ପୁରୀ, ଆଜି ଗଣେଷ ପୂଜା। ହେଲେ କରୋନା ଯୋଗୁଁ ଯେପରି ଧୂମଧାମରେ ଏହି ପୂଜା ହେବା କଥା ତାହା ହୋଇପାରୁ ନାହିଁ। ତେବେ ଏପରି ପରିସ୍ଥିତରେ ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା ଏକ ଭିନ୍ନ ବାର୍ତ୍ତା ଦେଉଛି। ଗଣେଷ […]
ଭୁବନେଶ୍ବର, ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଧିରେ ଧିରେ ଦାନା ବାନ୍ଧିବାରେ ଲାଗିଛି। ଏହାର ପ୍ରଭାବରେ 22 ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବା ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି। ତେବେ ଏହା 24 […]
ଭୁବନେଶ୍ବର, କୋଭିଡ-୧୯ର ମୁକାବିଲା ନିମନ୍ତେ ବୈଷୟିକ ଜ୍ଞାନ ପ୍ରୟୋଗ କରି ଉଦ୍ଭାବନ କରିଥିବା ୩ଟି ସାମଗ୍ରୀ ପାଇଁ ଆଇଟିଆଇ ବ୍ରହ୍ମପୁର ପ୍ୟାଟେଣ୍ଟକୁ ପଞ୍ଜୀକୃତ କରିବା ପାଇଁ ଆବେଦନ କରିଛି । ଏହି ଉଦ୍ଭାବନ ଉପରେ ଆଇଟିଆଇ ବ୍ରହ୍ମପୁରର ଅଗ୍ରାଧିକାର ରହିବ । […]
ନୂଆଦିଲ୍ଲୀ, ଭାରତର ନୂଆ ନିର୍ବାଚନ କମିଶନର ଭାବେ ନିଯୁକ୍ତ ପାଇଛନ୍ତି ପୂର୍ବତନ ଅର୍ଥ ସଚିବ ରାଜୀବ କୁମାର। ଏନେଇ ଆଜି ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ କେନ୍ଦ୍ର ସରକାରଙ୍କ ଆଇନ ଓ ବିଚାର ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପଦରେ […]
ନୂଆଦିଲ୍ଲୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୨,୨୮୨ ଜଣ ରୋଗୀ ସୁସ୍ଥ ହେବା ଫଳରେ ସୁସ୍ଥତା କ୍ଷେତ୍ରରେ ଭାରତର ଆଉ ଏକ ରେକର୍ଡ ସୃଷ୍ଟି ହୋଇଛି। ଅଧିକରୁ ଅଧିକ ରୋଗୀ ହସ୍ପିଟାଲ ଓ ଘରୋଇ ଏକାନ୍ତବାସରୁ ମୁକ୍ତ ହେଉଥିବା ଦୃଷ୍ଟିରୁ […]
ଭୁବନେଶ୍ବର, ସ୍ୱାଧୀନତା ଦିବସ ୨୦୨୦ର ଏକ ଅଂଶ ଭାବେ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଓ ରାଷ୍ଟ୍ରୀୟ ଫିଲ୍ମ ବିକାଶ ନିଗମ (ଏନଏଫଡିସି) ମିଳିତ ଭାବେ ଯୁବଗୋଷ୍ଠିଙ୍କ ମଧ୍ୟରେ ଦେଶାତ୍ମବୋଧ ଭାବନା ଜାଗ୍ରତ କରିବା ପାଇଁ ଏକ ଲଘୁ ଫିଲ୍ମ ପ୍ରତିଯୋଗିତାର […]
ଭୁବନେଶ୍ବର, ସଡକ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ହରିତ ପଥ ନାମକ ଏକ ମୋବାଇଲ ଆପ ବିକଶିତ ହୋଇଛି। ଏହି ଆପ ଜରିଆରେ ଏହାର ବିଭିନ୍ନ କ୍ଷେତ୍ରୀୟ ସଂସ୍ଥା ଅଧୀନରେ ଥିବା ବୃକ୍ଷ ପ୍ରକଳ୍ପ, ଏହାର ଲକ୍ଷ୍ୟ, ପ୍ରଗତି ଓ […]
