ନୂଆଦିଲ୍ଲୀ: ଚନ୍ଦ୍ରଯାନ ୩ର ସଫଳ ଉତକ୍ଷେପଣ ପାଇଁ ଶୁଭକାମନା ଜଣାଇଥିବାରୁ ଭୁଟାନ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଭୁଟାନ ପ୍ରଧାନମନ୍ତ୍ରୀଙ୍କ ଏକ ଟୁଇଟ୍ର ଉତ୍ତର ଦେଇ ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି ଯେ, ‘ଆପଣଙ୍କ ଶୁଭକାମନା ପାଇଁ ଧନ୍ୟବାଦ। ବାସ୍ତବରେ ଚନ୍ଦ୍ରଯାନର […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ୧୫ ଜୁଲାଇ, ୨୦୨୩ ରେ ଆବୁଧାବି ଠାରେ ୟୁଏଇର ରାଷ୍ଟ୍ରପତି ତଥା ଆବୁଧାବିର ଶାସକ ଶେଖ ମହମ୍ମଦ ବିନ୍ ଜାଏଦ ଅଲ ନାହ୍ୟାନଙ୍କ ସହିତ ପ୍ରତିନିଧିସ୍ତରୀୟ ଏବଂ ବ୍ୟକ୍ତିଗତ ଭାବେ ବୈଠକ କରିଥିଲେ। ଉଭୟ ନେତା ବାଣିଜ୍ୟ ଏବଂ […]
ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଆବୁଧାବୀରେ ଆଇଆଇଟି ଦିଲ୍ଲୀ କ୍ୟାମ୍ପସ ପ୍ରତିଷ୍ଠା ପାଇଁ ବୁଝାମଣା ପତ୍ର ସ୍ୱାକ୍ଷରିତ(ଏମଓୟୁ) ହୋଇଛି। ଏହା ଦ୍ୱାରା ଭାରତର ଶିକ୍ଷାର ଅନ୍ତର୍ଜାତୀୟକରଣ ଦିଗରେ ଏକ ନୂତନ ଅଧ୍ୟାୟ ଆରମ୍ଭ ହୋଇଛି ବୋଲି ଟ୍ୱିଟ୍ କରି କହିଛନ୍ତି […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୫ ଜୁଲାଇ ୨୦୨୩ ରେ ଆବୁଧାବି ଠାରେ ସିଓପି୨୮ ର ମନୋନୀତ ଅଧ୍ୟକ୍ଷ ତଥା ଆବୁଧାବି ଜାତୀୟ ତୈଳ କମ୍ପାନୀର ଗ୍ରୁପ୍ ସିଇଓ ଡକ୍ଟର ସୁଲତାନ୍ ଅଲ ଜାବେରଙ୍କୁ ଭେଟିଥିଲେ। ୟୁଏଇର ଅଧ୍ୟକ୍ଷତାରେ ୟୁଏନ୍ଏଫ୍ସିସିସି ର […]
ନୂଆଦିଲ୍ଲୀ: ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତ ୱେଷ୍ଟଇଣ୍ଡିଜକୁ ଗୋଟିଏ ଇନିଂସ ଏବଂ ୧୪୧ ରନରେ ପରାସ୍ତ କରିଛି। ଟିମ୍ ଇଣ୍ଡିଆର ଏହି ବିଜୟରେ ଯଶସ୍ୱୀ ଜୟସ୍ଵାଲ ଏବଂ ରବିଚନ୍ଦ୍ରନ ଅଶ୍ୱିନ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଏହି ବିଜୟ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ଦୁଇ ଦିନିଆ ଫ୍ରାନ୍ସ ଗସ୍ତ ଶେଷ କରିବା ପରେ ଆଜି ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ପହଞ୍ଚିଛନ୍ତି। ଯେଉଁଠାରେ ତାଙ୍କୁ ବିମାନବନ୍ଦରରେ ଏକ ଭବ୍ୟ ସ୍ୱାଗତ କରାଯାଇଛି। ୟୁଏଇରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସରକାରୀ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ ୧୪ରେ ଫ୍ରାନ୍ସର ଏକ ବିଳାସପୂର୍ଣ୍ଣ ଫ୍ୟାଶନ ହାଉସ ଚ୍ୟାନେଲର ଗ୍ଲୋବାଲ ସିଇଓ ଲୀନା ନାୟାରଙ୍କୁ ପ୍ୟାରିସରେ ଭେଟିଛନ୍ତି। ପ୍ରଧାନମନ୍ତ୍ରୀ ନାୟାରଙ୍କୁ ତାଙ୍କ ସଫଳତା ପାଇଁ ଅଭିନନ୍ଦନ ଜଣାଇଛନ୍ତି ଏବଂ ତାଙ୍କ କମ୍ପାନୀକୁ ଭାରତରେ ପୁଞ୍ଜି […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୨୩ ଜୁଲାଇ ୧୪ରେ ଫ୍ରାନ୍ସ ଏରୋସ୍ପେସ୍ ଇଞ୍ଜିନିୟର, ପାଇଲଟ୍, ୟୁରୋପୀୟ ସ୍ପେସ୍ ଏଜେନ୍ସି ମହାକାଶଚାରୀ ତଥା ଅଭିନେତା ଥୋମାସ ପେସ୍କେଟଙ୍କୁ ଭେଟିଛନ୍ତି। ମହାକାଶ କ୍ଷେତ୍ରରେ ଭାରତର ଅଗ୍ରଗତି ବିଶେଷକରି ଷ୍ଟାର୍ଟଅପ୍ ଏବଂ ଘରୋଇ ସେକ୍ଟରର ଭାଗିଦାରୀକୁ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୨୩ ଜୁଲାଇ ୧୪ରେ ଫ୍ରାନ୍ସର ବିଶିଷ୍ଟ ଶିକ୍ଷୟିତ୍ରୀ ଶାର୍ଲୋଟ ଶପିନଙ୍କୁ୍ ପ୍ୟାରିସରେ ଭେଟଛନ୍ତି। ଯୋଗ ଉପରେ ଶପିନଙ୍କ ଗଭୀର ବିଶ୍ୱାସ ଏବଂ ଫ୍ରାନ୍ସରେ ଯୋଗର ପ୍ରସାର ପାଇଁ ତାଙ୍କ କାର୍ଯ୍ୟକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିଲେ। ଯୋଗ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୪ ଜୁଲାଇ ୨୦୨୩ ରେ ପ୍ୟାରିସର ଏଲିସି ପ୍ୟାଲେସରେ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନ୍ଙ୍କ ସହିତ ଏକ ବୈଠକରେ ବ୍ୟକ୍ତିଗତ ଏବଂ ପ୍ରତିନିଧି ସ୍ତରୀୟ ଆଲୋଚନା କରିଛନ୍ତି। ଉଭୟ ନେତା ପ୍ରତିରକ୍ଷା ଏବଂ ନିରାପତ୍ତା, ବେସାମରିକ […]
ପ୍ୟାରିସ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନ୍ ମିଳିତ ଭାବରେ ୧୪ ଜୁଲାଇ ୨୦୨୩ ରେ ପ୍ୟାରିସର କ୍ୱାଇ ଦେ ଅର୍ସେ ଠାରେ ଭାରତୀୟ ଏବଂ ଫ୍ରାନ୍ସର ସିଇଓ ମାନଙ୍କୁ ସମ୍ବୋଧିତ କରିଛନ୍ତି। ଏହି ଫୋରମରେ ବିମାନ […]
ନୂଆଦିଲ୍ଲୀ: ସେପ୍ଟେମ୍ବରରେ ଅନୁଷ୍ଠିତ ହେବାକୁ ଥିବା ଊନବିଂଶ ଏସୀୟ ଖେଳ ପାଇଁ ଭାରତର ୧୫ ସଦସ୍ୟ ବିଶିଷ୍ଟ ପୁରୁଷ କ୍ରିକେଟ୍ ଦଳର ନାମ ବିସିସିଆଇ ଘୋଷଣା କରିଛି। ଯୁବ ଖେଳାଳି ରିତୁରାଜ ଗାଇକ୍ଵାଡଙ୍କୁ ଏହି ଦଳର ଅଧିନାୟକ କରାଯାଇଛି। ଏଥି ସହିତ, […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୪ ଜୁଲାଇ ୨୦୨୩ ରେ ଚାମ୍ପସ୍-ଏଲିସିସ୍ରେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରନଙ୍କ ନିମନ୍ତ୍ରଣକ୍ରମେ ସମ୍ମାନିତ ଅତିଥି ଭାବେ ବାଷ୍ଟିଲ୍ ଡେ ପରେଡ୍ରେ ସାମିଲ ହୋଇଛନ୍ତି। ଭାରତ-ଫ୍ରାନ୍ସ ରଣନୀତିକ ଭାଗିଦାରୀର ୨୫ ବର୍ଷ ପୂର୍ତ୍ତି ଅବସରରେ ଏକ […]
ନୂଆଦିଲ୍ଲୀ: ଭାରତୀୟ ଦଳ ଚଳିତ ବର୍ଷ ଶେଷରେ ଦକ୍ଷିଣ ଆଫ୍ରିକା ଗସ୍ତ କରିବ, ଯେଉଁଠାରେ ଦଳକୁ ତିନୋଟି ଫର୍ମାଟରେ ସିରିଜ୍ ଖେଳିବାକୁ ପଡିବ। ଏହି ଯାତ୍ରା ସମ୍ପର୍କରେ ବିସିସିଆଇ ଦ୍ୱାରା ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଟିମ୍ ଇଣ୍ଡିଆର ଏହି ଯାତ୍ରା […]
