ଭୁବନେଶ୍ବର, ରାଜ୍ୟରେ ଆଉ 808 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ 530 ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାୟଗଡ଼ାରୁ 61, କଟକରୁ 35, ମାଲକାନଗିରିରୁ 30, ଗଜପତିରୁ 22, ବାଲେଶ୍ବର ଓ ଖୋର୍ଦ୍ଧାରୁ 19 ଜଣ ଲେଖାଏଁ, […]
ଭୁବନେଶ୍ବର, କରୋନା ଏବେ ରାଜଧାନୀ ଭୁବନେଶ୍ବରର ବସ୍ତି ଅଞ୍ଚଳରେ ହୁ ହୁ ହୋଇ ବଢିବାରେ ଲାଗିଠି। ଆଜି ସର୍ବାଧିକ କରୋନା ଆକ୍ରାନ୍ତ ବସ୍ତି ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜି ଭୁବନେଶ୍ବରରେ ଆଉ 248 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ […]
ରମେଶ ମହାନ୍ତି ଜଗତସିଂହପୁର, ଆଜି ଜଗତସିଂହପୁର ଜିଲ୍ଲାରୁ 2 ଜଣ କରୋନା ପଜିଟିଭ କେସ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲ୍ଲାର ମୋଟ ପଜିଟିଭ ସଂଖ୍ୟା 614ରେ ପହଞ୍ଚିଛି। ଏଯାବତ ଜିଲ୍ଲାରେ 425 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ […]
ଭୁବନେଶ୍ବର, ଆଜି ରାଜ୍ୟରେ ଆଉ 643 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଂଜାମ ଜିଲ୍ଲାରୁ ସର୍ବାଧିକ 407 ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧାରୁ 44, ବାଲେଶ୍ବରରୁ […]
ଭୁବନେଶ୍ବର, ରାଜ୍ୟରେ କରୋନା ସ୍ଥିତି ନେଇ ଚିନ୍ତା ନ କରିବାକୁ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର କହିଛନ୍ତି। ସେ କହିଛନ୍ତି, ଆମ ରାଜ୍ୟର ସ୍ଥିତି ଅନ୍ୟ ରାଜ୍ୟଠାରୁ ସଂପୂର୍ଣ୍ଣ ଭିନ୍ନ ରହିଛି। ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବଢୁଥିଲେ […]
ଭୁବନେଶ୍ବର, ରାଜଧାନୀ ଭୁବନେଶ୍ବରରେ କରୋନା କମିବା ନାଁ ନେଉନାହିଁ। ଆଜି ପୁଣି ଥରେ ଭୁବନେଶ୍ବର ସହରରୁ ଆଉ 126 ପଜିଟିଭ ଚିହ୍ନଟ ହୋଇଛନ୍ତି। ଲକଡାଉନ ସତ୍ତ୍ବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବ୍ୟାପିବାରେ ଲାଗିଛି। ଆକ୍ରାନ୍ତ 126 ଜଣଙ୍କ ମଧ୍ୟରୁ 93 ଜଣ […]
କଟକ, କଟକ ସହରରୁ ଆଜି 34 ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। 34 ଆକ୍ରାନ୍ତଙ୍କ ମଧ୍ୟରେ 8 ଲୋକାଲ କେସ୍ ଥିବା ଜଣାଯାଇଛି। ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଦେୱାନ ବଜାରରୁ 5 ସଂକ୍ରମିତ ହୋଇଛନ୍ତି। ରାଉସପାଟଣାରୁ 3 ମହିଳାଙ୍କ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍ଫରେନ୍ସିଂ ଜରିଆରେ ସୁନ୍ଦରଗଡ ଓ ଯାଜପୁର ଜିଲ୍ଲାର କୋଭିଡ ପରିଚାଳନା ବ୍ୟବସ୍ଥା ସମୀକ୍ଷା କରି କୋଭିଡ ଯୁଦ୍ଧ ରଣନୀତିକୁ ସୁଦୃଢ କରିବା ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ରିଲିଫ […]