ବିହାର : ନିର୍ବାଚନ ଆୟୋଗ ନିର୍ବାଚନ ପାଇଁ ଏକ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ଏହି ନିର୍ଦ୍ଦେଶାବଳୀ ଅନୁସାରେ ବିହାର ବିଧାନସଭା ନିର୍ବାଚନ ପାଇଁ ନାମାଙ୍କନ ଅନଲାଇନରେ ଦାଖଲ କରାଯିବ। ଏଥର ପ୍ରାର୍ଥୀମାନେ ଅନଲାଇନରେ ସିକ୍ୟୁରିଟି ମନି ଜମା କରିପାରିବେ ବୋଲି ବିହାର […]
ଭୁବନେଶ୍ୱର: ଓଡ଼ିଆ ଧାବିକା ଦୂତୀ ଚାନ୍ଦଙ୍କୁ ମିଳିବ ଅର୍ଜୁନ ପୁରସ୍କାର । କେନ୍ଦ୍ର କ୍ରୀଡା ମନ୍ତ୍ରାଳୟ ତରଫରୁ ଏନେଇ ଘୋଷଣା କରାଯାଇଛି । ଚଳିତ ବର୍ଷ 27 ଜଣ ଖେଳାଳିଙ୍କୁ ଏହି ସମ୍ମାନ ଜନକ ଅର୍ଜୁନ ପୁରସ୍କାର ପ୍ରଦାନ କରାଯିବ ବୋଲି […]
ତେଲେଙ୍ଗାନା : ତେଲେଙ୍ଗାନା ଶ୍ରୀସାଇଲାମର ହାଇଡ୍ରୋଇଲେକ୍ଟ୍ରିକ୍ ପାୱାର୍ ୟୁନିଟ୍ରେ ଭୟଙ୍କର ଅଗ୍ନିକାଣ୍ଡ ଘଟଣାରେ 6 ଜଣଙ୍କର ମୃତ୍ୟୁ ହୋଇଛି। ଉଦ୍ଧାରକାରୀ ଟିମ୍ ଦ୍ୱାରା ସେମାନଙ୍କର ମୃତଦେହକୁ ଟାଣି ବାହାର କରାଯାଇଛି। ପ୍ଲାଣ୍ଟରେ ଅଗ୍ନିକାଣ୍ଡ ବେଳେ 9 ଜଣ କର୍ମଚାରୀ ଫସି ରହିଥିଲେ […]
ମୁମ୍ବାଇ : କରୋନା ମହାମାରୀ କାରଣରୁ ସିନେମା ହଲଗୁଡ଼ିକ ବନ୍ଦ ଥିବାରୁ ଚଳିତ ବର୍ଷର ଅନେକ ଚର୍ଚ୍ଚିତ ଫିଲ୍ମ ଓଟିଟିରେ ରିଲିଜ ହେବା ସ୍ଥିର ହୋଇଛି । ନିକଟରେ ସୁଶାନ୍ତଙ୍କ ସିଂହଙ୍କ ଅଭିନୀତ ଶେଷ ଫିଲ୍ମ ‘ଦିଲ୍ ବେଚାରା’ ଓ ବିଦ୍ୟା […]
ସମ୍ଭଲ : ସାଧାରଣତଃ ସ୍ବାମୀ-ସ୍ତ୍ରୀ ମଧ୍ୟରେ ଝଗଡା ହେବା କାରଣରୁ ସେମାନଙ୍କ ମଧ୍ୟରେ ବିବାହ ବିଚ୍ଛେଦ ହୋଇଥାଏ । କିନ୍ତୁ ଏଠାରେ ସ୍ବାମୀ-ସ୍ତ୍ରୀ ମଧ୍ୟରେ ଝଗଡା ନହେବା କାରଣରୁ ଛାଡପତ୍ର ପାଇଁ ଆବେଦନ କରିଛନ୍ତି ମହିଳା ଜଣ । ଏପରି ଏକ […]
କୋଲକତା : ମାନସିକ ଚାପ ଯୋଗୁଁ ମଣିଷ ନିଜ ଜୀବନ ନେବାକୁ ପଛାଉନାହିଁ । ଏହିପରି ଏକ ଅଭାବନୀୟ କାଣ୍ଡ ପଶ୍ଚିମବଙ୍ଗ ହାଓ୍ବାଡାରେ ଘଟିଥିବାର ସୂଚନା ରହିଛି। ଏଠାରେ ଜଣେ ଲାଇସେନ୍ସ ବନ୍ଧୁକଧାରୀ ନିଜ ବନ୍ଧୁକ ରେ ଗୁଳି ମାରି ଆତ୍ମହତ୍ୟା […]
ହାଇଦ୍ରାବାଦ : ତେଲେଙ୍ଗାନାରେ ରହିଥିବା ଏକ ହାଇଡ୍ରୋଇଲେକ୍ଟ୍ରିକ୍ କାରଖାନାରେ ଗତରାତିରେ ଅଗ୍ନିକାଣ୍ଡ ଘଟିବା ସହିତ ବ୍ୟାପକ କ୍ଷତି ଘଟିଛି । ଏହି ଅଗ୍ନିକାଣ୍ଡକୁ ଆୟତ୍ତ କରାଯିବାକୁ ଚେଷ୍ଟା କରାଯାଉଥିବା ବେଳେ ଅଗ୍ନିକାଣ୍ଡରେ 9 ଜଣ କର୍ମଚାରୀ ଫସି ରହିଥିବା ଜଣାପଡିଛି । […]
