ନୂଆଦିଲ୍ଲୀ: ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନସିପରେ ଭାରତ ପାଇଁ ପ୍ରଥମ ସ୍ୱର୍ଣ୍ଣ ପଦକ ଜିତି ନୀରଜ ଚୋପ୍ରା ଇତିହାସ ସୃଷ୍ଟି କରିଛନ୍ତି। ହଙ୍ଗେରୀର ବୁଡାପେଷ୍ଟରେ ଚାଲିଥିବା ପୁରୁଷ ଜାଭେଲିନ୍ ଥ୍ରୋ ଫାଇନାଲରେ ବିଶ୍ଵର ଆଥଲେଟ୍ସଙ୍କ ସହ ପ୍ରତିଦ୍ୱନ୍ଦ୍ୱିତା କରି ସେ ଦ୍ୱିତୀୟ ପ୍ରୟାସରେ […]
ନୂଆଦିଲ୍ଲୀ: ଭାରତରୁ ପାକିସ୍ତାନ ଯାଇଥିବା ଅଞ୍ଜୁ ଥୋମାସ ଏକ ଭାରତୀୟ ନ୍ୟୁଜ୍ ଚ୍ୟାନେଲକୁ ସାକ୍ଷାତକାର ଦେଇଛନ୍ତି। ଏହି ସାକ୍ଷାତକାରରେ ଅଞ୍ଜୁ ଅନେକ କଥା ପ୍ରକାଶ କରିଛନ୍ତି। ଅଗଷ୍ଟ ୨୦ତାରିଖରେ ଭିସା ଅବଧି ଶେଷ ହେଉଥିବା ଅଞ୍ଜୁ ଏବେ ବର୍ଷେ ପାକିସ୍ତାନରେ ରହିବେ। […]
ନୂଆଦିଲ୍ଲୀ: ବୁଡାପେଷ୍ଟରେ ଚାଲିଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନସିପ୍ରେ ଭାରତୀୟ ପୁରୁଷ 4×400 ମିଟର ରିଲେ ଦଳ ଇଭେଣ୍ଟର ହିଟ୍ରେ 2 ମିନିଟ 59.05 ଘଣ୍ଟା କରି ଏସୀୟ ରେକର୍ଡ ଭାଙ୍ଗିଛି। ଭାରତୀୟ ଦଳ ମଧ୍ୟ 9 ଟି ଦଳ ମଧ୍ୟରେ ଚାଲିଥିବା […]
ନୂଆଦିଲ୍ଲୀ: ଆମେରିକାର ନୌସେନା ସିଲ୍ କମାଣ୍ଡର ରବର୍ଟ ଜେ ଓ’ନିଲ, ଯିଏକି ପାକିସ୍ତାନର ଏବଟାବାଦ ସହରରେ ପ୍ରବେଶ କରି ଆତଙ୍କବାଦୀ ଓସାମା ବିନ୍ ଲାଡେନ୍ ଙ୍କୁ ମାରିଥିଲେ, ତାଙ୍କୁ ଆମେରିକୀୟ ପୋଲିସ ଗିରଫ କରିଛି। ଯାହା ପରେ ଉତ୍ତେଜନା ଦେଖାଦେଇଛି। ମଦ୍ୟପାନ […]
ନୂଆଦିଲ୍ଲୀ: ଭାରତୀୟ ମହିଳା ଦୃଷ୍ଟିହୀନ କ୍ରିକେଟ୍ ଦଳ ଇତିହାସ ସୃଷ୍ଟି କରିଛି। ବାସ୍ତବରେ ଭାରତୀୟ ମହିଳା ଦୃଷ୍ଟିହୀନ କ୍ରିକେଟ୍ ଦଳ ଆଇବିଏସ ବିଶ୍ୱ ଗେମ୍ସରେ ଅଷ୍ଟ୍ରେଲିଆକୁ ପରାସ୍ତ କରି ସ୍ୱର୍ଣ୍ଣ ପଦକ ଜିତିଛି। ଭାରତୀୟ ମହିଳା ଦୃଷ୍ଟିହୀନ କ୍ରିକେଟ୍ ଦଳ ଫାଇନାଲ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୫ ଅଗଷ୍ଟ ୨୦୨୩ ରେ ଏଥେନ୍ସ ଠାରେ ଗ୍ରୀସର ପ୍ରଧାନମନ୍ତ୍ରୀ କିରିଆକୋସ୍ ମିତ୍ସୋତାକିସଙ୍କୁ ଭେଟିଥିଲେ। ଦୁଇ ନେତା ବ୍ୟକ୍ତିଗତ ଓ ପ୍ରତିନିଧି ସ୍ତରୀୟ ଆଲୋଚନା କରିଥିଲେ। ପ୍ରଧାନମନ୍ତ୍ରୀ ଗ୍ରୀସର ଜଙ୍ଗଲରେ ନିଆଁ ଲାଗିବା ଘଟଣାରେ ଜୀବନ […]
ନୂଆଦିଲ୍ଲୀ: ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନସିପ୍-୨୦୨୩ ରେ ଭାରତୀୟ ଆଥଲେଟ୍ ନୀରଜ ଚୋପ୍ରା ଚମତ୍କାର ପ୍ରଦର୍ଶନ କରିଛନ୍ତି। ସେ ପୁରୁଷ ଜାଭେଲିନ୍ ଥ୍ରୋ ଇଭେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ନୀରଜ ତାଙ୍କର ପ୍ରଥମ ପ୍ରୟାସରେ ୮୮.୭୭ ମିଟର ଦୂରତାକୁ ଜାଭେଲିନ୍ ଫିଙ୍ଗିଥିଲେ। ସ୍ୱିଡେନର […]
ନୂଆଦିଲ୍ଲୀ: ଗ୍ରୀସ୍ ରାଷ୍ଟ୍ରପତି କାଟେରିନା ସାକେଲାରୋପୋଉଲୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଅର୍ଡର ଅଫ୍ ଅନରରେ ସମ୍ମାନିତ କରିଛନ୍ତି। ଅର୍ଡର ଅଫ୍ ଅନର ୧୯୭୫ ମସିହାରେ ସ୍ଥାପିତ ହୋଇଥିଲା। ତାରାର ସମ୍ମୁଖ ପାର୍ଶ୍ୱରେ ଦେବୀ ଏଥେନାଙ୍କ ମୁଣ୍ଡକୁ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୋହାନ୍ସବର୍ଗରେ 15 ତମ ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ଗତକାଲି ଇଥିଓପିଆ ଗଣରାଜ୍ୟର ପ୍ରଧାନମନ୍ତ୍ରୀ ମହାମହିମ ଡକ୍ଟର ଆବି ଅହମ୍ମଦ ଅଲିଙ୍କୁ ସାକ୍ଷାତ କରିଛନ୍ତି। ଉଭୟ ନେତା ବିକାଶରେ ସହଭାଗୀତା ଏବଂ ଦକ୍ଷତା ବିକାଶ, […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରନେ୍ଦ୍ର ମୋଦୀ ଗତକାଲି ଜୋହାନ୍ସର୍ବଗରେ ଦକ୍ଷିଣ ଆଫ୍ରିକାର ଏକାଡମେୀ ଅଫ୍ ସାଇନ୍ସର ସିଇଓ ତଥା ପ୍ରସିଦ୍ଧ ଜନେଟେିକ୍ଟ ଡକ୍ଟର ହିମଲା ସୋଡିୟାଲଙ୍କୁ ସାକ୍ଷାତ କରିଛନ୍ତି। ସମୋନେ ମାନବ ଜନେଟେିକ୍ ଲାଇନର ଡୋମନେ୍ ଏବଂ ରୋଗ ସ୍କ୍ରିନିଂରେ ଏହାର […]
ନୂଆଦିଲ୍ଲୀ: ୧୫ ତମ ବ୍ରିକ୍ସ ସମ୍ମିଳନୀ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦକ୍ଷିଣ ଆଫ୍ରିକା ଗସ୍ତରେ ଅଛନ୍ତି। ଗୁରୁବାର ଦିନ ଜୋହାନ୍ସବର୍ଗରେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗ ପରସ୍ପର ସହ କଥାବାର୍ତ୍ତା ହୋଇଥିବା ଦେଖିବାକୁ ମିଳିଥିଲା। ଦୁଇ […]
ଭୁବନେଶ୍ବର: ଆନ୍ତର୍ଜାତିକ ଖ୍ୟାତିସଂପନ୍ନ ସେଫ୍, ଉଦ୍ୟୋଗୀ ତଥା ଲେଖକ ଶ୍ରୀ ବିକାଶ ଖାନ୍ନା ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଭିଡିଓ କନ୍ଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି। ନିକଟରେ ଶ୍ରୀ ଖାନ୍ନା ସ୍ବାଧୀନତା ଦିବସ ପାଳନ ଅବସରରେ ନିୟୁୟର୍କ ସହରର […]
ନୂଆଦିଲ୍ଲୀ: ୬ ଟି ଦେଶ – ଆର୍ଜେଣ୍ଟିନା, ଇଜିପ୍ଟ,, ଇଥିଓପିଆ, ଇରାନ, ସାଉଦି ଆରବ ଏବଂ ସଂଯୁକ୍ତ ଆରବ ଏମିରେଟ୍ସ ବ୍ରିକ୍ସ ଦେଶ ଗୋଷ୍ଠୀରେ ଯୋଗ ଦେଇଛନ୍ତି, ଯେଉଁ କାରଣରୁ ଏହାର ପରିବାର ବୃଦ୍ଧି ପାଇଛି। ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ସିରିଲ […]
ନୂଆଦିଲ୍ଲୀ: ଆଜି ନେପାଳର ବାରା ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ୬ ଜଣ ଭାରତୀୟ ତୀର୍ଥଯାତ୍ରୀଙ୍କ ସମେତ ୭ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୧୯ ଜଣ ଆହତ ହୋଇଛନ୍ତି। ନେପାଳ ପୋଲିସ ଏହି ସୂଚନା ଦେଇଛି। […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଞ୍ଚଦଶ ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ୨୩ ଅଗଷ୍ଟ ୨୦୨୩ ରେ ଜୋହାନ୍ସବର୍ଗ ଠାରେ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ମହାମହିମ ସିରିଲ୍ ରାମାଫୋସାଙ୍କୁ ସାକ୍ଷାତ କରିଛନ୍ତି। ଉଭୟ ନେତା ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ […]
ଥାଇଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବାରୁ ଶ୍ରେଥା ଥାଭିସିନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି। ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ‘ଥାଇଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବାରୁ ଥାଭିସିନଙ୍କୁ ହାର୍ଦ୍ଦିକ ଅଭିନନ୍ଦନ। ଭାରତ-ଥାଇଲ୍ୟାଣ୍ଡ ଦ୍ୱିପାକ୍ଷିକ ସମ୍ପର୍କକୁ ଉଚ୍ଚସ୍ତରକୁ ନେବା […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୨ ଅଗଷ୍ଟ ୨୦୨୩ ରେ ଜୋହାନ୍ସବର୍ଗ ଠାରେ ବ୍ରିକ୍ସ ବିଜନେସ ଫୋରମ ଲିଡର୍ସ ଡାଇଲଗ (ବ୍ରିକ୍ସ ବ୍ୟବସାୟ ମଂଚ ନେତୃ ମଣ୍ଡଳୀଙ୍କ ଆଲୋଚନା) ରେ ଅଂଶଗ୍ରହଣ କରିଛନ୍ତି। ବ୍ରିକ୍ସ ବିଜନେସ ଫୋରମର ଆଲୋଚନା ସମ୍ପର୍କରେ ନେତା […]
ନୂଆଦିଲ୍ଲୀ: ୪୯ ବର୍ଷ ବୟସରେ କର୍କଟ ରୋଗ ହେତୁ ଜିମ୍ବାୱେ ଦଳର ପୂର୍ବତନ ଅଧିନାୟକ ତଥା ଭେଟେରାନ ଅଲରାଉଣ୍ଡର ହିଥ ଷ୍ଟ୍ରିକ୍ ଙ୍କ ମୃତ୍ୟୁ ଖବର ପାଇବା ପରେ ସମଗ୍ର କ୍ରିକେଟ୍ ଜଗତରେ ଶୋକର ଲହରୀ ଖେଳିଯାଇଛି। ଏହି ସମୟରେ, ତାଙ୍କ […]
ନୂଆଦିଲ୍ଲୀ: ପାକିସ୍ତାନର ପୂର୍ବତନ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଫୱାଦ ଚୌଧୁରୀ ଆଜି ଦେଶର ଗଣମାଧ୍ୟମକୁ ଭାରତର ଚନ୍ଦ୍ରୟାନ- ୩ ଲ୍ୟାଣ୍ଡିଂ କାର୍ଯ୍ୟକ୍ରମକୁ ପ୍ରସାରଣ କରିବାକୁ ପ୍ରସ୍ତାବ ଦେଇଛନ୍ତି। ସେ ଏହି ମିଶନକୁ ମାନବଜାତି ପାଇଁ ଏକ ଐତିହାସିକ ମୁହୂର୍ତ୍ତ ବୋଲି […]
ନୂଆଦିଲ୍ଲୀ: ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ଟି -୨୦ ସିରିଜର ତୃତୀୟ ତଥା ଶେଷ ମ୍ୟାଚ୍ ଆଜି ଖେଳାଯିବ। ଭାରତ ୨-୦ରେ ଆଗୁଆ ରହିଛି। ବର୍ତ୍ତମାନ ସେମାନେ ଏକ କ୍ଳିନ ସ୍ୱିପ୍ ଉଦ୍ଦେଶ୍ୟରେ ପଡିଆକୁ ଓହ୍ଲାଇବେ। ସିରିଜର ପ୍ରଥମ ମ୍ୟାଚ୍ ସମୟରେ […]
ନୂଆଦିଲ୍ଲୀ: ଜିମ୍ବାୱେ ଦଳର ପୂର୍ବତନ ଅଧିନାୟକ ତଥା ଭେଟେରାନ ଅଲରାଉଣ୍ଡର ହିଥ ଷ୍ଟ୍ରିକ୍ ଙ୍କ ଗତକାଲି ୪୯ ବର୍ଷ ବୟସରେ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି କର୍କଟ ରୋଗରେ ପୀଡିତ ଥିଲେ। ଜିମ୍ବାୱେ ପାଇଁ ହିଥ ଷ୍ଟ୍ରିକ୍ ଅନ୍ତର୍ଜାତୀୟ […]