ଭୁବନେଶ୍ବର : ରାଜ୍ୟରୁ ଆହୁରି ଦୁଇ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ଦୁଇ ନୂତନ ପଜିଟିଭ୍ ଚିହ୍ନଟ ହେବା ସହିତ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 147ରେ ପହଞ୍ଚିଛି । ଆକ୍ରାନ୍ତଙ୍କ ମଧ୍ୟରେ ଜଣେ 55 ବର୍ଷୀୟ […]
ହାଇଦ୍ରାବାଦ/ନୂଆଦିଲ୍ଲୀ : ତେଲେଙ୍ଗାନାରୁ ଯାତ୍ରା ଆରମ୍ଭ କରିଛି ଏକ ସ୍ବତନ୍ତ୍ର ଟ୍ରେନ୍ । ପ୍ରାୟ 12 ଶହ ଶ୍ରମିକଙ୍କୁ ନେଇ ଏହି ସ୍ବତନ୍ତ୍ର ଟ୍ରେନ୍ଟି ଝାରଖଣ୍ଡ ଅଭିମୁଖେ ଯାତ୍ରା ଆରମ୍ଭ କରିଛି । ଶୁକ୍ରବାର ଯାତ୍ରା ଆରମ୍ଭ କରିଥିବା ଏହି ଟ୍ରେନ୍ଟି […]
ଭୁବନେଶ୍ବର : ରାଜ୍ୟରେ ଆଉ ଗୋଟିଏ ଜିଲ୍ଲାକୁ ଛୁଇଁଲା କରୋନା । ବଲାଙ୍ଗୀରରେ ଆଜି 2ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ସୂଚନା ମିଳିଛି । ବଲାଙ୍ଗୀରର ଲେଖାରିଆ ଗ୍ରାମରୁ ଏହି ଦୁଇ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ […]
ନୂଆଦିଲ୍ଲୀ : ସାରା ଦୁନିଆରେ କରୋନା ଭାଇରସ୍ ଯୋଗୁଁ ଏପର୍ଯ୍ୟନ୍ତ 33 ଲକ୍ଷ 8 ହଜାର 233ଜଣ ସଂକ୍ରମିତ ହୋଇଛନ୍ତି । ଦୁଇ ଲକ୍ଷ 35 ହଜାର 105ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି 10 ଲକ୍ଷ 42 ହଜାର 826 […]
ନୂଆଦିଲ୍ଲୀ : ଦେଶରେ କରୋନା ଭାଇରସ୍ ଦିନକୁ ଦିନ ନିଜର କାୟା ବିସ୍ତାର କରିଚାଲିଥିବା ବେଳେ 9ଟି ରାଜ୍ୟରେ କରୋନ ସ୍ଥିତି ଦୃଢ ସ୍ଥିତିରେ ରହିଛି । ଜାତୀୟ ଦ୍ବିଗୁଣିତ ହାର 11.3 ରହିଥିବା 9ଟି ରାଜ୍ୟରେ ଦ୍ବିଗୁଣିତ ସଂଖ୍ୟା ଅଧିକ […]
ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଥିବା ବେଳେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 33 ହଜାର ଅତିକ୍ରମ କରିଛି । ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 33050 ଛୁଇଁଥିବା ନେଇ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ଲବ୍ […]
ଭୁବନେଶ୍ବର : ରାଜ୍ୟରେ କରୋନା ଦିନକୁ ଦିନ ଭୟଙ୍କର ରୂପ ଗ୍ରହଣ କରିବାରେ ଲାଗିଛି । ଯାଜପୁରରୁ ଆଜି 14 ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି 14 ଜଣଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା […]
କାନପୁର : ସ୍ବାସ୍ଥ୍ୟକର୍ମୀଙ୍କ ସୁରକ୍ଷା ପାଇଁ ସରକାରଙ୍କ ପକ୍ଷରୁ ନିୟମ ପ୍ରଣୟନ କରାଯାଇଥିଲେ ମଧ୍ୟ ଏହା ଧର୍ମକୁ ଆଖିଠାର ସଦୃଶ ହୋଇଛି । ସ୍ବାସ୍ଥ୍ୟକର୍ମୀଙ୍କ ଉପରକୁ ଆକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଗତକାଲି ହରିୟାଣାରେ ଏହି ଘଟଣା […]
ମୁମ୍ବାଇ : ଦେଶରେ କରୋନା ମୁକାବିଲାର ଏକ ବୃହତ୍ତର ସଫଳତା ମିଳିଛି । ଦେଶର ପ୍ରଥମ ପ୍ଲାଜ୍ମା ଚିକିତ୍ସା ସଫଳ ହୋଇଛି । ମୁମ୍ବାଇରେ ଦେଶର ପ୍ରଥମ ପ୍ଲାଜ୍ମା ଚିକିତ୍ସା ବ୍ୟବସ୍ଥା ସଫଳ ହୋଇଥିବା ନେଇ ମହାରାଷ୍ଟ୍ର ସ୍ବାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପେ […]
ଭୁବନେଶ୍ବର : ବାଲେଶ୍ବରରୁ ଚିହ୍ନଟ ହୋଇଛନ୍ତି ରାଜ୍ୟର ଆଉ ତିନି କରୋନା ଆକ୍ରାନ୍ତ । ଏହି ତିନି ଆକ୍ରାନ୍ତକୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 125ରେ ପହଞ୍ଚିଛି । ଏହି ତିନି ଜଣକୁ ମିଶାଇ ବାଲେଶ୍ବରରେ ଆକ୍ରାନ୍ତଙ୍କ ସଂଖ୍ୟା 19ରେ […]
