ଭୁବନେଶ୍ବର: ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଓ ନିର୍ଦ୍ଦେଶକ ପଦ୍ମଶ୍ରୀ ସାଧୁ ମେହେରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ଶୋକ ବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପଦ୍ମଶ୍ରୀ ସାଧୁ ମେହେର ତାଙ୍କର ବଳିଷ୍ଠ […]
ଭୁବନେଶ୍ବର: ପ୍ରଖ୍ୟାତ ଓଡିଆ ତଥା ହିନ୍ଦି ଚଳଚିତ୍ର ଅଭିନେତା ତଥା ନିର୍ଦ୍ଦେଶକ ସାଧୁ ମେହେରଙ୍କ ପରଲୋକ ହୋଇଯାଇଛି। ୮୪ ବର୍ଷ ବୟସରେ ମୁମ୍ବାଇସ୍ଥିତ ତାଙ୍କ ବାସ ଭବନରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗରେ ଉଭୟ ଓଡିଆ ଏବଂ […]
ନୂଆଦିଲ୍ଲୀ: ବିବାଦୀୟ ଅଭିନେତ୍ରୀ ପୁନମ୍ ପାଣ୍ଡେଙ୍କ ମୃତ୍ୟୁ ଖବର ଆସୁଛି। ଅଭିନେତ୍ରୀଙ୍କ ମୃତ୍ୟୁ ଖବର ପୁନମ୍ ଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ସେୟାର କରାଯାଇଛି। ପୁନମ୍ ଙ୍କ ଆକସ୍ମିକ ମୃତ୍ୟୁ ଖବର ସମସ୍ତଙ୍କୁ ଚକିତ କରିଛି। ପୁନମ୍ ପାଣ୍ଡେଙ୍କୁ ମାତ୍ର ୩୨ ବର୍ଷ […]
ଭୁବନେଶ୍ଵର: ଓଲିଉଡ଼ ଇଣ୍ଡଷ୍ଟ୍ରି ଇତିହାସ ରଚିଛି। ପ୍ରଥମଥର ପାଇଁ ଦୁବାଇରେ ୫ ଷ୍ଟାର ଫିଲ୍ମ ଆୱାର୍ଡସ-୨୦୨୪ ଆୟୋଜିତ ହୋଇଛି। ଆରଆର ଇଭେଣ୍ଟ୍ସ ଆଣ୍ଡ ସିନେ ପ୍ରଡ଼କ୍ସନ ପକ୍ଷରୁ ଦେଶ ବାହାରେ ତଥା ଦୁବାଇରେ ଏହି ଚଳଚ୍ଚିତ୍ର ମହୋତ୍ସବ ଆୟୋଜିତ ହୋଇଛି। ଏହି […]
କଟକ: ଓଡିଆ ଚଳଚିତ୍ରର ପ୍ରଖ୍ୟାତ ନିର୍ଦ୍ଦେଶକ ସୁଧାକାର ବସନ୍ତ କାର ଦୁର୍ଘଟଣାରେ ଗୁରୁତର ହୋଇ ପଡିଛନ୍ତି। ଗତକାଲି ବିଳମ୍ବିତ ରାତିରେ ତାଙ୍କ କାର ଦୁର୍ଘଟଣା ହୋଇଥିଲା। ଦୁର୍ଘଟଣା ଏତେ ଜୋରରେ ହୋଇଥିଲା ଯେ ସୁଧାକାରଙ୍କୁ କାର ଡୋର କାଟି ଭିତରୁ ବାହାର […]
