ଭୁବନେଶ୍ବର, ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୨ଲକ୍ଷ ୭୪ ହଜାର ୬ ଶହ ୭୨ ଟି ନମୁନା କୋଭିଡ୍-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୭,୫୪୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୫୫୦୨ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ […]
ଭୁବନେଶ୍ବର, ଓଡ଼ିଶାରେ କରୋନା ଆକ୍ରାନ୍ତ ରୋଗୀଙ୍କ ଚିକିତ୍ସା ପାଇଁ ଅତ୍ୟାଧୁନିକ ପ୍ଲାଜ୍ମା ଥେରାପି ଉପଳବ୍ଧ କରିବା ନିମନ୍ତେ ପ୍ରସ୍ତୁତି ଆରମ୍ଭ ହୋଇଛି । ଏହି ଚିକିତ୍ସା ପଦ୍ଧତି ନିରୁପଣ ପାଇଁ ଏକ ବୈଷୟିକ କମିଟି ଗଠନ କରାଯିବ। ଏହାର ସଫଳ ରୂପାୟନ […]
ଭୁବନେଶ୍ବର, ସର୍ବଭାରତୀୟ ଏମ୍ସ ପିଜି ପ୍ରବେଶିକା ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଭୁବନେଶ୍ବର ଏମ୍ସର ଛାତ୍ରୀ ଭିନିତା କେ ଟପ୍ପର ହୋଇଛନ୍ତି।ସର୍ବଭାରତୀୟ ସ୍ତରରେ ହୋଇଥିବା ଏହି ପରୀକ୍ଷାରେ ପ୍ରଥମ ଶହେ ଜଣ ମଧ୍ୟରୁ ଭୁବନେଶ୍ବରର 6 ଜଣ ଅଛନ୍ତି। ଏଥିରେ […]
ନୂଆଦିଲ୍ଲୀ, ଭାରତ ସରକାର ଏବଂ ଏସିଆନ ଭିତିଭୂମି ବିକାଶ ବ୍ୟାଙ୍କ (ଏଆଇଆଇବି) ମଧ୍ୟରେ ଆଜି ୭୫୦ ନିୟୁତ ମିଲିୟନ ଆମେରିକୀୟ ଡଲାରର ଏକ ଚୁକ୍ତି ସ୍ୱାକ୍ଷରିତ ହୋଇଯାଇଛି। “କୋଭିଡ-୧୯ ସକ୍ରିୟ ମୁକାବିଲା ଏବଂ ବ୍ୟୟ ସହାୟତା କାର୍ଯ୍ୟକ୍ରମ” ନାମକ ଏହି ଚୁକ୍ତିରେ […]
ନୂଆଦିଲ୍ଲୀ, ସରକାର ମାଲେରିଆ ନିରୋଧି ଔଷଧ ହାଇଡ୍ରୋକ୍ସି କ୍ଳୋରୋକୁଇନ ଉପରେ ତତ୍କାଳ ରପ୍ତାନି କଟକଣା ଉଠାଇ ଦେଇଛନ୍ତି। ଗତ 3 ତାରିଖ ଦିନ ଆନ୍ତଃସଚିବ ସ୍ତରୀୟ ଉଚ୍ଚ କ୍ଷମତା ସମ୍ପନ୍ନ କମିଟିର ସୁପାରିଶକୁ ଭିତ୍ତିକରି ଏହି ନିଷ୍ପତ୍ତି ନିଆଯାଇଛି । କମିଟିରେ […]
ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଓଡ଼ିଶାରେ ଅଟକି ରହିଥିବା ଅନ୍ୟ ରାଜ୍ୟର ପ୍ରବାସୀ ଶ୍ରମଜୀବୀମାନଙ୍କୁ ସେମାନଙ୍କ ରାଜ୍ୟକୁ ପଠାଇବା ନିମନ୍ତେ ରାଜ୍ୟ ସରକାରଙ୍କ ତରଫରୁ ବ୍ୟବସ୍ଥା କରାଯାଇଛି । ଏହି ପରିପ୍ରେକ୍ଷୀରେ ନିଜ ରାଜ୍ୟକୁ ଫେରିବାକୁ ଇଚ୍ଛୁକ […]
ଭୁବନେଶ୍ବର, ଆଜି ରାଜ୍ୟର କରୋନା ଆକ୍ରାନ୍ତ 174 ଜଣ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ତରଫରୁ କୁହାଯାଇଛି। ତେବେ ଏମାନଙ୍କ ମଧ୍ୟରୁ 146 ହେଉଛନ୍ତି କ୍ବାରଣ୍ଟାଇନ କେନ୍ଦ୍ରରୁ ବୋଲି ଜଣାପଡିଛି। ଆଉ 28 […]
