ନୂଆଦିଲ୍ଲୀ: ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ଚଳଚ୍ଚିତ୍ର ପ୍ରମାଣନ ବୋର୍ଡ (ସିବିଏଫସି) ପକ୍ଷରୁ ଦୃଷ୍ଟି ଓ ଶ୍ରବଣ ବାଧିତ ଦିବ୍ୟାଙ୍ଗଙ୍କ ପାଇଁ ଉଦ୍ଦିଷ୍ଟ ‘ଆକ୍ସେସିବିଲିଟି ଷ୍ଟାଣ୍ଡାର୍ଡ’ ବା ସୁଗମତା ମାନକ ମଡ୍ୟୁଲକୁ ନିର୍ଦ୍ଧାରିତ ସମୟସୀମା ଅର୍ଥାତ୍ ୧୫ ସେପ୍ଟେମ୍ବର ୨୦୨୪ […]
ନୂଆଦିଲ୍ଲୀ: ବର୍ତ୍ତମାନ ଅନେକ ପିଲାମାନ ସ୍କୁଲକୁ ଯିବା ପାଇଁ ଆଗ୍ରହ ପ୍ରକାଶ କରନ୍ତି ନାହିଁ। ଯେଉଁଥିପାଇଁ ଅଭିଭାବକଙ୍କ ପାଇଁ ଚିନ୍ତାର କାରଣ ପାଲଟିଥାଏ। ପିଲାମାନଙ୍କର ସ୍କୁଲ ଯିବା ଭୟ ଲକ୍ଷଣକୁ ଡାକ୍ତରୀ ବିଜ୍ଞାନରେ ‘ସ୍କୋଲିଓନୋଫୋବିୟା’ କୁହାଯାଏ। ଏହା ଦ୍ଵାରା ପିଲାମାନଙ୍କ ମନରେ […]
ଭୁବନେଶ୍ୱର: ଏଲ ଭି ପ୍ରସାଦ ଚକ୍ଷୁ ଚିକିତ୍ସାଳୟର ୧୪ ତମ ଚକ୍ଷୁ ବ୍ୟାଙ୍କ୍ ଓ ସ୍ୱଚ୍ଛ ପଟଳ (cornea) ସମ୍ବନ୍ଧୀୟ ଜାତୀୟ ସମ୍ମିଳନୀ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ […]
ଭୁବନେଶ୍ୱର: ଡାକ୍ତରଖାନାରେ ରେକର୍ଡଗୁଡ଼ିକୁ ସଠିକ୍ ଭାବେ ସଂରକ୍ଷିତ ରଖିବାର ଆବଶ୍ୟକତାକୁ ନେଇ ସମ୍ ଅଲ୍ଟିମେଟ ମେଡିକେୟାରରେ ଗତ ମଙ୍ଗଳବାର ଜାତୀୟ ମେଡିକାଲ୍ ରେକର୍ଡ୍ସ ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଚଳିତ ବର୍ଷର ପ୍ରସଙ୍ଗ ‘ଏମ୍ପାୱାରିଂ ହେଲ୍ଥ ଥ୍ରୁ ଆକ୍ୟୁରେଟ୍ ରେକର୍ଡ୍ସ’ […]
ନୂଆଦିଲ୍ଲୀ: ଅନୁମୋଦନ କରିବାର କିଛି ଦିନ ପରେ ଦେଶର ସର୍ବୋଚ୍ଚ ଡ୍ରଗ୍ ରେଗୁଲେଟର, ଡ୍ରଗ୍ କଣ୍ଟ୍ରୋଲର୍ ଜେନେରାଲ୍ ଅଫ୍ ଇଣ୍ଡିଆ (ଡିସିଜି) ପ୍ରେସଭ୍ୟୁ ଆଖି ଡ୍ରପ୍ ପାଇଁ ଉତ୍ପାଦନ ଏବଂ ମାର୍କେଟିଂ ଲାଇସେନ୍ସକୁ ସ୍ଥଗିତ ରଖିଛି। ଏହାର ନିର୍ମାତା ଏଣ୍ଟୋଡ୍ ଫାର୍ମାସ୍ୟୁଟିକାଲ୍ସ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ପ୍ରମୁଖ ଯୋଜନା ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ (ଏବି ପିଏମ-ଜେଏୱାଇ) ଅଧୀନରେ ଆୟ ନିର୍ବିଶେଷରେ ୭୦ ବର୍ଷରୁ ଅଧିକ ବୟସର ସମସ୍ତ ବରିଷ୍ଠ ନାଗରିକଙ୍କୁ ସ୍ୱାସ୍ଥ୍ୟ ବୀମା […]