ଲକ୍ଷ୍ନୌ : ଉତ୍ତରପ୍ରଦେଶ ଦେବରିଆ ସଦରର ବିଜେପି ବିଧାୟକ ଜନ୍ମେଜୟ ସିଂହଙ୍କ ଆଜି ମୃତ୍ୟୁ ହୋଇଯାଇଛି । ଗୁରୁବାର ବିଳମ୍ବିତ ରାତ୍ରିରେ ରାମ ମନୋହର ଲୋହିଆ ହସ୍ପିଟାଲରେ ହାର୍ଟ ଆର୍ଟାକ୍ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଛି । ଗତକିଛି ମାସ ଧରି […]
ନୂଆଦିଲ୍ଲୀ : ଭାରତର କରୋନା ସଂଖ୍ୟା ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି। ବିଗତ 24 ଘଣ୍ଟା ମଧ୍ୟରେ 68 ହଜାର ନୂତନ ଆକ୍ରାନ୍ତ ଚିହ୍ନଟ ହେବା ସହିତ ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା 29 ଲକ୍ଷ ଅତିକ୍ରମ କରିଛି । […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଇଣ୍ଡିଆନ୍ ହାଉସିଂ ଏବଂ ଅର୍ବାନ୍ ଡ଼େଭଲପ୍ମେଣ୍ଟ ତରଫରୁ ସ୍ୱଚ୍ଛତା ସର୍ବେକ୍ଷଣ ପୁରସ୍କାର ଘୋଷିତ ହୋଇଛି। ଏହି ବର୍ଗରେ ବ୍ରହ୍ମପୁର ମହାନଗର ନିଗମ ସାରା ଦେଶର ୧ ଲକ୍ଷରୁ ୧୦ ଲକ୍ଷ […]
ଭୁବନେଶ୍ବର, ଭାରତୀୟ ରେଳବାଇ କରୋନା ମହାମାରୀ ଆହ୍ୱାନ ସତ୍ତ୍ୱେ ଗତବର୍ଷର ଏହି ସମୟ ସୁଦ୍ଧା ମାଲ ପରିବହନ ଓ ତତ୍ଜନିତ ଆୟଠାରୁ ଅଧିକ ଅଧିକ ସଫଳତା ହାସଳ କରିଛି। 2020 ଅଗଷ୍ଟ 19 ସୁଦ୍ଧା ଭାରତୀୟ ରେଳବାଇ 3.11 ନିୟୁତ ଟନ […]
ନୂଆଦିଲ୍ଲୀ, ଦୈନିକ ନମୁନା ପରୀକ୍ଷଣରେ ଭାରତ ଆଜି ଆଉ ଏକ ସଫଳତାର ମାଇଲଖୁଣ୍ଟ ଛୁଇଁଛି। ପ୍ରଥମଥର ପାଇଁ ଗୋଟିଏ ଦିନରେ 9 ଲକ୍ଷ ନମୁନା ପରୀକ୍ଷଣ କରାଯାଇଛି। ଗତ 24 ଘଣ୍ଟା ମଧ୍ୟରେ 9,18,470 ନମୁନା ପରୀକ୍ଷା କରାଯିବା ଯୋଗୁଁ ଦେଶ […]
ନୂଆଦିଲ୍ଲୀ, କେନ୍ଦ୍ର ସରକାରଙ୍କ ଆତ୍ମନିର୍ଭର ଭାରତ ପ୍ୟାକେଜର ଅଂଶସ୍ୱରୂପ ଆପାତକାଳୀନ ନିଶ୍ଚିତ ଋଣ ଯୋଜନା (ECLGS) କାଯ୍ୟକାରୀ କରାଯାଇଥିଲା। ଏହି ଯୋଜନାରେ ବିଭିନ୍ନ ରାଷ୍ଟ୍ରାୟତ୍ତ ଓ ଘରୋଇ ବ୍ୟାଙ୍କ ପକ୍ଷରୁ ଅଗଷ୍ଟ ୧୮ ତାରିଖ ସୁଦ୍ଧା ୧ ଲକ୍ଷ କୋଟିରୁ ଅଧିକ […]
ଗୌହାଟି: ଆସାମ ସରକାର ଛାତ୍ରୀମାନଙ୍କୁ ମାଗଣାରେ ସ୍କୁଟି ଦେବା ପାଇଁ ଘୋଷଣା କରିଛନ୍ତି । ଆସାମର ପ୍ରାୟ ବାଇଶି ହଜାର ଛାତ୍ରୀଙ୍କୁ ମାଗଣାରେ ସ୍କୁଟି ମିଳିବ । ତେବେ ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷାରେ ଯେଉଁ ଛାତ୍ରୀମାନେ ପ୍ରଥମ ଶ୍ରେଣୀରେ […]