ଭୁବନେଶ୍ବର, ଭାରତର ଅନେକ ଲୋକ ଏକ କପ୍ ଚା ସହିତ ଦିନ ଆରମ୍ଭ କରନ୍ତି। ଆମେ ସକାଳେ ଏକ କପ୍ ଚା ସହିତ ସମ୍ପୂର୍ଣ୍ଣ ସତେଜ ଅନୁଭବ କରୁ। କିନ୍ତୁ ଯଦି ଆମେ ଏହି ଚା’ରେ ସାମାନ୍ୟ ପରିବର୍ତ୍ତନ ଆଣିବା, ତେବେ […]
ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୩୪୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୨୬୪ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡରୁ […]
ନୂଆଦିଲ୍ଲୀ, ସାବଧାନ ବଜାରକୁ ଆସିପାରେ ନକଲି କରୋନା ଟୀକା। ରାତାରାତି ଧନି ହେବାର ସ୍ବପ୍ନ ଦେଖୁଥିବା କିଛି ନକଲି କଂପାନୀ ଏ ନେଇ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସେଥିପାଇଁ ସାରା ବିଶ୍ବକୁ ବିଶେଷଜ୍ଞମାନେ ସତର୍କ କରାଇଛନ୍ତି। ବ୍ରିଟେନ କ୍ରାଇମ ଏଜନ୍ସି ଏକ […]
ଭୁବନେଶ୍ବର: ରାଜ୍ୟରେ ଆଉ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୫୨୭କୁ ବୃଦ୍ଧି ହୋଇଛି। ଆଜି ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ ଲେଖାଏଁ, ବରଗଡ଼ ଓ ସମ୍ବଲପୁର ଜିଲ୍ଲାରୁ […]
ଭୁବନେଶ୍ବର: ରାଜ୍ୟରେ ଆଜି ୭୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୪୩୪ ଜଣ ଚିହ୍ନଟ ହୋଇଥିବାବେଳେ […]
ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୨୭୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୧୪୬ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ […]
ଭୁବନେଶ୍ବର: ରାଜ୍ୟରେ ଆଉ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୫୧୦ କୁ ବୃଦ୍ଧି ହୋଇଛି। ଆଜି ସୁନ୍ଦରଗଡରୁ ସର୍ବାଧିକ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଭୁବନେଶ୍ବରରୁ ୩ ଜଣ, ମୟୂରଭଞ୍ଜରୁ […]
ଭୁବନେଶ୍ବର: ରାଜ୍ୟରେ ଆଜି ୯୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୫୨୩ ଜଣ ଚିହ୍ନଟ ହୋଇଥିବାବେଳେ […]
ନୂଆଦିଲ୍ଲୀ: ଆମେରିକୀୟ ଭେଷଜ କମ୍ପାନୀ ଫାଇଜର ଓ ଜର୍ମାନୀ ଅଂଶୀଦାର ବାୟୋଏନଟେକ ଦ୍ୱାରା ବିକଶିତ କୋଭିଡ ଟିକା ଫାଇଜର୍ର ଚୂଡାନ୍ତ ପର୍ଯ୍ୟାୟ ପରୀକ୍ଷଣ 90% ରୁ ଅଧିକ ଫଳପ୍ରଦତା ଦେଉଥିବା ଦାବି ହେଲା ପରେ ଖୁବ ଶୀଘ୍ର ଏହା ଉପଲବ୍ଧ ହୋଇପାରିବ […]
ନୂଆଦିଲ୍ଲୀ, ବିଶ୍ବର ପ୍ରତିଷ୍ଠିତ ଅକ୍ସଫୋର୍ଡ ବିଶ୍ବବିଦ୍ୟାଳୟର ଗବେଷଣା ବିଭାଗ ତରଫରୁ କରୋନା ଉପରେ ଗବେଷଣା କରାଯାଇ ନୂଆ ତଥ୍ୟ ପ୍ରକାଶ କରାଯାଇଛି। ତାହା ହେଉଛି ଯେ, ପ୍ରତି ପାଞ୍ଚ ଜଣ କରୋନା ସୁସ୍ଥଙ୍କ ମଧ୍ୟରୁ ଜଣେ ମାନସିକ ରୋଗରେ ପିଡିତ ହେଉଛନ୍ତି। […]
ନୂଆଦିଲ୍ଲୀ, ବିଭିନ୍ନ ଉଦ୍ଦେଶ୍ୟରେ ବିଶ୍ବରେ ବ୍ୟବହୃତ ହେଉଥିବା ଜିନିଷ ମଧ୍ୟରୁ ନଡିଆ ତେଲ ଅନ୍ୟତମ। ନଡ଼ିଆ ତେଲରେ ଫ୍ୟାଟି ଏସିଡ୍ ର ଏକ ନିଆରା ମିଶ୍ରଣ ଅଛି। ଏହି ଫ୍ୟାଟି ଏସିଡ୍ ଯୋଗୁଁ ନଡିଆ ତେଲ ଆମ ଶରୀର ପାଇଁ ବିଭିନ୍ନ […]
