ନୂଆଦିଲ୍ଲୀ: ଆଇପିଏଲ୍ ଜ୍ୱର ଶେଷ ହୋଇଛି। ଏବେ ଭାରତୀୟ ଦଳ ଇଂଲଣ୍ଡରେ ହେବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ଫାଇନାଲ ଖେଳିବାକୁ ଯାଉଛି। ଅଷ୍ଟ୍ରେଲିଆ ଦଳ ସହ ଭାରତ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛି। ଭାରତ ଏବଂ ଅଷ୍ଟ୍ରେଲିଆର ଦଳ WTC ଫାଇନାଲ […]
ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସିଙ୍ଗାପୁର ଗସ୍ତର ତୃତୀୟ ତଥା ଶେଷ ଦିନରେ ସିଙ୍ଗାପୁରର ଶିକ୍ଷାମନ୍ତ୍ରୀ ଚାନ ଚୁନ୍ ସିଙ୍ଗଙ୍କ ସହ ଫଳପ୍ରଦ ସାକ୍ଷାତ ଆଲୋଚନା ହୋଇଛି। ଶିକ୍ଷା ଓ ଦକ୍ଷତା ବିକାଶ […]
ନୂଆଦିଲ୍ଲୀ: ବିସିସିଆଇ ଏବଂ ପିସିବି ମଧ୍ୟରେ ବିବାଦ କମିବାର ନାମ ନେଉନାହିଁ। ପାକିସ୍ତାନ କ୍ରିକେଟ୍ ବୋର୍ଡକୁ ଏକ ବଡ ଝଟକା ଦେବା ପାଇଁ ବିସିସିଆଇ ପ୍ରସ୍ତୁତି ଚଳାଇଛି। ପାକିସ୍ତାନ ବିନା ଏସିଆ କପ୍ ଆୟୋଜନ କରିବାକୁ ବିସିସିଆଇ ଯୋଜନା କରିଛି। ଏହାପୂର୍ବରୁ, […]
ନୂଆଦିଲ୍ଲୀ: ଚୀନ୍ ପ୍ରାୟତଃ ଭାରତ ପ୍ରତି ଶତ୍ରୁତା କରିଆସୁଛି। ଚୀନ୍ ମଧ୍ୟ କେନ୍ଦ୍ରରେ ନରେନ୍ଦ୍ର ମୋଦୀ ସରକାରଙ୍କୁ ସମାଲୋଚନା କରୁଛି। ଭାରତ ସରକାରଙ୍କୁ ସମାଲୋଚନା କରିବା ପାଇଁ ସି ଜିନପିଙ୍ଗ ସରକାରଙ୍କ ମୁଖପାତ୍ର ଗ୍ଲୋବାଲ ଟାଇମ୍ସର ସାହାରା ନିଅନ୍ତି। ତେବେ ଏଥର […]
ନୂଆଦିଲ୍ଲୀ: ଆର୍ଥିକ ସଙ୍କଟର ସମ୍ମୁଖୀନ ହେଉଥିବା ପାକିସ୍ତାନ ବର୍ତ୍ତମାନ ଅନ୍ତର୍ଜାତୀୟ ସ୍ତରରେ ନିଜକୁ ଅପମାନିତ କରିଛି। ନିଜ ବନ୍ଧୁ ଦେଶ ମାଲେସିଆ ହିଁ ପାକିସ୍ତାନକୁ ଅପମାନିତ କରିଛି। ପାକିସ୍ତାନର ଏକ ସରକାରୀ ବିମାନକୁ ମାଲେସିଆ ଜବତ କରିଛି। ପାକିସ୍ତାନୀ ଗଣମାଧ୍ୟମ ଅନୁଯାୟୀ, […]
ନୂଆଦିଲ୍ଲୀ: ଏକବିଂଶ ଶତାବ୍ଦୀ ଭାରତର ଶତାବ୍ଦୀ ହେବାକୁ ଯାଉଛି। ଏକବିଂଶ ଶତାବ୍ଦୀକୁ ପ୍ରେରଣା ଦେବା ପାଇଁ ଏହାକୁ ଏକ ନୂଆ ମଡେଲ ଭାବେ ସୃଷ୍ଟି କରିବା ପାଇଁ ନାନିଆଙ୍ଗ ଟେକ୍ନୋଲୋଜି ୟୁନିଭରସିଟି ଏବଂ ଭାରତୀୟ ବିଶ୍ୱବିଦ୍ୟାଳୟ ପରି ବିଶ୍ୱସ୍ତରୀୟ ବିଶ୍ୱବିଦ୍ୟାଳୟ ଗୁଡ଼ିକ […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଣ୍ଟରକଣ୍ଟିନେଣ୍ଟାଲ୍ କପ୍ 2023 ପାଇଁ ପ୍ରଥମ ଟିକେଟ୍ କିଣିଛନ୍ତି। ଏହି କପ୍ ଭୁବନେଶ୍ୱରରେ 9-18 ଜୁନ୍ ମଧ୍ୟରେ ଖେଳାଯିବ। ଭାରତୀୟ ଫୁଟବଲ ଦଳର କ୍ୟାପଟେନ ସୁନୀଲ ଛେତ୍ରୀ ମାର୍କ ଅଲ-ଇଣ୍ଡିଆ ଫୁଟବଲ ଫେଡେରେସନର ସାଧାରଣ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତୁର୍କୀର ରାଷ୍ଟ୍ରପତି ଭାବେ ପୁନଃନିର୍ବାଚିତ ହୋଇଥିବା ରେସିପ ତଇପ୍ ଏର୍ଡୋଗାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ‘ତୁର୍କୀ ରାଷ୍ଟ୍ରପତି ଭାବେ ପୁନଃନିର୍ବାଚିତ ହୋଇଥିବା ରେସିପ ତଇପ୍ ଏର୍ଡୋଗାନଙ୍କୁ ଅଭିନନ୍ଦନ। ମୁଁ ନିଶ୍ଚିତ […]