ଭୁବନେଶ୍ଵର: ଓଡିଶା ସିନେ ୱାର୍କର୍ସ ଆସୋସିଏସନ ର ବାର୍ଷିକୋତ୍ସବ ସ୍ଥାନୀୟ ଜୟଦେବ ଭବନ ଠରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଆ କଳା ଜଗତରେ ସାଧନା, କର୍ତ୍ତବ୍ୟ ପରାୟଣତା, ନିଷ୍ଠା, ନୈତିକତା ଓ ମାନବିକତାକୁ ଦୃଷ୍ଟିରେ ରଖି ଏହି ଅନୁଷ୍ଠାନ ଏକ ସମ୍ମାନର ପର୍ବ […]
ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲ ଠାରେ ଓଡିଶାର ପ୍ରଥମ ମ୍ୟୁଜିକାଲ ଚଳଚ୍ଚିତ୍ର “ଦଶମ” ର ମ୍ୟୁଜିକ୍ ଲଞ୍ଚିଂ ଇଭେଣ୍ଟ ମହାଡ଼ମ୍ବର ରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଓଲିଉଡ଼ ଅଭିନେତ୍ରୀ ଅନୁ ଚୌଧୁରୀ ଯୋଗଦେଇଥିଲେ। ଦଶମ ଚଳଚ୍ଚିତ୍ର ରେ ଓଡ଼ିଆ ସୁପରଷ୍ଟାର […]
ନୂଆଦିଲ୍ଲୀ: OTT ପ୍ଲାଟଫର୍ମ ନେଟଫ୍ଲିକ୍ସରେ ପ୍ରଦର୍ଶିତ ହୋଇଥିବା ଫିଲ୍ମ ‘ଅନ୍ନପୂର୍ଣ୍ଣି’ ପ୍ରଭୁ ଶ୍ରୀ ରାମଙ୍କୁ ଅପମାନିତ କରିବା ଏବଂ ହିନ୍ଦୁ ସମ୍ପ୍ରଦାୟର ଭାବନାକୁ ଆଘାତ ଦେଇଥିବା ଅଭିଯୋଗ ହୋଇଛି। ମଧ୍ୟପ୍ରଦେଶର ଜବଲପୁରରେ ଧାର୍ମିକ ଭାବନାକୁ ଆଘାତ ଦେଇଥିବା ପାଇଁ ଚଳଚ୍ଚିତ୍ରର ନିର୍ମାତା-ନିର୍ଦ୍ଦେଶକ […]
ଭୁବନେଶ୍ଵର: “ଶାନ୍ତି ଆପାର୍ଟମେଣ୍ଟ” ଏକ ଭିନ୍ନ ଧରଣର ନାଁ ଆଉ ଭିନ୍ନ ଧରଣର ଓଡିଆ ଚଳଚ୍ଚିତ୍ର। ନିକଟରେ “ଶାନ୍ତି ଆପାର୍ଟମେଣ୍ଟର” ଫାଷ୍ଟଲୁକ୍ ରିଲିଜ୍ ହୋଇଯାଇଛି। ଦର୍ଶକଙ୍କୁ ଗୋଟିଏ ପରେ ଗୋଟିଏ ହିଟ୍ ଚଳଚ୍ଚିତ୍ର ଦେଇ ଆସୁଥିବା ଯୁବ ନିର୍ଦ୍ଦେଶକ ଅଶ୍ୱିନ ତ୍ରିପାଠୀ […]
କଟକ: ଶେଷରେ ବହୁ ସଂଘର୍ଷ ପରେ ଅଭିନେତା ଅନୁଭବ ମହାନ୍ତିଙ୍କୁ ଛାଡପତ୍ରର ଅନୁମତି ମିଳିଛି। ସେ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ଛାଡ ପତ୍ର ଦେବେ ବୋଲି ହାଇକୋର୍ଟରେ ଆବେଦନ କରିଥିଲେ। ଶେଷରେ ହାଇକୋର୍ଟ ପତ୍ନୀ ବର୍ଷାଙ୍କୁ ଛାଡପତ୍ର କରିବା ପାଇଁ ଅନୁମତି […]