ନୂଆଦିଲ୍ଲୀ: ଆଜି ଭାରତ ମହାକାଶ କ୍ଷେତ୍ରରେ ରଚିଛି ଏକ ଇତିହାସ। ସମଗ୍ର ଦେଶର ଆଶା ଏବଂ ସ୍ୱପ୍ନକୁ ବହନ କରି ଭାରତୀୟ ଇସ୍ରୋ ଏହାର ତୃତୀୟ ଚନ୍ଦ୍ର ମିଶନ – ଚନ୍ଦ୍ରୟାନ 3 ସଫଳତା ସହ ଉତକ୍ଷେପଣ କରିଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ୟାରିସର ଲା ସେନ୍ ମ୍ୟୁଜିକାଲରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ ଅଭିଭାଷଣରେ ବହୁମୁଖୀ ଭାରତ-ଫ୍ରାନ୍ସ ରଣନୀତିକ ଭାଗିଦାରୀ ଉପରେ ଆଲୋକପାତ କରିଥିଲେ ଯାହା ୨୫ତମ ବାର୍ଷିକୀ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମଧ୍ୟ ଫ୍ରାନ୍ସର […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନ୍ ଫ୍ରାନ୍ସର ସର୍ବୋଚ୍ଚ ପୁରସ୍କାର ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଲେଜିଅନ୍ ଅଫ୍ ଅନର ରେ ସମ୍ମାନିତ କରିଛନ୍ତି। ପ୍ରଧାନମନ୍ତ୍ରୀ ଏହି ସମ୍ମାନ ପାଇଁ ଭାରତବାସୀଙ୍କ ତରଫରୁ ରାଷ୍ଟ୍ରପତି ମାକ୍ରୋନଙ୍କୁ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୩ ଜୁଲାଇ ୨୦୨୩ ରେ ଫ୍ରାନ୍ସର ପ୍ରଧାନମନ୍ତ୍ରୀ ମାନ୍ୟବର ଏଲିଜାବେଥ ବୋର୍ନଙ୍କୁ ସାକ୍ଷାତ କରିଛନ୍ତି। ଦୁଇ ନେତା ଅର୍ଥନୈତିକ ଏବଂ ବାଣିଜ୍ୟ, ଶକ୍ତି, ପରିବେଶ, ଶିକ୍ଷା, ପରିବହନ, ରେଳବାଇ, ଡିଜିଟାଲ ଭିତ୍ତିଭୂମି, ମ୍ୟୁଜିଓଲୋଜି ଏବଂ ଜନସମ୍ପର୍କ ଭଳି […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜିଠାରୁ ଫ୍ରାନ୍ସ ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) କୁ ସରକାରୀ ଗସ୍ତରେ ଯାଉଛନ୍ତି। ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନ୍ଙ୍କ ଆମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ଆଜିଠୁ ପ୍ୟାରିସ ଗସ୍ତ କରୁଛନ୍ତି। ଆସନ୍ତାକାଲି ବଷ୍ଟିଲ୍ ଡେ ପ୍ୟାରେଡରେ ପ୍ରଧାନମନ୍ତ୍ରୀ […]
ନୂଆଦିଲ୍ଲୀ: ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ବୁଧବାର ଠାରୁ ଡୋମିନିକାରେ ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଛି। ମ୍ୟାଚର ପ୍ରଥମ ଦିନ ଭାରତ ନାମରେ ନାମିତ ହୋଇଛି। ୱେଷ୍ଟଇଣ୍ଡିଜ୍ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଏହି ସମୟ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୩ ରୁ ୧୫ ଜୁଲାଇ ୨୦୨୩ ପର୍ଯ୍ୟନ୍ତ ଫ୍ରାନ୍ସ ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) କୁ ସରକାରୀ ଗସ୍ତରେ ଯିବେ। ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନ୍ଙ୍କ ଆମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ୧୩ ରୁ ୧୪ […]