ନୂଆଦିଲ୍ଲୀ: ଦ୍ୱିତୀୟ ମ୍ୟାଚ୍ରେ ପରାଜୟ ପରେ ଆଜି ଟିମ୍ ଇଣ୍ଡିଆ ପାଇଁ ସିରିଜର ତୃତୀୟ ତଥା ଶେଷ ଟି-୨୦ ମ୍ୟାଚ୍ ଶ୍ରୀଲଙ୍କା ବିରୋଧରେ କର ବା ମର ପରିସ୍ଥିତି ସୃଷ୍ଟି ହୋଇଛି। ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ୍ […]
ନୂଆଦିଲ୍ଲୀ: ଆଜି ଟୋକିଓ ଅଲିମ୍ପିକ୍ସର ସପ୍ତମ ଦିନ। ଆଜି ଭାରତ ପାଇଁ ଏକ ଭଲ ଦିନ ରହିଛି। ଭାରତୀୟ ଖେଳାଳି ଆଜି ତୀରନ୍ଦାଜ, ହକି, ବ୍ୟାଡମିଣ୍ଟନ ଏବଂ ବକ୍ସିଂରେ ବିଜୟ ଲାଭ କରିଛନ୍ତି। ପୁରୁଷ ତୀରନ୍ଦାଜରେ ଅତନୁ ଦାସ ଅନ୍ତିମ ୮ […]
ନୂଆଦିଲ୍ଲୀ: ଭାରତ-ଶ୍ରୀଲଙ୍କା ମଧ୍ୟରେ ଆଜି ଖେଳାଯିବାକୁ ଥିବା ଦ୍ଵିତୀୟ ଟି-୨୦ ମ୍ୟାଚକୁ ସ୍ଥଗିତ ରଖାଯାଇଛି। ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର କୃନାଲ ପାଣ୍ଡ୍ୟା କରୋନା ପଜେଟିଭ ଚିହ୍ନଟ ହେବା ପରେ ଆଜିର ମ୍ୟାଚ୍ କୁ ସ୍ଥଗିତ ରଖାଯାଇଛି। ଏହି ମ୍ୟାଚ୍ ବୁଧବାର (ଜୁଲାଇ ୨୮) […]
ନୂଆଦିଲ୍ଲୀ: ଅଗଷ୍ଟ ୪ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ହେବାକୁ ଥିବା ଟେଷ୍ଟ ସିରିଜ ପୂର୍ବରୁ ଭାରତୀୟ ଦଳରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରାଯାଇଛି। ତିନି ଜଣ ଖେଳାଳି ଆହତ ହେବା ପରେ କିଛି ନୂତନ ଖେଳାଳିଙ୍କୁ ସାମିଲ କରାଯାଇଛି। ଶ୍ରୀଲଙ୍କାରେ […]
ନୂଆଦିଲ୍ଲୀ: ଟୋକିଓ ଅଲିମ୍ପିକ୍ସ -୨୦୨୦ ରେ ଭାରତ ଏକ ଭଲ ଆରମ୍ଭ କରିଛି। ପ୍ରଥମ ଦିନରେ ଭାରତକୁ ପ୍ରଥମ ପଦକ ହାସଲ ହୋଇଥିଲା। ଭାରୋତ୍ତୋଳନକାରୀ ମିରାବାଇ ଚାନୁ ଶନିବାର ଦିନ୪୯ କିଲୋଗ୍ରାମ ବର୍ଗରେ ରୌପ୍ୟ ପଦକ ଜିତିଥିଲେ। ତେବେ ବିଶ୍ୱ କ୍ୟାଡେଟ୍ […]
ନୂଆଦିଲ୍ଲୀ: ଭାରତୀୟ ପୁରୁଷ ହକି ଦଳ ଅଲିମ୍ପିକ୍ସରେ ଏକ ଭଲ ଆରମ୍ଭ କରିଛି। ପୁଲ ଏ ମ୍ୟାଚରେ ନ୍ୟୁଜିଲ୍ୟାଣ୍ଡକୁ ୩-୨ରେ ପରାସ୍ତ କରି ଭାରତୀୟ ଦଳ ଏହାର ପ୍ରଥମ ବିଜୟ ହାସଲ କରିଛି। ନ୍ୟୁଜିଲ୍ୟାଣ୍ଡ ଉପରେ ଭାରତକୁ ଏହି ଅଗ୍ରଣୀ ଦେବା […]
ନୂଆଦିଲ୍ଲୀ: ଆଜି ଭାରତ ପାଇଁ ଏକ ଭଲ ଦିନ। କାରଣ ଟୋକିଓ ଅଲମ୍ପିକରେ ଭାରତକୁ ପ୍ରଥମ ସଫଳତା ମିଳିଛି। ଭାରତ ଆଜି ଟୋକିଓ ଅଲମ୍ପିକରେ ପ୍ରଥମ ପଦକ ହାସଲ କରିଛି। ଭାରତୀୟ ଭାରତ୍ତୋଳନ ଖେଳାଳି ମୀରାବାଈ ଚାନୁଙ୍କୁ ରୌପ୍ୟ ପଦକ ହାସଲ […]
