ଭୁବନେଶ୍ବର, କୋଭିଡ ପରିଚାଳନାରେ ଓଡିଶା କ୍ରମାଗତଭାବେ ଭଲ ପ୍ରଦର୍ଶନ କରିଆସୁଛି। ସମସ୍ତ ସୂଚକାଙ୍କ ଜାତୀୟ ହାର ଠାରୁ ଭଲ ରହିଛି । ଅଧିକାଂଶ ଜିଲ୍ଲାରେ ନୂଆ ସଂକ୍ରମଣ କମୁଛି। କଟକ, ଖୋର୍ଦ୍ଧା ଓ ପୁରୀ ପରି ଅଧିକ ସଂକ୍ରମଣ ଥିବା ଜିଲ୍ଲାଗୁଡିକରେ […]
ଭୁବନେଶ୍ବର: ଆଜି ରାଜ୍ୟରୁ 2 ହଜାର 775 ଜଣ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ 500 ଜଣ ସୁସ୍ଥ ହୋଇଥିବା ବେଳେ ନୂଆପଡାରୁ 189, କଟକରୁ […]
ଭୁବନେଶ୍ୱର: ଉପଯୁକ୍ତ ଉତ୍ତମ ଚିକିତ୍ସା, ଯତ୍ନ ଓ ସେବା ଫଳରେ ସମ୍ କୋଭିଡ୍ ହସ୍ପିଟାଲରୁ ନିୟମିତ ଭାବେ ବୟୋଜ୍ୟେଷ୍ଠ ବ୍ୟକ୍ତିମାନେ କରୋନାରୁ ସୁସ୍ଥ ହୋଇ ଘରକୁ ଫେରୁଥିବା ବେଳେ ପୁଣି ଜଣେ ବୟୋଜ୍ୟେଷ୍ଠା ମହିଳା ଏହି ମାରାତ୍ମକ ଭାଇରସ୍କୁ ପରାସ୍ତ କରିଛନ୍ତି। ଢେଙ୍କାନାଳର […]
ନୂଆଦିଲ୍ଲୀ, କରୋନା ମହାମାରୀ ସଂକ୍ରାନ୍ତ ଉଚ୍ଚସ୍ତରୀୟ ମନ୍ତ୍ରିସ୍ତରୀୟ ଗୋଷ୍ଠୀର ଏକବିଂଶ ବୈଠକ ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ହର୍ଷବର୍ଦ୍ଧନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଆୟୋଜିତ ଏହି ବୈଠକରେ ବୈଦେଶିକ ବ୍ୟାପାର […]
ୱାସିଂଟନ, ଆମେରିକାର ପ୍ରତିଷ୍ଠିତ ଔଷଧ କଂପାନୀ ଜନସନ ଆଣ୍ଡ ଜନସନ ତାହାର କୋଭିଡ19 ଟିକା ପରୀକ୍ଷାରୁ ଓହରି ଯାଇଛି। କଂପାନୀ ତରଫରୁ ଏକ ବିଜ୍ଞପ୍ତିରେ କୁହାଯାଇଛି ଯେ, କୋଭିଡ ଟିକା ପରୀକ୍ଷଣରକୁ ବର୍ତ୍ତମାନ ସ୍ଥଗିତ ରଖାଯାଇଛି। ପୂର୍ବରୁ ଫେଜ-3ରେ ଯେଉଁ ମାନବ […]
ଭୁବନେଶ୍ୱର: କରୋନା ମହାମାରୀ ଭଳି ଅଦୃଶ୍ୟ ଓ ଭୟଙ୍କର ଶତ୍ରୁକୁ ବୟୋଜ୍ୟେଷ୍ଠ ମାନେଯେ ଖୁବ ଅନାୟସରେ ପରାସ୍ତ କରିପାରିବେ ଏହାକୁ ପୁଣି ଥରେ ପ୍ରମାଣ କରିଛନ୍ତି ଜଣେ ୯୩ ବର୍ଷୀୟା ମହିଳା। ଉପଯୁକ୍ତ ଚିକିତ୍ସା ଓ ଯତ୍ନ ଦ୍ୱାରା ବରିଷ୍ଠ ନାଗରିକ […]
ନୂଆଦିଲ୍ଲୀ, ଭାରତରେ କରୋନା ସକ୍ରିୟ ମାମଲା କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି। ଏକ ମାସ ପରେ, ପ୍ରଥମ ଥର ପାଇଁ ସକ୍ରିୟ ମାମଲା ୯ ଲକ୍ଷ ତଳକୁ ଖସିଛି। ଆଜି ଭାରତରେ ସକ୍ରିୟ ମାମଲା ସଂଖ୍ୟା ୮.୯୩ ଲକ୍ଷ ଥିବା […]