ନୂଆଦିଲ୍ଲୀ: ପ୍ରଥମ ସନ୍ଦିଗ୍ଧ ମଙ୍କୀପକ୍ସ (ଏମ୍ପକ୍ସ) ସଂକ୍ରମିତ ବୋଲି କୁହାଯାଉଥିବା ରୋଗୀଙ୍କ ଠାରେ ଯାତ୍ରା ସହ ଜଡ଼ିତ ସଂକ୍ରମଣ ଥିବା ପ୍ରମାଣିତ ହୋଇଛି। ପରୀକ୍ଷାଗାର ପରୀକ୍ଷଣରେ ରୋଗୀଙ୍କ ଠାରେ ପଶ୍ଚିମ ଆଫ୍ରିକୀୟ କ୍ଲାଡ୍ ୨ ଏମ୍ ପକ୍ସ ଭୂତାଣୁ (ନିର୍ଦ୍ଦିଷ୍ଟ ଶ୍ରେଣୀର […]
ଭୁବନେଶ୍ୱର: ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଅତ୍ୟାଧୁନିକ ଜ୍ଞାନକୌଶଳର ସଫଳ ପ୍ରୟୋଗ ତଥା ଉତ୍ସର୍ଗୀକୃତ ଭାବନାର ଉଲ୍ଲେଖନୀୟ ପ୍ରଦର୍ଶନ କରିଛି ଏମ୍ସ ଭୁବନେଶ୍ୱର। ଅତ୍ୟାଧୁନିକ ଏକ୍ମୋ ଥେରାପି ପ୍ରୟୋଗ କରି ଗୁରୁତର ହୋଇପଡ଼ିଥିବା ଜଣେ ମହିଳାଙ୍କ ବଞ୍ଚାଇବାରେ ସଫଳତା ହାସଲ କରିଛନ୍ତି ଏହି ଜାତୀୟ […]
ଭୁବନେଶ୍ଵର: ଚିକିତ୍ସା ଓ ଅସ୍ତ୍ରୋପଚାର କ୍ଷେତ୍ରରେ ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ, ଅସ୍ତ୍ରୋପଚାର ପଦ୍ଧତି ଏବଂ ପ୍ରଶିକ୍ଷଣ ଯୋଗୁଁ ମେରୁଦଣ୍ଡ ଅସ୍ତ୍ରୋପଚାର ସଫଳ ହୋଇପାରୁଛି। ମେରୁଦଣ୍ଡ ଅସ୍ତ୍ରୋପଚାର ୯୫ ପ୍ରତିଶତ ସୁରକ୍ଷିତ ବୋଲି କହିଛନ୍ତି ବିଶିଷ୍ଟ ସ୍ପାଇନ୍ ସର୍ଜନ୍ ପ୍ରଫେସର (ଡାକ୍ତର) ଶଙ୍କର […]
ଭୁବନେଶ୍ୱର: ଭୁବନେଶ୍ବରସ୍ଥିତ ପାତ୍ରପଡା ଆଦର୍ଶ ହୋମ ଠାରେ ଓଡିଶାର ପ୍ରଥମ ମାନସିକ ୱେଲନେସ କେନ୍ଦ୍ର ଉଦଘାଟନ ହୋଇଯାଇଛି। ଏହି ଆଦର୍ଶ ହୋମର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ମାନସିକ ରୋଗୀଙ୍କୁ କିଭଳି ଚିକିତ୍ସିତ କରାଇ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରାଯିବ। ଆଗାମୀ […]
