ନୂଆଦିଲ୍ଲୀ: ରୋଡ ସେଫ୍ଟି ୱାର୍ଲ୍ଡ ସିରିଜ୍ ର ପଞ୍ଚମ ମ୍ୟାଚରେ ଇଂଲଣ୍ଡ ଲିଜେଣ୍ଡ୍ସକୁ ଶ୍ରୀଲଙ୍କା ଲିଜେଣ୍ଡ୍ସ ୭ ୱିକେଟରେ ପରାସ୍ତ କରିଛି। ଏହି ମ୍ୟାଚ୍ରେ ଶ୍ରୀଲଙ୍କାର ଅଧିନାୟକ ତିଳକରତ୍ନେ ଦିଲଶାନ୍ ଟସ୍ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଟସ୍ […]
ନୂଆଦିଲ୍ଲୀ: ୨୦୨୨ ଶେଷରେ ଆରମ୍ଭ ହେବାକୁ ଥିବା ଜି-୨୦ ବୈଠକରେ ଭାରତ ଅଧ୍ୟକ୍ଷତା କରିବାକୁ ଯାଉଛି। ଭାରତ ଡିସେମ୍ବର ୧ ତାରିଖରୁ ନଭେମ୍ବର ୩୦ ତାରିଖ ୨୦୨୩ ପର୍ଯ୍ୟନ୍ତ ଜି-୨୦ର ଅଧ୍ୟକ୍ଷତା କରିବ। ଏହି ଅଧ୍ୟକ୍ଷତା ଦେଶରେ ୨୦୦ ରୁ ଅଧିକ […]
ନୂଆଦିଲ୍ଲୀ: ଅଷ୍ଟ୍ରେଲିଆରେ ଖେଳାଯିବାକୁ ଥିବା ୨୦୨୨ ଟି -୨୦ ବିଶ୍ୱକପ ପାଇଁ ବିସିସିଆଇ ଭାରତୀୟ ଦଳ ଘୋଷଣା କରିଛି। ଏହି ଦଳରେ ବାମହାତୀ ଦ୍ରୁତ ବୋଲର ଅର୍ଶଦୀପ ସିଂ ସ୍ଥାନ ପାଇଛନ୍ତି। ଏଥି ସହ ଜସପ୍ରୀତ ବୁମ୍ରା ଏବଂ ହର୍ଷଲ ପଟେଲ […]
ଦୁବାଇ: ଦୁବାଇରେ ଖେଳାଯାଇଥିବା ୨୦୨୨ ଏସିଆ କପ୍ ଫାଇନାଲରେ ଶ୍ରୀଲଙ୍କା ପାକିସ୍ତାନକୁ ୨୩ ରନ୍ ରେ ପରାସ୍ତ କରିଛି। ଫାଇନାଲ ମ୍ୟାଚ୍ରେ ଶ୍ରୀଲଙ୍କା ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୧୭୦ ରନ୍ ସଂଗ୍ରହ କରିଥିଲା। ଏହାର ଜବାବରେ ପାକିସ୍ତାନ […]
ନୂଆଦିଲ୍ଲୀ: ଆଜି ଏସିଆ କପ୍-୨୦୨୨ ର ଅନ୍ତିମ ମ୍ୟାଚ୍ ପାକିସ୍ତାନ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ଦୁଇ ଦଳ ମଧ୍ୟରେ ଏହି ଟାଇଟଲ୍ ମ୍ୟାଚ୍ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ଖେଳାଯିବ। ବାସ୍ତବରେ ଭାରତୀୟ ବ୍ୟାଟ୍ସମ୍ୟାନ୍ ବିରାଟ କୋହଲି ଏସିଆ କପ୍ […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ଡ଼. ଭବାନୀ ଶଙ୍କର ନିଆଲଙ୍କ ଓଡ଼ିଆ କବିତା ‘ଭୋକର ଭୂଗୋଳ ଏବଂ ହେ କବିତା’ ପାର୍ସୀ ଏବଂ ସ୍ପେନିଶ ଭାଷାରେ ଅନୁଦିତ ହୋଇଛି। ଡ଼. ନିଆଲଙ୍କ ‘ଭୋକର ଭୂଗୋଳ’ କବିତା ଇଂରାଜୀରେ ବଙ୍କିମ ମୁଣ୍ଡଙ୍କ ଦ୍ୱାରା […]
ନୂଆଦିଲ୍ଲୀ: କେନ୍ଦ୍ର ବାଣିଜ୍ୟ ଓ ଉଦ୍ୟୋଗ, ଉପଭୋକ୍ତା ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ଓ ବୟନଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ଆଜି ଲସ ଏଞ୍ଜେଲସରେ ଭାରତ-ପ୍ରଶାନ୍ତ ଅର୍ଥନୈତିକ ଫୋରମ୍ (ଆଇପିଏଫ୍) ର ମନ୍ତ୍ରୀ ସ୍ତରୀୟ ବୈଠକରେ ଯୋଗ ଦେଇଥିଲେ। ଇଣ୍ଡୋ-ପାସିଫିକ୍ […]
