ଓ୍ବାଶିଂଟନ୍ : ଚୀନ୍ ବିରୋଧରେ ଆମେରିକା ପୁଣିଥରେ କଡା ଆଭିମୁଖ୍ୟ ଗ୍ରହଣ କରିଛି । ଚୀନ୍ରୁ ଆମଦାନୀ ହେଉଥିବା 5ଟି ସାମଗ୍ରୀ ଉପରେ ବ୍ୟାନ୍ ଲଗାଇଛି ଆମେରିକା । ଚୀନ୍ର ଜିନଜାଙ୍ଗ ପ୍ରୋଭିନ୍ସରୁ ଆସୁଥିବା 5ଟି ସାମଗ୍ରୀକୁ ବ୍ୟାନ୍ କରିଛି ଆମେରିକା […]
ଟୋକିଓ : ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ ଅସୁସ୍ଥତା କାରଣରୁ ଶାସନ ଭାରରୁ ଓହରି ଯାଇଥିବା ବେଳେ ତାଙ୍କ ସ୍ଥାନରେ ଦଳର ନେତା ଭାବରେ ନିର୍ବାଚିତ ହୋଇଛନ୍ତି କ୍ୟାବିନେଟ ସଚିବ ୟୋସିହିଦେ ସୁଗା । ସୋମବାର ୟୋସିହିଦେ ଦଳର ନେତା ଭାବରେ […]
ଇସ୍ରାଏଲ୍ : ଇସ୍ରାଏଲ୍ର ପ୍ରଧାନମନ୍ତ୍ରୀ ଦ୍ବିତୀୟଥର ପାଇଁ ଦେଶରେ ଦେଶବ୍ୟାପୀ ଲକ୍ଡାଉନ୍ର ଘୋଷଣା କରିଛନ୍ତି । ଘୋଷଣା ଅନୁଯାୟୀ ଏହି ଲକ୍ଡାଉନ୍ ଏବେ ଦେଶରେ ତିନି ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ । ଅକ୍ଟୋବର 9 ପର୍ଯ୍ୟନ୍ତ ଦେଶରେ ଲକ୍ଡାଉନ୍ ଜାରି […]
ସାନ ଫ୍ରାନ୍ସିସ୍କୋ, ଗତ ମାସରେ କାଲିଫର୍ଣିଆ ଜଙ୍ଗଲରେ ନିଆଁ ଲାଗିଯାଇ ଅତି କମରେ ୧୯ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହିତ ପ୍ରାୟ ୧୨,୯୫୦ ବର୍ଗ କିଲୋମିଟର ଜଙ୍ଗଲ ପୋଡି ଯାଇଛି। ଏହି ଅଗ୍ନିକାଣ୍ଡରେ ୪,୦୦୦ ଗୃହ ନଷ୍ଟ ହୋଇଯାଇଛି। ଗତମାସରେ ଲାଗିଥିବା […]
ଉତ୍ତରକୋରିଆ: ଉତ୍ତର କୋରିଆର ଏକଛତ୍ରବାଦ ଶାସକ କିମ୍ ଜୋଙ୍ଗ୍ ଉନ୍ଙ୍କ କାର୍ଯ୍ୟକୁ ନେଇ ସର୍ବଦା ଚର୍ଚ୍ଚା ରହିଛି । ଜୋଙ୍ଗ ଉନ୍ଙ୍କ ଅମାନବୀୟ କାର୍ଯ୍ୟଧାରାକୁ ନେଇ ପୁଣି ଥରେ ଚର୍ଚ୍ଚା ଲାଗି ରହିଛି । ନିକଟରେ ତାଙ୍କ ନୀତିକୁ ସମାଲୋଚନା କରିବା […]