ନୂଆଦିଲ୍ଲୀ: ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ୍ ଦୁଇ ଦିନିଆ ଭାରତ ଗସ୍ତରେ ଆସିବେ। ସେ ୨୭ ଏବଂ ୨୮ ଜୁଲାଇରେ ଭାରତ ଗସ୍ତ କରିବେ। ବ୍ଲିଙ୍କେନ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିବେ। ଏହା ସହ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ […]
ନୂଆଦିଲ୍ଲୀ: ସିରିଜର ତୃତୀୟ ତଥା ଶେଷ ଦିନିକିଆ ମ୍ୟାଚ୍ ଆଜି କଲମ୍ବୋରେ ଟିମ୍ ଇଣ୍ଡିଆ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଛି। ଆଜି କ୍ଳିନ ସୁଇପ ଉଦ୍ଦେଶ୍ୟରେ ଟିମ୍ ଇଣ୍ଡିଆ ପଡିଆକୁ ଓହ୍ଳାଇବ। ଉଭୟ ଓପନିଂ ମ୍ୟାଚ୍ ଜିତି ସିରିଜ୍ ଜିତିଥିବା ଟିମ୍ […]
ନୂଆଦିଲ୍ଲୀ: ଭାରତ ବିପକ୍ଷ ଆଗାମୀ ଟେଷ୍ଟ ସିରିଜର ପ୍ରାରମ୍ଭିକ ଦୁଇଟି ମ୍ୟାଚ୍ ପାଇଁ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ୍ ବୋର୍ଡ (ଇସିବି) ୧୭ ଜଣିଆ ଦଳ ଘୋଷଣା କରିଛି। ଦଳର ଅଧିନାୟକ ଜୋ ରୁଟ୍ ରହିଥିବା ବେଳେ ପେସର ଓଲି ରବିନସନ […]
ନୂଆଦିଲ୍ଲୀ, ପୂର୍ବ ଆଫ୍ରିକାର ଦେଶ ତାଞ୍ଜାନିୟାର ହାଇ କମିଶନର ଭାବେ ନିଯୁକ୍ତ ପାଇଛନ୍ତି ବିନୟ ଶ୍ରୀକାନ୍ତ ପ୍ରଧାନ। ୨୦୦୨ ବ୍ୟାଚର ଆଇଏଫଏସ ଅଧିକାରୀ ହେଉଛନ୍ତି ବିନୟ ଶ୍ରୀକାନ୍ତ। ଓଡିଶାର ଦେବଗଡ ସହରରେ ଜନ୍ମଲାଭ କରିଥିବା ବିନୟ ଏପରି ଉଚ୍ଚ ପଦବୀରେ ଅଧିଷ୍ଠିତ […]
ନୂଆଦିଲ୍ଲୀ: ଆଜି ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ୍ ବେଜୋସ୍ ମହାକାଶ ଯାତ୍ରା କରି ଇତିହାସ ସୃଷ୍ଟି କରିବାକୁ ଯାଉଛନ୍ତି। ସେ ନିଜର ବ୍ୟକ୍ତିଗତ ରକେଟ୍ ସହିତ ମହାକାଶ ଯାତ୍ରା କରିବେ। ବେଜୋସ ସୋମବାର ସକାଳେ ଇନଷ୍ଟାଗ୍ରାମରେ […]
ନୂଆଦିଲ୍ଲୀ, ଆଉ ଏକ ସପ୍ତାହ ମଧ୍ୟରେ ଟୋକିଓ ଅଲିମ୍ପିକ୍ସ ଆରମ୍ଭ ହେଉଛି । ଏଥିରେ ଭାଗନେବାକୁ ଯାଉଥିବା ଭାରତୀୟ କ୍ରୀଡାବିତ୍ଙ୍କ ପ୍ରଥମ ଦଳକୁ ଆଜି ବିଳମ୍ବିତ ରାତିରେ ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତିକ ବିମାନ ବନ୍ଦରରେ ଆନୁଷ୍ଠାନିକ ଭାବେ ଗସ୍ତ କରିବେ। […]
ନୂଆଦିଲ୍ଲୀ: ଟିମ ଇଣ୍ଡିଆର ପୂର୍ବତନ ତାରକା ଖେଳାଳି ଯୁବରାଜ ସିଂହ ଗୋଟିଏ ଓଭରରେ ୬ ଟି ଛକା ମାରିଥିଲେ। ଯୁବରାଜ ସିଂହଙ୍କ ଏହି ପାଳି ଲୋକଙ୍କ ମନରୁ ଏଯାଏଁ ଲିଭିନି। ଇଂଲଣ୍ଡ ବିରୋଧରେ ୨୦୦୭ ମସିହା ଟି-୨୦ ବିଶ୍ଵକପରେ ଯୁବରାଜ ସିଂହ […]
