Hockey Worldcup Anthem: ଓଡ଼ିଶାର ପୁଣି ଥରେ ଟେକ ରଖିଛନ୍ତି ବିଶିଷ୍ଟ ସଂଗୀତ ନିର୍ଦେଶକ ପ୍ରେମ୍ ଆନନ୍ଦ୍। ନିଜ କ୍ୟାରିୟରରେ ଟ୍ରାଇବାଲ ଆନ୍ଥେମ ପ୍ରସ୍ତୁତ ସହ ୭୦ରୁ ଅଧିକ ଓଡ଼ିଆ ସିନେମା ଏବଂ ହିନ୍ଦୀ, ମରାଠୀ, ବେଙ୍ଗଲୀର ପ୍ରାୟ ଦଶଟି ଫିଲ୍ମର […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ରାଉରକେଲା ଗସ୍ତରେ ଯାଉଛନ୍ତି। ସେ ସେଠାରେ ବହୁ ପ୍ରତୀକ୍ଷିତ ବିର୍ସା ମୁଣ୍ଡା ହକି ଷ୍ଟାଡିୟମର ଉଦଘାଟନ କରିବେ। ଏହି ହେଉଛି ଏକ ବୃହତ୍ତ ହକି ଷ୍ଟାଡିୟମ। ମୁଖ୍ୟମନ୍ତ୍ରୀ ଆଜି ଅପରାହ୍ନ ୪ଟା ୨୦ […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ର ନବୀନ ପଟ୍ଟନାୟକ ରାଉରକେଲା ଗସ୍ତରେ ଯିବେ। ସେ ଆଜି ଦିନ ୧୧ଟା ୨୦ ମିନିଟ୍ରେ ନିବାସରୁ ବିଜୁ ପଟ୍ଟନାୟକ ବିମାନ ବନ୍ଦର ଯିବେ। ସେଠାରୁ ସାଢ଼େ ୧୧ଟାରେ ସ୍ବତନ୍ତ୍ର ଏୟାରକ୍ରାଫ୍ଟରେ ରାଉରକେଲା ଅଭିମୁଖେ ବାହାରିବେ। ନବୀନ ଅପରାହ୍ନ […]
ଭୁବନେଶ୍ୱର: ଆଜି ରାଜଭବନ ଠାରେ ପ୍ରିମୀୟର ମିଡ଼ିଆ ଓ ଏଷ୍ଟେର୍ଣ ବୟ ମିଳିତ ସହଯୋଗରେ ହକି ବିଶ୍ଵ କପ ପାଇଁ ପ୍ରସ୍ତୁତ କରାଯାଇଥିବା ସଙ୍ଗୀତ “ଏକ ନୈଇ କାହାନୀ ଲିଖିହେ ଓଡ଼ିଶା” ର ପୋଷ୍ଟର ଓ ପ୍ରମୋ କୁ ଓଡ଼ିଶାର ମହାମହିମ […]
ଭୁବନେଶ୍ୱର: ଓଡ଼ିଶାରେ ଚଳିତ ମାସ ୧୩ ତାରିଖରୁ ରାଜଧାନୀ ଭୁବନେଶ୍ୱର ଏବଂ ରାଉରକେଲାଠାରେ ଆରମ୍ଭ ହେଉଥିବା ବହୁ ପ୍ରତିକ୍ଷିତ ପୁରୁଷ ହକି ବିଶ୍ୱକପ୍-୨୦୨୩ ଉପଲକ୍ଷେ ଦେଶର ସମସ୍ତ ମୁଖ୍ୟମନ୍ତ୍ରୀ ଓ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ନିମନ୍ତ୍ରଣ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ […]
ଖୋର୍ଦ୍ଧା: ଜିଲ୍ଲାପାଳଙ୍କ ସଦ୍ଭାବନା ଗୃହରେ ଆଜି ଅପରାହ୍ନ ୫ ଟାରେ ପୁରୁଷ ହକି ବିଶ୍ଵକପ-୨୦୨୩ ରେ ହେବାକୁ ଯାଉଥିବା ମିନି ମାରାଥନ ପ୍ରତିଯୋଗୀତାର ସୁପରିଚାଳନା ନିମନ୍ତେ ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ଏଫ୍ ଆଇ ଏଚ ପୁରୁଷ ବିଶ୍ଵକପ ହକି ଟ୍ରଫିକୁ କଳାହାଣ୍ଡି ଜିଲ୍ଲାରେ ସାଂସ୍କୃତିକ କାର୍ଯ୍ୟକ୍ରମ, ଶୋଭାଯାତ୍ରା ମାଧ୍ୟମରେ ଭବ୍ୟ ସ୍ବାଗତ କରାଯାଇଛି। ଦିବା ୧୨.୦୦ ଘ ସମୟରେ ଜିଲ୍ଲା ସିମା ଆମପାଣି ଠାରେ ବିଶ୍ଵକପ ଟ୍ରଫିକୁ […]
ଭୁବନେଶ୍ବର: ବର୍ତ୍ତମାନ ରାଜ୍ୟ ସରକାର ବିଶ୍ବକପ ହକି ଆୟୋଜନରେ ମନୋନିବେଶ କରିଛନ୍ତି। ଏହି ପରିପ୍ରେକ୍ଷୀରେ ନବୀନ ନିଜ ମନ୍ତ୍ରୀମାନଙ୍କୁ ସବୁ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିବା ପାଇଁ ପଠାଇଛନ୍ତି। ଫଳରେ ଏବେ ରାଜ୍ୟର ସମସ୍ତ ମନ୍ତ୍ରୀ ବିଭିନ୍ନ ରାଜ୍ୟ ଗସ୍ତ କରି […]
ଭୁବନେଶ୍ୱର : ଓଡ଼ିଶା କଳା ଓ କ୍ରୀଡ଼ା ଶିକ୍ଷକ ମହାସଂଘର ୨୩ ଦିନର ଧାରଣାରେ ରାଜ୍ୟର ସମସ୍ତ ଜିଲ୍ଲାରୁ ଆସିଥିବା ଓଡ଼ିଶା କଳା ଓ କ୍ରୀଡ଼ା ପ୍ରଶିକ୍ଷକ ପ୍ରଶିକ୍ଷିକାମାନେ ହକି ଷ୍ଟିକ୍ ତିଆରି ଓ ସଂକୀର୍ତ୍ତନ କରି ଅଭିନବ ଉପାୟରେ ରାଜ୍ୟ […]
Hockey World Cup: ଆଜି ଓଡିଶାରେ ପହଁଚିଛନ୍ତି ହକି ଇଣ୍ଡିଆ ଟିମ। ସେମାନେ ଭୁବନେଶ୍ବରରେ ପହଁଚିବା ପରେ ତାଙ୍କୁ ଓଡିଶା ହକି ତରଫରୁ ସ୍ବାଗତ କରାଯାଇଥିଲା। ଏହାପରେ ସେମାନେ ଅପରାହ୍ନ ୩ଟା ୫ରେ ଭୁବନେଶ୍ବରରୁ ବାହାରି ଅପରାହ୍ନ ୪ଟା ୧୦ରେ ଝାରସୁଗୁଡ଼ା […]
ରଣପୁର: ବନାରସ ହିନ୍ଦୁ ବିଶ୍ୱ ବିଦ୍ୟାଳୟ ପରିସରରେ ଆନ୍ତଃ ବିଶ୍ୱ ବିଦ୍ୟାଳୟ ସ୍ତରୀୟ ହକି ମ୍ୟାଚ ହେବାକୁ ଯାଉଛି। ଏହି ଟୁର୍ଣ୍ଣାମେଣ୍ଟରେ ବିଶ୍ୱ ବିଦ୍ୟାଳୟର ହକି ଟିମ ଯୋଗ ଦେବ। ଉତ୍କଳ ବିଶ୍ୱ ବିଦ୍ୟାଳୟ ମଧ୍ୟ ଏହି ହକି ଟିମରେ ସାମିଲ […]
ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲାର ବୋଲଗଡ଼ ପଞ୍ଚାୟତ ସମିତି ଠାରେ ପୁରୁଷ ହକି ବିଶ୍ୱକପ ଟ୍ରଫିକୁ ନୟାଗଡ ଜିଲ୍ଲାରୁ ସମ୍ମାନର ସହ ସ୍ୱାଗତ କରାଯାଇଛି। ପୂର୍ବ ପ୍ରସ୍ତୁତି ଅନୁସାରେ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ସହର ପରିକ୍ରମା କରାଯାଇଛି। ବୋଲଗଡ ପଂଚାୟତ ସମିତିରେ […]
ଭୁବନେଶ୍ୱର: ଆଜି ଓଡ଼ିଶାରେ ପହଂଚିଥିବା ପୁରୁଷ ହକି ବିଶ୍ୱକପ ଟ୍ରଫିକୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିସରରେ ଶହ ଶହ ଛାତ୍ରଛାତ୍ରୀ ସଂଗୀତ ଓ ନୃତ୍ୟ ମାଧ୍ୟମରେ ଭବ୍ୟ ସ୍ୱାଗତ ଜଣାଇଛନ୍ତି। ୱାର୍ଲଡ୍ କପ୍ ଟ୍ରଫି ବହନ କରିଥିବା ଗାଡିଟିକୁ ବାଦ୍ୟ […]
ଭୁବନେଶ୍ବର: ଆସନ୍ତାମାସ ଜାନୁୟାରୀ 13 ତାରିଖରେ ହେବ ପୁରୁଷ ହକି ବିଶ୍ବ କପ୍। ଏହି ବିଶ୍ବ ମହାକୁମ୍ଭ ଉଭୟ ରାଉରକେଲା ଏବଂ ଭୁବନେଶ୍ବରରେ ଆୟୋଜିତ ହେବ। ସେଥିପାଇଁ ଉଭୟ ସହରକୁ ସଜେଇ ଦିଆଯାଉଛି। କାନ୍ଥ ପାଚେରୀ ସବୁ ବିଭିନ୍ନ ଚିତ୍ରରେ ଚିତ୍ରିତ […]
ଭୁବନେଶ୍ୱର: ଓଡ଼ିଶାରେ ପୁରୁଷ ହକି ବିଶ୍ୱକପ୍ ପ୍ରତିଯୋଗିତା ଆସନ୍ତା ଜାନୁଆରୀ ୧୩ ରୁ ୨୯ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ବେଳେ ଏହାର ଟ୍ରଫି ବଡ଼ଦିନ ଦିନ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିସରକୁ ଆସିବ। ଭାରତ ସମେତ ୧୬ଟି ଦେଶ […]
ଭୁବନେଶ୍ବର: ପୁରୁଷ ବିଶ୍ବକପ୍ ହକି ୨୦୨୩ ଆୟୋଜନ ଏବଂ ସୁପରିଚାଳନା ନିମନ୍ତେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନର କନ୍ଭେନସେଣ୍ଟରଠାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ. ପାଣ୍ତିଆନ ରାଉରକେଲା ଗସ୍ତରେ ଆସି ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ରାଉରକେଲା ବିମାନ ବନ୍ଦର […]
ଭୁବନେଶ୍ବର: ‘ଏଫଆଇଏଚ ଓଡ଼ିଶା ପୁରୁଷ ହକି ବିଶ୍ୱକପ ୨୦୨୩ ଭୁବନେଶ୍ୱର-ରାଉରକେଲା’ର ଟ୍ରଫି ଆଜି ନୂଆଦିଲ୍ଲୀରେ ପହଞ୍ଚିଛି। ମେଜର ଧ୍ୟାନଚାନ୍ଦ ଜାତୀୟ ଷ୍ଟାଡିୟମରେ ହକି ପ୍ରଶଂସକଙ୍କ ସମ୍ମୁଖରେ ବିଶ୍ୱକପ୍ ଟ୍ରଫିକୁ ଅନାବରଣ କରିଥିଲେ କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରୀ ଅନୁରାଗ […]
ଭୁବନେଶ୍ୱର: ଆସନ୍ତା ବର୍ଷ ଜାନୁଆରୀ ୧୩ରୁ ୨୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ପୁରୁଷ ହକି ବିଶ୍ୱକପ୍ ଅନୁଷ୍ଠିତ ହେବାକୁ ଯାଉଛି । ଭୁବନେଶ୍ୱର ସମେତ ରାଉରକେଲା ସହରରେ ଆୟୋଜିତ ହେବାକୁ ଥିବା ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତାକୁ ଆକର୍ଷଣୀୟ କରିବା ପାଇଁ ରାଜ୍ୟ […]
ଭୁବନେଶ୍ୱର : ଚଳିତ ବର୍ଷ ଓଡ଼ିଶାରେ ପୁରୁଷ ହକି ବିଶ୍ୱକପ୍-୨୦୨୩ ଆସନ୍ତା ଜାନୁୟାରୀ ୧୩ ତାରିଖଠାରୁ ୨୯ତାରିଖ ପର୍ଯ୍ୟନ୍ତ ଉଭୟ ଭୁବନେଶ୍ୱର ଓ ରାଉରକେଲା ଠାରେ ଆୟୋଜିତ ହେଉଛି। ସେଥିପାଇଁ ବିଭିନ୍ନ ମହଲରେ ହକି ତଥା ଅନ୍ୟାନ୍ୟ ଖେଳକୁଦ ସମ୍ପର୍କରେ ସଚେତନତା […]
ସୁନ୍ଦରଗଡ଼: ହକି ବିଶ୍ୱକପ ପାଇଁ ସୁନ୍ଦରଗଡ଼ ଜିଲ୍ଲା ଉତ୍ସବମୁଖର ହୋଇଉଠିଛି। ରାଉରକେଲା ସହର ସମେତ ସମଗ୍ର ଜିଲ୍ଲାରେ ଏକ ଉତ୍ସବର ବାତାବରଣ ସୃଷ୍ଟି କରିବାକୁ ପ୍ରଶାସନ ଆଗେଇ ଆସିଛି। ଭାରତୀୟ ହକିକୁ ବିଶେଷ ଅବଦାନ ଦେଇଥିବା ବାଲିଶଙ୍କରା ବ୍ଲକର ସଉନାମରା ଗାଁରୁ […]