ଭୁବନେଶ୍ବର: ବିଶିଷ୍ଟ ସିନେ ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ବହୁ ପ୍ରତୀକ୍ଷିତ ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’ ଆସନ୍ତା ଡିସେମ୍ବର ୨ ରେ ମୁକ୍ତିଲାଭ କରିବାକୁ ଯାଉଛି। ଏଥୁପାଇଁ ରାଜ୍ୟର ଅନେକ ପ୍ରମୁଖ ଅଞ୍ଚଳରେ ‘ପ୍ରତୀକ୍ଷା’ ଟିମ ଦ୍ବାରା ଜୋରସୋରରେ ପ୍ରମୋସନ କାର୍ଯ୍ୟ […]
ଖୋର୍ଦ୍ଧା: ଓଡ଼ିଆ ସିନେମା ‘ଦମନ’ର ଲୋକପ୍ରିୟତା ଏବଂ ପ୍ରେରଣାଦାୟୀ ବିଷୟବସ୍ତୁକୁ ଲକ୍ଷ୍ୟକରି ଏହାକୁ ଜିଲ୍ଲା ଏବଂ ସବଡିଭିଜିନ ସ୍ତରରେ ପ୍ରଦର୍ଶନ କରିବା ପାଇଁ ରାଜ୍ୟ ସରକାର ସ୍ଥିର କରିଥିଲେ। ଏଥି ପାଇଁ ଉପଯୁକ୍ତ ସିନେମା ବା ଥିଏଟର ହଲ୍ ବୁକ୍ କରିବା ନିମନ୍ତେ […]
ନୂଆଦିଲ୍ଲୀ: ଗୋଆର ୫୩ ତମ ଆନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ବିବେକ ଅଗ୍ନିହୋତ୍ରୀଙ୍କ ଚଳଚ୍ଚିତ୍ର ‘ଦ କାଶ୍ମୀର ଫାଇଲ’କୁ ନେଇ ହୋଇଥିବା ବିବାଦରୁ ଜୁରି ବୋର୍ଡ ନିଜକୁ ଦୂରେଇ ରଖିଛି। ଜୁରି ବୋର୍ଡ ମଙ୍ଗଳବାର ଦିନ ଫିଲ୍ମ ‘କାଶ୍ମୀର ଫାଇଲ’ରେ ଜୁରି ହେଡଙ୍କ […]
ନୂଆଦିଲ୍ଲୀ: ହିନ୍ଦୀ ଏବଂ ମରାଠୀ ସିନେମାର ବରିଷ୍ଠ ଅଭିନେତା ବିକ୍ରମ ଗୋଖଲେଙ୍କ ଦେହାନ୍ତ ହୋଇଛି। ତାଙ୍କୁ ନଭେମ୍ବର ୫ ତାରିଖରୁ ପୁଣେର ପଣ୍ଡିତ ଦୀନନାଥ ମଙ୍ଗେଶକର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତାଙ୍କ ଶରୀରର ଅନେକ ଅଙ୍ଗ କାମ କରିବା ବନ୍ଦ କରିଦେଇଥିଲା […]
ନୂଆଦିଲ୍ଲୀ: ହିନ୍ଦୀ ସିନେମାର ପ୍ରସିଦ୍ଧ ଅଭିନେତ୍ରୀ ରିଚା ଚଡ୍ଡାଙ୍କ ଦ୍ୱାରା ଗଲଭନ୍ ମାମଲାରେ ବିବାଦୀୟ ଟ୍ୱିଟ୍ ହେବା ପରେ ମାହୋଲ ଗରମ ରହିଛି। ରିଚା ଚଡ୍ଡାଙ୍କୁ ସବୁ ସ୍ଥାନରେ ସମାଲୋଚନା କରାଯାଉଛି ଏବଂ ସମସ୍ତ ଚଳଚ୍ଚିତ୍ର ତାରକା ଅଭିନେତ୍ରୀଙ୍କ ବିବୃତ୍ତିକୁ ଦୃଢ […]
