ଭୁବନେଶ୍ୱର: ଗୁରୁତର ରୋଗୀମାନଙ୍କୁ ସୁରକ୍ଷିତ ଭାବେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ନେବା ସମୟରେ ଅନେକ ସମସ୍ୟା ସୃଷ୍ଟି ହେଉଥିବା ବେଳେ ଉପଲବ୍ଧ ଥିବା ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳକୁ ବ୍ୟବହାର କରିବା ସମ୍ପର୍କରେ ବିଶେଷଜ୍ଞମାନେ ଗୁରୁତ୍ୱ ଦେଇଛନ୍ତି। ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ […]
ସ୍ୱାସ୍ଥ୍ୟ ଟିପ୍ସ: ଆଜିକାଲି ପ୍ରଦୂଷଣ ବୃଦ୍ଧି ଏବଂ ଭୁଲ ଖାଇବା ଅଭ୍ୟାସ ଯୋଗୁଁ ଅଧିକାଂଶ ଲୋକଙ୍କଠାରେ ଅମ୍ଳଜାନର ଅଭାବ ଦେଖାଦେଇଥାଏ। ଏପରି ପରିସ୍ଥିତିରେ, ଆପଣ ଏପରି ଜିନିଷ ଖାଇବା ଉଚିତ୍ ଯାହା ଶରୀରରେ ଅମ୍ଳଜାନର ସ୍ତର ବଢାଇଥାଏ। ଏଠାରେ ଆମେ ଆପଣଙ୍କୁ […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୧ ହଜାର ୯୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୭୦ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୪ ଲକ୍ଷ ୬୬ […]
ଭୁବନେଶ୍ବର: ଆଜି ରାଜ୍ୟରେ ୨୨୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୯ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୩୩ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୯୬ ଜଣ ଅଛନ୍ତି। ତେବେ […]
ନୂଆଦିଲ୍ଳୀ: ଭାରତରେ ଦୁଇ ଡୋଜ କରୋନା ଟିକା ନେଇଥିବା ଲୋକଙ୍କ ସଂଖ୍ୟା ଆଂଶିକ ଟିକା ନେଇଥିବା ଲୋକଙ୍କ ସଂଖ୍ୟାକୁ ପ୍ରଥମଥର ପାଇଁ ଅତିକ୍ରମ କରିଛି। ପ୍ରଧାନମନ୍ତ୍ରୀଙ୍କ ଜନଭାଗିଦାରୀ ଲକ୍ଷ୍ୟ ଓ ସାମଗ୍ରିକ ସରକାରୀ ପ୍ରୟାସ, ସରକାରଙ୍କ ଉପରେ ଲୋକଙ୍କ ବିଶ୍ୱାସ ତଥା […]
ଭୁବନେଶ୍ୱର: ପରିବେଶ ପ୍ରଦୂଷଣ ଯୋଗୁଁ ଦିଲ୍ଲୀରେ ବର୍ତମାନ ଲକଡାଉନ୍ ଘୋଷଣା କରିବାର ପରିସ୍ଥିତି ଉପୁଜିଥିବା ବେଳେ କ୍ରନିକ୍ ଅବ୍ଷ୍ଟ୍ରକ୍ଟିଭ୍ ପଲ୍ମୁନାରୀ ଡିଜିଜ୍ (ସିଓପିଡି) ସମସ୍ୟାକୁ ନେଇ ଉଦ୍ବେଗ ପ୍ରକାଶ ପାଇଛି। ମୁଖ୍ୟତଃ ବାୟୁ ପ୍ରଦୂଷଣ ଯୋଗୁଁ ସିଓପିଡି ରୋଗୀଙ୍କ ସଂଖ୍ୟା ବୃଦ୍ଧି […]
ନୂଆଦିଲ୍ଲୀ: ପାଞ୍ଚଟି ରାଜ୍ୟରେ ଥିବା ସେବାରୁ ବଞ୍ଚିତ ଆକାଂକ୍ଷି ଜିଲ୍ଲାଗୁଡିକରେ ମୋବାଇଲ ସେବା ବ୍ୟବସ୍ଥାକୁ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି। ଏହି ପାଞ୍ଚଟି ରାଜ୍ୟ ହେଲା ଆନ୍ଧ୍ରପ୍ରଦେଶ, ଛତିଶଗଡ଼, ଝାଡ଼ଖଣ୍ଡ, ମହାରାଷ୍ଟ୍ର ଏବଂ ଓଡ଼ିଶା। ପାଞ୍ଚଟି ରାଜ୍ୟର […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୦ ହଜାର ୧୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୦୧ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୪ ଲକ୍ଷ ୬୬ […]
ଭୁବନେଶ୍ବର: ଆଜି ରାଜ୍ୟରେ ୨୨୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୩ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୨୮ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୯୮ ଜଣ ଅଛନ୍ତି। ତେବେ […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୮ ହଜାର ୮୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୯୭ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୪ ଲକ୍ଷ ୫୬ […]
ଭୁବନେଶ୍ବର: ଆଜି ରାଜ୍ୟରେ ୨୦୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୨ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୨୧ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୮୫ ଜଣ ଅଛନ୍ତି। ତେବେ […]
ସ୍ୱାସ୍ଥ୍ୟ ଟିପ୍ସ: ଶୀତଦିନେ, ରଙ୍ଗୀନ ପନିପରିବା ବଜାରକୁ ଆସେ। ମାର୍କେଟଗୁଡିକ ଲାଲ ରଙ୍ଗର ଗାଜର, ଧଳା କୋବି, ଧଳା ମୂଳା ଏବଂ ସବୁଜ ପନିପରିବାରେ ପରିପୂର୍ଣ୍ଣ। ସୁସ୍ଥ ରହିବା ପାଇଁ ଆପଣଙ୍କ ଖାଦ୍ୟରେ ସମସ୍ତ ପନିପରିବା ଅନ୍ତର୍ଭୁକ୍ତ କରିବା ଉଚିତ୍। ମୂଳା […]
ନୂଆଦିଲ୍ଲୀ: ବର୍ତ୍ତମାନ ମୃତଦେହର ପୋଷ୍ଟମର୍ଟମ ସୂର୍ଯ୍ୟାସ୍ତ ପରେ ମଧ୍ୟ ଦେଶରେ କରାଯାଇପାରିବ। ଆଜି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିଆ ଏନେଇ ସୂଚନା ଦେଇଛନ୍ତି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ନିଷ୍ପତ୍ତି ନେଇଛି ଯେ, ଯେଉଁ ଡାକ୍ତରଖାନାଗୁଡ଼ିକରେ ରାତିରେ ପୋଷ୍ଟମର୍ଟମ କରିବାର ସୁବିଧା ରହିଛି, ସେମାନେ […]
ଭୁବନେଶ୍ୱର: କୋଭିଡ୍ ମହାମାରୀ ଗତ ଦୁଇ ବର୍ଷ ଧରି ସାରା ବିଶ୍ୱକୁ ଆକ୍ରାନ୍ତ କରି ରଖିଥିବା ବେଳେ ମଧୁମେହ ରୋଗକୁ ନେଇ ବିଶେଷଜ୍ଞମାନେ ଉଦ୍ବେଗଜଜନକ ତଥ୍ୟ ପ୍ରକାଶ କରିଛନ୍ତି। ମଧୁମେହ ରୋଗ ଥିବା ବ୍ୟକ୍ତିଙ୍କୁ କୋଭିଡ୍-୧୯ ଅଧିକ ଆକ୍ରାନ୍ତ କରୁଥିବାର ଲକ୍ଷ୍ୟ […]
ସ୍ୱାସ୍ଥ୍ୟ ଟିପ୍ସ: ଅଁଳାରେ ଭିଟାମିନ୍ ସି ଭରପୂର ରହିଛି। ଯାହା ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧିରେ ସହାୟକ ହୋଇଥାଏ। ବିଶେଷଜ୍ଞଙ୍କ ଅନୁଯାୟୀ ଅଁଳା ଚର୍ମ ଏବଂ କେଶ ପାଇଁ ମଧ୍ୟ ଲାଭଦାୟକ ଅଟେ। ରକ୍ତ ଶର୍କରାକୁ ନିୟନ୍ତ୍ରଣ କରିବା, ଦୃଷ୍ଟି ଶକ୍ତିରେ ଉନ୍ନତି, […]
ନୂଆଦିଲ୍ଲୀ: ଉତ୍ତର ପୂର୍ବ ରାଜ୍ୟ ମିଜୋରାମରେ କରୋନା ମାମଲା ଥମିବାରେ ନାଁ ନେଉନାହିଁ। ଗୋଟିଏ ଦିନରେ ରାଜ୍ୟରେ ୧୭୧ ଟି ନୂଆ ମାମଲା ଚିହ୍ନଟ ହେବା ପରେ କରୋନା ଜୀବାଣୁ ସଂକ୍ରମଣ ହାର ୧୫.୯୦ ରେକର୍ଡ କରାଯାଇଛି। ସୂଚନାଯୋଗ୍ୟ ଯେ ବର୍ତ୍ତମାନ […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୦ ହଜାର ୨୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨୫ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୪ ଲକ୍ଷ ୪୭ […]
ଭୁବନେଶ୍ବର: ଆଜି ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୨୦୦ ତଳକୁ ଖସିଛି। ଆଜି ରାଜ୍ୟରେ ୧୮୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୫ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୯ […]
ସ୍ୱାସ୍ଥ୍ୟ ଟିପ୍ସ: ତୁଲସୀ ପତ୍ର ଔଷଧୀୟ ଗୁଣରେ ଭରପୂର ଅଟେ। ଥଣ୍ଡା ଏବଂ ଫ୍ଲୁରୁ ରକ୍ଷା ପାଇବା ପାଇଁ ଲୋକମାନେ ଚା’ରେ ତୁଲସୀ ପତ୍ର ବ୍ୟବହାର କରନ୍ତି। ଏଥି ସହିତ, ଆପଣ ଜାଣନ୍ତି କି କେବଳ ଥଣ୍ଡା ନୁହେଁ, ତୁଲସୀ ପତ୍ରକୁ […]
ସ୍ୱାସ୍ଥ୍ୟ ଟିପ୍ସ: ଆପଲ୍ ସାଇଡର୍ ଭିନେଗାର ଏକ ଲୋକପ୍ରିୟ ଘରୋଇ ଉପଚାର। ଏହାର ଅନେକ ଚମତ୍କାର ଗୁଣ ଅଛି, ଯାହା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ। ଏଥିରେ ଆଣ୍ଟିମାଇକ୍ରୋବାୟଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟ ଗୁଣ ମଧ୍ୟ ରହିଥାଏ। କେବଳ ଏତିକି ନୁହେଁ, ଏହାକୁ ପିଇବା […]
ନୂଆଦିଲ୍ଲୀ: ଆଜିକାଲି ମଧୁମେହ ଏକ ସାଧାରଣ ରୋଗରେ ପରିଣତ ହୋଇଛି। ପ୍ରତିବର୍ଷ ନଭେମ୍ବର ୧୪ ତାରିଖରେ ବିଶ୍ୱ ମଧୁମେହ ଦିବସ ପାଳନ କରାଯାଏ। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ତଥ୍ୟ ଅନୁଯାୟୀ ପ୍ରତିବର୍ଷ ୪ ନିୟୁତ ରୋଗୀ ମଧୁମେହରେ ମୃତ୍ୟୁ ବରଣ କରନ୍ତି। […]