ଚଣ୍ଡୀଗଡ : ଦ୍ବିତୀୟ ପର୍ଯ୍ୟାୟ ଲକ୍ଡାଉନ୍ ସମାପ୍ତ ହେବାକୁ ବସିଥିବା ବେଳେ ଦ୍ବିତୀୟ ରାଜ୍ୟଭାବରେ ଲକ୍ଡାଉନ୍ ଅବଧିକୁ 14 ଦିନ ବଢାଇ ଦେଇଛନ୍ତି । ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ବୁଧବାର ଏହି ଘୋଷଣା କରିଛନ୍ତି । ଏହା ସହିତ ତୃତୀୟ […]
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଏକ ଭିଡିଓ ବାର୍ତ୍ତା ପ୍ରଦାନ କରିଛନ୍ତି । ଏହି ଭିଡିଓ ବାର୍ତ୍ତାରେ ରାଜ୍ୟବାସୀଙ୍କୁ ସତର୍କ ରହିବା ପାଇଁ ପରାମର୍ଶ ଦେବା ସହିତ ରାଜ୍ୟ ବାହାରୁ ଫେରିବାକୁ ଥିବା ପ୍ରବାସୀ ଶ୍ରମିକଙ୍କୁ ସହାୟତା […]
ଭୁବନେଶ୍ବର : ରାଜ୍ୟରେ ଆଜି ଆଉ ତିନି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ତିନି ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 122ରେ ପହଞ୍ଚିଛି । ଏହା ସହିତ 3ଟି ନୂତନ ଜିଲ୍ଲାରେ ମଧ୍ୟ କରୋନା ନିଜର […]
ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 29 ହଜାର ଅତିକ୍ରମ କରିଥିବା ବେଳେ ଆଜି ଦେଶର ପ୍ରଥମ ସିଆରପିଏଫ୍ ଯବାନ ପ୍ରାଣ ହରାଇଛନ୍ତି । କେନ୍ଦ୍ରୀୟ ସୁରକ୍ଷା ବଳର 55 ବର୍ଷୀୟ ଅଧିକାରୀ ଜଣକ ଗତ ସପ୍ତାହରେ କରୋନା ଆକ୍ରାନ୍ତ […]
ଭୁବନେଶ୍ବର : ରାଜ୍ୟର 107 ଓ 108 ନମ୍ବର ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ଜାରି କରିଛି ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ । ବାଲେଶ୍ବରର 107 ନମ୍ବର ଆକ୍ରାନ୍ତ ଜଣକ ଅନ୍ୟ ଜଣେ ଆକ୍ରାନ୍ତ(61 ନମ୍ବର)ଙ୍କ ପଡୋଶୀ ଥିଲେ ଏବଂ ତାଙ୍କ […]
ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମିତଙ୍କୁ ଚିକିତ୍ସା କରିବା ପାଇଁ ପ୍ଲାଜ୍ମା ଥେରାପୀର ବ୍ୟବହାର କରାଯାଉଛି । ତେବେ ଏହାକୁ ନେଇ ଆଜି ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏକ ସ୍ପଷ୍ଟୀକରଣ ପ୍ରଦାନ କରାଯାଇଛି । ପ୍ଲାଜ୍ମା ଥେରାପୀ କେବଳ ବେଆଇନ୍ ନୁହେଁ […]
ନୂଆଦିଲ୍ଲୀ : ଉତ୍ତର ପୂର୍ବୀୟ ରାଜ୍ୟ ମିଜୋରାମ କରୋନା ମୁକ୍ତ ହେବା ସହିତ ଷଷ୍ଠ ଭାରତୀୟ ରାଜ୍ୟ ଭାବରେ କରୋନା ମୁକ୍ତ ହୋଇଛି । ରାଜ୍ୟର ଏକମାତ୍ର କରୋନା ପଜିଟିଭ୍ଙ୍କ ରିପୋର୍ଟ ନେଗେଟିଭ୍ ଆସିବା ପରେ ମିଜୋରାମ ଏହି ଧାରାରେ ସାମିଲ […]
ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାଜ ହୋଇଥିବା ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରାଯାଇଛି । ଏହାକୁ […]
ଭୁବନେଶ୍ବର: ଲକଡାଉନ ପରେ ଓଡ଼ିଶାକୁ ଫେରିବାକୁ ଥିବା ପ୍ରବାସୀ ଶ୍ରମିକଙ୍କ ଚିକିତ୍ସା ଓ କ୍ୱାରେଣ୍ଟିନରେ ରହିବା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଏନେଇ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ସବିଶେଷ ସୂଚନା ଦିଆଯାଇଛି। ମେ’ ୩ରେ ଲକଡାଉନ ଅବଧି ସରିବା […]
ଭୁବନେଶ୍ବର : କୋରାପୁଟରୁ ଚିହ୍ନଟ ହୋଇଥିବା ରାଜ୍ୟର 110 ନମ୍ବର ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି । 110 ନମ୍ବର ଆକ୍ରାନ୍ତ ଜଣକ ପ୍ରାୟ 24 ଜଣଙ୍କ ସଂସ୍ପର୍ଶରେ ଆସିଛନ୍ତି । ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କୁ ଚିହ୍ନଟ […]
ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କ ଥିଙ୍କ ଟ୍ୟାଙ୍କ ନିତି ଆୟୋଗର ଜନୈକ କର୍ମଚାରୀ କରୋନା ପଜିଟିଭ୍ ସାବ୍ୟସ୍ତ ହୋଇଛନ୍ତି । ନିତି ଆୟୋଗର ଜନୈକ ବରିଷ୍ଠ ଅଧିକାରୀ କରୋନା ପଜିଟିଭ୍ ସାବ୍ୟସ୍ତ ହେବା ପରେ ନିତି ଆୟୋଗ କାର୍ଯ୍ୟାଳୟକୁ ସିଲ୍ କରି […]