ନ୍ୟୁୟର୍କ, ଯେଉଁମାନେ ଗୁରୁତର କୋଭିଡ -୧୯ରୁ ଆରୋଗ୍ୟ ଲାଭ କରିଛନ୍ତି ସେମାନଙ୍କ ଦେହରେ ଦୀର୍ଘମାସ ପର୍ଯ୍ୟନ୍ତ ପ୍ରତିକ୍ରିୟା ପରିଲକ୍ଷିତ ହେଉଛି। ସେଥିପାଇଁ ଗୁରୁତର କୋଭିଡ19ରୁ ଆରୋଗ୍ୟ ଲାଭ କରିଥିବା ରୋଗୀମାନେ ଚାରିମାସ ପାଇଁ ସତର୍କ ରହିବା ଆବଶ୍ୟକ। ଏହି ତଥ୍ୟ ପ୍ରକାଶ […]
ଭୁବନେଶ୍ବର, ସାଇକେଲ ଚାଳନାର କଣ ରହିଛି ଉପକାରିତା ସେ ନେଇ ଆସନ୍ତାକାଲି ଭୁବନେଶ୍ବରରେ ହେବ ସାଇକେଲଗିରି। ଭୁବନେଶ୍ବର ସ୍ମାଟସିଟି ତରଫରୁ ଏହିପରି ଏକ ଅଭିନବ ପଦକ୍ଷେପ ଆରମ୍ଭ ହେବାକୁ ଯାଉଛି। ଏଥିରେ ସକାଳ 6ଟାରୁ ପ୍ରାୟ ଏକଶହ ସାଇକେଲ ଯାତ୍ରୀ ଭୁବନେଶ୍ବରର […]
ଭୁବନେଶ୍ୱର: ସାରା ବିଶ୍ୱରେ ଜାରି ରହିଥିବା କୋଭିଡ -୧୯ ମହାମାରୀ ସହ ଲଢ଼ି ଏହାକୁ ପରାଜିତ କରିଛନ୍ତି ଜଣେ ୯୬ ବର୍ଷୀୟ ସ୍ୱାଧିନତା ସଂଗ୍ରାମୀ। ସମ୍ କୋଭିଡ ହସ୍ପିଟାଲ୍ରେ ସଫଳ ଚିକିତ୍ସା ପାଇବା ପରେ ଏହି ବର୍ଷୀୟାନ୍ ବ୍ୟକ୍ତି ସୁସ୍ଥ ହୋଇ […]
ନୂଆଦିଲ୍ଲୀ: ଗତକାଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ ହର୍ଷ ବର୍ଦ୍ଧନ ଆୟୁର୍ବେଦ ଓ ଯୋଗ ଉପରେ ପର୍ଯ୍ୟବେଶିତ କୋଭିଡ-୧୯ ପରିଚାଳନା ସଂକ୍ରାନ୍ତ ଜାତୀୟ କ୍ଲିନିକାଲ ପ୍ରବନ୍ଧନ ନିୟମାବଳୀ ଉନ୍ମୋଚନ କରିଛନ୍ତି। କେନ୍ଦ୍ର ଆୟୁଷ ରାଷ୍ଟ୍ରମନ୍ତ୍ରୀ (ସ୍ଵାଧୀନ) ଶ୍ରୀପଦ […]
ନୂଆଦିଲ୍ଲୀ : ସାଧାରଣତଃ ଭାରତୀୟମାନେ ଖାଲି ସମୟରେ କ’ଣ କରିବାକୁ ପସନ୍ଦକରନ୍ତି । ଏହାର ଉତ୍ତର ହେଉଛି ଶୋଇବା । ଭାରତୀୟମାନେ ଖାଲି ସମୟରେ ଶୋଇବାକୁ ବେଶ୍ ପସନ୍ଦ କରନ୍ତି ବୋଲି ଏକ ଷ୍ଟଡିରୁ ଜଣାପଡିଛି । ଭାରତୀୟମାନେ ସେମାନଙ୍କର ଦିନକୁ […]
ଭୁବନେଶ୍ବର : ହୋମ ଆଇସୋଲେସନ୍ ଆକ୍ରାନ୍ତଙ୍କୁ ଫାଭିପିରାଭିର୍ ଦେବା ନେଇ ଏସ୍ଓପି ଜାରି କରିଛି ସ୍ବାସ୍ଥ୍ୟ ବିଭାଗ । ଏନେଇ ସମସ୍ତଜିଲ୍ଲାପାଳ, ମ୍ୟୁନିସାପାଲ କମିଶନ ଓ ସିଡିଏମ୍ଓଙ୍କୁଚିଠି ଲେଖିଛି ସ୍ବାସ୍ଥ୍ୟ ବିଭାଗ ଏସିଏସ୍ । ଘରୋଇ ସଂଗରୋଧରେ ଥିବା କରୋନା ଆକ୍ରାନ୍ତ […]
ଭୁବନେଶ୍ବର, ଏଣିକି ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ଛତୁ ଏ ମହୁ ପ୍ରଦାନ କରାଯିବ। ଏନେଇ କେନ୍ଦ୍ର ସରକାର ରାଜ୍ୟଗୁଡିକର ପରାମର୍ଶ ମାଗିଛନ୍ତି। ଗବେଷଣାରୁ ଜଣାପଡିଛି ଯେ, ମହୁ ଓ ଛତୁ ରୋଗ ପ୍ରତିରୋଧକ ଶକ୍ତି ଯୋଗାଇବାରେ ସାହାର୍ଯ୍ୟ କରିଥାଏ। ବର୍ତ୍ତମାନ କୋଭିଡ19 […]