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଜନତା ମଇଦାନରେ ଆୟୋଜିତ ହେଉଛି ଅଠରତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା। ଏହି ଉତ୍ସବର ଚତୁର୍ଥ ସଂଧ୍ୟାରେ ମୁଖ୍ୟ ଅତିଥି ଭାବେ ଭାରତ ସରକାରଙ୍କ ବୟନ ମନ୍ତ୍ରଣାଳୟ ଅଧିନସ୍ଥ […]
ନୂଆଦିଲ୍ଲୀ: ରଣବୀର କପୁରଙ୍କ ଫିଲ୍ମ ‘ଆନିମଲ’ ଆଉ ଏକ ରେକର୍ଡ ସୃଷ୍ଟି କରିଛି। ଘରୋଇ ବକ୍ସ ଅଫିସରେ ଏହି ଫିଲ୍ମ ୫୦୦ କୋଟି ଟଙ୍କା ଅତିକ୍ରମ କରିଛି। ରଣବୀର କପୁରଙ୍କ କ୍ୟାରିୟରରେ ଏପର୍ଯ୍ୟନ୍ତ ଏହା ହେଉଛି ପ୍ରଥମ ଚଳଚ୍ଚିତ୍ର ଯାହା ଏହି […]
ନୂଆଦିଲ୍ଲୀ: ଚଳିତ ବର୍ଷ ନଭେମ୍ବର ମାସ ସୁଦ୍ଧା ୩୫ଟି ବିଦେଶୀ ଚଳଚ୍ଚିତ୍ର ପ୍ରକଳ୍ପକୁ ଭାରତରେ ଚଳଚ୍ଚିତ୍ର ନିର୍ମାଣ ପାଇଁ ଅନୁମତି ଦିଆଯାଇଛି। କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଆଜି ସଂସଦକୁ ଏହି ସୂଚନା ଦେଇଛନ୍ତି। କେନ୍ଦ୍ର ମନ୍ତ୍ରୀ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କିମ୍ବଦନ୍ତୀ କନ୍ନଡ଼ ଚଳଚ୍ଚିତ୍ର ବ୍ୟକ୍ତିତ୍ୱ ଲୀଲାବତୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରି କହିଛନ୍ତି ଯେ, ସେ ଟ୍ୱିଟ୍ କରି ଲେଖିଛନ୍ତି, କିମ୍ବଦନ୍ତୀ କନ୍ନଡ଼ ଚଳଚ୍ଚିତ୍ର ବ୍ୟକ୍ତିତ୍ୱ ଲୀଲାବତୀଜୀଙ୍କ ବିୟୋଗ ଖବର […]
ନୂଆଦିଲ୍ଲୀ: ବିଭିନ୍ନ ବର୍ଗରେ ଶ୍ରେଷ୍ଠତ୍ୱକୁ ସ୍ୱୀକୃତି ଦେଇ ୫୪ତମ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍ଏଫ୍ଆଇ) ଏହାର ସମ୍ମାନଜନକ ଗୋଲ୍ଡେନ୍ ପିକକ୍ ପୁରସ୍କାର ପ୍ରଦାନ କରିଛି। ଗୋଆର ଡ. ଶ୍ୟାମା ପ୍ରସାଦ ମୁଖାର୍ଜୀ ଷ୍ଟାଡିୟମରେ ଆୟୋଜିତ ଏକ ଭବ୍ୟ ସମାପନୀ ସମାରୋହରେ ଚଳଚ୍ଚିତ୍ର ଜଗତର […]
ଭୁବନେଶ୍ବର: ଆଜି ଭୁବନେଶ୍ବରରେ ପହଞ୍ଚିଛନ୍ତି ପ୍ରଖ୍ୟାତ ଅଭିନେତା ତଥା ସମାଜସେବୀ ସୋନୁ ସୁଦ। ସେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଧରିତ୍ରୀର ସଂପାଦକ ତଥାଗତ ଶତପଥୀ ଏବଂ ଆଦ୍ୟାଶା ଶତପଥୀ ସ୍ବାଗତ କରିଥିଲେ। ଆସନ୍ତାକାଲି ଓଡିଆ ଦୈନିକ ଖବରକାଗଜ […]