ନୂଆଦିଲ୍ଲୀ, ଏରୋ ଇଣ୍ଡିଆ ୨୧ର ତ୍ରୟୋଦଶ ସଂସ୍କରଣ ଆସନ୍ତା ୨୦୨୧ ଫେବୃଆରୀ ୩ରୁ ୭ ମଧ୍ୟରେ କର୍ଣ୍ଣାଟକର ବେଙ୍ଗାଲୁରୁ ନିକଟସ୍ଥ ଏଲାହାଙ୍କାଠାରେ ଅନୁଷ୍ଠିତ ହେବ। ରକ୍ଷାମନ୍ତ୍ରୀ ରାଜନାଥ ସିଂ ଆଜି ନୂଆଦିଲ୍ଲୀଠାରେ ଏରୋ ଇଣ୍ଡିଆ ୨୧ ୱେବସାଇଟ ଉନ୍ମୋଚନ କରିଛନ୍ତି, ତାହା […]
ନ୍ୟୁୟର୍କ : ସିଟିଗ୍ରୁପରେ ପ୍ରଥମ ଥର ପାଇଁ ଜଣେ ମହିଳା ସିଇଓ କାର୍ଯ୍ୟଭାର ଗ୍ରହଣ କରବେ । ଜେନ୍ ଫ୍ରେଜର ସିଟିଗ୍ରୁପର ପ୍ରଥମ ମହିଳା ସିଇଓ ଭାବରେ କାର୍ଯ୍ୟଭାର ଗ୍ରହଣ କରିବାକୁ ଯାଉଛନ୍ତି ଫ୍ରେଜର । ଆସନ୍ତା ଫେବୃୟାରୀ 2021ରେ ଫ୍ରେଜର […]
ରୁଷ୍ : ଗତ ଚାରି ମାସ ଧରି ଭାରତ ଓ ଚୀନ୍ ମଧ୍ୟରେ ବିବାଦ ବଢିବାରେ ଲାଗିଛି । ସୀମାରେ ଉତ୍ତେଜନା ବଢିବାରେ ମଧ୍ୟ ଲାଗିଛି । ତେବେ ଏହି ସମସ୍ୟାର ସମାଧାନ ପାଇଁ ବହୁବାର ବୈଠକ ହେବା ସତ୍ତ୍ବେ ଏଥିରେ […]
ୱାଶିଂଟନ୍, ଜନ୍ ହପକିନ୍ସ ବିଶ୍ୱବିଦ୍ୟାଳୟ ଅନୁଯାୟୀ ବିଶ୍ବର କରୋନାଭାଇରସ୍ ରୋଗର ଆକ୍ରାନ୍ତ ମୋଟ ସଂଖ୍ୟା ୨ କୋଟି ୮୦ ଲକ୍ଷକୁ ଟପିଥିବାବେଳେ ମୃତ୍ୟୁ ୯ ଲକ୍ଷ ରୁ ଅଧିକ ହୋଇଛି। ଶୁକ୍ରବାର ସକାଳ ସୁଦ୍ଧା ମୋଟ ମାମଲା ୨ କୋଟି ୮୦ […]
ୱାଶିଂଟନ୍, ଜନ୍ ହପକିନ୍ସ ବିଶ୍ୱବିଦ୍ୟାଳୟ ଅନୁଯାୟୀ ବିଶ୍ବରେ କରୋନାଭାଇରସ୍ ରୋଗର ମୋଟ ସଂଖ୍ୟା ୨୭.୭ ନିୟୁତରେ ପହଞ୍ଚିଥିବାବେଳେ ମୃତ୍ୟୁ ୯୦୧,୦୦୦ କୁ ବୃଦ୍ଧି ପାଇଛି। ଗୁରୁବାର ସକାଳ ସୁଦ୍ଧା ମୋଟ ମାମଲା ୨ କୋଟି ୭୭ ଲକ୍ଷ ୧୯ ହଜାର ୯୫୨ […]
ନୂଆଦିଲ୍ଲୀ, ବାସ୍ତବ ନିୟନ୍ତ୍ରଣ ରେଖା (ଏଲଏସି)ରେ ଭାରତ ଯଦ୍ୟପି ଉତ୍ତେଜନା ହ୍ରାସ କରିବା ସକାଶେ କୌଣସି ପ୍ରକାର ସଂଘର୍ଷ ସ୍ଥିତିକୁ ଏଡାଇବା ଲାଗି ତାର ପ୍ରତିବଦ୍ଧତା ପ୍ରତି ସଂପୂର୍ଣ୍ଣ ରୂପେ ବଚନବଦ୍ଧ କିନ୍ତୁ ଚୀନ ପକ୍ଷରୁ ସେଠାରେ ପରିସ୍ଥିତିକୁ ଉତ୍ତେଜନାପୂର୍ଣ୍ଣ କରିବା […]
ୱାଶିଂଟନ୍, ଜନ୍ ହପକିନ୍ସ ବିଶ୍ୱବିଦ୍ୟାଳୟ ଅନୁଯାୟୀ ବିଶ୍ବରେ କରୋନା ଭାଇରସ୍ ରୋଗର ମୋଟ ସଂଖ୍ୟା ୨୭ ନିୟୁତ ମାର୍କକୁ ଅତିକ୍ରମ କରିଥିବାବେଳେ ମୃତ୍ୟୁ ସଂଖ୍ୟା ୮୮୨,୦୦୦ ରୁ ବୃଦ୍ଧି ପାଇଛି। ସୋମବାର ସକାଳ ସୁଦ୍ଧା ମୋଟ ମାମଲା ୨୭,୦୦୨,୨୨୪ ରେ ପହଞ୍ଚିଛି […]
କ୍ରିଷ୍ଟଚର୍ଚ୍ଚ : ଚାରି ଲକ୍ଷଟଙ୍କାର ଗୋଟିଏ ଗଛ । ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଥିବ । କିନ୍ତୁ ଏହା ସମ୍ପୂର୍ଣ୍ଣ ଭାବରେ ସତ୍ୟ । ନ୍ୟୁଜିଲ୍ୟାଣ୍ଡର ଜଣେ ବ୍ୟକ୍ତି ଚାରିଲକ୍ଷଟଙ୍କା ଦେଇ ଏକ ଗଛ କିଣିଛନ୍ତି । ତେବେ ସବୁଠୁ ଆଶ୍ଚର୍ଯ୍ୟର କଥା […]
ଢାକା : ବାଂଲାଦେଶ ରାଜଧାନୀ ଢାକାର ଏକ ମସଜିଦରେ ଭୟଙ୍କର ବିସ୍ଫୋରଣ ଘଟିଛି । ଏହି ବିସ୍ଫୋରଣରେ 12 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ 25 ଜଣ ଆହତ ହୋଇଛନ୍ତି । ଢାକାର ନାରାୟଣଗଞ୍ଜରେ ରହିଥିବା ଏକ ମସଜିଦରେ ରାତି 9ଟା […]
ନ୍ୟୁୟର୍କ : ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତୀୟ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ପ୍ରୟାସରତ ଅଛନ୍ତି । ମୋଦି ତାଙ୍କର ଭଲ ବନ୍ଧୁ ଏବଂ ଆମେରିକାର ଭାରତୀୟ ମାନେ ତାଙ୍କୁ ହିଁ ଭୋଟ କରିବେ ବୋଲି ଟ୍ରମ୍ପ ଶୁକ୍ରବାର ମତ […]
ଢାକା, ବାଙ୍ଗାଲାଦେଶର ରାଜଶାହୀ ଜିଲ୍ଲାରେ ଗୋଟିଏ ଦିନରେ ପ୍ରାୟ ୬୧୭ ମେଟ୍ରିକ୍ ଟନ୍ ମାଛ ମରିଯାଇଛନ୍ତି। ଯାହାର ଆନୁମାନିକ ମୂଲ୍ୟ ୧୨୧୭ କୋଟି ଟଙ୍କା ହେବ ବୋଲି ଜିଲ୍ଲା ମତ୍ସ୍ୟ ବିଭାଗର ଅଧିକାରୀ କହିଛନ୍ତି। ରାଜଶାହୀ ଜିଲ୍ଲା ମତ୍ସ୍ୟ ବିଭାଗର ଅଧିକାରୀ […]
ୱାଶିଂଟନ୍, ଜନ୍ ହପକିନ୍ସ ବିଶ୍ୱବିଦ୍ୟାଳୟ ଅନୁଯାୟୀ ସାରା ବିଶ୍ବ କରୋନା ଭାଇରସ୍ ରୋଗର ମୋଟ ସଂଖ୍ୟା ୨୬ ନିୟୁତ ମାର୍କରେ ପହଞ୍ଚିଛି। ଗୁରୁବାର ସକାଳ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୬୧ ଲକ୍ଷ ୭୭ ହଜାର ୬୦୩ ରେ […]
ନୂଆଦିଲ୍ଲୀ, ଆଗାମୀ ୨୦୨୩-୨୪ ସୁଦ୍ଧା ଏକ ବିଲିୟନ ଟନ କୋଇଲା ଉତ୍ପାଦନ କରି ଦେଶକୁ କୋଇଲା କ୍ଷେତ୍ରରେ ଆତ୍ମନିର୍ଭରଶୀଳ କରିବାକୁ ନିଷ୍ପତ୍ତି ହୋଇଛି । କୋଲ ଇଣ୍ଡିଆ ଲିମିଟେଡ (ସିଆଇଏଲ) କୋଇଲା ଉତ୍ତୋଳନ ଭିତ୍ତିଭୂମି ଓ ପ୍ରକଳ୍ପ ବିକାଶ କ୍ଷେତ୍ରରେ ବୈଷୟିକ […]
ତାଇଓ୍ବାନ : ତାଇଓ୍ବାନ ସହରର ଏକ ଆଶ୍ଚର୍ଯ୍ୟଜନକ ଘଟଣାର ଭିଡିଓ ସାମ୍ନାକୁ ଆସିଛି । ଏଠାରେ ଏକ ଗୁଡି ଉଡା ଉତ୍ସବ ସମୟରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁଡି ଉଡା ପର୍ବ ପାଳନ ହେଉଥିବା ସମୟରେ ଏକ ଗୁଡି […]
ୱାଶିଂଟନ୍, ଜନ୍ ହପକିନ୍ସ ବିଶ୍ୱବିଦ୍ୟାଳୟ ଅନୁଯାୟୀ ବିଶ୍ବରେ କରୋନାଭାଇରସ୍ ଆକ୍ରାନ୍ତ ସଂଖ୍ୟା ୨୫.୪ ନିୟୁତରେ ପହଞ୍ଚିଥିବାବେଳେ ମୃତ୍ୟୁ ସଂଖ୍ୟ ୮ ଲକ୍ଷ ୪୯ ହଜାରରୁ ଅଧିକ ହୋଇଛି। ମଙ୍ଗଳବାର ସକାଳ ସୁଦ୍ଧା ମୋଟ ମାମଲା ୨ କୋଟି ୫୪ ଲକ୍ଷ ୫ […]
ନୂଆଦିଲ୍ଲୀ, ଭାରତ ସୀମାରେ ଚୀନର ନିୟମ ଉଲ୍ଲଘଂନ କାର୍ଯ୍ୟକଳାପ ସଂପର୍କରେ ଭାରତ ତାହାର ସ୍ପଷ୍ଟୀକରଣ ରଖିଛି। ଏଥିରେ କୁହାଯାଇଛି ଯେ, ପୂର୍ବ ଲଦାଖରେ ଜାରି ରହିଥିବା ବିବାଦକୁ ନେଇ ଭାରତ ଓ ଚୀନ ମଧ୍ୟରେ ଏକାଧିକ ସେନା ଓ କୂଟନୈତିକ ସ୍ତରରେ […]