ନୂଆଦିଲ୍ଲୀ: କରୋନା କଟକଣା ମଧ୍ୟରେ ସାରା ଭାରତରେ ପାଳିତ ହୋଇଛି ସ୍ବାଧୀନତା ଦିବସ। 74 ତମ ସ୍ବାଧୀନତା ଦିବସ ଅବସରରେ ଲାଲକିଲ୍ଲାରେ ସପ୍ତମ ଥର ପାଇଁ ପତାକା ଉତ୍ତେଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। […]
ନୂଆଦିଲ୍ଲୀ, କୋଭିଡ-୧୯ର ମୁକାବିଲା ନିମନ୍ତେ କେନ୍ଦ୍ର ସରକାର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳମାନଙ୍କ ସମନ୍ଵୟରେ ମୂଳରୁ କାଯ୍ୟ କରି ଆସୁଛନ୍ତି। ସେଥିପାଇଁ ଦେଶବ୍ୟାପୀ ମେଡିକାଲ ଭିତ୍ତିଭୂମିର ଉନ୍ନତି ସହ କେତେକ ନୀତିଗତ ନିଷ୍ପତ୍ତି ମଧ୍ୟ ନିୟମିତ ଭାବେ ନିଆଯାଉଛି। ବୈଶ୍ଵିକ ମହାମାରୀ […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଭବ୍ୟ ଲାଲକିଲ୍ଲା ଠାରେ ଆୟୋଜିତ ହେବାକୁ ଥିବା ୭୪ତମ ସ୍ୱାଧୀନତା ଦିବସ ସମାରୋହରେ ସାରା ଦେଶର ନେତୃତ୍ୱ ନେବେ। ସେ ଜାତୀୟ ପତାକା ଉତୋଳନ କରିବା ସହିତ ଏହି ଐତିହାସିକ ଅଟ୍ଟାଳିକାର ପ୍ରାଚୀରରୁ ସମଗ୍ର […]
ନୂଆଦିଲ୍ଲୀ : କରୋନାରୁ ସୁସ୍ଥ ହେଲେ ଅମିତ୍ ଶାହା ।କରୋନାରେ ଆକ୍ରାନ୍ତ ହୋଇ ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଗୃହମନ୍ତ୍ରୀ ଅମିତ୍ ଶାହା ସୁସ୍ଥ ହୋଇଛନ୍ତି। ତାଙ୍କ ଟେଷ୍ଟ ରିପୋର୍ଟ ନେଗେଟିଭ୍ ଆସିଥିବା ନେଇ ନିଜେ ଶାହା ଟୁଇଟ୍ କରି ସୂଚନା […]
ଥିରୁଅନନ୍ତପୁରମ : କେରଳର କୋଝିକୋଡରେ ହୋଇଥିବା ବିମାନ ଦୁର୍ଘଟଣାର ତଦନ୍ତରେ ନିୟୋଜିତ ରହିଥିବା 22 ଜଣ ଅଧିକାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଉଦ୍ଧାର କାର୍ଯ୍ୟ ତଥା ତଦନ୍ତରେ ନିୟୋଜିତ ଅଧିକାରୀଙ୍କୁ କ୍ୱାରେଣ୍ଟିନରେ ରଖାଯାଇଥିବା ବେଳେ ଆଜି 22 ଜଣଙ୍କ ରିପୋର୍ଟ […]
ବାଂଲାଦେଶ : ବାଂଲାଦେଶ ସୀମାରେ ବିଏସଏଫ ଯବାନମାନେ ତଲାସି କରୁଥିବା ସମୟରେ ସେଠାରେ ଥିବା କିଛି ସନ୍ଦିଗ୍ଧ ଏକ ପିଞ୍ଜରା ପକାଇ ଦେଇ ପଳାଇଥିଲେ। ପିଞ୍ଜରାରେ ଦୁର୍ଲ୍ଲଭ ଟୁକେନ ପକ୍ଷୀର ଯୋଡ଼ା ଥିଲା, ଯାହାର ମୂଲ୍ୟ ପ୍ରାୟ 15 ଲକ୍ଷଟଙ୍କା। ଏହା […]
ଅମରାବତୀ : କରୋନାରେ ଏବେ ରାଜନୈତିକ ଦଳର ବହୁ ବଡ ବଡ ହସ୍ତୀମାନେ ଶିକାର ହେଉଛନ୍ତି । ବହୁ ସାଂସଦ, ବିଧାୟକ, କେନ୍ଦ୍ରୀୟ ମନ୍ତ୍ରୀମାନେ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ପରିବାରବର୍ଗ ମଧ୍ୟ କରୋନାରେ ଆକ୍ରାନ୍ତ ହେଉଛନ୍ତି । ଅମରାବତୀର […]
କାସରଗୋଡ : ବଦଳୁଥିବା ପରିସ୍ଥିତରେ ସମ୍ପର୍କର ସମୀକରଣ ମଧ୍ୟ ବଦଳିଗଲାଣି। ଜଣେ ଯୁବକ ଏକାକୀ ରହିବାକୁ ଯାଇ ନିଜ ଉଉଣୀକୁ ଆଇସକ୍ରିମ୍ରେ ବିଷ ଦେଇ ହତ୍ୟା କରିଥିବାର ଘଟଣା ସାମ୍ନାକୁ ଆସିଛି । ଏହିପରି ଏକ ଅଭାବନୀୟ ଘଟଣା କାସରଗୋଡରେ ଘଟିଛି […]
ଭୁବନେଶ୍ବର : ଓଡ଼ିଶାର 14 ଜଣଙ୍କୁ ମିଳିବ ପୋଲିସ୍ ମେଡାଲ୍ । ସ୍ବାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ପୋଲିସ୍ ପଦକ ଘୋଷଣା କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ପୋଲିସ୍ ପଦକ ଘୋଷଣା କରାଯାଇଛି ।ବିଶିଷ୍ଟ ସେବା ପାଇଁ ଓଡ଼ିଶାର 2 […]
ନୂଆଦିଲ୍ଲୀ, କରୋନା ମହାମାରୀର ମୁକାବିଲା ପାଇଁ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ସରକାର ଯେଉଁ ଅବିଶ୍ରାନ୍ତ ଲଢେଇ ଲଢୁଛନ୍ତି ସେଥିରେ କେନ୍ଦ୍ର ସରକାର ମଧ୍ୟ ପ୍ରମୁଖ ଭୂମିକା ଗ୍ରହଣ କରୁଛନ୍ତି। ଆବଶ୍ୟକ ସ୍ୱାସ୍ଥ୍ୟ ଭିତ୍ତିଭୂମି ଯୋଗାଇ କରୋନାର ସଫଳ […]
ରାଜସ୍ଥାନ : ବାଲ୍ୟ ବିବାହର 7 ବର୍ଷ ପରେ ସ୍ତ୍ରୀଙ୍କୁ ଶାଶୁଘର ଆସିବାକୁ ସ୍ବାମୀ ଚାପ ପ୍ରୟୋଗ କରିବାରୁ ସ୍ତ୍ରୀ ଜଣକ ବର୍ବରତାର ସୀମା ଟପିଯାଇଛନ୍ତି । ପୁରୁଷଙ୍କ ଘୃଣା କରୁଥିବା ଏହି ସ୍ତ୍ରୀ ଜଣକ ନିଜ ସ୍ବାମୀଙ୍କୁ ଧୋକ୍କାରେ ମାରି […]
ଶ୍ରୀନଗର : ଜମ୍ମୁ କାଶ୍ମୀରରେ ପୁଣି ଥରେ ଆତଙ୍କୀ ମାନେ ସୁରକ୍ଷାବଳ ଉପରକୁ ହମଲା କରିଛନ୍ତି । ଏହି ଆକ୍ରମଣରେ ଦୁଇ ଜଣ ପୋଲିସ କର୍ମୀ ଶହୀଦ ହୋଇଛନ୍ତି। ଶୁକ୍ରବାର ସକାଳେ ପୋଲିସର ପ୍ୟାଟ୍ରୋଲିଂ ଟିମ୍ ଉପରକୁ ଏହି ଆକ୍ରମଣ କରାଯାଇଥିଲା […]
ନୂଆଦିଲ୍ଲୀ : କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ପ୍ରକାଶ କରାଯାଇଥିବା ସୂଚନା ଅନୁଯାୟୀ ବିଗତ 24 ଘଣ୍ଟା ମଧ୍ୟରେ ଦେଶରେ 64 ହଜାର 553 ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା 1000 […]
ଅଯୋଧ୍ୟା: ଗତ ଅଗଷ୍ଟ 5 ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଶ୍ରୀରାମର ମନ୍ଦିର ନିର୍ମାଣର ଭୂମି ପୂଜନ ହେବା ପରେ ରାମ ମନ୍ଦିର ନିର୍ମାଣ କାର୍ଯ୍ୟ ଏବେ ଆରମ୍ଭ ହୋଇଛି । ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ମହାସଚିବ […]
ଅଗରତାଲା : ତ୍ରିପୁରାର ଏକ ସ୍ବାସ୍ଥ୍ୟକେନ୍ଦ୍ରର ଦାୟିତ୍ବହୀନତା କାର୍ଯ୍ୟ ସାମ୍ନାକୁ ଆସିଛି। ଏଠାରେ ଏକ 10 ମାସ ଶିଶୁର ଅବସ୍ଥା ଗୁରୁତର ହୋଇଛି । ଘଟଣାଟି ସାମ୍ନାକୁ ଆସିବା ପରେ ଏହି କାର୍ଯ୍ୟ ପାଇଁ ଜଣେ ଆଶା କର୍ମୀଙ୍କ ବିରୋଧରେ ପୋଲିସ୍ […]
ତାମିଲନାଡୁ : କରୋନା ପାଇଁ ଏବେ ସମେସ୍ତ ଘରେ ଗୃହବନ୍ଦୀ । ବୁଲିବାକୁ ଇଚ୍ଛା ଥିଲେ ବି ଯାଇ ହେଉନାହିଁ । ତେବେ ଏବେ ଏମିତି ଏକ ଘର ଚର୍ଚ୍ଚାକୁ ଆସିଛି । ଯେଉଁ ଘରେ ରହିଲେ ବି ଆପଣ ଯାଇପାରିବେ […]
ଅଲବର: ଜଣେ ପୁଅ ନିଜ ସ୍ତ୍ରୀ ସହିତ ପିତାର ଅବୈଧ ସମ୍ପର୍କ ଦେଖି ଏହାକୁ ସହ୍ୟ କରି ନ ପାରି ବାପାର ଜୀବନ ନେଇଛି ପୁଅ । ସ୍ତ୍ରୀ ସହିତ ବାପର ଏପରି ସମ୍ପର୍କକୁ ଦେଖି ମୁଣ୍ଡନ କରି ପିତାଙ୍କୁ ତର୍ପଣ […]
ଉତ୍ତରପ୍ରଦେଶ : ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଲ ଦାସଙ୍କୁ କରୋନା । ନୃତ୍ୟ ଗୋପାଲ ଦାସଙ୍କୁ ନିଃଶ୍ବାସ ପ୍ରଶ୍ବାସ ନେବାରେ କଷ୍ଟ ହେଉଥିଲା । ଏହା ପରେ ସେ ନିଜର କରୋନା ଟେଷ୍ଟ କରାଇଥିଲେ […]
ନୂଆଦିଲ୍ଲୀ : ଦେଶରେ ନୂତନ ଆୟକର ବ୍ୟବସ୍ଥାର ଶୁଭାରମ୍ଭ ନିମନ୍ତେ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ଦିନ 11ଟା ସମୟରେ ପ୍ରଧାନମନ୍ତ୍ରୀ ଏହି ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ସଚ୍ଚୋଟ ଟିକସଦାତାଙ୍କୁ ଉତ୍ସାହିତ କରିବା ଏବଂ ଟିକସ ବ୍ୟବସ୍ଥାରେ ସ୍ୱଚ୍ଛତା […]
ନୂଆଦିଲ୍ଲୀ : ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି । ତେବେ ସକାଳ ସୁଦ୍ଧା ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥାରେ କୌଣସି ସୁଧାର ଆସିନଥିବାବେଳେ ଏବେବି ସେ ଭେଣ୍ଟିଲେଟର ସପୋର୍ଟରେ ରହିଛନ୍ତି ବୋଲି ଆର୍ମି ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି […]
ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଗତ 24 ଘଣ୍ଟା ମଧ୍ୟରେ 66 ହଜାର 999ଜଣ ଆକ୍ରାନ୍ତ ହୋଇଥିବାବେଳେ 942ଜଣଙ୍କର ମୃତ୍ୟୁ ହୋଇଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା […]