ନୂଆଦିଲ୍ଲୀ : ଭାରତରେ କରୋନାର ମୁକାବିଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନର ମୁଖ୍ୟ । ଗରିବ ଲୋକଙ୍କ ପାଇଁ ମୋଦି ସରକାରଙ୍କ ପକ୍ଷରୁ ନିଆଯାଇଥିବା ପଦକ୍ଷେପକୁ ହୁର ମୁଖ୍ୟ ଟେଡ୍ରୋସ୍ ଆଧାନୋମ୍ ଘେବ୍ରେସ୍ୟସ୍ ପ୍ରଶଂସା […]
ନୂଆଦିଲ୍ଲୀ : କରୋନାର ଜଟିଳ ପରିସ୍ଥିତିକୁ ନେଇ ସାରା ବିଶ୍ବ ଏବେ ଥରହର ହେଉଥିବାବେଳେ ଜଣେ ରାଷ୍ଟ୍ରପତିଙ୍କ ବିବାଦୀୟ ବୟାନ ସାମ୍ନାକୁ ଆସିଛି । ଏହି ରାଷ୍ଟ୍ରପତି ଜଣକ କହିଛନ୍ତି ଯେ, ଯିଏ କରୋନାର ମୁକାବିଲା ନିମେନ୍ତ ଲକ୍ ଡାଉନ୍ର ପାଳନ […]
ଚଣ୍ଡୀଗଡ: ପୂର୍ବତନ ଭାରତୀୟ କ୍ରିକେଟର ଯୁବରାଜ ସିଂ ଇଣ୍ଟରନେଟ୍ର ରୋଷର ଶିକାର ହୋଇଛନ୍ତି। କରୋନା ଆତଙ୍କ ସମୟରେ ସେ ପାକିସ୍ତାନୀ କ୍ରିକେଟର ଶାହିଦ୍ ଆଫ୍ରିଦିଙ୍କ ଫାଉଣ୍ଡେସନ୍ର ସହାୟତା ପାଇଁ ନିବେଦନ କରିବା କାରଣରୁ ଯୁବିଙ୍କୁ ଟ୍ରୋଲ୍ର ସମ୍ମୁଖୀନ ହେବାକୁ ପଡିଥିଲା। ଏହାପରେ […]
ଦକ୍ଷିଣ ଆଫ୍ରିକା : ଭାରତୀୟ ବଂଶୋଦ୍ଭବ ବୈଜ୍ଞାନିକ ଗୀତା ରାମଜୀଙ୍କ କରୋନା ସଂକ୍ରମଣରେ ମୃତ୍ୟୁ ହୋଇଯାଇଛି। ସେ ଏକ ସପ୍ତାହ ପୂର୍ବରୁ ଲଣ୍ଡନରୁ ଫେରିଥିଲେ। କିନ୍ତୁ ତାଙ୍କଠାରେ କୋଭିଡ-19ର କୌଣସି ଲକ୍ଷଣ ଦେଖାଯାଇନଥିଲା। ଗୀତା ହେଉଛନ୍ତି ପ୍ରଥମ ଭାରତୀୟ ବଂଶୋଦ୍ଭବ ଯିଏ […]
ନୂଆଦିଲ୍ଲୀ : କରୋନା ଭାଇରସ୍ ସାରା ଦୁନିଆରେ ମୃତ୍ୟୁର ତାଣ୍ଡବ ଜାରି ରଖିଥିବାବେଳେ ସମଗ୍ର ବିଶ୍ବରେ 42 ହଜାରରୁ ଉର୍ଦ୍ଧ୍ବ ଲୋକେ ଏଥିରେ ମୃତ୍ୟୁବରଣ କଲେଣି । ଏହି ମହାମାରୀ ସଂକ୍ରମଣରେ ବହୁ ବଡ ବଡ ହସ୍ତୀ ଆସିଥିବାବେଳେ ଜଣେ ହଲିଉଡ୍ […]
ନୂଆଦିଲ୍ଲୀ : ଚୀନର ବୁହାନରୁ ସୃଷ୍ଟି ହୋଇଥିବା ମହାମାରୀ କରୋନା ଭାଇରସ ଏବେ ସାରା ବିଶ୍ୱକୁ କବଳିତ କରିଛି। ଭାରତ ସମେତ ବିଶ୍ୱର 200ଟି ରାଷ୍ଟ୍ର କରୋନା ପଞ୍ଝାରେ ପଡ଼ିଛନ୍ତି। ଆମେରିକା ରୁଷ ଭଳି ଶକ୍ତିଶାଳୀ ରାଷ୍ଟ୍ର ସହିତ ନରୱେ ଓ […]
ଚୀନ୍ : ଯେତେ ବଡ ବିପତ୍ତି ଆସିଲେ ବି ସଚ୍ଚା ପ୍ରେମ କେବେବି ହାରିନଥାଏ । ଦେଶରେ ମୃତ୍ୟୁର ତାଣ୍ଡବ ରଚୁଥିବା କରୋନା ମଧ୍ୟ ଏହି ପ୍ରେମକୁ ହରାଇପାରିନାହିଁ । ଏପରି ଏକ କାହାଣୀ ଏବେ ସାମ୍ନାକୁ ଆସିଛି । ଏହି […]