ଭୁବନେଶ୍ବର, ଆଜି ରାଜ୍ୟରେ ଆଉ 440 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଖୋର୍ଦ୍ଧାରୁ 83, ଗଂଜାମରୁ 68, ବାଲେଶ୍ବରରୁ 49, ମାଲକାନଗିରିରୁ 40, ଜଗତସିଂହପୁରରୁ 23, […]
ନୂଆଦିଲ୍ଲୀ, ବର୍ତ୍ତମାନ ସୁଦ୍ଧା ଦେଶରେ 7.5 ଲକ୍ଷରୁ ଅଧିକ କୋଭିଡ ରୋଗୀ ସୁସ୍ଥ ହୋଇଛନ୍ତି। ଆରୋଗ୍ୟ ହାର 63 ପ୍ରତିଶତ ଅତିକ୍ରମ କରିଛି। 19ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଆରୋଗ୍ୟ ହାର 63.13 ପ୍ରତିଶତରୁ ଅଧିକ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ […]
କଟକ, ଭୁବନେଶ୍ବର ପରେ କଟକ ସହରରେ ବି କରୋନା କାୟା ବିସ୍ତାର କରିବା ଆରମ୍ଭ କରିଛି। ଆଜି ଦିନକରେ କଟକ ସହରରୁ ଆଉ 54 କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ 11 ସରକାରୀ କ୍ବାରେଣ୍ଟିନ, 41 ହୋମ୍ କ୍ବାରେଣ୍ଟିନ […]
ନୂଆଦିଲ୍ଲୀ, ଭାରତରେ କରୋନା ସଂକ୍ରମଣ ଓ ମୃତ୍ୟୁ ହାର ବିଶ୍ବ ହାରଠାରୁ କମ୍ ବୋଲି ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ପ୍ରକାଶ କରାଯାଇଛି। ବିଶ୍ୱରେ ହାରାହାରି ପ୍ରତି ନିୟୁତ ଲୋକଙ୍କ ମଧ୍ୟରୁ ୭୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟୁଥିବା ବେଳେ ଭାରତରେ […]
ଭୁବନେଶ୍ବର, ରାଜ୍ୟରେ ଡାକ୍ତରଙ୍କ ଅବସର ବୟସ ସୀମା 65 ବର୍ଷକୁ ବୃଦ୍ଧି କରିଛନ୍ତି। ରାଜ୍ୟରେ କରୋନା ସ୍ଥିତି ନେଇ ଆଜି ବସିଥିବା ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏହା ଘୋଷଣା କରିଛନ୍ତି। ପୂର୍ବରୁ ଡାକ୍ତରଙ୍କ ଅବସର ବୟସ ସୀମା 62 ବର୍ଷ ଥିଲା। […]
ଭୁବନେଶ୍ବର, ରାଜ୍ୟରେ ଆଜି ଆଉ 400 କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଂଜାମ ଜିଲ୍ଲାରୁ ସର୍ବାଧିକ 137 କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହା ପଛକୁ କଟକରୁ 58, ଖୋର୍ଦ୍ଧାରୁ 46, କୋରାପୁଟରୁ 41, ଯାଜପୁରରୁ 37, କେନ୍ଦୁଝରରୁ 14, […]
