ଭୁବନେଶ୍ୱର, ଚଳିତ ସେପ୍ଟେମ୍ବର ମାସରେ ସାରା ରାଜ୍ୟରେ ସମସ୍ତ ଆଇସିଡିଏସ୍ ପ୍ରକଳ୍ପରେ ମହିଳା ଓ ଶିଶୁବିକାଶ ଏବଂ ମିଶନ ଶକ୍ତି ବିଭାଗ ଦ୍ୱାରା ରାଷ୍ଟ୍ରୀୟ ପୋଷଣ ମାସ…
ସ୍ବାସ୍ଥ୍ୟ
ସୁନ୍ଦରଗଡ, ବର୍ତ୍ତମାନ ଜନ୍ମଦିନ ପାର୍ଟିରେ ମିଳିବ ମାଣ୍ଡିଆ କେକ୍। ବିଶ୍ବାସ ହେଉ ନାହିଁ କି ! ଏହା ସତକଥା। ଏବେ ମାଣ୍ଡିଆର ଭେଳିକି ଭେଳି ଖାଦ୍ୟ ପଦାର୍ଥ…
ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢୁଥିବା ବେଳେ ସ୍ଵାବ ନମୁନା ପରୀକ୍ଷା ମଧ୍ୟ ଦିନକୁ ଦିନ ବଢିବାରେ ଲାଗିଛି। ଆଜି ରାଜ୍ୟରେ ଦିନକରେ…
ଭୁବନେଶ୍ୱର: କରୋନା ମହାମାରୀ ସମୟରେ ରୋଗୀଙ୍କୁ ଉତ୍କୃଷ୍ଟ ସେବା ଯୋଗାଇ ଆସୁଛି ସମ୍ ଅଲ୍ଟିମେଟ୍ ମେଡିକେୟାର। ଏହି ଜଟିଳ ପରିସ୍ଥିତରେ ନିକଟରେ ସମ୍ରେ ଦୁଇଟି କିଡ୍ନୀ ପ୍ରତ୍ୟାରୋପଣ…
ଭୁବନେଶ୍ବର: ରାଜ୍ୟରେ କରୋନା ପ୍ରକୋପ ଜାରି ରହିଛି। ସଂକ୍ରମଣ ରୋକିବାକୁ ସରକାର ବିଭିନ୍ନ ପଦକ୍ଷେପମାନ ଗ୍ରହଣ କରୁଛନ୍ତି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୫ ହଜାର ୬୭୬…
ଭୁବନେଶ୍ୱର: କରୋନା ମହାମାରୀ ସହ ଯୁଦ୍ଧ କରି ଏହି ଅଦୃଶ୍ୟ ଶତ୍ରୁକୁ ପରାସ୍ତ କଲେ ୯୧ ବର୍ଷୀୟ ଜଣେ ବରିଷ୍ଠ ନାଗରିକ। ଭୁବନେଶ୍ୱର ସ୍ଥିତ ସମ୍ କୋଭିଡ…
ନୂଆଦିଲ୍ଲୀ, ଭାରତରେ ଦିନକରେ ଆରୋଗ୍ୟଙ୍କ ସଂଖ୍ୟା ଅପ୍ରାତ୍ୟାଶିତ ଭାବେ ବୃଦ୍ଧି ପାଇଛି। ବିଗତ ୨୪ ଘଣ୍ଟା ମଧ୍ୟରେ ୮୭,୪୭୨ ଜଣ ସକ୍ରିୟ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି।…
ବେଜିଂ, ଆସନ୍ତା ନଭେମ୍ବର ମାସ କିମ୍ବା ଡିସେମ୍ବରରେ ଚୀନର ଲୋକମାନଙ୍କୁ କୋଭିଡ19 ଟୀକା ମିଳି ପାରିବ। ସେଥିପାଇଁ ସବୁ ପ୍ରକାରର ପ୍ରସ୍ତୁତି ଶେଷ ହୋଇଛି ବୋଲି କହିଛନ୍ତି…
ଭୁବନେଶ୍ବର, ଦିନକୁ ଦିନ ଭୁବନେଶ୍ବର କରୋନା ପଜେଟିଭ ସଂଖ୍ୟା ବଢିବାରେ ଲାଗିଛି। ଆଜି ରାଜଧାନୀରୁ 342 ଜଣ ନୂଆ କୋଭିଡ19 ପଜେଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ…
ନୂଆଦିଲ୍ଲୀ, ଗୁରୁତର କୋଭିଡ-19 ରୋଗରୁ ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ଠାରେ ଥକାପଣ, ଶରୀର ଯନ୍ତ୍ରଣା, କାଶ, ଗଳା ଦରଜ, ନିଶ୍ୱାସ ନେବାରେ ଅସୁବିଧା ସମେତ ବିଭିନ୍ନ…
ନୂଆଦିଲ୍ଲୀ, ଦେଶରେ ଦୈନିକ ୭୦ ହଜାରରୁ ଅଧିକ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିବାରେ ଲାଗିଛନ୍ତି। ସମ୍ମିଳିତ ଉଦ୍ୟମ, ବ୍ୟାପକ ପରୀକ୍ଷା ଓ ଗୁଣାତ୍ମକ ଚିକିତ୍ସା ଯୋଗୁଁ…