ନୂଆଦିଲ୍ଲୀ, ବାଣିଜ୍ୟ ଏବଂ ଉଦ୍ଦ୍ୟୋଗ, ଉପଭୋକ୍ତା ବ୍ୟାପାର ତଥା ଖାଦ୍ୟ ଓ ସାଧାରଣ ବଣ୍ଟନ ଏବଂ କପଡ଼ା ମନ୍ତ୍ରୀ ଶ୍ରୀ ପୀୟୂଷ ଗୋଏଲ ଆଜି ବିଶ୍ୱ ବ୍ୟାପାର ସଂଗଠନର ମତ୍ସ୍ୟ ପାଳନ ସବସିଡ଼ି ଆଲୋଚନାର ଏକ ବିଶେଷ ମନ୍ତ୍ରିସ୍ତରୀୟ ବୈଠକରେ ବିକାଶଶୀଳ […]
ନୂଆଦିଲ୍ଲୀ: ଇଂଲଣ୍ଡ ବିରୋଧରେ ଆରମ୍ଭ ହେବାକୁ ଥିବା ଟେଷ୍ଟ ସିରିଜ ପୂର୍ବରୁ ଭାରତୀୟ ଟିମର ଚିନ୍ତା ବଢାଇଲା ଭଳି ଖବର ସାମ୍ନାକୁ ଆସିଛି। ଟିମ ଇଣ୍ଡିଆର ଦୁଇ ଜଣ ଖେଳାଳି କରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି। ହେଲେ ଯେଉଁ ଦୁଇଜଣ ଖେଳାଳି […]
ନୂଆଦିଲ୍ଲୀ, କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡ଼େକର ଆଜି ୭୪ତମ କାନସ୍ ଚଳଚ୍ଚିତ୍ର ମହୋତ୍ସବରେ “ଭାରତ ପାଭିଲିଅନ”କୁ ଭର୍ଚୁଆଲ ମୋଡ଼ରେ ଉଦଘାଟନ କରିଛନ୍ତି। ଏହି ଅବସରରେ ନିଜର ବକ୍ତବ୍ୟରେ ଜାଭଡ଼େକର ଆଶା ପୋଷଣ କରିଛନ୍ତି ଯେ ବିଶ୍ୱ ଖୁବ୍ […]
ନୂଆଦିଲ୍ଲୀ, ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକର 52 ତମ ଆନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବର ପୋଷ୍ଟର ଉନମୋଚନ କରିଛନ୍ତି। ଏହି ଅବସରରେ ଚଳଚ୍ଚିତ୍ର ମହୋତ୍ସବର ନିୟମ ଉପରେ ଏକ ବୁକଲେଟ୍ ମଧ୍ୟ ପ୍ରକାଶ ପାଇଛି। ଚଳିତ ବର୍ଷ ନଭେମ୍ବର 20 […]
ନୂଆଦିଲ୍ଲୀ, ନିକଟରେ ପଶ୍ଚିମବଂଗ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଟିଏମସି ନେତ୍ରୀ ମମତା ବାନାର୍ଜିଙ୍କ ମଧ୍ୟରେ ଚାଲିଥିଲା କଡା ଟକ୍କର। ନିର୍ବାଚନ ଶେଷ ହୋଇଥିଲେ ମଧ୍ୟ ଏବେବି କୋଲକାତା ରାଜନୀତି ଗରମ ରହିଛି। ଏପରି କ୍ଷେତ୍ରରେ ଆସିଛି ଏକ ନୂଆ […]
ନୂଆଦିଲ୍ଲୀ: ଜୁଲାଇ ୩୧ ଯାଏଁ ଅନ୍ତର୍ଜାତୀୟ ବିମାନ କଟକଣାର ଅବଧିକୁ ବୃଦ୍ଧି କରାଯାଇଛି। କୋଭିଡ ଯୋଗୁଁ ଭାରତକୁ ଆସୁଥିବା ଏବଂ ଭାରତରୁ ବିଦେଶକୁ ଯାଉଥିବା ବିମାନ ଉପରେ କଟକଣା ଜୁଲାଇ ୩୧ ଯାଏଁ ବଳବତ୍ତର ରହିବ। ପ୍ରାୟ ୧୫ ମାସ ପରେ […]
ନୂଆଦିଲ୍ଲୀ: କରୋନା ମହାମାରୀ ଯୋଗୁଁ ଭାରତରେ ହେବାକୁ ଥିବା ଚଳିତ ବର୍ଷ ଟି-୨୦ ବିଶ୍ଵକପ ୟୁଏଇକୁ ସ୍ଥାନାନ୍ତରିତ କରାଯାଇଛି। ଏହି ଟୁର୍ଣ୍ଣାମେଣ୍ଟକୁ ସ୍ଥାନାନ୍ତରଣ କରିବା ପାଇଁ ବିସିସିଆଇ ନିଷ୍ପତ୍ତି ନେବା ପରେ ଆଇସିସି ଏହାର ଖେଳ ସୂଚୀ ଜାରି କରିଛି। ଅକ୍ଟୋବର […]