ନୂଆଦିଲ୍ଲୀ : ଦିଲ୍ଲୀ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ବୁଧବାର ସିସୋଦିଆଙ୍କ ସ୍ବାବ୍ ନମୂନା ପଜିଟିଭ୍ ଆସିଥିବା ନେଇ ସେ ଟ୍ବିଟ୍ କରି ସୂଚନା ଦେଇଛନ୍ତି । ପଟପଡଗଞ୍ଜରୁ ବିଧାୟକ ତଥା ଉପମୁଖ୍ୟମନ୍ତ୍ରୀ ସିସୋଦିଆଙ୍କ ବ୍ୟତିତ […]
ଇସଲାମାବାଦ : କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଥିବା ପାକିସ୍ତାନର ରେଳ ମନ୍ତ୍ରୀ ଶେଖ ରସିଦଙ୍କ ଅବସ୍ଥା ଗୁରୁତର ହୋଇଛି । ରସିଦଙ୍କୁ ଏବେ ରାୱଲପିଣ୍ଡି ସ୍ଥିତ ସେନା ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଭେଣ୍ଟିଲେଟରରେ ରଖାଯାଇଥିବାର ସୂଚନା ମିଳିଛି । […]
ଭୁବନେଶ୍ବର : ରାଜ୍ୟରେ ଆଉ 146 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କଟକରୁ ସର୍ବାଧିକ 26 ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ 23, ଗଞ୍ଜାମରୁ 18, ମୟୁରଭଞ୍ଜରୁ 13, ଗଜପତିରୁ 12, ଭଦ୍ରକ ଓ ବଲାଙ୍ଗୀରରୁ […]
କରାଚୀ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ୟୁସୁଫ ରାଜା ଗିଲାନୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଶନିବାର ଗିଲାନୀ କରୋନା ପଜିଟିଭ୍ ସାବ୍ୟସ୍ତ ହୋଇଛନ୍ତି । 67 ବର୍ଷୀୟ ଗିଲାନୀ ଏକ ଦୁର୍ନୀତି ମାମଲାରେ ଏନଏବି ସମ୍ମୁଖରେ ହାଜର ହେବା ପରେ […]
ନୂଆଦିଲ୍ଲୀ : ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜି୍ରୱାଲ ଏକ ପ୍ରେସ କନଫରେନ୍ସ କରିଛନ୍ତି । ଏହା ସହିତ ଦିଲ୍ଲୀରେ ବାହାର ରାଜ୍ୟର ଲୋକମାନଙ୍କୁ ଚିକିତ୍ସା କରାହେବ । ପୂର୍ବରୁ ଦିଲ୍ଲୀର ସରକାରୀ ଓ ପ୍ରାଇଭେଟ ହସ୍ପିଟାଲରେ କେବଳ ଦିଲ୍ଲୀବାସୀଙ୍କ ଚିକିତ୍ସା […]
ଭୁବନେଶ୍ବର : ରାଜ୍ୟରେ ଆଜି 110 ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ ଭାବରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ 97 ଜଣ କ୍ବାରେଣ୍ଟିନ୍ରେ ରହିଥିବା ବେଳେ 13 ଜଣ ସ୍ଥାନୀୟ ବ୍ୟକ୍ତି ବୋଲି ଜଣାପଡିଛି । […]
ନୂଆଦିଲ୍ଲୀ : ଭାରତରେ ଦିନକୁ ଦିନ ସଙ୍କଟମୟ ରୂପ ନେଉଛି କରୋନା । ଦେଶରେ ବିଗତ 24 ଘଣ୍ଟା ମଧ୍ୟରେ 8852ଟି ନୂତନ ମାମଲା ସମ୍ମୁଖକୁ ଆସିଥିବା ବେଳେ 5129 ଜଣ ସୁସ୍ଥ ହୋଇଛନ୍ତି । ସେହିପରି ବିଗତ 24 ଘଣ୍ଟାମ […]
ଭୁବନେଶ୍ବର : ରାଜ୍ୟରେ ଆଉ 178 ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । 178 ଜଣ ସୁସ୍ଥ ବ୍ୟକ୍ତିଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସୁସ୍ଥ ବ୍ୟକ୍ତିଙ୍କ ସଂଖ୍ୟା 1894ରେ ପହଞ୍ଚିଛି । ଆଜି ସକାଳୁ 75 ଜଣ ଆକ୍ରାନ୍ତ ହୋଇଥିବା ବେଳେ […]
ଭୁବନେଶ୍ବର : ରାଜ୍ୟରେ ଆଉ 123 ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗଞ୍ଜାମରୁ ସର୍ବାଧିକ 35 ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କଟକରୁ 22, ନୂଆପଡା ଓ ବଲାଙ୍ଗୀରରୁ 14 ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । […]
ଭୁବନେଶ୍ବର : ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଜନୈକ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଏହି କର୍ମଚାରୀଙ୍କ ଘର ଗୁରୁଜଙ୍ଗ । ସଂକ୍ରମିତ କର୍ମଚାରୀଙ୍କ ଘରର ଚାରିପାଖକୁ କଣ୍ଟେନମେଣ୍ଟ ଜୋନ୍ ଭାବରେ ଘୋଷଣା କରାଯାଇଛି । […]
ନୂଆଦିଲ୍ଲୀ : ଦେଶରେ ଦୁଇ ଲକ୍ଷ ଅତିକ୍ରମ କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ନୂତନ ଭାବରେ 2637 ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା 2,01,009ରେ ପହଞ୍ଚିଛି । ଏହା ମଧ୍ୟରୁ 96534 ଜଣ ସୁସ୍ଥ ହୋଇଥିବା ବେଳେ […]
ଭୁବନେଶ୍ବର : ରାଜ୍ୟରେ ଆଉ 80 ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜି ସକାଳୁ 141 ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 80 ଜଣ ସୁସ୍ଥ ହୋଇଛନ୍ତି । ସେହିପରି ସୁସ୍ଥ ହୋଇଥିବା 80 ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟକରେ […]
ନୂଆଦିଲ୍ଲୀ : ଆଜିଠାରୁ ଦେଶରେ ଲକଡାଉନ୍ 5.0ର ଆରମ୍ଭ ହୋଇଛି । ଏହା ସହିତ ଆଜିଠାରୁ ଦେଶରେ ଅନଲକ୍- 1.0 ମଧ୍ୟ ଆରମ୍ଭ ହୋଇଛି । କରୋନା ମୁକାବିଲା ପାଇଁ ଦେଶରେ ଚାରୋଟି ପର୍ଯ୍ୟାୟ ଲକଡାଉନ୍ ପରେ ଆଜିଠାରୁ ଦେଶରେ ଅନଲକ୍ […]
ଭୁବନେଶ୍ବର : ରାଜ୍ୟରେ ଆଉ 76 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜି ସକାଳୁ 129 ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ 76 ଜଣ ଆରୋଗ୍ୟ ହୋଇଛନ୍ତି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ କେନ୍ଦ୍ରାପଡାରୁ […]