କଟକ, କଟକରୁ ଆଜି ଆଉ 32 କରୋନା ପଜିଟିଭି ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ 5 ଲୋକାଲ କଣ୍ଟାକ୍ଟ କେସ୍ ରହିଥିବା ବେଳେ ଅନ୍ୟମାନେ କ୍ବାରେଣ୍ଟିନରୁ ବୋଲି କଟକ ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ଦେୱାନ ବଜାର, ଜଗତପୁରରୁ, ଟୋଲ୍ […]
ଭୁବନେଶ୍ବର, ଭୁବନେଶ୍ବରରୁ ଆଜି 21 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ସଂଗରୋଧରୁ 16ଟି ମାମଲା ଆସିଥିବା ବେଳେ ଲୋକାଲ କଣ୍ଟାକ୍ଟ କେସ୍ 5ଟି ରହିଛି। କ୍ବାରେଣ୍ଟିନରୁ ଚିହ୍ଟଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ନୟାପଲ୍ଲିରୁ ଜଣେ, ଆମ୍ରି ହସ୍ପିଟାଲ […]
ଭୁବନେଶ୍ବର, ଆଜି ରାଜ୍ୟରେ ଆଉ 457 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଂଜାମ ଜିଲ୍ଲାରୁ ସର୍ବାଧିକ 118 ଜଣ ଆରୋଗ୍ୟ ହୋଇଥିବା ବେଳେ ଅନ୍ୟ ଜିଲ୍ଲାଗୁଡିକ ମଧ୍ୟରେ ନୟାଗଡ଼ରୁ 53, କଟକରୁ 44, ସୁନ୍ଦରଗଡ଼ରୁ 38, ଖୋର୍ଦ୍ଧାରୁ 32, ଗଜପତିରୁ […]
ଭୁବନେଶ୍ବର, ରାଜ୍ୟରେ ସବୁଠାରୁ ଅଧିକ ଲୋକ କରୋନାରେ ଆକ୍ରାନ୍ତ ହୋଇଥିବା ଏବଂ ମୃତ୍ୟୁମୁଖରେ ପଡିଥିବା ଗଂଜାମ ଜିଲ୍ଲାରେ ଆସନ୍ତାକାଲିଠାରୁ ପ୍ଲାଜମା ଥେରାପି ଆରମ୍ଭ କରାଯିବ। ଗଞ୍ଜାମ ଜିଲ୍ଲାରେ କୋଭିଡ-19 ସ୍ଥିତିର ସମୀକ୍ଷା ପାଇଁ ବସିଥିବା ବୈଠକରେ ମୁଖ୍ୟମନ୍ତ୍ରୀ ଏହା ଘୋଷଣା କରିଛନ୍ତି। […]
ଭୁବନେଶ୍ବର, କୋଭିଡ ହସ୍ପିଟାଲରେ କାର୍ଯ୍ୟରତ ଡାକ୍ତର, ନର୍ସଙ୍କୁ ପ୍ରୋତ୍ସାହନ ରାଶି ଦିଆଯିବ। ଫାର୍ମାସିଷ୍ଟ, ରେଡିଓଗ୍ରାଫର. ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ମଧ୍ୟ ପ୍ରୋତ୍ସାହନ ରାଶି ଦିଆଯିବ। ଡାକ୍ତରଙ୍କୁ ଦୈନିକ 1 ହଜାର ଟଙ୍କାର ପ୍ରୋତ୍ସାହନ ରାଶି ମିଳିବ। ନର୍ସ, ଫାର୍ମାସିଷ୍ଟ, ରେଡିଓଗ୍ରାଫର, ଲ୍ୟାବ […]
ଭୁବନେଶ୍ବର, ଭୁବନେଶ୍ବର ମହାନଗର ଅଞ୍ଚଳରୁ ଆଜି 49 ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି 49 ଆକ୍ରାନ୍ତଙ୍କ ସଂଗରୋଧ କେନ୍ଦ୍ରରୁ 34 ଜଣ ହୋଇଥିବା ବେଳେ ଲୋକାଲ କଣ୍ଟାକ୍ଟ କେସ୍ 15 ଜଣ ଚିହ୍ଟଟ ହୋଇଥିବା ଜଣାଯାଇଛି। ସହରର […]
ଭୁବନେଶ୍ୱର: କୋଭିଡ୍-୧୯ ଭ୍ୟାକ୍ସିନର ମଣିଷ ଉପରେ ପ୍ରୟୋଗ ନିମନ୍ତେ ବିଧିବଦ୍ଧ ପ୍ରକ୍ରିୟା ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ୍ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ ଆଣ୍ଡ ସମ୍ ହସପିଟାଲ୍ରେ ସୋମବାର ଆରମ୍ଭ ହୋଇଛି । ଭାରତର ପ୍ରଥମ […]