ନୂଆଦିଲ୍ଲୀ: ବୁଧବାର ଏସିଆ କପରେ ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ହୋଇଥିବା ମ୍ୟାଚରେ ପାକିସ୍ତାନ ଏକ ରୋମାଞ୍ଚକର ମ୍ୟାଚରେ ଆଫଗାନିସ୍ତାନକୁ ୧ ୱିକେଟରେ ପରାସ୍ତ କରିଛି। ପରାଜୟ ପରେ ଆଫଗାନିସ୍ତାନ ଦର୍ଶକମାନେ ଷ୍ଟାଡିୟମରେ ଅନେକ ହଙ୍ଗମା ସୃଷ୍ଟି କରିଛନ୍ତି। ଆଫଗାନିସ୍ତାନ ଦର୍ଶକଙ୍କ […]
ନୂଆଦିଲ୍ଲୀ: ଭାରତର ତାରକା ଜାଭେଲିନ୍ ଖେଳାଳି ଏବଂ ଅଲିମ୍ପିକ୍ ସ୍ୱର୍ଣ୍ଣ ପଦକ ବିଜେତା ନୀରଜ ଚୋପ୍ରା ଆଉ ଏକ ଇତିହାସ ସୃଷ୍ଟି କରିଛନ୍ତି। ନୀରଜ ଚୋପ୍ରା ମଧ୍ୟ ଡାଇମଣ୍ଡ ଲିଗ୍ ୨୦୨୨ ର ଟାଇଟଲ୍ ଜିତିଛନ୍ତି। ସେ ଫାଇନାଲରେ ୮୮.୪୪ ମିଟର […]
ଭୁବନେଶ୍ବର: ମହାରାଣୀ ଏଲିଜାବେଥ୍ ଦ୍ୱିତୀୟଙ୍କ ଦେହାନ୍ତ ପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରି ସମବେଦନା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ଯେ, ମହାରାଣୀ ଏଲିଜାବେଥ୍ ଦ୍ୱିତୀୟ ଆମ ସମୟର ଜଣେ ପ୍ରତିଷ୍ଠିତ ବ୍ୟକ୍ତି ଭାବରେ ସ୍ମରଣୀୟ […]
ଏଲିଜାବେଥଙ୍କ ପରଲୋକ: ବ୍ରିଟେନର ମହାରାଣ ରାଣୀ ଏଲିଜାବେଥ୍ ଦ୍ବିତୀୟଙ୍କର ପରଲୋକ ହୋଇଯାଇଛି। ଏ ନେଇ ରୟାଲ ପ୍ୟାଲେସ ତରଫରୁ ଟୁଇଟ କରି ସୂଚନା ପ୍ରଦାନ କରାଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୬ ବର୍ଷ ବୟସ ହୋଇଥିଲା। କିଛି ଦିନ ତଳେ ସେ […]
ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ୟୁଏସ ଇଣ୍ଡିଆ ବିଜନେସ କାଉନସିଲ ଏବଂ ସାଉଥ ଏସିଆ ଇଣ୍ଟରନ୍ୟାସନାଲ ଆଫେୟାର୍ ୟୁଏସ ଚାମ୍ବର ଅଫ୍ କର୍ମର୍ସ ଦ୍ୱାରା ଆୟୋଜିତ ‘ଇଣ୍ଡିଆ ଆଇଡ଼ିଆ ସମ୍ମିଟ’ରେ ଯୋଗଦେଇ ପ୍ରମୁଖ […]
ଭୁବନେଶ୍ବର: ଆଜି ବାଜିଛି ବିଶ୍ବ କପ ହକି ମହାସମରର ବିଗୁଲ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆନୁଷ୍ଠାନିକ ଭାବେ ଏହି ମହାସମରର ଘୋଷଣା କରିଛନ୍ତି।ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନଭେନସନ ସେଣ୍ଟରରେ ମୁଖ୍ୟମନ୍ତ୍ରୀ ଖେଳସୂଚୀ ଘୋଷଣା କରାଯାଇଛି। ୨୦୨୩ରେ ହେବାକୁ ଥିବା ଏହି […]
ନୂଆଦିଲ୍ଲୀ: ବାଣିଜ୍ୟ ଓ ଶିଳ୍ପ, ଉପଭୋକ୍ତା ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ତଥା ବୟନ ମନ୍ତ୍ରୀ ପୀୟୂଷ ଗୋୟଲ କହିଛନ୍ତି ଯେ ଆମେରିକାରେ ପ୍ରବାସୀ ଭାରତୀୟ ନିଜ କାର୍ଯ୍ୟରେ ପେସାଦାର ତଥା ନବୋନ୍ମେଷୀ ହୋଇଛନ୍ତି ଏବଂ ସେମାନେ ଭାରତୀୟ ସଂସ୍କୃତି […]
ମୁଆଦିଲ୍ଲୀ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ 08 ସେପ୍ଟେମ୍ବର 2022 ରେ ଟୋକିଓରେ ଜାପାନର ରକ୍ଷା ମନ୍ତ୍ରୀ ୟାସୁକାଜୁ ହମଦାଙ୍କ ସହିତ ଦ୍ଵିପାକ୍ଷିକ ଆଲୋଚନା କରିଛନ୍ତି। ଏହି ଅବସରରେ ଦ୍ଵିପାକ୍ଷିକ ସହଯୋଗ ସହିତ କ୍ଷେତ୍ରୀୟ ବିଷୟର ବିଭିନ୍ନ ଦିଗ ଉପରେ ସମୀକ୍ଷା […]
ନୂଆଦିଲ୍ଲୀ: ୟୁଏଇରେ ଚାଲିଥିବା ଏସିଆ କପ୍-୨୦୨୨ ରେ ଭାରତ ଏବଂ ଆଫଗାନିସ୍ତାନ ଆଜି ମୁହାଁମୁହିଁ ହେବେ। ଉଭୟ ଦଳ ଏସିଆ କପ୍ ଫାଇନାଲ ଦୌଡରୁ ବାଦ ପଡିଛନ୍ତି। ଏଭଳି ପରିସ୍ଥିତିରେ ଏହି ମ୍ୟାଚ୍ ଦୁଇ ଦଳ ପାଇଁ ଟୁର୍ଣ୍ଣାମେଣ୍ଟର ଶେଷ ମ୍ୟାଚ୍ […]
ଦିଲ୍ଲୀ: ଭାରତର ବାଣିଜ୍ୟ ଏବଂ ଉଦ୍ୟୋଗ, ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଂଟନ ଏବଂ ବୟନ ମନ୍ତ୍ରୀ ପୀୟୁଷ ଗୋଏଲ୍ ସାନଫାନ୍ସିସ୍କୋ ଉପସାଗରୀୟ କ୍ଷେତ୍ର ଠାରେ ୟୁଏସ୍ ଷ୍ଟାର୍ଟଅପ୍ ସେତୁ – ଉଦ୍ୟମୀ ମାନଙ୍କୁ ପରିବର୍ତନ ନିମନ୍ତେ ସମର୍ଥନ ଏବଂ […]
ନୂଆଦିଲ୍ଲୀ: ଏସିଆ କପ୍-୨୦୨୨ ରେ ଅତୁଳନୀୟ ପ୍ରଦର୍ଶନ ପରେ ମହମ୍ମଦ ରିଜୱାନ୍ ଆଇସିସି ପୁରୁଷ ଟି -୨୦ ଆନ୍ତର୍ଜାତୀୟ ବ୍ୟାଟିଂ ମାନ୍ୟତାର ୮୧୫ ପଏଣ୍ଟ ସହ ଶୀର୍ଷକୁ ଉନ୍ନୀତ ହୋଇଛନ୍ତି। ଏହା ସହ ୱିକେଟ୍ କିପର-ବ୍ୟାଟ୍ସମ୍ୟାନ୍ ମହମ୍ମଦ ରିଜୱାନ୍ ବାବର ଆଜାମ […]
ନୂଆଦିଲ୍ଲୀ: ଏସିଆ କପ୍ର ସୁପର-୪ ରାଉଣ୍ଡରେ ପାକିସ୍ତାନ ଏବଂ ଶ୍ରୀଲଙ୍କା ଠାରୁ ହାରିବା ପରେ ଟିମ୍ ଇଣ୍ଡିଆ ଟୁର୍ଣ୍ଣାମେଣ୍ଟରୁ ବାଦ ପଡିବାକୁ ଯାଉଛି। ଯଦି ବର୍ତ୍ତମାନ ଟିମ୍ ଇଣ୍ଡିଆକୁ ଫାଇନାଲରେ ପହଞ୍ଚିବାକୁ ପଡିବ, ତେବେ ଅନ୍ୟ ମ୍ୟାଚ୍ ଫଳାଫଳ ଉପରେ ନିର୍ଭର […]
ନୂଆଦିଲ୍ଲୀ: ଟି -୨୦ ବିଶ୍ୱକପ-୨୦୨୨ ତଥା ଭାରତ ଗସ୍ତ ପାଇଁ ଦକ୍ଷିଣ ଆଫ୍ରିକା ଦଳ ଘୋଷଣା କରିଛି। ସେପ୍ଟେମ୍ବର ୨୮ ତାରିଖରୁ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି -୨୦ ସିରିଜ୍ ଖେଳାଯିବ। ଏହା ପରେ ଅକ୍ଟୋବର ୬ ତାରିଖରୁ […]
ଶିମଲା: ଭାରତର ହିମାଚଳ ପ୍ରଦେଶରେ ରୁଷ-ୟୁକ୍ରେନ ପ୍ରେମୀ ଦମ୍ପତି ବିବାହ ବନ୍ଧନରେ ବାନ୍ଧି ହୋଇ ପ୍ରେମର ବାର୍ତ୍ତା ପଠାଇଛନ୍ତି। ଆଜିକାଲି ୟୁକ୍ରେନ-ଋଷ ଯୁଦ୍ଧର ନିଆଁରେ ଜଳୁଛି। ଏହି ସମୟରେ ଜଣେ ୟୁକ୍ରେନ ମହିଳା ଏବଂ ଋଷର ଜଣେ ବ୍ୟକ୍ତି ଧର୍ମଶାଳାରେ ବିବାହ […]