ନୂଆଦିଲ୍ଲୀ : କରୋନା ଭାଇରସ୍ ସହ ବିଶ୍ବର 200 ଦେଶ ଲଢେଇ କରୁଥିବାବେଳେ ଏହି ମହାମାରୀରେ 7ଲକ୍ଷରୁ ଅଧିକ ଲୋକେ ସଂକ୍ରମିତ ହୋଇଛନ୍ତି। ସେହିପରି 37 ହଜାରରୁ ଅଧିକ ଲୋକେ ମୃତ୍ୟୁବରଣ କରିଥିଲେ। ଇଟାଲୀରେ 24 ଘଣ୍ଟାରେ 812 ଲୋକ ମୃତ୍ୟୁବରଣ […]
ଚୀନ୍ ସହରରୁ ଆରମ୍ଭ ହୋଇଥିବା ମହମାରୀ କରୋନା ଯୋଗୁଁ ସ୍ପେନର ସ୍ଥିତି ଏବେ ବେଶ୍ ଜଟିଳ ହୋଇପଡିଛି। ଏହାପୂର୍ବରୁ ଆମେରିକା ଓ ଇଟାଲୀ ସ୍ଥିତି ମଧ୍ୟ ଚୀନ୍ ଠାରୁ ବଳି ଯାଇଥିଲା। ଏବେ ସ୍ପେନ ମଧ୍ୟ ଚାଇନାକୁ ଅତିକ୍ରମ କରିଯାଇଛି। ବର୍ତ୍ତମାନ […]
ପାକିସ୍ତାନ : ସାରା ବିଶ୍ବରେ ବେଶ ଭୟଙ୍କର ଭାବରେ ବ୍ୟାପୁଥିବା କରୋନା ଭାଇରସ୍ ପାକିସ୍ତାନରେ ବି ବେଶ୍ ଭୟଙ୍କର ଭାବରେ ବ୍ୟାପି ଚାଲିଛି । ଏହି ଭାଇରସ୍ ଯୋଗୁଁ ପାକିସ୍ତାନରେ 21 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଗତ 12 ଘଣ୍ଟା ମଧ୍ୟରେ […]
ଜାପାନ : ଜାପାନର ଲୋକପ୍ରିୟ ହାସ୍ୟକଳାକାର କେନ ଶିମୁରାଙ୍କ କରୋନା ଯୋଗୁଁ ମୃତ୍ୟୁ ହୋଇଛି । 70 ଦଶକରୁ କ୍ୟାରିଅର୍ ଆରମ୍ଭ କରିଥିବା ଶିମୁରା 70 ବର୍ଷ ବୟସରେ କରୋନା ଯୋଗୁଁ ପ୍ରାଣ ହରାଇଛନ୍ତି । ଶିମୁରା ଦେଶର ଜଣେ ଲୋକପ୍ରିୟ […]
ୱାସିଂଟନ୍, ଏଣିକି କରୋନା ଭାଇରସକୁ ଭୟ କରିବାର କିଛି ନାହିଁ, ଖୁବ ଶିଘ୍ର ବଜାରକୁ ଆସିବ କୋଭିଡ-19 ନିରାକଣ ଔଷଧ। ଏହା କହିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପ। ରବିବାର ରାତିରେ ଟ୍ରମ୍ପ ହ୍ବାଇଟ ହାଉସରେ ସମ୍ବୋଧିତ କରି ଏହି ତଥ୍ୟ […]
ନୂଆଦିଲ୍ଲୀ : ଚୀନରୁ ବୁହାନ ସହରରୁ ବ୍ୟାପିଥିବା କରୋନା ଏବେ ଦେଶର 199ଟି ଦେଶରେ ବ୍ୟାପି ସାରିଛି। ଦେଶର ସବୁଠୁ ଶକ୍ତିଶାଳୀ ଦେଶ ଆମେରିକାରେ ଆକ୍ରାନ୍ତଙ୍କ ସଂଖ୍ୟା ଏକଲକ୍ଷ 42 ହଜାରରୁ ଅଧିକ ହୋଇଥିବାବେଳେ ଏହି ମହାମାରୀରେ ମୃତ୍ୟୁବରଣ କଲେଣି ଦୁଇ […]
ଢାକା : କରୋନା ଭାଇରସ୍ ଆତଙ୍କ କାରଣରୁ ସମସ୍ତ ଅନ୍ତର୍ଜାତୀୟ ବିମାନ ଚଳାଚଳ ବନ୍ଦ ରଖିଛି ବାଂଲାଦେଶ । ଆସନ୍ତା ଏପ୍ରିଲ୍ ୭ ତାରିଖ ପର୍ଯ୍ୟନ୍ତ ସମସ୍ତ ଘରୋଇ ଓ ଅର୍ନ୍ତଜାତୀୟ ବିମାନ ଚଳାଚଳ ବନ୍ଦ ରଖିଛି ବାଂଲାଦେଶ । ବାଂଲାଦେଶ […]
ବେଜିଂ, ସାରା ବିଶ୍ବକୁ ଏକ ସାଂଘାତିକ ସ୍ଥିତିରେ ପକାଇ ଦେଇଥିବା ଚୀନର ଉହାନ ସହର ବର୍ତ୍ତମାନ ବିପଦମୁକ୍ତ। ଦୀର୍ଘ ଦୁଇମାସ ଧରି ସେଠାରେ ଲକଡାଉନ ଜାରୀ ହେବା ଏବଂ ସ୍ବାସ୍ଥ୍ୟକର୍ମିଙ୍କ ଉଦ୍ୟମ ପରେ ଉହାନରୁ କରୋନା ଉଭେଇ ଯାଇଛି। ସ୍ଥିତିରେ ସୁଧାର […]