ନୂଆଦିଲ୍ଲୀ: ତିନିଦିନିଆ ସିଙ୍ଗାପୁର ଗସ୍ତରେ ଥିବା କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଗସ୍ତର ପ୍ରଥମ ଦିନରେ ସିଙ୍ଗାପୁରର ଉପ ପ୍ରଧାନମନ୍ତ୍ରୀ ତଥା ଅର୍ଥ ମନ୍ତ୍ରୀ ଲରେନ୍ସ ଓ୍ୱଙ୍ଗ ଏବଂ ସିଙ୍ଗାପୁରର ବାଣିଜ୍ୟ ଓ […]
ନୂଆଦିଲ୍ଲୀ: ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ର ଫାଇନାଲ୍ ଆରମ୍ଭ ହେବାକୁ ୧୨ ଦିନ ବାକି ଅଛି। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ଦ୍ୱିତୀୟ ଟାଇଟଲ୍ ମ୍ୟାଚ୍ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ। ଦୁଇ ଦଳ ମଧ୍ୟରେ ଫାଇନାଲ ମ୍ୟାଚ୍ ଜୁନ୍ […]
ସିଡନୀରେ ଓଡିଆ ଗୀତ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସିଡନୀରେ ଓଡିଆ ଗୀତର ତାଳେତାଳେ ସ୍ବାଗତ କରାଯାଇଛି। ସିଡନୀର କ୍ୟୁଦସ ବ୍ୟାଙ୍କ ଆରେନାର ଅଲମ୍ପିକ ପାର୍କରେ ଆୟୋଜିତ ଏକ ବର୍ଣ୍ଣାଢ୍ୟ ଉତ୍ସବରେ ଏହି ସଂଗୀତର ତାଳେ ତାଳେ ନାଚିଥିଲେ ପ୍ରବାସୀ ଓଡିଆ ଶିଳ୍ପୀ। […]
ବିଦେଶରେ ମୋଦୀଙ୍କୁ ସ୍ବାଗତ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଷ୍ଟ୍ରେଲିଆର ମହାମହିମ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିସଙ୍କ ସହ ସିଡନୀର କୁଡୋସ ବ୍ୟାଙ୍କ ଅଞ୍ଚଳରେ ଆଜି ଏକ ବିଶାଳ ଭାରତୀୟ ଗୋଷ୍ଠୀର ସଦସ୍ୟଙ୍କୁ ଉଦବୋଧନ ଦେବା ସହ ମତ ବିନିମୟ କରିଛନ୍ତି। ବିଦ୍ୟାର୍ଥୀ, […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତକାଲି ଭାରତ-ପ୍ରଶାନ୍ତ ମହାସାଗରୀୟ ଦ୍ୱୀପ ସହଯୋଗ ଫୋରମ(ଏଫଆଇପିଆଇସି)ର ତୃତୀୟ ସମ୍ମିଳନୀ ଅବସରରେ ପୋର୍ଟ ମୋରେସବୀଠାରେ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ଶ୍ରୀ କ୍ରିସ୍ ହିପକିନ୍ସଙ୍କୁ ଭେଟିଛନ୍ତି । ଦୁଇ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଏହା ପ୍ରଥମ ଆଲୋଚନା ଥିଲା […]
ନୂଆଦିଲ୍ଲୀ: ଆଜି ଭିଡିଓ ବାର୍ତ୍ତା ମାଧ୍ୟମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱିଜରଲ୍ୟାଣ୍ଡର ଜେନେଭାରେ ବିଶ୍ୱ ସ୍ୱାସ୍ଥ୍ୟ ସଭାର ୭୬ ତମ ଅଧିବେଶନକୁ ସମ୍ବୋଧିତ କରିଛନ୍ତି। ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଉପସ୍ଥିତ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହ ବିଶ୍ୱ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହିରୋସିମା ଜି-7 ଶିଖର ସମ୍ମିଳନୀ ଅବସରରେ 21 ମଇ 2023ରେ ବ୍ରାଜିଲର ରାଷ୍ଟ୍ରପତି ଶ୍ରୀ ଲୁଇଜ ଇନାସିଓ ଲୁଲା ଡା ସିଲଭାଙ୍କୁ ସାକ୍ଷାତ କରିଛନ୍ତି । ଉଭୟ ନେତାଙ୍କ ମଧ୍ୟରେ ଏହା ଥିଲା ପ୍ରଥମ ସାକ୍ଷାତ। […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶାନ୍ତି ସ୍ମାରକ ସଂଗ୍ରହାଳୟ ଗସ୍ତ କରିବା ନିମନ୍ତେ ହିରୋସୀମାରେ ଜି-୭ ଶିଖର ସମ୍ମିଳନୀରେ ଅନ୍ୟ ନେତାମାନଙ୍କ ସହ ସାମିଲ ହୋଇଥିଲେ। ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ପରିଦର୍ଶକଙ୍କ ପୁସ୍ତକରେ ସ୍ୱାକ୍ଷର କରିଛନ୍ତି। ଜି-୭ ଦେଶର ନେତାମାନେ ପରମାଣୁ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜି -୭ ଶିଖର ସମ୍ମିଳନୀ ଅବସରରେ ହିରୋସିମା ଠାରେ ୨୦ ମଇ ୨୦୨୩ ରେ ଫ୍ରାନ୍ସର ରାଷ୍ଟ୍ରପତି ଶ୍ରୀ ଇମାନୁଏଲ୍ ମାକ୍ରନ୍ଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଛନ୍ତି । ପ୍ରଧାନମନ୍ତ୍ରୀ ୧୪ ଜୁଲାଇ ୨୦୨୩ […]
ନୂଆଦିଲ୍ଲୀ: ଜି -7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହିରୋସିମା ଠାରେ 20 ମଇ 2023ରେ ୟୁକ୍ରେନର ରାଷ୍ଟ୍ରପତି ମହାମହିମ ଶ୍ରୀ ଭୋଲଦମିର ଜେଲେନସ୍କିଙ୍କୁ ସାକ୍ଷାତ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ୟୁକ୍ରେନ ବିବାଦ ସମଗ୍ର ବିଶ୍ୱ ଉପରେ […]
ନୂଆଦିଲ୍ଲୀ: ହିରୋସୀମା ଠାରେ ଜି -୭ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାପାନର ପ୍ରଧାନମନ୍ତ୍ରୀ ଏଚ୍ ଫୁମିଓ କିଶିଦାଙ୍କ ସହ ଦ୍ୱିପାକ୍ଷିକ ବୈଠକରେ ସାମିଲ ହୋଇଛନ୍ତି । ଚଳିତ ବର୍ଷ ମାର୍ଚ୍ଚରେ ପ୍ରଧାନମନ୍ତ୍ରୀ କିଶିଦାଙ୍କ ଭାରତ […]
ସୀତାରାମ ଅଗ୍ରୱାଲ ବାଣପୁର:-ଦୈନନ୍ଦିନ ଓଡ଼ିଆ ଶ୍ରମିକ ପରିବାର ପ୍ରତିପୋଷଣ ନିମନ୍ତେ ବାହାର ଦେଶକୁ ଯାଉଥିବା ବେଳେ ବିଦେଶରେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ନଜିର ରହିଛି।ମାତ୍ର ଦୁର୍ଦିନରେ ସେମାନଙ୍କ ଗୁହାରୀ ଶୁଣିବାକୁ ନା ଅଛନ୍ତି ସରକାର ନା ପ୍ରଶାସନିକ ଅଧିକାରୀ। ଯାହାକି […]
ଜାପାନରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି: ଆଜି ଜାପାନର ହିରୋସିମାଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିଛନ୍ତି। ଉଦ୍ଘାଟନୀ ସମାରୋହରେ ହିରୋସିମା ସହରର ମେୟର ଶ୍ରୀ କାଜୁମି ମାଟସୁଇ, ହିରୋସିମା ନଗର ସଭାର ବାଚସ୍ପତି ଶ୍ରୀ ତତ୍ସୁନୋରୀ […]