ଭୁବନେଶ୍ୱର: ସମ୍ ଅଲ୍ଟିମେଟ୍ ମେଡିକେୟାର ସର୍ଜନଙ୍କ ଦ୍ୱାରା ପୁଣି ସଫଳତାର ସହ ସମ୍ପାଦିତ ହୋଇଛି ଏକ ଜଟିଳ ଅସ୍ତ୍ରୋପଚାର। ଏକ ୧୨ ମାସର ଶିଶୁର ଶ୍ୱାସନଳୀରୁ ଏଣ୍ଡୋସ୍କୋପିକ୍ ପଦ୍ଧତିରେ ବାହାର କରାଯାଇଛି ଆତ ମଞ୍ଜି । ଏହି ମଞ୍ଜି ଅଟକିଥିବା ଯୋଗୁଁ […]
ଭୁବନେଶ୍ବର: ରାଜ୍ୟରେ ଆଉ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୪୮୩ କୁ ବୃଦ୍ଧି ହୋଇଛି। ଆଜି ଭୁବନେଶ୍ୱରରୁ ୨ ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ ନୂଆପଡାରୁ ୨ […]
ଭୁବନେଶ୍ବର: ରାଜ୍ୟରେ ଆଜି ୯୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୫୭୨ ଜଣ ଚିହ୍ନଟ ହୋଇଥିବାବେଳେ […]
ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୭ ହଜାର ୯୦୫ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୫୦ ଜଣଙ୍କ ମୃତ୍ୟୁ ହୋଇଛି। ଭାରତର ମୋଟ ଆକ୍ରାନ୍ତ ସଂଖ୍ୟା ୮୬ ଲକ୍ଷ ୮୩ ହଜାର ୯୧୭ରେ ପହଞ୍ଚିଛି ଏବଂ ମୋଟ […]
ମସ୍କୋ : ଋଷ ପକ୍ଷରୁ ବିକଶିତ କରାଯାଇଥିବା କରୋନା ଟୀକା 92 ପ୍ରତିଶତ ଫଳପ୍ରଦ ବୋଲି ଋଷ ପକ୍ଷରୁ ଦାବି କରାଯାଇଛି । ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ପରେ ଏହି ତଥ୍ୟ ସାମ୍ନାକୁ ଆସିଥିବା ନେଇ ମସ୍କୋ ପକ୍ଷରୁ କୁହାଯାଇଛି । […]
ଭୁବନେଶ୍ବର, ଆଜି ସୋମବାର ଚାରୋଟି ରାଶି ପାଇଁ ରହିଛି ଶୁଭ ଫଳ। ଏହି ଚାରୋଟି ରାଶିର ବ୍ୟକ୍ତିମାନଙ୍କୁ ହଠାତ ଏକ ଶୁଭ ଖବର ମିଳିବାପର ସମ୍ଭାବନା ରହିଛି। ଆପଣ ଆରମ୍ଭ କରିଥିବା ନୂତନ କାର୍ଯ୍ୟରେ ସଫଳ ହେବେ। ଆପଣ ସାମାଜିକ କ୍ଷେତ୍ରରେ […]
ନୂଆଦିଲ୍ଲୀ, ଯଦି ବାସ୍ତୁ ଶାସ୍ତ୍ର ଅନୁଯାୟୀ ଆପଣଙ୍କ ଘର କାମ ହୋଇଛି, ତେବେ ସବୁକିଛି ଭଲ ହୋଇପାରେ। କେବଳ ବାସ୍ତୁ ଅନୁସାରେ ଘର କରିଦେଲେ ହେବ ନାହିଁ। ଯଦି ଆପଣ ଘରେ ସବୁକିଛି ସକାରାତ୍ମକ ଚାହୁଁଛନ୍ତି, ତେବେ ଆପଣ ଏହି ଘରକୁ […]
କୋଲକାତା, ପ୍ରାୟତଃ ଅନେକଙ୍କ ଜୀବନରେ ଏହା ହିଁ ଘଟିଥାଏ। କଠିନ ପରିଶ୍ରମ କରିବା ପରେ ମଧ୍ୟ ସଫଳତା ଆସେ ନାହିଁ। ଯେଉଁ କାରଣରୁ ଜୀବନରେ ନିରାଶା ଭାବ ଆସେ। ଫଳରେ ଲୋକମାନେ ନିଜ ଭାଗ୍ୟକୁ ଦାୟୀ କରିବା ଆରମ୍ଭ କରନ୍ତି। କଠିନ […]
ହାଇଦ୍ରାବାଦ, କୋଭିଡ ଆକ୍ରାନ୍ତ 27 ବର୍ଷ ବୟସ୍କା ଜଣେ ମହିଳା ତିନୋଟି ଛୁଆ ଜନ୍ମ କରିଛନ୍ତି। ସହାୟକ ପ୍ରଜନନ ପ୍ରଯୁକ୍ତିବିଦ୍ୟା (ART) ସାହାଯ୍ୟରେ ଗର୍ଭବତୀ ହୋଇଥିବା ନାସରିନ୍ ଅକ୍ଟୋବର 22 ରେ ସିଜରିଆନ୍ ସର୍ଜରୀ ମାଧ୍ୟମରେ ଦୁଇଟି ପୁଅ ଏବଂ ଗୋଟିଏ […]
ଭୁବନେଶ୍ବର, ମଣିଷ ଦିନସାରା ଚେୟାରରେ ବସିବସି କାମ କରିଥାଏ। ବେଳେବେଳେ, କମ୍ପ୍ୟୁଟର କିମ୍ବା ଲାପଟପ୍ ରେ ମଧ୍ୟ ଦୀର୍ଘ ସମୟ କାମ କରିବାକୁ ପଡିଥାଏ। ଏହିପରି ସବୁବେଳେ କରିବା ପରେ ବେକ ଯନ୍ତ୍ରଣା ଆରମ୍ଭ ହୁଏ। ଏପରିକି ଭୁଲରେ ଶୋଇବା ଦ୍ୱାରା […]