ସ୍ପେନ୍ : କରୋନା ଭାଇରସ୍ ଯୋଗୁଁ ସ୍ପେନ୍ର ରାଜକୁମାରୀ ମାରିଆ ଟେରେସାଙ୍କ ମୃତ୍ୟୁ ହୋଇଛି । 86 ବର୍ଷୀୟା ରାଜକୁମାରୀଙ୍କ ମୃତ୍ୟୁ ନେଇ ତାଙ୍କ ଭାଇ ରାଜକୁମାର ସିସ୍କୋଟ୍ ଏନରେିକ୍ ଡି ବରବୀନ୍ ଏକ ଫେସବୁକ୍ ପୋଷ୍ଟରେ ସୂଚନା ଦେଇଛନ୍ତି । […]
ନୂଆଦିଲ୍ଲୀ : ଭୟାନକ କରୋନା ସାରା ବିଶ୍ବରେ ତା’ର ପ୍ରକୋପ ଜାରି ରଖିଥିବାବେଳେ ଦୁନିଆର 199ଟି ଦେଶ ଏବେ ତା’ର କବଳରେ। ବିଶ୍ବରେ ସାଢେ ଛଅ ଲକ୍ଷରୁ ଅଧିକ ସଂକ୍ରମିତ ମାମଲା ସାମ୍ନାକୁ ଆସିଥିବାବେଳେ 31 ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ […]
ଅଷ୍ଟ୍ରେଲିଆ : ବିଶ୍ବର କରୋନାର ଭୟାବହତା ଯୋଗୁଁ ଅର୍ଦ୍ଧାଧିକ ଦେଶ ଏବେ ଲକ୍ ଡାଉନ୍ରେ ରହିଛନ୍ତି। ଏବେ ଅଷ୍ଟ୍ରେଲିଆରେ ଛ’ ମାସ ପାଇଁ ଲକ୍ଡାଉନ୍ କରାଯିବ ବୋଲି ସୂଚନା ମିଳିଛି। ଦେଶରେ ଲୋକଙ୍କୁ ବାହାରକୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି। […]
ମାଦ୍ରିଦ୍ : କରୋନା ଭାଇରସ୍ ପ୍ରଭାବରେ ସମଗ୍ର ବିଶ୍ବରେ ଆତଙ୍କ ଖେଳି ଯାଇଥିବା ବେଳେ ସ୍ପେନ୍ରେ ଏହି ଭାଇରସ୍ ତାଣ୍ଡବ ମଚାଇଛି । ସ୍ପେନ୍ରେ ଏହି ଭାଇରସ୍ ପ୍ରଭାବରେ ଗୋଟିଏ ଦିନରେ 769 ଜଣଙ୍କର ପ୍ରାଣହାନି ଘଟିଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା […]
ଲଣ୍ଡନ : କରୋନା ଦ୍ବାରା ଆକ୍ରାନ୍ତ ହୋଇଛନ୍ତି ବ୍ରିଟେନ୍ ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍ସନ୍ । ଶୁକ୍ରବାର ଲଣ୍ଡନ ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି । 24 ଘଣ୍ଟ ଧରି ଜନ୍ସନ୍ଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍ ନରହିବାରୁ ପରୀକ୍ଷଣରୁ କରୋନା […]
ନୂଆଦିଲ୍ଲୀ : ବିଶ୍ବରେ କରୋନାର ଆକ୍ରାନ୍ତଙ୍କ ସଂଖ୍ୟା 5ଲକ୍ଷ ଟପିଲାଣି । ଦୁନିଆରେ ମୋଟ୍ 5,36,617 ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି । ସେହିପରି କରୋନା ଯୋଗୁଁ ମୋଟ୍ 24,118 ଜଣଙ୍କର ମୃତ୍ୟୁ ଘଟିଲାଣି। ସେହିପରି ସୁସ୍ଥ ହୋଇଛନ୍ତି 1,24,408ଜଣ । […]