ଭୁବନେଶ୍ଵର: ଆଜିଠୁ ବିଧାନସଭା ଆଗରେ ଓଡ଼ିଆ ଫିଲ୍ମ ‘ପ୍ରଥା’ର ପ୍ରଯୋଜିକା ସନଲିଶା ପଟେଲ ଧାରଣାରେ ବସିଛନ୍ତି। ତାଙ୍କର ଏକମାତ୍ର ଦାବି ଓଡ଼ିଆ ଫିଲ୍ମକୁ ବଞ୍ଚାଅ ଦାବିରେ ସେ ଧାରଣାରେ ବସିଛନ୍ତି। ଲୋୟର ପିଏମ୍ଜିସ୍ଥିତ ଧାରଣା ସ୍ଥଳରେ ଆଜି ସକାଳ ସାଢ଼େ ୧୦ଟାରୁ ସେ […]
ନୂଆଦିଲ୍ଲୀ: ବଲିଉଡ ଅଭିନେତା ପ୍ରକାଶ ରାଜଙ୍କ ସମସ୍ୟା ବଢିପାରେ। ପ୍ରଣବ ଜୁଏଲର୍ସ ମନି ଲଣ୍ଡରିଂ ମାମଲାରେ ଇଡି ତାଙ୍କୁ ସମନ ପଠାଇଛି। ପ୍ରକାଶ ଯେ, ତ୍ରିଚି ସ୍ଥିତ ଭାଗିଦାରୀ ସଂସ୍ଥା ପ୍ରଣବ ଜୁଏଲର୍ସଙ୍କ ବିରୋଧରେ ମନି ଲଣ୍ଡରିଂ ଯାଞ୍ଚ ସଂପର୍କରେ ପ୍ରବର୍ତ୍ତନ […]
ଭୁବନେଶ୍ବର: ବଲାଙ୍ଗୀରରେ ଗତକାଲି ସୁଟିଂ ଚାଲିଥିବା ବେଳେ ଏକ ଘୋଡା ଉପରୁ ପଡି ଅଭିନେତା ଶ୍ରୀତମ ଦାସ ଆହତ ହୋଇଛନ୍ତି। ତାଙ୍କ ଡାହାଣ ହାତ ଉପରେ ପ୍ରବଳ ଆଘାତ ଲାଗିଛି। ସ୍ଥାନୀୟ ହସପିଟାଲରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଭୁବନେଶ୍ବର ଅଣାଯାଇଛି। […]
ଭୁବନେଶ୍ଵର: ‘୧୨୦୦ କାରିଗରରେ ଦାୟ ନା ଧର୍ମପଦରେ ଦାୟ’, ଏ ଉକ୍ତି ଟି ଶୁଣିଲେ ଧର୍ମପଦ କଥା ମନେ ପଡ଼ିଯାଏ। ଇତିହାସରେ ପ୍ରଥମ ସହୀଦର ମାନ୍ୟତା ପାଇଥିବା ଧର୍ମପଦ – କେବଳ ଜଣେ ୧୨ ବର୍ଷର ପିଲାର ନାଁ ନୁହେଁ, ଏକ […]
ନୂଆଦିଲ୍ଲୀ: ସୁପ୍ରସିଦ୍ଧ ଅଭିନେତ୍ରୀ ମାଧୁରୀ ଦୀକ୍ଷିତଙ୍କୁ ସମ୍ମାନ ପ୍ରଦାନ ସ୍ବରୂପ ଭାରତର ୫୪ତମ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ‘ଭାରତୀୟ ସିନେମାରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି’ ପାଇଁ ପୁରସ୍କୃତ କରାଯାଇଛି। ୪ ଦଶନ୍ଧିର ଚମତ୍କାର କ୍ୟାରିୟର ସହ ମାଧୁରୀ ଦୀକ୍ଷିତ ଭାରତୀୟ […]