ନୂଆଦିଲ୍ଲୀ, ଭାରତରେ କ୍ରମାଗତ ଭାବରେ ଆରୋଗ୍ୟ ସଂଖ୍ୟା ଅଧିକ ହେବାରେ ଲାଗିଛି। ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ମୋଟ ୭୦,୮୮୦ ଜଣ ସୁସ୍ଥ ହୋଇଛନ୍ତି। ଏଥି…
ୱାଶିଂଟନ୍, ଜନ୍ ହପକିନ୍ସ ବିଶ୍ୱବିଦ୍ୟାଳୟ ଅନୁଯାୟୀ ବିଶ୍ବର କରୋନାଭାଇରସ୍ ରୋଗର ଆକ୍ରାନ୍ତ ମୋଟ ସଂଖ୍ୟା ୨ କୋଟି ୮୦ ଲକ୍ଷକୁ ଟପିଥିବାବେଳେ ମୃତ୍ୟୁ ୯ ଲକ୍ଷ ରୁ…
ନୂଆଦିଲ୍ଲୀ, କେତେକ ବୃହତ ରାଜ୍ୟରେ ଲକ୍ଷଣଯୁକ୍ତ ମାମଲାଗୁଡିକ ରାପିଡ଼ ଆଣ୍ଟିଜେନ ଟେଷ୍ଟରେ ନେଗେଟିଭ ଆସିବା ସତ୍ଵେ ତାହାର ଆରଟିପିସିଆର ପରୀକ୍ଷା କରାଯାଉ। ସମସ୍ତ ରାଜ୍ୟଗୁଡିକୁ ଏପରି ପରାମର୍ଶ …
ୱାଶିଂଟନ୍, ଜନ୍ ହପକିନ୍ସ ବିଶ୍ୱବିଦ୍ୟାଳୟ ଅନୁଯାୟୀ ବିଶ୍ବରେ କରୋନା ଭାଇରସ୍ ରୋଗର ମୋଟ ସଂଖ୍ୟା ୨୭ ନିୟୁତ ମାର୍କକୁ ଅତିକ୍ରମ କରିଥିବାବେଳେ ମୃତ୍ୟୁ ସଂଖ୍ୟା ୮୮୨,୦୦୦ ରୁ…
ଚେନ୍ନାଇ, ପ୍ରଥମ ଥର ପାଇଁ ଦେଶରେ ଜଣେ କୋଭିଡ -୧୯ ରୋଗୀକୁ ବିମାନରେ ଗୋଟିଏ ସହରରୁ ଆଉ ଏକ ସହରକୁ ନିଆଯାଇଛି। ରବିବାର ଦିନ ଜଣେ ଗୁରୁତର…
ନୂଆଦିଲ୍ଲୀ, ବର୍ତ୍ତମାନ କରୋନା ସମୟରେ ଶରୀରରେ ରୋଗ ପ୍ରତିରୋଧ ଶକ୍ତି ବୃଦ୍ଧି ନିହାତି ଆବଶ୍ୟକ ରହିଛି। ଏଥିପାଇଁ ଡାକ୍ତରମାନେ ଶରୀରରେ ଏହି ଶକ୍ତି ବା ଇମ୍ୟୁନିଟି ବୃଦ୍ଧି…
ୱାଶିଂଟନ୍, ଜନ୍ ହପକିନ୍ସ ବିଶ୍ୱବିଦ୍ୟାଳୟ ଅନୁଯାୟୀ ବିଶ୍ବରେ କରୋନାଭାଇରସ୍ ରୋଗର ସଂଖ୍ୟା ୨୬.୨ ନିୟୁତ ମାର୍କକୁ ଅତିକ୍ରମ କରିଥିବାବେଳେ ମୃତ୍ୟୁ ସଂଖ୍ୟା ୮୬୭,୦୦୦ ରୁ ଅଧିକ ହୋଇଛି। …
ନୂଆଦିଲ୍ଲୀ, ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୧୧.୭୦ ଲକ୍ଷ ନମୁନା ପରୀକ୍ଷା କରାଯାଇଛି। ଏହି ସମୟ ମଧ୍ୟରେ ଦିନିକିଆ ରେକର୍ଡ ଭାବେ ୬୮,୫୮୪ ଜଣ…
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଜନୌଷଧୀ ପରିଯୋଜନା ମାଧ୍ୟମରେ ଆଜି ୮ଟି ପ୍ରାକୃତିକ ଶକ୍ତିବର୍ଦ୍ଧକ ଔଷଧର ବିକ୍ରିବଟା କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ଡି.ଭି. ସଦାନନ୍ଦ ଗୌଡାଙ୍କ ଦ୍ୱାରା…
ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ମାମଲା କମିବାର ନାଁ ନେଉନାହିଁ । ଦେଶରେ ପଜିଟିଭ୍ ଲଗାତାର ଭାବରେ ବଢି ଚାଲିଛି। କରୋନା ସଂକ୍ରମଣକୁ ନେଇ ଆଜି…

