ଭୁବନେଶ୍ୱର: କୋଭିଡ୍-୧୯ ଭ୍ୟାକ୍ସିନର ମଣିଷ ଉପରେ ପ୍ରୟୋଗ ନିମନ୍ତେ ବିଧିବଦ୍ଧ ପ୍ରକ୍ରିୟା ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ୍ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ ଆଣ୍ଡ ସମ୍ ହସପିଟାଲ୍ରେ ସୋମବାର ଆରମ୍ଭ ହୋଇଛି । ଭାରତର ପ୍ରଥମ […]
କଟକ, କଟକ ମହାନଗର ନିଗମ ଅଞ୍ଚଳରୁ ଆଜି ଆଉ 16 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ 6 ଜଣ ସରକାରୀ କ୍ବାରେଣ୍ଟିନରୁ, 8 ଜଣ ହୋମ୍ କ୍ବାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ 2ଟି ଲୋକାଲ କଣ୍ଟ୍ରାକ୍ଟ କେସ୍ ଚିହ୍ନଟ […]
ନୂଆଦିଲ୍ଲୀ: ଆସନ୍ତାକାଲିଠାରୁ ଅଖିଳ ଭାରତ ଆୟୁର୍ବିଜ୍ଞାନ ପ୍ରତିଷ୍ଠାନ (ଏମସ)ରେ ଦେଶର ପ୍ରଥମ କରୋନା ଟିକା ‘କୋଭାକ୍ସିନ’ର ମାନବ ପରୀକ୍ଷଣ ଆରମ୍ଭ ହେବ। ଏମ୍ସ ର ଏକ ବିଶେଷ କମିଟି ଶନିବାର ଦିନ କରୋନା ଭୂତାଣୁ ପାଇଁ ସ୍ୱଦେଶୀ ଟିକା କୋଭାକ୍ସିନର ମାନବ […]
ଭୁବନେଶ୍ବର, ଲଗାତର ଦୁଇ ତିନି ଦିନ ହୁ ହୁ ହୋଇ ବଢିବା ପରେ ଭୁବନେଶ୍ବରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ସାମାନ୍ୟ କମିଛି। ଦିନକରେ ରାଜଧାନୀର ବିଭିନ୍ନ ଅଞ୍ଚଳରୁ ଆଜି ଆଉ 52 ଜଣ ପଜିଟିଭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି […]
ଭୁବନେଶ୍ବର,ଆଜି ରାଜ୍ୟରେ ମୋଟ 608 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଂଜାମରୁ ସର୍ବାଧିକ 279 ଜଣ ଆରୋଗ୍ୟ ଲାଭ କରିଛନ୍ତି। ଅନ୍ୟ ଜିଲ୍ଲାମାନଙ୍କ ମଧ୍ୟରେ ଯାଜପୁରରୁ 84, ଖୋର୍ଦ୍ଧାରୁ 50, କଟକରୁ 42, କେନ୍ଦୁଝରରୁ 23, ମାଲକାନଗିରିରୁ 21, ପୁରୀ […]
ନୂଆଦିଲ୍ଲୀ, ବିଶ୍ବ ମହାମାରୀ କରୋନା ଭୂତାଣୁ ରୋକିବା ଲାଗି ସାରା ବିଶ୍ବରେ ବ୍ୟାପକ ପରୀକ୍ଷା ନୀରିକ୍ଷା, ଗବେଷଣା ଜାରି ରହିଛି। ଅନେକ ଦେଶରେ ଟୀକାର ମାନବ ପରୀକ୍ଷଣ ଆଗୁଆ ପର୍ଯ୍ୟାୟରେ ରହିଛି। ଇତିମଧ୍ୟରେ ଇଣ୍ଡିଆନ କାଉନସିଲ ଫର ମେଡିକାଲ ରିସର୍ଚ୍ଚ ICMR […]
ନୂଆଦିଲ୍ଲୀ, ଆମ୍ ଆଦମୀ ପାର୍ଟି (ଆପ୍) ନେତା ଆତିସି ଆଜି ଦିଲ୍ଲୀର ବସନ୍ତ କୁଞ୍ଜଠାରେ ଥିବା ଇନିଷ୍ଟିଚ୍ୟୁଟ ଅଫ୍ ଲିଭର ଏଣ୍ଡ ବିଲିଆରୀ ସାଇନସେସ୍ (ILBS) ରେ ରକ୍ତ ପ୍ଲାଜମା ଦାନ କରିଛନ୍ତି। ସେ ନିକଟରେ କୋଭିଡ-19 ସଂକ୍ରମଣରୁ ସୁସ୍ଥ ହୋଇଥିଲେ। […]
ଭୁବନେଶ୍ବର, କରୋନା ଜାଲରୁ ଏବେ ବି ମୁକୁଳି ପାରୁନାହିଁ ରାଜଧାନୀ ଭୁବନେଶ୍ବର। ପ୍ରାୟ ପ୍ରତିଦିନ ବହୁ ସଂଖ୍ୟାରେ କରୋନା ଆକ୍ରାନ୍ତ ସହରର ବିଭିନ୍ନ ସ୍ଥାନରୁ ଚିହ୍ନଟ ହେଉଛନ୍ତି। ଆଜି ରାଜଧାନୀରୁ 87 କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କ୍ବାରେଣ୍ଟିନକୁ 41 ଚିହ୍ନଟ […]
ଭୁବନେଶ୍ୱର, ଆଜି ରାଜ୍ୟରେ 453 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଂଜାମ ଜିଲ୍ଲାରୁ ସର୍ବାଧିକ 220 ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଅନ୍ୟ ଜିଲ୍ଲା ଗୁଡିକ ମଧ୍ୟରେ ସୁନ୍ଦରଗଡ଼ 41, ନବରଙ୍ଗପୁର 33, ଖୋର୍ଦ୍ଧା 28, ବଲାଙ୍ଗିର 26, […]
ଭୁବନେଶ୍ୱର, ହସ୍ପିଟାଲ ଗୁଡିକରେ ସଂକ୍ରମଣ ସଂଖ୍ୟା ବଢୁଥିବାରୁ ଏବଂ ଅନେକ କ୍ଷେତ୍ରରେ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀମାନେ ସଂକ୍ରମିତ ହେଉଥିବାରୁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଘରୋଇ ଡାକ୍ତରଖାନାର ଚିକିତ୍ସକଙ୍କ ପାଇଁ ଗାଇଡଲାଇନ ଜାରି କରିଛି । ସମସ୍ତ ନର୍ସିଂହୋମ ଓ କ୍ଲିନିକରେ […]
ଭୁବନେଶ୍ବର, ଏଣିକି ରାଜ୍ୟରେ ଦିନକୁ ହେବ ୧୦ ହଜାର କରୋନା ଟେଷ୍ଟ । ୭ ହଜାର ଆରଟିପିସିଆର ଓ ୩ ହଜାର ଆଂଟିଜେନ ଟେଷ୍ଟ କରାଯିବ । ଓଡିଶାକୁ ଆଉ ୨ ଲକ୍ଷ ଆଟିଂଜେନ କିଟ ଆସିବ ବୋଲି କହିଛନ୍ତି ଇନଷ୍ଟିଚ୍ୟୁଟ […]
ଭୁବନେଶ୍ବର, ଦିନକୁ ଦିନ ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣଙ୍କ ସଂଖ୍ୟା ହୁ ହୁ ହୋଇ ବଢିବାରେ ଲାଗିଛି। ବିଶେଷ କରି ଲୋକାଲ କଣ୍ଚ୍ରାକ୍ଟ କେସ୍ ବଢୁଥିବାରୁ ରାଜଧାନୀବାସୀଙ୍କ ପାଇଁ ଚିନ୍ତା ବଢିଯାଇଛି। ଆଜି ଗୋଟିଏ ଦିନରେ ସର୍ବାଧିକ 124 କରୋନା ଆକ୍ରାନ୍ତ […]
ଭୁବନେଶ୍ବର, ଆଜି ରାଜ୍ୟରେ ଆଉ 401 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ଯାଜପୁର ଜିଲ୍ଲାରୁ ସର୍ବାଧିକ 98 ଜଣ ସୁସ୍ଥ ହୋଇଛନ୍ତି। ଏହା ପଛକୁ ଗଂଜାମରୁ 84, ସୁନ୍ଦରଗଡ଼ରୁ 46, ଗଜପତିରୁ 36, ଝାରସୁଗୁଡାରୁ 30 ଜଣ ସୁସ୍ଥ […]
ବେଙ୍ଗାଳୁରୁ, ସ୍ଥିତି ଯଦି ଖରାପ ହୁଏ ତେବେ ସେପ୍ଟମ୍ବର ପହିଲା ବେଳକୁ ଭାରତର କୋଭିଡ-19 ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା 35 ଲକ୍ଷରେ ପହଞ୍ଚିଯିବ। ସେହି ସମୟ ବେଳକୁ କର୍ଣ୍ଣାଟକରେ ରୋଗୀଙ୍କ ସଂଖ୍ୟା 2 ଲକ୍ଷ ଟପିଯିବ। ବର୍ତ୍ତମାନର ସ୍ଥିତିକୁ ଅନୁଧ୍ୟାନ କରି […]
ନୂୂଆଦିଲ୍ଲୀ, କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ଆଜି ଦିଲ୍ଲୀ ଆଇଆଇଟି ଦ୍ୱାରା ବିକଶିତ ବିଶ୍ୱର ସବୁଠୁ ଶସ୍ତା ଆରଟି-ପିସିଆର ଭିତ୍ତିକ କୋଭିଡ-୧୯ ଡାଇଗ୍ନୋଷ୍ଟିକ କିଟ୍କୁ ଇଲେକ୍ଟ୍ରୋନିକ ମାଧ୍ୟମରେ ଉନ୍ମୋଚନ କରିଛନ୍ତି । ଏହି କିଟ୍କୁ ଆଇସିଏମ୍ଆର […]
ନୂଆଦିଲ୍ଲୀ/ଭୁବନେଶ୍ବର, ଗୁରୁତର କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ଏବେ ପ୍ଲାଜମା ଥେରାପି ପ୍ରୟୋଗ କରାଯାଉଛି। ଦେଶରେ ଅନେକ ସ୍ଥାନରେ ଏବେ ପ୍ଲାଜମା ବ୍ୟାଙ୍କ ଉଦଘାଟନ କରାଯାଇଛି। ଆଜି ଓଡ଼ିଶାରେ ମଧ୍ୟ ପ୍ଲାଜମା ଥେରାପି ସେବା ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ […]
ଭୁବନେଶ୍ବର, ରାଜ୍ୟରେ ଆଜି ପ୍ଲାଜମା ଥେରାପି ଉଦଘାଟିତ ହୋଇଛି। କଟକ ଏସସିବି ମେଡିକାଲରେ ପ୍ଲାଜମା ଥେରାପିକୁ ଉଦଘାଟନ କରାଯାଇଛି। ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନସିଂ ଜରିଆରେ ଏହାକୁ ଉଦଘାଟନ କରିଛନ୍ତି। ଉଦଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କରୋନା ବିରୋଧୀ ଆମ […]
ଭୁବନେଶ୍ବର, ରାଜ୍ୟ ପାଇଁ ଏକ ଆଶ୍ବସ୍ତିର ଖବର ହେଉଛି ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢିବା ସହିତ ସୁସ୍ଥ ରୋଗୀଙ୍କ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟୁଛି। ଆଜି ରାଜ୍ୟରେ ଆଉ 612 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। […]
ରମେଶ ମହାନ୍ତି ଜଗତସିଂହପୁର, ଜଗତସିଂହପୁର ଜିଲ୍ଲାକୁ ଗତକାଲି ସୁଦ୍ଧା ୧୭, ୯୧୪ ଜଣ ପ୍ରବାସୀ ବିଭିନ୍ନ ରାଜ୍ୟ ଓ ଜିଲ୍ଲାରୁ ଫେରିଛନ୍ତି । ସେମାନଙ୍କ ମଧ୍ୟରୁ ବିଭିନ୍ନ ବ୍ଲକକୁ ୧୬,୪୫୨ ଜଣ ଆସିଥିବା ବେଳେ ପାରାଦ୍ୱୀପ ଓ ଜଗତସିଂହପୁର ପୈାରାଚଂଳକୁ ୧୪୬୨ […]
ଭୁବନେଶ୍ବର, ଦିନକୁ ଦିନ ଭୁବନେଶ୍ବରରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଆଜି ରାଜଧାନୀ ଭୁବନେଶ୍ବରରୁ ଗୋଟିଏ ଦିନରେ 90 ପଜିଟିଭ୍ ଚିହ୍ନଟ ହୋଇଛନ୍ତି । 90 ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ୍ରୁ 63 ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ଟ 27 […]
ନୂଆଦିଲ୍ଲୀ, ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି (ଆଇଆଇଟି) ଦିଲ୍ଲୀ ପକ୍ଷରୁ ବିଶ୍ବର ସବୁଠାରୁ ଶସ୍ତା କୋଭିଡ-୧୯ ଟେଷ୍ଟିଙ୍ଗ କିଟ୍ ପ୍ରସ୍ତୁତ କରାଯାଇଛି। କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ଏବଂ ବିଭାଗୀୟ ରାଷ୍ଟ୍ର ମନ୍ତ୍ରୀ ସଞ୍ଜୟ ଧୋତ୍ରେ […]