ନୂଆଦିଲ୍ଲୀ : ବିଶ୍ବରେ କରୋନା ସ୍ଥିତି ଜଟିଳ ରହିଛି । ଚୀନରୁ ଆରମ୍ଭ ହୋଇଥିବା ଏହି ରୋଗ ଏବେ ପୃଥିବୀର 213ଟି ଦେଶରେ ବ୍ୟାପି ସାରିଛି। ସାରା ବିଶ୍ବରେ 4,801,875 ଜଣ ସଂକ୍ରମିତ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା 3 ଲକ୍ଷ ଟପି […]
ଲଣ୍ଡନ/ନୂଆଦିଲ୍ଲୀ : ଇସଲାମିକ୍ ଧର୍ମଗୁରୁ ତଥା ପ୍ରବକ୍ତା ଜାକିର ନାଏକର ଟିଭି ଚ୍ୟାନେଲ ଉପରେ 3 ଲକ୍ଷ ପାଉଣ୍ଡର ଜରିମାନା ଲଗାଯାଇଛି । ୟୁକେରେ ଜାକିର୍ ନାଏକର ଦୁଇ ଚ୍ୟାନେଲ ପିସ୍ ଟିଭି ଏବଂ ପିସ୍ ଟିଭି ଉର୍ଦ୍ଦୁ ଉପରେ ଏହି […]
ନୂଆଦିଲ୍ଲୀ : କରୋନା ରୋଗୀଙ୍କ ଚିକିତ୍ସା ପାଇଁ ଭାରତକୁ ସହଯୋଗ କରିବ ଆମେରିକା। ଭାରତକୁ ପର୍ଯ୍ୟାପ୍ତ ଭେଣ୍ଟିଲେଟର ଦେବାକୁ ଆମେରିକା ରାଷ୍ଟ୍ରପତିଙ୍କ ଘୋଷଣା କରିଛନ୍ତି। ମହାମାରୀ କରୋନା ସମୟରେ ଭାରତ ସହ ଆମେ ଅଛୁ ବୋଲି କହିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ […]
ଜାପାନ : ଜାପାନର 28 ବର୍ଷୀୟ ସୁମୋ ପହିଲମାନଙ୍କର କରୋନା ଯୋଗୁଁ ମୃତ୍ୟୁ ହୋଇଥିବାର ସୂଚନା ରହିଛି। କରୋନାରେ ସଂକ୍ରମିତ ହେବା ପରେ ସୁମୋ ଯୋଦ୍ଧାଙ୍କର ଶରୀରର କିଛି ଅଙ୍ଗ କାମ କଲା ନାହିଁ। ଏହା ଫଳରେ ତାଙ୍କର ମୃତ୍ୟୁ ହୋଇଯାଇଛି। […]
ତେହେରାନ୍ : ଇରାନ୍ ନୌସେନାର ସମରାଭ୍ୟାସ ସମୟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି । ଏହି ସମରାଭ୍ୟାସ ସମୟରେ ଏକ ମିସାଇଲ୍ ମାଡରେ ଏକ ଜାହାଜ ଧ୍ବଂସ ପାଇଯିବା ସହିତ 19 ଜଣ ନାବିକ ପ୍ରାଣ ହରାଇଛନ୍ତି । ସୋମବାର ଏହି […]
କାବୁଲ : ଆଫଗାନିସ୍ତାନର ରାଜଧାନୀ କାବୁଲ୍ରେ ଆଜି 4ଟି ଭୟାବହ ବିସ୍ଫୋରଣ ଘଟିଛି । ମାତ୍ର 90 ମିନିଟ୍ର ବ୍ୟବଧାନ ମଧ୍ୟରେ ଏହି ବିସ୍ଫୋରଣ ଘଟିଥିଲା । କାବୁଲ୍ର ଟାହିଆ ମସ୍କାନ ଅଞ୍ଚଳରେ ଏହି ବିସ୍ଫୋରଣ ଘଟିଥିଲା । ସକାଳ 7.45ରୁ […]
ଚୀନ୍ : ଚୀନ୍ର ବୁହାନ ସହରରୁ କରୋନା ସାରା ବିଶ୍ବରେ ତାଣ୍ଡବ ରଚୁଥିବାବେଳେ ପୁଣି ଥିରେ ବୁହାନରେ ଏହି ଭାଇରସର ପ୍ରଭାବ ଦେଖିବାକୁ ମିଳିଛି। ଚୀନ୍ର ଜାତୀୟ ସ୍ୱାସ୍ଥ୍ୟ ଆୟୋଗ ଠାରୁ ମିଳିଥିବା ସୂଚନା ଅନୁଯାୟୀ, ବୁହାନରେ ପୁଣି 14 ଜଣ […]
ମୁମ୍ବାଇ, ବିଦେଶରେ ଫସି ରହିଥିବା ଭାରତୀୟମାନଙ୍କୁ ଆଣିବା ପାଇଁ କେନ୍ଦ୍ର ସରକାର ଲାଗୁ କରିଛନ୍ତି ବନ୍ଦେ ଭାରତ ଏକ୍ସେପ୍ରେସ କାର୍ଯ୍ୟକ୍ରମ। ଏହି କ୍ରମରେ ଆଜି ଲଣ୍ଡନରୁ ଏକ ବିମାନ ଆସି ମୁମ୍ବାଇରେ ପହଁଞ୍ଚିଛି। ଆଜି ସକାଳେ ଲଣ୍ଡନରୁ 329 ଜଣ ଯାତ୍ରୀ […]
ନୂଆଦିଲ୍ଲୀ : ସମଗ୍ର ବିଶ୍ବ କରୋନା ଦ୍ବାରା ପ୍ରଭାବିତ ହୋଇଥିବା ବେଳେ ବିଶ୍ବବ୍ୟାପୀ କରୋନା ମୃତ୍ୟୁ ସଂଖ୍ୟା 2 ଲକ୍ଷ 60 ହଜାର ଅତିକ୍ରମ କରିଛି । ବିଗତ 24 ଘଣ୍ଟା ମଧ୍ୟରେ 87 ହଜାର ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା […]
ନ୍ୟୁୟର୍କ : ସାମ୍ବାଦିକ ମାନେ ପୁଲିତଜର ପୁରସ୍କାର ଫେରାଇବା ଉଚିତ୍ ବୋଲି ମନ୍ତବ୍ୟ ଦେଇଛନ୍ତି ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଋଷ ପକ୍ଷରୁ ପ୍ରଦାନ କରାଯାଉଥିବା ଏହି ପୁରସ୍କାର ସର୍ବଦା ମିଥ୍ୟା ଖବର ପ୍ରକାଶନ ପାଇଁ ପ୍ରଦାନ କରାଯାଇଥାଏ ତେଣୁ […]
ନୂଆଦିଲ୍ଲୀ: ଚୀନ୍ର ବୁହାନ ସହରରୁ ଆରମ୍ଭ ହୋଇଥିବା ଏହି କରୋନା ଏବେ 212ଟି ଦେଶରେ ବ୍ୟାପିସାରିଛି। ଗତ 24 ଘଣ୍ଟା ମଧ୍ୟରେ ସାରା ବିଶ୍ବରେ 94,261ଟି ନୂଆ ମାମଲା ସାମ୍ନାକୁ ଆସିଛି। ଆମେରିକା, ଫ୍ରାନ୍ସ, ସ୍ପେନ, ଜର୍ମାନୀ, ଇଟାଲୀ ଓ ବ୍ରିଟେନ […]
ଚୀନ୍ : ଚୀନ୍ର ବୁହାନ ସହରରୁ ଆରମ୍ଭ ହୋଇଥିବା ଏହି କରୋନା ଭାଇରସ୍ ସାରା ଦୁନିଆରେ ତାଣ୍ଡବ ରଚି ଚାଲିଛି । ଅଧିକାଂଶ ଦେଶ ଏହି ମହାମାରୀ କରୋନା ପାଇଁ ଚୀନ ଉପରକୁ ଆଙ୍ଗୁଳି ଉଠାଉଛନ୍ତି । କିନ୍ତୁ ଏହାକୁ ଚାଇନା […]
ମସ୍କୋ : ସମଗ୍ର ବିଶ୍ବରେ ନିଜର ଆତଙ୍କ ସୃଷ୍ଟି କରିଛି କରୋନା । କୋଭିଡ୍-19 ପ୍ରଭାବରେ ବିଗତ 24 ଘଣ୍ଟା ମଧ୍ୟରେ ଋଷରେ 10 ହଜାରରୁ ଅଧିକ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବିଗତ 24 ଘଣ୍ଟା ମଧ୍ୟରେ 10102ଟି […]
ମୁମ୍ବାଇ/ମେଲବୋର୍ଣ୍ଣ : ଭାରତୀୟ କ୍ରିକେଟର ମୁରଲୀ ବିଜୟଙ୍କ ଡିନର ପ୍ରସ୍ତାବରେ ରାଜି ହୋଇଛନ୍ତି ଅଷ୍ଟ୍ରେଲୀୟ ମହିଳା କ୍ରିକେଟର ଏଲିସ୍ ପେରୀ । କିଛି ଦିନ ପୂର୍ବରୁ ଏକ ଟ୍ବିଟ୍ଟର ପ୍ରଶ୍ନୋତର କାର୍ଯ୍ୟକ୍ରମରେ ଏଲିସ୍ ପେରୀଙ୍କ ସହିତ ରାତ୍ରଭୋଜନରେ ଯିବାର ପ୍ରସ୍ତାବ ଦେଇଥିଲେ […]
ତୁର୍କୀ: ଦୁନିଆର ସବୁଠୁ ବଡ ଯୋଦ୍ଧା ହେଉଛି ମା’। ନିଜ ସନ୍ତାନ ପାଇଁ ସବୁ ବିପଦକୁ ଆଡେଇ ଦେଇପାରେ। ସେ ମଣିଷ ହେଉ ବା ଜନ୍ତୁ। ସବୁମା’ଙ୍କ ହୃଦୟ ଏକପ୍ରକାରର। ଏମିତି ଏକ ବିଲେଇର ମାତୃତ୍ବ ଦେଖିବାକୁ ମିଳିଛି। ତୁର୍କୀର ଇସ୍ତାନବୁଲ୍ର […]
ନୂଆଦିଲ୍ଲୀ : ସାରା ଦୁନିଆରେ କରୋନା ଭାଇରସ୍ ଯୋଗୁଁ ଏପର୍ଯ୍ୟନ୍ତ 33 ଲକ୍ଷ 8 ହଜାର 233ଜଣ ସଂକ୍ରମିତ ହୋଇଛନ୍ତି । ଦୁଇ ଲକ୍ଷ 35 ହଜାର 105ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି 10 ଲକ୍ଷ 42 ହଜାର 826 […]
ନୂଆଦିଲ୍ଲୀ, ଆଜି ମହାକାଶ ଜଗତରେ ଦେଖା ଯିବ ଏକ ଭିନ୍ନ ଦୃଶ୍ୟ। ତାହା ହେଉଛି ପୃଥିବୀ ନିକଟ ଦେଇ ଆଜି ଅତିକ୍ରମ କରିବ ଏକ ବିରାଟକାୟ ଗ୍ରହାଣୁ। ଯାହାକୁ ସାଧାରଣ ଭାଷାରେ କୁହାଯିବ ‘ମହାକାଶ ପଥର’ ବା ପାହାଡ। ଏହା ଏମିତି […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଇଣ୍ଡୋନେସିଆର ରାଷ୍ଟ୍ରପତି ଜୋକୋ ୱିଡୋଡୋଙ୍କ ସହ ଟେଲିଫୋନ ଯୋଗେ ବାର୍ତ୍ତଳାପ କରିଛନ୍ତି। ଉଭୟ ନେତା କୋଭିଡ-19 ମହାମାରୀର ସଂକ୍ରମଣ ବିଷୟରେ ଆଲୋଚନା କରିଥିଲେ। ଇଣ୍ଡୋନେସିଆକୁ ମେଡିକାଲ ସାମଗ୍ରୀ ଯୋଗାଇ ଦେଇଥିବାରୁ ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀଙ୍କୁ […]
ନୂଆଦିଲ୍ଲୀ : ଦୁନିଆରେ କରୋନା ଭାଇରସ୍ ମୃତ୍ୟୁର ତାଣ୍ଡବ ରଚି ଚାଲିଛି । ସାରା ବିଶ୍ବରେ ମୃତ୍ୟୁସଂଖ୍ୟା 2 ଲକ୍ଷ 6ହଜାର ପାର୍ କରିଛି । ସେହିପରି ସଂକ୍ରମିତଙ୍କ ସଂଖ୍ୟା 29,94,731ରେ ପହଞ୍ଚିଛି । ଗତ 24 ଘଣ୍ଟା ମଧ୍ୟରେ 73,859ଟି […]
ସିଓଲୋ: ଉତ୍ତର କୋରିଆ ଶାସକ କିମ୍ ଜଙ୍ଗ୍ ଉନ୍ଙ୍କର ପରଲୋକ ନେଇ ଏ ପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ମିଲି ନାହିଁ। ହେଲେ ତାଙ୍କର ଗତକାଲି ରାତିରୁ ପରଲୋକ ହୋଇଯାଇଛି ବୋଲି କେତେକ ଗଣମାଧ୍ୟମରେ ଖବର ପ୍ରସାରିତ ହୋଇଛି। ଏହାକୁ ନେଇ […]
ଓ୍ବାସିଂଟନ୍ : ସାରା ବିଶ୍ବରେ କରୋନା ତା’ର କରାଳ ପ୍ରଭାବ ଜାରି ରଖିଥିବାବେଳେ ଆମେରିକାକୁ ସାମାନ୍ୟ ଆଶ୍ବସ୍ତି ମିଳିଛି। ଗତ 24 ଘଣ୍ଟାରେ ବିଗତ ତିନି ସପ୍ତାହର କରୋନା ଜନିତ ମୃତ୍ୟୁ ରେକର୍ଡର ଦୈନିକ ହାର ତୁଳନାରେ ସବୁଠାରୁ କମ ଲୋକ […]