ନୂଆଦିଲ୍ଲୀ, ରାଜସ୍ଥାନ ରାଜନୀତି ଏବେ ବି ରୋଚକ ମୋଡ଼ରେ ରହିଛି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଦଳରେ ବିଦ୍ରୋହ ଘୋଷଣା କରିଥିବା ସଚିନ ପାଇଲଟଙ୍କୁ ଶାଣିତ ଆକ୍ରମଣ କରିଥିବା ବେଳେ ଏଥିରେ ବ୍ରେକ୍ ଲଗାଇଛନ୍ତି ଦଳର ହାଇକମାଣ୍ଡ। ରାହୁଲ ଗାନ୍ଧି କହିଛନ୍ତି ସଚିନ […]
ମୁମ୍ବାଇ, ସମସ୍ତଙ୍କର ସ୍ବପ୍ନ ନିଜର ଛୋଟିଆ ଘରଟିଏ କରିବା ପାଇଁ କିମ୍ବା ସହରାଞ୍ଚଳରେ ନିଜର ଫ୍ଲାଟ ଟିଏ କିଣିବା ପାଇଁ। ହେଲେ କେବେ ଭାବିଛନ୍ତି ଶହେ କୋଟି ଟଙ୍କାରେ ଫ୍ଲାଟ କିଣା ବିକା ହେବା। ହଁ, ଆମ ଦେଶର ଜଣେ ଧନୀ […]
ମୁମ୍ବାଇ, ଦେଶରେ ଜିଓ ଖୁବ୍ ଶୀଘ୍ର ଜିଓ ୫ଜି ଲଞ୍ଚ୍ କରିବ। ଆଜି ରିଲାଏନ୍ସ ଇଣ୍ଡଷ୍ଟ୍ରି ଲିମିଟେଡ୍ର ୪୩ ତମ ବାର୍ଷିକ ସାଧାରଣ ବୈଠକରେ ଉଦବୋଧନ ଦେଇ କମ୍ପାନିର ଅଧ୍ୟକ୍ଷ ତଥା ଦେଶର ସର୍ବାଧିକ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀ ଏହା […]
ନୂଆଦିଲ୍ଲୀ, ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି (ଆଇଆଇଟି) ଦିଲ୍ଲୀ ପକ୍ଷରୁ ବିଶ୍ବର ସବୁଠାରୁ ଶସ୍ତା କୋଭିଡ-୧୯ ଟେଷ୍ଟିଙ୍ଗ କିଟ୍ ପ୍ରସ୍ତୁତ କରାଯାଇଛି। କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ଏବଂ ବିଭାଗୀୟ ରାଷ୍ଟ୍ର ମନ୍ତ୍ରୀ ସଞ୍ଜୟ ଧୋତ୍ରେ […]
ଲକ୍ଷ୍ନୌ, ନିଷ୍ଠା ଓ ଦୃଢ ଇଚ୍ଛାଶକ୍ତି ଥିଲେ ସବୁ ସମ୍ଭବ। ଏହାକୁ ଅକ୍ଷରେ ଅକ୍ଷରେ ପ୍ରମାଣିତ କରି ଦେଖାଇଛନ୍ତି ଉତ୍ତର ପ୍ରଦେଶର ଲକ୍ଷ୍ମୀପୁର ଖେରିର ଜଣେ ନାମମାତ୍ର ଚାଷୀର ପୁଅ ଅନୁରାଗ ତିୱାରି। ସେ ସିବିଏସ୍ଇ ଦ୍ବାଦଶ ଶ୍ରେଣୀ ପରୀକ୍ଷାରେ ୯୮.୨% […]
ଜୟପୁର : ରାଜସ୍ଥାନର ବିଧାୟକ ସଚିନ ପାଇଲଟ ଓ ତାଙ୍କର 18ଜଣ ସମର୍ଥକଙ୍କ ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି କଂଗ୍ରେସ। ସେମାନଙ୍କର ବିଧାୟକ ପଦ ରଦ୍ଦ ପାଇଁ ପ୍ରକ୍ରିୟା ଆରମ୍ଭ କରାଯାଇଛି । ସମସ୍ତଙ୍କୁ ନୋଟିସ୍ ଜାରି କରିଛନ୍ତି ବାଚସ୍ପତି […]
ନୂଆଦିଲ୍ଲୀ, ବିଶ୍ବବାସୀଙ୍କ ପାଇଁ କରୋନା ମହାମାରୀ ଆଣିଥିବା ନୂଆ ନୂଆ ଆହ୍ବାନର ମୁକାବିଲା ପାଇଁ ଦକ୍ଷତା ବଢାଇବା ଅତ୍ୟନ୍ତ ଜରୁରୀ। ଏଥିପାଇଁ ପ୍ରତ୍ୟେକ ପ୍ରସ୍ତୁତ ହେବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ।‘ୱାଲର୍ଡ ୟୋଥ୍ ସ୍କିଲ୍ସ୍ ଡେ’ ଅବସରରେ […]