ନୂଆଦିଲ୍ଲୀ: ସମ୍ପ୍ରତି ଏକ ଦେଶରୁ ଆସିଥିବା ଜଣେ ଯୁବକଙ୍କୁ ମଙ୍କି ଫକ୍ସ ହୋଇଥିବାର ସନ୍ଦେହ କରାଯାଇଛି। ଫଳରେ ତାଙ୍କୁ ଆସୋଲେସନରେ ରଖାଯାଇଛି।ଏ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ବିଭାଗ ସୂଚନା ପ୍ରଦାନ କରିଛି। ତେବେ ସୂଚନା ଅନୁସାରେ ତାଙ୍କର ଦେହ ସ୍ଥିର ରହିଛି। […]
Dead Butt Syndrome: ଯେଉଁମାନେ ଦୀର୍ଘ ସମୟ ଧରି ବସି ରହି କାମ କରନ୍ତି ସେମାନେ ବର୍ତ୍ତମାନଠାରୁ ସାବଧାନ ହୋଇଯାଆନ୍ତୁ। କାରଣ ଧାରାବାହିକ ଭାବେ ବସି ରହି କାମ କଲେ ବହୁ ସାଂଘାତିକ ରୋଗ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଯାହାକୁ […]
ନୂଆଦିଲ୍ଲୀ: ମସ୍ତିଷ୍କ କର୍କଟ ରୋଗୀମାନଙ୍କ ପାଇଁ ବୈଜ୍ଞାନିକମାନେ ଏକ ଆଶ୍ବସ୍ତିକର ଖବର ଦେଇଛନ୍ତି। ଆମେରିକାର ନୋଟର୍ ଡେମ୍ ବିଶ୍ୱବିଦ୍ୟାଳୟର ବୈଜ୍ଞାନିକମାନେ ମସ୍ତିଷ୍କ କର୍କଟ ଚିହ୍ନଟ ପାଇଁ ଏକ ନଭେଲ ମେଥଡ ସୃଷ୍ଟି କରିଛନ୍ତି, ଯାହା ସାଧାରଣ ସର୍ଜିକାଲ୍ ବାୟୋପସି ଅପେକ୍ଷା ଦ୍ରୁତ […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ବାଲୁଗାଁ ଥାନା ଅନ୍ତର୍ଗତ ସିଙ୍ଗେଶ୍ୱର ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ସାପ କାମୁଡ଼ାରେ ଭଉଣୀର ମୃତ୍ୟୁ ହୋଇଥିବା ବେଳେ ଭାଇ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛି। ଖବର ମୁତାବକ ସିଙ୍ଗେଶ୍ୱର ଗ୍ରାମର ରୂପାଲି ବାରିକ (୧୦) […]
ବାଲୁଗାଁ: ଦେଶର ପୁରାତନ ଆୟୁର୍ବେଦିକ ଔଷଧ ନିର୍ମାତା ଝାଣ୍ଡୁ ତରଫରୁ ଆଜି ପୂର୍ବାହ୍ନ ରେ ଖୋର୍ଦ୍ଧା ଜିଲ୍ଲାର ବାଲୁଗାଁ ସ୍ଥିତ ହୋଟେଲ ଦିଗନ୍ତିକା ସଭାକକ୍ଷ ରେ କମ୍ପାନୀ ର ବରିଷ୍ଠ ଅଧିକାରୀ ସୁଶାନ୍ତ କୁମାର ସ୍ୱାଇଁ ଙ୍କ ଅଧ୍ୟକ୍ଷତାରେ ସ୍ୱାସ୍ଥ୍ୟ ସୁରକ୍ଷା […]
ନୂଆଦିଲ୍ଲୀ: କର୍କଟ ଭାରତ ସମେତ ସମଗ୍ର ବିଶ୍ୱରେ ପ୍ରତିବର୍ଷ ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ନେଇଥାଏ। ୱାର୍ଲ୍ଡ କ୍ୟାନସର ରିସର୍ଚ୍ଚ ଫଣ୍ଡ ଇଣ୍ଟରନ୍ୟାସନାଲ୍ ର ରିପୋର୍ଟ ଅନୁଯାୟୀ ଚାଇନାରେ ବିଶ୍ଵରେ ସର୍ବାଧିକ କର୍କଟ ରୋଗ ରହିଛି। ଏଠାରେ ପ୍ରାୟ ୪୮ ଲକ୍ଷ […]
ଭୁବନେଶ୍ୱର: ର୍ୟାଗିଙ୍ଗ ବିରୋଧରେ ଫ୍ୟାକଲ୍ଟି, କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଅଗଷ୍ଟ ୧୪ ରୁ ୧୮ ତାରିଖ ମଧ୍ୟରେ ର୍ୟାଗିଙ୍ଗ ବିରୋଧ ସପ୍ତାହ ପାଳିତ ହୋଇଯାଇଛି। ୟୁଜିସିର ନିୟମାବଳୀ ଅନୁଯାୟୀ […]
ଭୁବନେଶ୍ୱର: ଗୁରୁତର ଯକୃତ ଜନିତ ସମସ୍ୟା (ଲିଭର ଫେଲ୍ୟୁଅର)ରେ ପୀଡିତ ଥିବା ପଶ୍ଚିମବଙ୍ଗର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ସଫଳତାର ସହ ପ୍ଲାଜ୍ମା ଏକ୍ସଚେଞ୍ଜ ମାଧ୍ୟମରେ ସୁସ୍ଥ କରିଛନ୍ତି ସମ୍ ଅଲ୍ଟିମେଟ ମେଡିକେୟାରର ଡାକ୍ତର। ହସ୍ପିଟାଲ୍ରେ ଭର୍ତି ହେବା ସମୟରେ ଯୁବତୀ […]
ନୂଆଦିଲ୍ଲୀ: ‘ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ’ (WHO) ମଙ୍କିପକ୍ସକୁ ବିଶ୍ୱ ଜରୁରୀକାଳୀନ ପରିସ୍ଥିତି ବୋଲି ଘୋଷଣା କରିଛି। ଏହା ଏକ ଭାଇରାଲ୍ ସଂକ୍ରମଣ। ଦୁଇ ବର୍ଷ ମଧ୍ୟରେ ଏହା ଦ୍ୱିତୀୟ ଥର ଏହି ରୋଗ ସାରା ବିଶ୍ୱରେ ବ୍ୟାପିଛି। ଆସନ୍ତୁ ଜାଣିବା Mpox […]
ନୂଆଦିଲ୍ଲୀ: ୧୪ ଅଗଷ୍ଟ ୨୦୨୪ରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) ମଙ୍କିପକ୍ସକୁ ଅନ୍ତର୍ଜାତୀୟ ଜନସ୍ୱାସ୍ଥ୍ୟ ଜରୁରୀକାଳୀନ ପରିସ୍ଥିତି (ପିଏଚ୍ଇଆଇସି) ଘୋଷଣା କରିଥିବାରୁ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଆଜି ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନଙ୍କ ସହ […]
ଭୁବନେଶ୍ୱର: ରାଷ୍ଟ୍ରଭକ୍ତିର ଅଫୁରନ୍ତ ମହକରେ ଏମ୍ସ ଭୁବନେଶ୍ୱରରେ ପାଳିତ ହୋଇଛି ୭୮ତମ ସ୍ୱାଧୀନତା ଦିବସ। ଏହି ଜାତୀୟ ପ୍ରତିଷ୍ଠାନର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ଡ. […]