ଚେନ୍ନାଇ, ଗତକାଲି ରାତିରେ କୋଝିକୋଡିରେ ଘଟିଥିବା ବିମାନ ଦୁର୍ଘଟଣା ସଂପର୍କରେ ତଦନ୍ତ କରିବା ପାଇଁ ତଦନ୍ତ ଦଳ ପହଁଚିଛନ୍ତି। ନୂଆଦିଲ୍ଲୀରୁ ଏହି ଦଳ ଆସି ଆଜି ସକାଳେ କୋଝିକୋଡିରେ ପହଁଚିଛନ୍ତି।ଏଥିରେ 4ଟି ବିଭାଗର ତଦନ୍ତ ଅଧିକାରୀମାନେ ସାମିଲ ହୋଇଛନ୍ତି। ସେସବୁ ବିଭାଗ […]
ନୂଆଦିଲ୍ଲୀ: କେରଳ କୋଝିକୋଡ୍ ବିମାନ ଦୁର୍ଘଟଣାର ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇ ୧୮ରେ ପହଁଚିଛି। ଏଥିରେ ଦୁଇ ଜଣ ପାଇଲଟ ସହିତ ଆଉ ୧୬ ଯାତ୍ରୀ ପ୍ରାଣ ହରାଇଛନ୍ତି। ଏଥିସହିତ ଆହତ ହୋଇଥିବା ୧୨୩ ଜଣ ଯାତ୍ରୀଙ୍କ ମଧ୍ୟରୁ ୧୫ ଜଣଙ୍କ […]
ତିରୁଅନନ୍ତପୁରମ୍, କେରଳର କୋଝିକୋଡା ବିମାନ ବନ୍ଦରରେ ଘଟିଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ପାଇଲଟଙ୍କ ସହିତ 14 ଜଣ ମୃତ୍ୟୁବରଣ କରିଥିବା ବେଳେ ବହୁ ଆହତ ହୋଇଛନ୍ତି। ଆହତମାନଙ୍କୁ ସ୍ଥାନୀୟ ହସପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ମୃତ୍ୟୁବରଣ କରିଥିବା ପାଇଲଟଙ୍କ […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ସୋମବାର ଦିନ ଆଣ୍ଡାମାନ ଓ ନିକୋବର ସହିତ ଭାରତୀୟ ମୁଖ୍ୟ ଭୂଖଣ୍ଡର ସମୁଦ୍ର ତଳ (ସବ୍ମେରାଇନ) ଅପ୍ଟିକାଲ ଫାଇବର କେବ୍ଲ (ଓଏଫ୍ସି) ବ୍ୟବସ୍ଥାର ଶୁଭ ଉଦ୍ଘାଟନ କରିବେ। ଚେନ୍ନଇରୁ ପୋର୍ଟବ୍ଳେୟାର ଯାଏଁ ଏହି କେବ୍ଲ […]
କେରଳ : ଆଜି ସଂଧ୍ୟାରେ ଏକ ମର୍ମନ୍ତୁଦ ବିମାନ ଦୁର୍ଘଟଣା ଘଟିଯାଇଛି। ଦୁବାଇରୁ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ କେରଳର କୋଝିକୋଡ ବିମାନ ବନ୍ଦର ଅବତରଣ କରୁଥିବା ବେଳେ ଦୁର୍ଘଟଣା ହୋଇ ଦୁଇ ଖଣ୍ଡ ହୋଇଯାଇଛି। ବିମାନରେ ମୋଟ ୧୯୧ […]
ନୂଆଦିଲ୍ଲୀ: ଯଦି ସବୁ ପରୀକ୍ଷା ସଫଳ ହୁଏ ତାହେଲେ ଭାରତର ସେରମ ଇନଷ୍ଟିଚ୍ୟୁଟ ଆଗାମୀ ଦିନରେ ୧୦ କୋଟି ଟୀକା ପ୍ରସ୍ତୁତ କରିବ। ସହଜ ଓ ସୁଲଭ ମୂଲ୍ୟରେ ପୃଥିବୀର ଗରୀବ ଲୋକଙ୍କ ପାଇଁ ଏହି ଟୀକାର ମୂଲ୍ୟ ୩ ଡଲାର […]
ଭୁବନେଶ୍ବର, ଆଜି ଦେଶରେ ପାଳିତ ହେଉଛି ‘ଷଷ୍ଠ ଜାତୀୟ ହସ୍ତତନ୍ତ ଦିବସ’। ପ୍ରତ୍ୟେକ ଭାରତୀୟ ଭିତରେ ଆମର ଐତିହ୍ୟ ସମ୍ପନ୍ନ ଓ ବହୁପୁରାତନ ପାରମ୍ପରିକ ହସ୍ତତନ୍ତ କଳାପ୍ରତି ଆଗ୍ରହ ସୃଷ୍ଟି କରିବା ଏବଂ ଏହି ସଂସ୍କୃତି ଓ କଳାସହିତ ବଂଶାନୁକ୍ରମେ ଜଡିତ […]
ଝାରଖଣ୍ଡ : ଆପଣମାନେ ଫିଲ୍ମ କି ଧାରାବାହିକରେ ଲୁଟେରୀ ଦୁଲହନକୁ ଦେଖିଥିବେ। କିନ୍ତୁ ଝାରଖଣ୍ଡ ରୁ ସତରେ ଜଣେ ଯୁବତୀ ତିନି ଜଣଙ୍କୁ ଠକି ଲକ୍ଷାଧିକ ଟଙ୍କା ହଡପ କରିଛନ୍ତି। ଝାରଖଣ୍ଡର ଚାତରାରୁ ଏପରି ଘଟଣା ସାମନାକୁ ଆସିଛି। ଏତିଖୋରୀ ନିବାସୀ […]
ଭୁବନେଶ୍ବର, ଆସନ୍ତା ନଅ ତାରିଖରେ ଉତ୍ତର ଏବଂ ପଶ୍ଚିମ କେନ୍ଦ୍ରୀୟ ଅଞ୍ଚଳରେ ଏକ ଲଘୁ ଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ଓଡିଶାରେ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ତରଫରୁ କୁହାଯାଇଛି। ଏହା ଧିରେ ଧିରେ ଘନିଭୂତ […]
ଭୁବନେଶ୍ବର, ଆଜି ଓଡିଶାର ବିଭିନ୍ନ ଜିଲ୍ଲାରେ ଥିବା କୋଭିଡ ହସପିଟାଲ ଏବଂ କେୟାର ସେଣ୍ଟରରେ ଅଗ୍ନି ନିରୋଧ ପକ୍ରିୟା ଯାଞ୍ଚ ଆରମ୍ଭ ହୋଇଛି। ଅଗ୍ନିଶମ ବିଭାଗର ଡିଜି ସତ୍ୟଜିତ ମହାନ୍ତିଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟରେ ଥିବା ସମସ୍ତ ଅଗ୍ନିଶମ କେନ୍ଦ୍ର କର୍ମଚାରୀ […]
ଭୁବନେଶ୍ବର, ଆଇନ ଶୃଙ୍ଖଳା ପରିସ୍ଥିତିକୁ ବିକେନ୍ଦ୍ରୀକରଣ କରିବା ପାଇଁ ଆଜି ରାଜ୍ୟ ସରକାର ଏକ ବଡ ନିଷ୍ପତି ନେଇଛନ୍ତି। ତାହା ହେଲା ରାଜ୍ୟର ଛଅଟି ଥାନାକୁ ଦୁଇ ଭାଗ କରାଯିବ। ଆଜି ଏ ସଂକ୍ରାନ୍ତ ଫାଇଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମତି […]
ଥିରୁଅନନ୍ତପୁରମ : କେରଳରେ ପ୍ରବଳ ବର୍ଷା କାରଣରୁ ଭୂସ୍ଖଳନ ଘଟି 5 ଜଣଙ୍କର ମୃ୍ତ୍ୟୁ ଘଟିଛି । କେରଳର ଇଡୁକୀ ଜିଲ୍ଲାରେ ଶୁକ୍ରବାର ସକାଳୁ ଏହି ଘଟଣା ଘଟିଛି । ମୁନ୍ନାରରୁ 25 କିମି ଦୂର ରାଜମଲାଇ ଅଞ୍ଚଳରେ ଏହି ଦୁର୍ଘଟଣା […]
ନୂଆଦିଲ୍ଲୀ, ଆଜି ଜମ୍ମୁ କାଶ୍ମୀରର ଉପରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି ବିଜେପିର ବରିଷ୍ଠ ନେତା ତଥା ପୂର୍ବତ୍ତନ ମନ୍ତ୍ରୀ ମନୋଜ ସିହ୍ନା। ଜମ୍ମୁକାଶ୍ମୀର ରାଜଭବନରେ ଆୟୋଜିତ ଏକ ଉତ୍ସବରେ ରାଜ୍ୟର ମୁଖ୍ୟ ବିଚାରପତି ଗୀତା ମିତ୍ତଲ ତାଙ୍କୁ ଶପଥପାଠ କରାଇଥିଲେ। […]
ମୁମ୍ବାଇ, ଶେଷରେ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତି ମୁମ୍ବାଇ ଇଡି ଅଫିସରେ ହାଜର ହୋଇଛନ୍ତି। ଅର୍ଥ କାରାବାର ଉପରେ ଆଜି ହାଜର ହେବା ପାଇଁ ଇଡି ରିୟାଙ୍କୁ ସମନ କରିଥିଲେ। ସେହି ଅନୁସାରେ ଆଜି ରିୟା ଇଡିରେ ହାଜର ହୋଇ ଜେରାର ସମ୍ମୁଖୀନ […]
ଭୁନେଶ୍ୱର: ରାଜ୍ୟରେ କରୋନାରେ ଆଉ ୧୨ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୪୭ରେ ପହଞ୍ଚିଛି। ଆଜି ଆସିଥିବା ସଦ୍ୟତମ ରିପୋର୍ଟ ଅନୁସାରେ ସୁନ୍ଦରଗଡ଼ରୁ ୩, ବ୍ରହ୍ମପୁରରୁ ୩, ମୟୂରଭଞ୍ଜ, ସମ୍ବଲପୁର, କେନ୍ଦ୍ରାପଡ଼ା , ଢେଙ୍କାନାଳ, ଗଜପତି, […]
ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ମିଳିତ ସୂଚନା ଅନୁସାରେ ଗତ 24ଘଣ୍ଟାରେ ସର୍ବାଧିକ 62,539ଜଣ କରୋନା ଦ୍ବାରା ଆକ୍ରାନ୍ତ ହୋଇଛନ୍ତି। ଭାରତରେ ସଂକ୍ରମିତଙ୍କ ସଂଖ୍ୟା 20 ଲକ୍ଷ ଟପିଲାଣି । ସେହିପରି ଗତ 24 ଘଣ୍ଟାରେ […]
ଭୁବନେଶ୍ବର,ଭାରତର ସିଏଜି ଭାବେ ଗିରିଶ ଚନ୍ଦ୍ର ମୂର୍ମୁ ନିଯୁକ୍ତି ପାଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ସ୍ବାଗତ କରିଛନ୍ତି। ଗତକାଲି ମୁର୍ମୁ ଭାରତ ସମୀକ୍ଷକ ଓ ମହାଲେଖ ପରୀକ୍ଷକ ବା Comptroller and Auditor General of India ଭାବେ ନିଯୁକ୍ତି […]
ନୂଆଦିଲ୍ଲୀ,ରସାୟନ ଏବଂ ସାର ମନ୍ତ୍ରଣାଳୟ ଅଧୀନରେ ଥିବା ପିଏସୟୁ ଫର୍ଟିଲାଇଜର୍ସ ଏବଂ କେମିକାଲ୍ସ ଟ୍ରାଭାନକୋର ଲିମିଟେଡ (ଏଫଏସିଟି) ଚଳିତ ବର୍ଷ ମଧ୍ୟରେ ଉତ୍ପାଦନ ଏବଂ ବିକ୍ରୟ କ୍ଷେତ୍ରରେ ରେକର୍ଡ ଭାଙ୍ଗିଛି। ଏଫଏସିଟିର ଏକ ବିବୃତ୍ତି ଅନୁଯାୟୀ, ଜୁଲାଇ ୨୦୨୦ ମଧ୍ୟରେ କମ୍ପାନୀ […]
ନୂଆଦିଲ୍ଲୀ, ସ୍ମାର୍ଟ ଇଣ୍ଡିଆ ହାକାଥନ (ଏସଆଇଏଚ)-୨୦୨୦ ପ୍ରତିଯୋଗିତାରେ ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ବିଭାଗ, ଡିଆରଡିଓ ଅଧୀନ ସ୍ୱୟଂଶାସିତ ସଂସ୍ଥା, ଡିଫେନ୍ସ ଇନଷ୍ଟିଚ୍ୟୁଟ ଅଫ ଆଡଭାନ୍ସ ଟେକ୍ନୋଲୋଜି (ଡିଆଇଏଟି), ପୁନେ ପ୍ରଥମ ପୁରସ୍କାର ହାସଲ କରିଛି। ଏହାର ଲାଇଭ କାର୍ୟ୍ୟକ୍ରମରେ ପ୍ରଧାନମନ୍ତ୍ରୀ […]
ନୂଆଦିଲ୍ଲୀ, ଜାତୀୟ ଚଳଚ୍ଚିତ୍ର ଉନ୍ନୟନ ନିଗମ ପ୍ରଥମ ଥର ପାଇଁ ଏକ ଅନ୍ଲାଇନ ଦେଶାତ୍ମବୋଧକ ଚଳଚ୍ଚିତ୍ର ଉତ୍ସବ ଆୟୋଜନ କରୁଛି। ଆସନ୍ତାକାଲିଠାରୁ ଏହା ଆରମ୍ଭ ହେବ। ଚଳିତବର୍ଷର ସ୍ୱାଧୀନତା ଦିବସ ପାଳନର ଏହା ଏକ ଅଂଶବିଶେଷ । ସୂଚନା ଓ ପ୍ରସାରଣ […]
ନୂଆଦିଲ୍ଲୀ, ଜମ୍ମୁ-କାଶ୍ମୀର ଉପ ରାଜ୍ୟପାଳ ଦାୟିତ୍ଵ ତୁଲାଉଥିବା ଓଡିଆ ଆଇଏଏସ ଅଧିକାରୀ ଗିରୀଶ ଚନ୍ଦ୍ର ମୁର୍ମୁ ହେଲେ କମ୍ପ୍ତ୍ରୋଲର ଆଣ୍ଡ ଅଡିଟର ଜେନେରାଲ ବା ଦେଶର ମହା ଲେଖାକାର। ଏନେଇ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅନୁମତି ପ୍ରଦାନ କରିଛନ୍ତି। ଫଳରେ କେନ୍ଦ୍ର […]