ନୂଆଦିଲ୍ଲୀ: ସିବିଏସଇ ଦଶମ ଶ୍ରେଣୀ ରେଜଲ୍ଟ ଆଜି ପ୍ରକାଶ ପାଇଛି। ଏ ନେଇ ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିୟାଲ ସୂଚନା ଦେଇଛନ୍ତି। www.cbse.nic.in ଓ cbseresults.nic.in ୱେବ୍ସାଇଟ୍ରେ ରେଜଲ୍ଟ ଉପଲବ୍ଧ ହୋଇଛି । ଚଳିତ ବର୍ଷ ପ୍ରାୟ 16 […]
ଆସାମ: ଆସାମରେ ସୃଷ୍ଟି ହୋଇଥିବା ପ୍ରଳୟଙ୍କାରୀ ବନ୍ୟାରେ ମଙ୍ଗଳବାର ଦିନ ଆଉ 9 ଜଣଙ୍କର ମୃତ୍ୟୁ ଘଟିଛି । ଏହା ବ୍ୟତୀତ ରାଜ୍ୟର 28 ଟି ଜିଲ୍ଲାର 33 ଲକ୍ଷରୁ ଅଧିକ ଲୋକ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ନେଇ ସରକାର […]
ନୂଆଦିଲ୍ଲୀ : ଦେଶରେ କରୋନା ସ୍ଥିତି ବେଶ୍ ଗମ୍ଭୀର ହେଉଛି । ଦେଶରେ ଆଜି ପୁଣି 29 ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ 9 ଲକ୍ଷ 36 ହଜାରରୁ ଅଧିକ […]
ଭୁବନେଶ୍ବର, କୋଭିଡ-୧୯ ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଭାରତୀୟ ରେଳବାଇ ପକ୍ଷରୁ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇଛି । କପୁରତଲା ସ୍ଥିତ ଭାରତୀୟ ରେଳଡବା କାରଖାନା ପକ୍ଷରୁ କୋଭିଡ ପରବର୍ତ୍ତୀ କୋଚ୍ ନିର୍ମାଣ ପାଇଁ ସ୍ୱତନ୍ତ୍ର ଧରଣର ନିରାପଦ କୋଚ […]
ମୁମ୍ବାଇ: ରାଜସ୍ଥାନରେ ସଚିନ୍ ପାଇଲଟ୍ ଓ ତାଙ୍କ ସମର୍ଥକଙ୍କ ପରେ କଂଗ୍ରେସ ଆଉ ଏକ ନେତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛି। କଂଗ୍ରେସ ଏବେ ମହାରାଷ୍ଟ୍ରରେ ପାର୍ଟିର ନେତା ଥିବା ସଞ୍ଜୟ ଝା’ଙ୍କୁ ସସପେଣ୍ଡ କରିଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ […]
ନୂଆଦିଲ୍ଲୀ, ପ୍ରଥମ ଥର ପାଇଁ ଦେଶ ଏବର୍ଷ ଅଗଷ୍ଟ 15ରେ ଦେଖିବ ଭିନ୍ନ ଧରଣର ସ୍ବାଧୀନତା ଦିବସ ସମାରୋହ। ଦେଶର ଇତିହାସରେ ଐତିହାସିକ ଲାଲକିଲ୍ଲାରେ ସମ୍ପୂର୍ଣ୍ଣ ଭିନ୍ନ ଢଙ୍ଗରେ ପାଳନ ହେବ ସ୍ବାଧୀନତା ଦିବସ ସମାରୋହ। କୋଭିଡ-19 ମହାମାରୀ ଦୃଷ୍ଟିରୁ ଦେଶର […]
ନୂଆଦିଲ୍ଲୀ, ଓଡ଼ିଶା,ବିହାର, ଉପକୂଳବର୍ତ୍ତୀ ଆନ୍ଧ୍ର ପ୍ରଦେଶ, ପୂର୍ବ ମଧ୍ୟପ୍ରଦେଶ, ଛତିଶଗଡ଼, କୋଙ୍କଣ ଏବଂ ଗୋଆରେ ଆସନ୍ତାକାଲି ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା କଥା ଭାରତୀୟ ପାଣିପାଗ ବିଭାଗ କହିଛି। ଏହାଛଡ଼ା ଉତ୍ତର ପ୍ରଦେଶ, ରାଜସ୍ଥାନ, ପଶ୍ଚମ ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ, […]
ପାଟନା, ଜୁଲାଇ ୧୬ରୁ ୩୧ ତାରିଖ ଯାଏଁ ବିହାରରେ ସମ୍ପୂର୍ଣ୍ଣ ଲକ୍ଡାଉନ୍ ଘୋଷଣା କରାଯାଇଛି। ରାଜ୍ୟରେ କୋଭିଡ ସଂକ୍ରମଣ ସଂଖ୍ୟା ଦିନକୁ ଦିନ ବଢୁଥିବା ଦୃଷ୍ଟିରୁ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ସୁଶୀଳ କୁମାର ମୋଦୀ ଏହା […]
ଜୟପୁର, ମଧ୍ୟ ପ୍ରଦେଶ ଭଳି ଠିକ୍ ରାଜସ୍ଥାନରେ ଯେଉଁଭଳି ଭାବେ ରାଜନୈତିକ ହଟଚମଟ ସୃଷ୍ଟି ହୋଇଥିଲା ଯାହାର କେନ୍ଦ୍ର ବିନ୍ଦୁ ସାଜିଥିଲେ ଉପ ମୁଖ୍ୟମନ୍ତ୍ରୀ ସଚିନ ପାଇଲଟ। ସମସ୍ତେ ଭାବୁଥିଲେ କିଛି ନା କିଛି ରାଜନୈତିକ ଓଲଟପାଲଟ ହେବ। କିନ୍ତୁ କିଏ […]
ନୂଆଦିଲ୍ଲୀ, ସତ୍ୟକୁ ଏପଟ ସେପଟ କରାଯାଇପାରେ, କିନ୍ତୁ ଏହା ବେଶୀ ଦିନ ଲୁଚି ରହି ପାରିବ ନାହିଁ। ନିଶ୍ଚିତ ଭାବେ ସତ୍ୟ ପଦାକୁ ଆସିବ, ସତ୍ୟର ଜୟ ହେବ ବୋଲି କହିଛନ୍ତି ସଚିନ୍ ପାଇଲଟ୍। ରାଜସ୍ଥାନ ଉପ ମୁଖ୍ୟମନ୍ତ୍ରୀ ଓ ପ୍ରଦେଶ […]
କଟକ : ଆଜି କଟକ ସହରରୁ 27 ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ 27 ଆକ୍ରାନ୍ତଙ୍କ ମଧ୍ୟରା 20 ଜଣ ଇନ୍ଷ୍ଟିଚ୍ୟୁସନାଲ୍ କ୍ବାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳ 4 ଜଣ ହୋମ୍ କ୍ବାରେଣ୍ଟାଇନ୍ ଓ 3 ଜଣ […]
ନୂଆଦିିଲ୍ଲୀ: ସେଣ୍ଟ୍ରାଲ୍ ବୋର୍ଡ ଅଫ୍ ସେକେଣ୍ଡାରି ଏଜୁକେସନ୍(ସିବିଏସ୍ଇ)ର ଦଶମ ଶ୍ରେଣୀ ପରୀକ୍ଷା ଫଳ ଆସନ୍ତାକାଲି ପ୍ରକାଶ ପାଇବ । ସିବିଏସ୍ଇ ପରୀକ୍ଷା ଫଳ ଆଜି ପ୍ରକାଶ ପାଇବାର ଥିଲା ମାତ୍ର ତାହା ବୁଧବାର ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି। କେନ୍ଦ୍ର […]
ଜୟପୁର: ରାଜସ୍ଥାନ ଉପମୁଖ୍ୟମନ୍ତ୍ରୀ ଏବଂ ପାଇଲଟଙ୍କୁ ପ୍ରଦେଶ କଂଗ୍ରେସ କମିଟି ଅଧ୍ୟକ୍ଷ ପଦରୁ ହଟିବା ପରେ ଜୟପୁରସ୍ଥିତ କଂଗ୍ରେସ ମୁଖ୍ୟାଳୟରୁ ସଚିନ ପାଇଲଟଙ୍କ ନେମ୍ ପ୍ଲେଟ୍ ନାମ ଫଳକ ହଟାଇ ଦିଆଯାଇଛି । ପାଇଲଟଙ୍କ ସ୍ଥାନରେ ଗୋବିନ୍ଦ ସିଂହ ଦୋତସ୍ରାଙ୍କୁ ରାଜସ୍ଥାନ […]
ଭାଗଲପୁର : କରୋନା ସହ ଲଢେଇରେ ଆମ ମଣିଷପଣିଆ ମରିଯାଇଥିବାର ଦେଖଯାଉଛି । କରୋନାରୁ ଦୂରେଇବା ପାଇଁ ସାମାଜିକ ଦୂରତ୍ବକୁ ବାଧ୍ୟତାମୂଳକ କରାଯାଇଛି । କିନ୍ତୁ ଏହାକୁ ନେଇ ଆମେ ଅସଭ୍ୟ ହୋଇଯାଉଛି । କରୋନାକୁ ଡରିବା ସହିତ ଆମେ କରୋନା […]