ଭୁବନେଶ୍ୱର, ଚଳିତ ସେପ୍ଟେମ୍ବର ମାସରେ ସାରା ରାଜ୍ୟରେ ସମସ୍ତ ଆଇସିଡିଏସ୍ ପ୍ରକଳ୍ପରେ ମହିଳା ଓ ଶିଶୁବିକାଶ ଏବଂ ମିଶନ ଶକ୍ତି ବିଭାଗ ଦ୍ୱାରା ରାଷ୍ଟ୍ରୀୟ ପୋଷଣ ମାସ ପାଳିତ ହୋଇଯାଇଛି। ୨୦୧୮ ମସିହାରେ ସମଗ୍ର ଦେଶରେ ପୋଷଣ ଅଭିଯାନର ଶୁଭାରମ୍ଭ ହେବା […]
ସୁନ୍ଦରଗଡ, ବର୍ତ୍ତମାନ ଜନ୍ମଦିନ ପାର୍ଟିରେ ମିଳିବ ମାଣ୍ଡିଆ କେକ୍। ବିଶ୍ବାସ ହେଉ ନାହିଁ କି ! ଏହା ସତକଥା। ଏବେ ମାଣ୍ଡିଆର ଭେଳିକି ଭେଳି ଖାଦ୍ୟ ପଦାର୍ଥ ବଜାରରେ ଉପଲବ୍ଧ ହେବ। ବର୍ତ୍ତମାନ ମାଣ୍ଡିଆ ଆଉ ଖିରି ବା ଜାଉ ଭିତରେ […]
ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢୁଥିବା ବେଳେ ସ୍ଵାବ ନମୁନା ପରୀକ୍ଷା ମଧ୍ୟ ଦିନକୁ ଦିନ ବଢିବାରେ ଲାଗିଛି। ଆଜି ରାଜ୍ୟରେ ଦିନକରେ ୫୩ ହଜାର ୫୩୪ କରୋନା ପରୀକ୍ଷା କରାଯାଇଛି। ଆରଟିପିସିଆର ପରୀକ୍ଷା ୮ ହଜାର […]
ଭୁବନେଶ୍ୱର: କରୋନା ମହାମାରୀ ସମୟରେ ରୋଗୀଙ୍କୁ ଉତ୍କୃଷ୍ଟ ସେବା ଯୋଗାଇ ଆସୁଛି ସମ୍ ଅଲ୍ଟିମେଟ୍ ମେଡିକେୟାର। ଏହି ଜଟିଳ ପରିସ୍ଥିତରେ ନିକଟରେ ସମ୍ରେ ଦୁଇଟି କିଡ୍ନୀ ପ୍ରତ୍ୟାରୋପଣ ସଫଳତାର ସହ କରାଯାଇଛି। ଉଭୟ ରୋଗୀ ଜଟିଳ କିଡ୍ନୀ ରୋଗର ପଂଚମ ସ୍ତରରେ […]
ଭୁବନେଶ୍ବର: ରାଜ୍ୟରେ କରୋନା ପ୍ରକୋପ ଜାରି ରହିଛି। ସଂକ୍ରମଣ ରୋକିବାକୁ ସରକାର ବିଭିନ୍ନ ପଦକ୍ଷେପମାନ ଗ୍ରହଣ କରୁଛନ୍ତି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୫ ହଜାର ୬୭୬ କରୋନା ଟେଷ୍ଟ ହୋଇଥିବାର ସୂଚନା ରହିଛି। ସେଥିମଧ୍ୟରୁ ୭ ହଜାର ୮୯୯ ଟି […]
ଭୁବନେଶ୍ୱର: କରୋନା ମହାମାରୀ ସହ ଯୁଦ୍ଧ କରି ଏହି ଅଦୃଶ୍ୟ ଶତ୍ରୁକୁ ପରାସ୍ତ କଲେ ୯୧ ବର୍ଷୀୟ ଜଣେ ବରିଷ୍ଠ ନାଗରିକ। ଭୁବନେଶ୍ୱର ସ୍ଥିତ ସମ୍ କୋଭିଡ ହସ୍ପିଟାଲ୍ରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଧିରେନ୍ଦ୍ର ନାଥ ଦାସ। ଶରୀରରେ ଅନେକ […]
ନୂଆଦିଲ୍ଲୀ, ଭାରତରେ ଦିନକରେ ଆରୋଗ୍ୟଙ୍କ ସଂଖ୍ୟା ଅପ୍ରାତ୍ୟାଶିତ ଭାବେ ବୃଦ୍ଧି ପାଇଛି। ବିଗତ ୨୪ ଘଣ୍ଟା ମଧ୍ୟରେ ୮୭,୪୭୨ ଜଣ ସକ୍ରିୟ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏମାନେ ଘରୋଇ, ସଂସ୍ଥାଗତ ସଙ୍ଗରୋଧ ଏବଂ ଡାକ୍ତରଖାନାରୁ ଛାଡ଼ ପାଇଛନ୍ତି। ବିଗତ ୧୧ […]