ନୂଆଦିଲ୍ଲୀ : ଦେଶରେ ଗୋଟିଏ ଦିନରେ ସର୍ବାଧିକ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଶନିବାର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ପ୍ରକାଶିତ ସୂଚନା ଅନୁଯାୟୀ 24 ଘଣ୍ଟା ମଧ୍ୟରେ 11264 ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ଡବଲିଂ ରେଟ୍ 15.40ରେ […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାରେ ଆଜି 5 ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। 5 ଜଣ ଯାକ ଆକ୍ରାନ୍ତ ଗୋଲାମୁଣ୍ଡା ବ୍ଲକର ହୋଇଥିବା ବେଳେ ସେମାନଙ୍କ 2 ଜଣ ମହାରାଷ୍ଟ୍ରରୁ, 2 ଜଣ ତେଲେଙ୍ଗାନାରୁ ଏବଂ ଜଣେ […]
ରମେଶ ମହାନ୍ତି ଜଗତସିଂହପୁର : ଆଜି ଜଗତସିଂହପୁର ଜିଲ୍ଲାରୁ ୬ଜଣ ପଜିଟିଭ୍ ବାହାରିଛନ୍ତି । ସମସ୍ତ ୬ଜଣ ଆକ୍ରାନ୍ତ ଟି.ଏମ୍.ସି କ୍ୱାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ନେଇ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ସେମାନେ ପଶ୍ଚିମବଙ୍ଗ, ମହାରାଷ୍ଟ୍ର, କର୍ଣ୍ଣାଟକ ଓ ତାମିଲନାଡୁ ଫେରନ୍ତା […]
କୋଲକାତା : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି । କେନ୍ଦ୍ର ସରକାରଙ୍କ ପକ୍ଷରୁ ଚାଲୁଥିବା ଶ୍ରମିକ ସ୍ପେସିଆଲ ଟ୍ରେନ୍କୁ କରୋନା ଏକ୍ସପ୍ରେସ୍ କହିଛନ୍ତି ମମତା । କରୋନା ଆକ୍ରାନ୍ତଙ୍କ ସହିତ ସରକାର ହଜାର […]
ଭୁବନେଶ୍ବର : ରାଜ୍ୟରେ ଆଉ 79 ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସକାଳେ ରାଜ୍ୟରେ 76 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 79 ଜଣ ସୁସ୍ଥ ହୋଇଛନ୍ତି । ସୁସ୍ଥ ବ୍ୟକ୍ତିଙ୍କ ମଧ୍ୟରେ ଭଦ୍ରକର ସର୍ବାଧିକ 28 ଜଣ ସୁସ୍ଥ […]
ଟୋକିଓ : ସମ୍ପୂର୍ଣ୍ଣ ଭାବରେ ଲକ୍ଡାଉନ ପ୍ରତ୍ୟାହର କରିନେଇଛି ଜାପାନ । ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ ସୋମବାର ଦିନ ଏହି ଘୋଷଣା କରିଛନ୍ତି । ପୂର୍ବରୁ ଦେଶର ଅନେକ ସ୍ଥାନରୁ ଲକ୍ଡାଉନ୍ କଟକଣା କୋହଳ କରାଯାଇଥିବା ବେଳେ ଟୋକିଓ ସମେତ […]
ଭୁବନେଶ୍ବର : କୋରୋନା ପାଇଁ ସାରାଦେଶରେ ଲକଡାଉନ ଚାଲିଥିବା ବେଳେ ଆଜି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଶ୍ରମିକ ସ୍ପେସିଆଲ ଟ୍ରେନ୍ରେ ସନ୍ତାନ ପ୍ରସବ କରିଛନ୍ତି ମହିଳା । ବଲାଙ୍ଗୀର ଜିଲା ଟିଟଲାଗଡରେ ସ୍ଵତନ୍ତ୍ର ଶ୍ରମିକ ଟ୍ରେନରେ […]