ଭୁବନେଶ୍ବର: ସମୁଦ୍ର ଓ ବେଳାଭୂମିର ରାଜ୍ୟ ଗୋଆରେ ନିକଟ ଅତୀତରେ ‘ମିଷ୍ଟର ଆଣ୍ଡ ମିସ୍ ଚାର୍ମିଙ୍ଗ ଫେସ୍-୨୦୨୨’ ଅନୁଷ୍ଠିତ ହୋଇଯାଇଛି। ଫ୍ୟାଶନ ସମ୍ପର୍କିତ ପ୍ରତିଯୋଗୀତା ମୂଳକ ଏହି ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମରେ ୪୦ ଜଣଙ୍କୁ ପଛରେ ପକାଇ ଓଡ଼ିଶାର ଚାରିଜଣ ପୁଅ […]
ଭୁବନେଶ୍ୱର: ଓଡ଼ିଆ ସିନେମା ଦମନର ଲୋକପ୍ରିୟତା ଏବଂ ପ୍ରେରଣାଦାୟୀ ବିଷୟବସ୍ତୁକୁ ଲକ୍ଷ୍ୟକରି ଏହାକୁ ଜିଲ୍ଲା ଏବଂ ସବଡିଭିଜିନ ସ୍ତରରେ ପ୍ରଦର୍ଶନ କରିବା ପାଇଁ ରାଜ୍ୟ ସରକାର ସ୍ଥିର କରିଛନ୍ତି। ଏଥି ପାଇଁ ଉପଯୁକ୍ତ ସିନେମା ବା ଥିଏଟର ହଲ୍ ବୁକ୍ କରିବା […]
ନୂଆଦିଲ୍ଲୀ: ସାଉଥ ସୁପରଷ୍ଟାର କମଲ ହାସନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଭଲ ନାହିଁ। ଏହା ପରେ ତାଙ୍କୁ ନଭେମ୍ବରରେ ଶ୍ରୀ ରାମଚନ୍ଦ୍ର ମେଡିକାଲ (SRMC) ରେ ଭର୍ତ୍ତି କରାଯାଇଛି। ମିଡିଆ ରିପୋର୍ଟ ଅନୁଯାୟୀ ତାଙ୍କୁ ନିୟମିତ ସ୍ୱାସ୍ଥ୍ୟ ଯାଞ୍ଚ ପାଇଁ ଡାକ୍ତରଖାନାରେ ଭର୍ତ୍ତି […]
ନୂଆଦିଲ୍ଲୀ: ଭାରତ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫଏଫଆଇ)ରେ ପ୍ରଦର୍ଶିତ ହୋଇଛି ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’। ଗୁରୁତ୍ବପୂର୍ଣ୍ଣ ବିଷୟ ହେଉଛି ଏହି ‘ପ୍ରତୀକ୍ଷା’ ଚଳଚ୍ଚିତ୍ରକୁ ହିନ୍ଦୀ ଭାଷାରେ ରିମେକ୍ ବା ଭାଷାନ୍ତର ଚଳଚ୍ଚିତ୍ର ନିର୍ମାଣ କରିବା ଲାଗି ଘୋଷଣା କରିଛନ୍ତି ବିଶିଷ୍ଟ ଅଭିନେତା […]
ଭୁବନେଶ୍ବର: ଓଡିଆ ଚଳଚିତ୍ର ଜଗତର ସୁପର ଷ୍ଟାର ଅନୁଭବ ମହାନ୍ତି ବିଭିନ୍ନ ପ୍ରସଂଗ ନେଇ ବିବାଦୀୟ ହୋଇଛନ୍ତି। ତାଙ୍କର ପତ୍ନୀ ବର୍ଷାଙ୍କ ବିବାହ ବିଛେଦ ନେଇ ଦୀର୍ଘଦିନ ଧରି ବିବାଦ ଚାଲିଛି। ସେହିପରି ସେ କେତେବେଳେ ରାଜନୀତିକୁ ନେଇ, ପୁଣି କେତେବେଳେ […]
ନୂଆଦିଲ୍ଲୀ: ଗୋଆରେ ଅନୁଷ୍ଠିତ ୫୩ତମ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫଏଫଆଇ)ରେ ଇଣ୍ଡିଆନ୍ ପାନୋରାମା ବର୍ଗ ଆରମ୍ଭ ହୋଇଛି। ଭାରତର ବିଭିନ୍ନ ସ୍ଥାନରୁ ଏକାଠି ହୋଇଥିବା ଫିଲ୍ମ ଗୁଡିକ ବଡ ପରଦାରେ କାହାଣୀକୁ ଜୀବନ୍ତ କରିବାର ପ୍ରତିଶ୍ରୁତି ସହିତ ଇଣ୍ଡିଆନ ପାନୋରାମା […]
