଙ୍କ ନିମନ୍ତେ ଆୟୁଷ (ଏୱାଇ) ଭିସା ପ୍ରସ୍ତୁତ କରାଯିବା ସମ୍ପର୍କରେ ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଆୟୁଷ ଭିସାର ପ୍ରବର୍ତ୍ତନ ଆୟୁଷ ଚିକିତ୍ସା […]
ଭୁବନେଶ୍ଵର: ଏମ୍ସ ଭୁବନେଶ୍ୱର ରେଡିଓଡାଇଗ୍ନୋସିସ୍ ବିଭାଗ ପକ୍ଷରୁ ରାଜ୍ୟରେ ପ୍ରଥମ ଇଣ୍ଟରଭେନ୍ସନାଲ ରେଡିଓଲୋଜି(ଆଇଆର) ସମ୍ମିଳନୀ ଏଆଇଆରଏଡିସିଓଏନ୍ ସଫଳତାର ସହିତ ଆୟୋଜିତ ହୋଇଯାଇଛି। ଏହି ଦୁଇ ଦିନିଆ ସମ୍ମିଳନୀରେ ଆଇଆର୍ର ବ୍ୟାପକ ବ୍ୟବହାର ତଥା ଏହାର କାର୍ଯ୍ୟକାରୀତା ଉପରେ ମାନସମନ୍ଥନ ହୋଇଥିଲା। ଏହି […]
ସ୍ୱାସ୍ଥ୍ୟ ଟିପ୍ସ: ଶୁଖିଲା ଫଳର ରାଜା ଭାବରେ କାଜୁକୁ ବିବେଚନା କରାଯାଏ। ଯାହା ସ୍ୱାସ୍ଥ୍ୟ ସହିତ ଆପଣଙ୍କ ସୌନ୍ଦର୍ଯ୍ୟ ବଢାଇବା ପାଇଁ ମଧ୍ୟ କାର୍ଯ୍ୟ କରିଥାଏ। ଏହା ସହିତ ଏହାକୁ ଖାଇବା ଦ୍ୱାରା ଅନେକ ପ୍ରକାରର ରୋଗକୁ ମଧ୍ୟ ନିୟନ୍ତ୍ରଣ କରାଯାଇପାରିବ। ଆଜି […]