ଦୁଷ୍ମନ୍ତ ପଣ୍ଡା କଳାହାଣ୍ଡି : କଳାହାଣ୍ଡି ଜିଲ୍ଲାରେ ଚିହ୍ନଟ ହୋଇଥିବା ଦୁଇ କରୋନା ପଜିଟିଭଙ୍କୁ ସ୍ଥାନୀୟ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୋସିଆଲ ମିଡିଆରେ କଳାହାଣ୍ଡି ସିଡିଏମଓ ଏହି ଘୋଷଣା କରିଛନ୍ତି । ଦୁଇ ଆକ୍ରାନ୍ତ ହେଉଛନ୍ତି ମା ଏବଂ […]
ଭୁବନେଶ୍ବର : ରାଜ୍ୟରେ ଆଉ 62 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥ ବ୍ୟକ୍ତିଙ୍କ ମଧ୍ୟରେ ଗଞ୍ଜାମରୁ 41 ଜଣ, ବାଲେଶ୍ବରରୁ 15 ଜଣ, ରାଉରକେଲାରୁ 2 ଜଣ ଏବଂ ଭଦ୍ରକ, ଯାଜପୁର ଏବଂ ମୟୁରଭଞ୍ଜରୁ ଜଣେ ଲେଖାଏଁ […]
ଭୁବନେଶ୍ବର : ସୁନ୍ଦରଗଡରୁ ଆଉ 5 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜିଲ୍ଲାପାଳ ନିଖିଲ୍ ପଓ୍ବନ୍ କଲ୍ୟାଣ ଏହି ସୂଚନା ପ୍ରଦାନ କରିଛନ୍ତି । ପାଞ୍ଚ ଆକ୍ରାନ୍ତଙ୍କ ମଧ୍ୟରେ ଦୁଇ ଜଣ ପୁରୁଷ ଏବଂ ତିନି ଜଣ ମହିଳା […]
ଲଣ୍ଡନ : କରୋନା ମୁକାବିଲା ପାଇଁ ଏକ ନୂତନ ଆଶା ସଞ୍ଚାର ହୋଇଛି । ଅକ୍ସଫୋର୍ଡ ବିଶ୍ବବିଦ୍ୟାଳୟ ପକ୍ଷରୁ କରୋନା ଟୀକା ପ୍ରସ୍ତୁତିର ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି । ଅନ୍ତିମ ପର୍ଯ୍ୟାୟରେ ଏହି ଟୀକାର ମାନବ ପରୀକ୍ଷଣ କରାଯିବା ନେଇ ବିଶ୍ବବିଦ୍ୟାଳୟ […]
ଭୁବନେଶ୍ବର : ଝାରସୁଗୁଡାରୁ ଜଣେ 5 ବର୍ଷୀୟ ଶିଶୁ କରୋନା ଦ୍ବାରା ଆକ୍ରାନ୍ତ ହୋଇଛି । ଝାରସୁଗୁଡା ଜିଲ୍ଲାପାଳ ସରୋଜ କୁମାର ସାମଲ ଏହି ସୂଚନା ପ୍ରଦାନ କରିଛନ୍ତି । ଆଜି ସକାଳୁ ରାଜ୍ୟରେ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଏହି ଆକ୍ରାନ୍ତ […]
ଭୁବନେଶ୍ୱର : କରୋନା ମୁକ୍ତ ହେଲେ, ଦୁଃସାଧ୍ୟ ବ୍ୟାଧିରୁ ବି ସୁସ୍ଥ ହୋଇ ଘରକୁ ଫେରିଲେ ଜନୈକ ମହିଳା । ସମ୍ କୋଭିଡ ହସ୍ପିଟାଲର ଡାକ୍ତରମାନଙ୍କ ନିରବଚ୍ଛିନ୍ନ ସେବା ଓ ଆପ୍ରାଣ ଉଦ୍ୟମ ଫଳରେ ନୂଆ ଜୀବନ ପାଇଛନ୍ତି କରୋନା ତଥା […]
ଭୁବନେଶ୍ବର : ରାଜ୍ୟରେ ଆଉ 50 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏ ସମ୍ପର୍କରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ବିଟ୍ କରାଯାଇ ସୂଚନା ପ୍ରଦାନ କରାଯାଇଛି । ନୂତନ 50 ସୁସ୍ଥଙ୍କୁ ମିଶାଇ ରାଜ୍ୟରେ […]
ମସ୍କୋ : ସମଗ୍ର ବିଶ୍ବରେ ବ୍ୟାପିଥିବା କରୋନା ଭାଇରସ୍ ଦ୍ବାରା ଆମେରିକାରେ ସର୍ବାଧିକ ଆକ୍ରାନ୍ତ ରହିଥିବା ବେଳେ ଋଷ ଏହି ତାଲିକାର ଦ୍ବିତୀୟ ସ୍ଥାନରେ ରହିଛି । ଋଷରେ ସମୁଦାୟ ଆକ୍ରାନ୍ତଙ୍କ 308705 ରହିଥିବା ବେଳେ ଏହା ମଧ୍ୟରୁ 85 ହଜାର […]
ନୂଆଦିଲ୍ଲୀ : ବିଗତ ୨୪ ଘଣ୍ଟା ମଧ୍ୟରେ ମୋଟ ୨,୩୫୦ ଜଣ କୋଭିଡ-୧୯ ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଫଳରେ ମୋଟ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୩୯,୧୭୪ରେ ପହଞ୍ଚିଛି। ଏହାକୁ ମିଶାଇ କରୋନା ଆକ୍ରାନ୍ତଙ୍କ ଆରୋଗ୍ୟ ହାର ୩୮.୭୩ ପ୍ରତିଶତ […]
ଭୁବନେଶ୍ବର : ଜଗତସିଂହପୁର ଜିଲ୍ଲାରୁ ଗୋଟିଏ ଦିନରେ ଚିହ୍ନଟ ହୋଇଛନ୍ତି 20 ଆକ୍ରାନ୍ତ । ଆଜି ସକାଳେ କରୋନା ମୁକ୍ତ ଘୋଷିତ ହୋଇଥିବା ଜଗତସିଂହପୁର ଜିଲ୍ଲାରେ ପୁଣି 20 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । 20 ଆକ୍ରାନ୍ତଙ୍କ ମଧ୍ୟରୁ 19ଜଣ […]
ଭୁବନେଶ୍ବର : ରାଜ୍ୟରେ ଆଉ 24 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହି 24 ଜଣଙ୍କୁ ମିଶାଇ ରାଜ୍ୟରେ ସମୁଦାୟ 220 ଜଣ ସୁସ୍ଥ ହୋଇଛନ୍ତି । 24 ଜଣଙ୍କ ମଧ୍ୟରୋ ଗଞ୍ଜାମରୁ 19 ଜଣ, ଯାଜପୁରରୁ 3 […]
ଭୁବନେଶ୍ବର : ଆଜି ସକାଳୁ ରାଜ୍ୟରେ 91 ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହେବା ସହିତ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟକା 800 ଅତିକ୍ରମ କରିଛି। ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 828ରେ ପହଞ୍ଚିଥିବା ବେଳେ 5 ଜଣଙ୍କର ପ୍ରାଣହାନି ଘଟିଛି। ନୂତନ […]
ନୂଆଦିଲ୍ଲୀ : ଦେଶବ୍ୟାପୀ କରୋନା ମହାମାରୀ ପ୍ରଭାବ ବଢି ଚାଲିଥିବା ବେଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 90 ହଜାର ଅତିକ୍ରମ କରିଛି । 24 ଘଣ୍ଟା ମଧ୍ୟରେ 3970 ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 90927ରେ […]
ଭୁବନେଶ୍ବର: ରାଜ୍ୟରେ ଆଜି ୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦୁଇ ଜଣଙ୍କର ପ୍ରାଣହାନି ଘଟିଛି। ୯୧ ଜଣ ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୮୨୮ରେ ପହଞ୍ଚିଛି। ୯୧ ଜଣଙ୍କ ମଧ୍ୟରୁ ୮୭ ଜଣ […]