ଭୁବନେଶ୍ୱର: ମାଲେରିଆ ନିରାକରଣ ଉପରେ ପର୍ଯ୍ୟବସିତ “ଦମନ” ଚଳଚିତ୍ର ଖୁବ୍ ବାସ୍ତବଧର୍ମୀ ଓ ପ୍ରେରଣାଦାୟୀ ହୋଇଥିବାରୁ ଏହାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କରମୁକ୍ତ କରିଛନ୍ତି। ବିଭିନ୍ନ ଅଞ୍ଚଳରେ କଷ୍ଟକର ସ୍ଥିତିରେ କାର୍ୟ୍ୟକରୁଥିବା ଡାକ୍ତର ଓ ଅନ୍ୟ ଅଧିକାରୀମାନଙ୍କୁ ଏହା […]
ନୂଆଦିଲ୍ଲୀ: ଚିରଞ୍ଜିବୀ। ଆଜ୍ଞା ହଁ! ୨୦୨୨ ବର୍ଷ ପାଇଁ ୫୩ତମ ଆଇଏଫଏଫଆଇ ଇଣ୍ଡିଆନ୍ ଫିଲ୍ମ ପର୍ସନାଲିଟି ଅଫ୍ ଦି ଇୟର ପୁରସ୍କାର ଅଭିନେତା-ନିର୍ମାତା ମେଗାଷ୍ଟାର ଚିରଞ୍ଜିବୀ କୋନିଡେଲାଙ୍କୁ ସମ୍ମାନିତ କରାଯିବ। ଆଜି ଗୋଆରେ ଭାରତର ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ, ଆଇଏଫଏଫଆଇ ର […]
ନୂଆଦିଲ୍ଲୀ: “ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍ଏଫ୍ଆଇ) ସାରା ବିଶ୍ୱର ଚଳଚ୍ଚିତ୍ର ନିର୍ଦ୍ଦେଶକ ମାନଙ୍କ ପ୍ରତିଭା ଓ କୃତି ପ୍ରଦର୍ଶନ ପାଇଁ ଏକ ମଞ୍ଚରେ ପରିଣତ ହୋଇଛି। ଭାରତ ନିଶ୍ଚିତ ଭାବେ ଚଳଚ୍ଚିତ୍ରର ସହ-ନିର୍ମାଣ, ନିର୍ମାଣ ପରବର୍ତ୍ତୀ କାର୍ଯ୍ୟ , ଚଳଚ୍ଚିତ୍ର […]
ଭୁବନେଶ୍ବର: ବରିଷ୍ଠ କାହାଣୀ ଏବଂ ସଂଳାପ ଲେଖକ, ଚଳଚ୍ଚିତ୍ର ତଥା ଧାରାବାହିକ ନିର୍ଦ୍ଦେଶକ ନନ୍ଦଲାଲ ମହାପାତ୍ରଙ୍କ ହୃଦରୋଗରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୬ ବର୍ଷ ବୟସ ହୋଇଥିଲା। ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଏକ ଘରୋଇ […]
ନୂଆଦିଲ୍ଲୀ: ମନୋରଞ୍ଜନ ଜଗତରୁ ଖରାପ ଖବର ଆସିଛି। ବଙ୍ଗୀୟ ଅଭିନେତ୍ରୀ ଆଣ୍ଡ୍ରିଲା ଶର୍ମାଙ୍କ ଦେହାନ୍ତ ହୋଇଛି। ବ୍ରେନ ଷ୍ଟ୍ରୋକ ଯୋଗୁଁ କୋଲକାତା ଡାକ୍ତରଖାନାରେ ଚିକିତ୍ସା ସମୟରେ ଆଣ୍ଡ୍ରିଲା ଶର୍ମାଙ୍କର ମୃତ୍ୟୁ ହୋଇଛି। ଗତ କିଛି ଦିନ ହେବ ଆଣ୍ଡ୍ରିଲା ଶର୍ମା କୋମାରେ […]
