ବେଜିଂ, ଆସନ୍ତା ନଭେମ୍ବର ମାସ କିମ୍ବା ଡିସେମ୍ବରରେ ଚୀନର ଲୋକମାନଙ୍କୁ କୋଭିଡ19 ଟୀକା ମିଳି ପାରିବ। ସେଥିପାଇଁ ସବୁ ପ୍ରକାରର ପ୍ରସ୍ତୁତି ଶେଷ ହୋଇଛି ବୋଲି କହିଛନ୍ତି ଚାଇନିଜ୍ ରୋଗ ନିୟନ୍ତ୍ରଣ ଏବଂ ପ୍ରତିରୋଧ କେନ୍ଦ୍ରର ମୁଖ୍ୟ ଡ. ହୁୟୁ ଗୁଝେନ୍। […]
ଭୁବନେଶ୍ବର, ଦିନକୁ ଦିନ ଭୁବନେଶ୍ବର କରୋନା ପଜେଟିଭ ସଂଖ୍ୟା ବଢିବାରେ ଲାଗିଛି। ଆଜି ରାଜଧାନୀରୁ 342 ଜଣ ନୂଆ କୋଭିଡ19 ପଜେଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ 98 ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ହୋଇଥିବା ବେଳେ 244 ଜଣ ସ୍ଥାନୀୟ ଆକ୍ରାନ୍ତ। […]
ନୂଆଦିଲ୍ଲୀ, ଗୁରୁତର କୋଭିଡ-19 ରୋଗରୁ ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ଠାରେ ଥକାପଣ, ଶରୀର ଯନ୍ତ୍ରଣା, କାଶ, ଗଳା ଦରଜ, ନିଶ୍ୱାସ ନେବାରେ ଅସୁବିଧା ସମେତ ବିଭିନ୍ନ ପ୍ରକାର ସଙ୍କେତ ଓ ଲକ୍ଷଣ ଦେଖିବାକୁ ମିଳୁଛି। କୋଭିଡ ରୋଗରେ ଅଧିକ ଗୁରୁତର […]
ନୂଆଦିଲ୍ଲୀ, ଦେଶରେ ଦୈନିକ ୭୦ ହଜାରରୁ ଅଧିକ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିବାରେ ଲାଗିଛନ୍ତି। ସମ୍ମିଳିତ ଉଦ୍ୟମ, ବ୍ୟାପକ ପରୀକ୍ଷା ଓ ଗୁଣାତ୍ମକ ଚିକିତ୍ସା ଯୋଗୁଁ ଏହା ସମ୍ଭବ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୮,୩୯୯ ଜଣ […]
ନୂଆଦିଲ୍ଲୀ, ଭାରତରେ କ୍ରମାଗତ ଭାବରେ ଆରୋଗ୍ୟ ସଂଖ୍ୟା ଅଧିକ ହେବାରେ ଲାଗିଛି। ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ମୋଟ ୭୦,୮୮୦ ଜଣ ସୁସ୍ଥ ହୋଇଛନ୍ତି। ଏଥି ମଧ୍ୟରୁ ମହାରାଷ୍ଟ୍ରରୁ ୧୪,୦୦୦ ଏବଂ ଆନ୍ଧ୍ରପ୍ରଦେଶରୁ ୧୦,୦୦୦ ସୁସ୍ଥ ହୋଇଛନ୍ତି। ମୋଟ ଆରୋଗ୍ୟ […]
ୱାଶିଂଟନ୍, ଜନ୍ ହପକିନ୍ସ ବିଶ୍ୱବିଦ୍ୟାଳୟ ଅନୁଯାୟୀ ବିଶ୍ବର କରୋନାଭାଇରସ୍ ରୋଗର ଆକ୍ରାନ୍ତ ମୋଟ ସଂଖ୍ୟା ୨ କୋଟି ୮୦ ଲକ୍ଷକୁ ଟପିଥିବାବେଳେ ମୃତ୍ୟୁ ୯ ଲକ୍ଷ ରୁ ଅଧିକ ହୋଇଛି। ଶୁକ୍ରବାର ସକାଳ ସୁଦ୍ଧା ମୋଟ ମାମଲା ୨ କୋଟି ୮୦ […]
ନୂଆଦିଲ୍ଲୀ, କେତେକ ବୃହତ ରାଜ୍ୟରେ ଲକ୍ଷଣଯୁକ୍ତ ମାମଲାଗୁଡିକ ରାପିଡ଼ ଆଣ୍ଟିଜେନ ଟେଷ୍ଟରେ ନେଗେଟିଭ ଆସିବା ସତ୍ଵେ ତାହାର ଆରଟିପିସିଆର ପରୀକ୍ଷା କରାଯାଉ। ସମସ୍ତ ରାଜ୍ୟଗୁଡିକୁ ଏପରି ପରାମର୍ଶ ଦେଇଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ। ଆଇସିଏମଆରର ନିୟମାବଳୀ ଓ […]
ୱାଶିଂଟନ୍, ଜନ୍ ହପକିନ୍ସ ବିଶ୍ୱବିଦ୍ୟାଳୟ ଅନୁଯାୟୀ ବିଶ୍ବରେ କରୋନା ଭାଇରସ୍ ରୋଗର ମୋଟ ସଂଖ୍ୟା ୨୭ ନିୟୁତ ମାର୍କକୁ ଅତିକ୍ରମ କରିଥିବାବେଳେ ମୃତ୍ୟୁ ସଂଖ୍ୟା ୮୮୨,୦୦୦ ରୁ ବୃଦ୍ଧି ପାଇଛି। ସୋମବାର ସକାଳ ସୁଦ୍ଧା ମୋଟ ମାମଲା ୨୭,୦୦୨,୨୨୪ ରେ ପହଞ୍ଚିଛି […]
ଚେନ୍ନାଇ, ପ୍ରଥମ ଥର ପାଇଁ ଦେଶରେ ଜଣେ କୋଭିଡ -୧୯ ରୋଗୀକୁ ବିମାନରେ ଗୋଟିଏ ସହରରୁ ଆଉ ଏକ ସହରକୁ ନିଆଯାଇଛି। ରବିବାର ଦିନ ଜଣେ ଗୁରୁତର କରୋନା ଅସୁସ୍ଥ ବ୍ୟକ୍ତିଙ୍କ ଚିକିତ୍ସା ପାଇଁ କୋଲକାତା ରୁ ଚେନ୍ନାଇକୁ ନିଆଯାଇଥିଲା ବୋଲି […]
ନୂଆଦିଲ୍ଲୀ, ବର୍ତ୍ତମାନ କରୋନା ସମୟରେ ଶରୀରରେ ରୋଗ ପ୍ରତିରୋଧ ଶକ୍ତି ବୃଦ୍ଧି ନିହାତି ଆବଶ୍ୟକ ରହିଛି। ଏଥିପାଇଁ ଡାକ୍ତରମାନେ ଶରୀରରେ ଏହି ଶକ୍ତି ବା ଇମ୍ୟୁନିଟି ବୃଦ୍ଧି ପାଇଁ ସବୁବେଳେ ପରାମର୍ଶ ଦେଇଥାଆନ୍ତି। ଏହିପରି ଏକ ପରିସ୍ଥିତିରେ ଭାରତୀୟ କୃଷି ଗବେଷଣା […]
ୱାଶିଂଟନ୍, ଜନ୍ ହପକିନ୍ସ ବିଶ୍ୱବିଦ୍ୟାଳୟ ଅନୁଯାୟୀ ବିଶ୍ବରେ କରୋନାଭାଇରସ୍ ରୋଗର ସଂଖ୍ୟା ୨୬.୨ ନିୟୁତ ମାର୍କକୁ ଅତିକ୍ରମ କରିଥିବାବେଳେ ମୃତ୍ୟୁ ସଂଖ୍ୟା ୮୬୭,୦୦୦ ରୁ ଅଧିକ ହୋଇଛି। ଶୁକ୍ରବାର ସକାଳ ସୁଦ୍ଧା ମୋଟ ମାମଲା ୨୬,୨୦୮,୬୯୦ ରେ ପହଞ୍ଚି ମୃତ୍ୟୁ ସଂଖ୍ୟା […]
ନୂଆଦିଲ୍ଲୀ, ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୧୧.୭୦ ଲକ୍ଷ ନମୁନା ପରୀକ୍ଷା କରାଯାଇଛି। ଏହି ସମୟ ମଧ୍ୟରେ ଦିନିକିଆ ରେକର୍ଡ ଭାବେ ୬୮,୫୮୪ ଜଣ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ଏହାଫଳରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨୯,୭୦,୪୯୨ ରେ ବା […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଜନୌଷଧୀ ପରିଯୋଜନା ମାଧ୍ୟମରେ ଆଜି ୮ଟି ପ୍ରାକୃତିକ ଶକ୍ତିବର୍ଦ୍ଧକ ଔଷଧର ବିକ୍ରିବଟା କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ଡି.ଭି. ସଦାନନ୍ଦ ଗୌଡାଙ୍କ ଦ୍ୱାରା ଆରମ୍ଭ ହୋଇଛି। ଏହି ଅବସରରେ ଗୌଡ଼ା କହିଛନ୍ତି ଯେ ଏହିସବୁ ପୁଷ୍ଟିବର୍ଦ୍ଧକ ବା […]
ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ମାମଲା କମିବାର ନାଁ ନେଉନାହିଁ । ଦେଶରେ ପଜିଟିଭ୍ ଲଗାତାର ଭାବରେ ବଢି ଚାଲିଛି। କରୋନା ସଂକ୍ରମଣକୁ ନେଇ ଆଜି ସ୍ବାସ୍ଥ୍ୟ ମନ୍ତ୍ରାଳୟ ତରଫରୁ କରାଯାଇଥିବା ପ୍ରେସ୍ ସମ୍ମିଳନୀରେ କରୋନା ସଂକ୍ରମଣକୁ ନେଇ ତଥ୍ୟ […]
ନୂଆଦିଲ୍ଲୀ : ବିଶ୍ବର କରୋନା ମହାମାରୀ କବଳରୁ ବର୍ତ୍ତିବା ପାଇଁ ଆମେ ସମସ୍ତେ ମାସ୍କ ପିନ୍ଧିବା ସହ ସାନିଟାଇଜର୍ ବ୍ୟବହାର କରିବାକୁ ଗୁରୁତ୍ବ ଦେଉଛନ୍ତି। ବଜାରରେ କରୋନା ପ୍ରକୋପ ପୂର୍ବରୁ ମଧ୍ୟ ସାନିଟାଇଜର୍ ବିକ୍ରି ହେଉଥିଲା। ଏବେ କିନ୍ତୁ ଲୋକେ ଅଧିକ […]
ନୂଆଦିଲ୍ଲୀ, ଗତ ୫ ଦିନ ଧରି ଦୈନିକ ୬୦ ହଜାରରୁ ଉର୍ଦ୍ଧ୍ଵ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୬୫,୦୮୧ ଜଣ ସୁସ୍ଥ ହୋଇଛନ୍ତି । ଏଥିସହିତ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨୮,୩୯,୮୮୨ରେ ପହଞ୍ଚିଥିବା […]
ନୂଆଦିଲ୍ଲୀ,ଖୁବ୍ ଶିଘ୍ର ଓଡିଶା ଆସିବେ କେନ୍ଦ୍ରୀୟ ଟିମ। ଓଡିଶା ସହିତ ଉତ୍ତର ପ୍ରଦେଶ, ଝାଡ଼ଖଣ୍ଡ ଏବଂ ଛତିଶଗଡ଼କୁ ମିଶାଇ ଚାରିଟି ରାଜ୍ୟରେ ଉଚ୍ଚସ୍ତରୀୟ କେନ୍ଦ୍ରୀୟ ଦଳ ନିୟୋଜିତ କରିବା ଲାଗି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିଷ୍ପତ୍ତି ନେଇଛି । […]
ନ୍ୟୁୟର୍କ, ଋଷ ଏବଂ ଚୀନ୍ ପରେ ଆମେରିକାର ଡ୍ରଗ୍ ରେଗୁଲେଟର ବର୍ତ୍ତମାନ କୋଭିଡ୍ -୧୯ ଟିକାକୁ ଜରୁରୀକାଳୀନ ସ୍ବୀକୃତି ପ୍ରଦାନ କରିବାକୁ ଯାଉଛି। ଏହା କହିଛନ୍ତି ଆମେରିକାର ଖାଦ୍ୟ ଓ ଡ୍ରଗ୍ ନିୟନ୍ତ୍ରଣ ପ୍ରଶାସନର କମିଶନର ଷ୍ଟିଫେନ ହାନ୍। ରବିବାର ପ୍ରକାଶିତ […]
ଆଗ୍ରା, ଗତ ୨୪ ଘଣ୍ଟା ମଧ୍ୟରେ ଆଗ୍ରାରେ କୋଭିଡ୍ -୧୯ ର ୫୬ ଟି ନୂଆ ମାମଲା ଆସିଛି। ସେଠାରେ ୫୫ ଘଣ୍ଟିଆ ୱିକେଣ୍ଡ୍ ଲକଡାଉନ୍ ଜାରି ରହିଥିଲେ ମଧ୍ୟ ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଫଳରେ ଏହି ପ୍ରସିଦ୍ଧ […]
ନୂଆଦିଲ୍ଲୀ, କଣ୍ଟେଣ୍ଟମେଣ୍ଟ ଜୋନ୍ ବାହାରେ ଥିବା ଅଞ୍ଚଳରେ ଅଧିକ କାର୍ୟ୍ୟକଳାପ ଖୋଲିବା ପାଇଁ ଗୃହ ମନ୍ତ୍ରଣାଳୟ ଆଜି ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି।,ଅନଲକ୍ ୪.୦। ଏହା ସେପ୍ଟେମ୍ବର ୧, ୨୦୨୦ ଠାରୁ କାଯ୍ୟକାରୀ ହେବ, ପଯ୍ୟାୟ କ୍ରମେ ପୁଣି ବିଭିନ୍ନ କାଯ୍ୟକଳାପ […]
ନୂଆଦିଲ୍ଲୀ, କେନ୍ଦ୍ର ସରକାରଙ୍କ ପରୀକ୍ଷା, ଚିହ୍ନଟ ଓ ଉପଚାର ରଣନୀତିକୁ ପାଥେୟ କରି ଦେଶରେ ଗତ ୨ ଦିନ ଧରି ଲଗାତାର ୯ ଲକ୍ଷରୁ ଅଧିକ ନମୁନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୯,୦୧,୩୩୮ ନମୁନା ପରୀକ୍ଷା […]