ଭୁବନେଶ୍ବର: ବିଶିଷ୍ଟ ସିନେ ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ବହୁ ପ୍ରତୀକ୍ଷିତ ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’ ଆସନ୍ତା ଡିସେମ୍ବର ୨ ତାରିଖରେ ମୁକ୍ତିଲାଭ କରିବାକୁ ଯାଉଛି। ପୂର୍ବରୁ ଏହି ଚଳଚ୍ଚିତ୍ରଟି ୱାଶିଂଟନ ଡିସି ଏମସି ମଣ୍ଟଗୋମେରି ସିକ୍କିନଠାରେ ‘ପ୍ରତୀକ୍ଷା’ର ୱାର୍ଲ୍ଡ ଟିଭି […]
ଭୁବନେଶ୍ବର: ପ୍ରଥମ ଥର ପାଇଁ ଓଡିଆ ଚଳଚିତ୍ର ଜଗତରେ ଦମନ ଏକ ନୂଆ ଇତିହାସ କରିଛି। ଏହି ଚଳଚିତ୍ରଟି ଏକ ବାସ୍ତବ ବିଷୟ ଉପରେ ପର୍ଯ୍ୟବେସିତ। ଏହାର ଚିତ୍ରରୂପ ବେଶ ଆକର୍ଷଣୀୟ ହୋଇଥିବାରୁ ଦର୍ଶକମାନେ ବେଶ୍ ପସନ୍ଦ କରିଛନ୍ତି। ସେଥିପାଇଁ ଗତକାଲି […]
ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଆଇଏଫ୍ଏଫ୍ଆଇର ୫୩ତମ ସଂସ୍କରଣର ସଫଳତା ପାଇଁ ତାଙ୍କର ଶୁଭେଚ୍ଛା ଜଣାଇଛନ୍ତି। ଏସିଆର ଅନ୍ୟତମ ପୁରାତନ ଚଳଚ୍ଚିତ୍ର ମହୋତ୍ସବର ଆୟୋଜକ ତଥା ଅଂଶଗ୍ରହଣକାରୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଏବଂ ଅଭିନନ୍ଦନ ଜଣାଇ ରାଷ୍ଟ୍ରପତି ଅନ୍ତର୍ଜାତୀୟ […]
ନୂଆଦିଲ୍ଲୀ: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ଆଇଏଫ୍ଏଫ୍ଆଇ, ଭାରତୀୟ ଆନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ, ସିନେମା ଦ୍ୱାରା ମିଳିତ ବିଭିନ୍ନ ଦେଶ ଗୁଡିକର ତଥା ସମାଜର ପ୍ରତିନିଧି ମାନଙ୍କ ମଧ୍ୟରେ ଏକ ଉତ୍ସାହଜନକ ସମନ୍ୱୟକୁ ପ୍ରୋତ୍ସାହିତ କରିଥାଏ। ଆଇଏଫ୍ଏଫ୍ଆଇକୁ ଭାରତର […]
ଭୁବନେଶ୍ବର: ଓଡିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ଦମନ ର ପ୍ରଦର୍ଶନ କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି । ବାସ୍ତବ ଜୀବନରେ ମାଲକାନଗିରି ର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା […]