ନୂଆଦିଲ୍ଲୀ, ପ୍ରଥମ ଥର ପାଇଁ ଦେଶ ଏବର୍ଷ ଅଗଷ୍ଟ 15ରେ ଦେଖିବ ଭିନ୍ନ ଧରଣର ସ୍ବାଧୀନତା ଦିବସ ସମାରୋହ। ଦେଶର ଇତିହାସରେ ଐତିହାସିକ ଲାଲକିଲ୍ଲାରେ ସମ୍ପୂର୍ଣ୍ଣ ଭିନ୍ନ ଢଙ୍ଗରେ ପାଳନ ହେବ ସ୍ବାଧୀନତା ଦିବସ ସମାରୋହ। କୋଭିଡ-19 ମହାମାରୀ ଦୃଷ୍ଟିରୁ ଦେଶର […]
ନୂଆଦିଲ୍ଲୀ, ଓଡ଼ିଶା,ବିହାର, ଉପକୂଳବର୍ତ୍ତୀ ଆନ୍ଧ୍ର ପ୍ରଦେଶ, ପୂର୍ବ ମଧ୍ୟପ୍ରଦେଶ, ଛତିଶଗଡ଼, କୋଙ୍କଣ ଏବଂ ଗୋଆରେ ଆସନ୍ତାକାଲି ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା କଥା ଭାରତୀୟ ପାଣିପାଗ ବିଭାଗ କହିଛି। ଏହାଛଡ଼ା ଉତ୍ତର ପ୍ରଦେଶ, ରାଜସ୍ଥାନ, ପଶ୍ଚମ ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ, […]
ପାଟନା, ଜୁଲାଇ ୧୬ରୁ ୩୧ ତାରିଖ ଯାଏଁ ବିହାରରେ ସମ୍ପୂର୍ଣ୍ଣ ଲକ୍ଡାଉନ୍ ଘୋଷଣା କରାଯାଇଛି। ରାଜ୍ୟରେ କୋଭିଡ ସଂକ୍ରମଣ ସଂଖ୍ୟା ଦିନକୁ ଦିନ ବଢୁଥିବା ଦୃଷ୍ଟିରୁ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ସୁଶୀଳ କୁମାର ମୋଦୀ ଏହା […]
ଜୟପୁର, ମଧ୍ୟ ପ୍ରଦେଶ ଭଳି ଠିକ୍ ରାଜସ୍ଥାନରେ ଯେଉଁଭଳି ଭାବେ ରାଜନୈତିକ ହଟଚମଟ ସୃଷ୍ଟି ହୋଇଥିଲା ଯାହାର କେନ୍ଦ୍ର ବିନ୍ଦୁ ସାଜିଥିଲେ ଉପ ମୁଖ୍ୟମନ୍ତ୍ରୀ ସଚିନ ପାଇଲଟ। ସମସ୍ତେ ଭାବୁଥିଲେ କିଛି ନା କିଛି ରାଜନୈତିକ ଓଲଟପାଲଟ ହେବ। କିନ୍ତୁ କିଏ […]
ନୂଆଦିଲ୍ଲୀ, ସତ୍ୟକୁ ଏପଟ ସେପଟ କରାଯାଇପାରେ, କିନ୍ତୁ ଏହା ବେଶୀ ଦିନ ଲୁଚି ରହି ପାରିବ ନାହିଁ। ନିଶ୍ଚିତ ଭାବେ ସତ୍ୟ ପଦାକୁ ଆସିବ, ସତ୍ୟର ଜୟ ହେବ ବୋଲି କହିଛନ୍ତି ସଚିନ୍ ପାଇଲଟ୍। ରାଜସ୍ଥାନ ଉପ ମୁଖ୍ୟମନ୍ତ୍ରୀ ଓ ପ୍ରଦେଶ […]
କଟକ : ଆଜି କଟକ ସହରରୁ 27 ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ 27 ଆକ୍ରାନ୍ତଙ୍କ ମଧ୍ୟରା 20 ଜଣ ଇନ୍ଷ୍ଟିଚ୍ୟୁସନାଲ୍ କ୍ବାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳ 4 ଜଣ ହୋମ୍ କ୍ବାରେଣ୍ଟାଇନ୍ ଓ 3 ଜଣ […]
ନୂଆଦିିଲ୍ଲୀ: ସେଣ୍ଟ୍ରାଲ୍ ବୋର୍ଡ ଅଫ୍ ସେକେଣ୍ଡାରି ଏଜୁକେସନ୍(ସିବିଏସ୍ଇ)ର ଦଶମ ଶ୍ରେଣୀ ପରୀକ୍ଷା ଫଳ ଆସନ୍ତାକାଲି ପ୍ରକାଶ ପାଇବ । ସିବିଏସ୍ଇ ପରୀକ୍ଷା ଫଳ ଆଜି ପ୍ରକାଶ ପାଇବାର ଥିଲା ମାତ୍ର ତାହା ବୁଧବାର ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି। କେନ୍ଦ୍ର […]
ଜୟପୁର: ରାଜସ୍ଥାନ ଉପମୁଖ୍ୟମନ୍ତ୍ରୀ ଏବଂ ପାଇଲଟଙ୍କୁ ପ୍ରଦେଶ କଂଗ୍ରେସ କମିଟି ଅଧ୍ୟକ୍ଷ ପଦରୁ ହଟିବା ପରେ ଜୟପୁରସ୍ଥିତ କଂଗ୍ରେସ ମୁଖ୍ୟାଳୟରୁ ସଚିନ ପାଇଲଟଙ୍କ ନେମ୍ ପ୍ଲେଟ୍ ନାମ ଫଳକ ହଟାଇ ଦିଆଯାଇଛି । ପାଇଲଟଙ୍କ ସ୍ଥାନରେ ଗୋବିନ୍ଦ ସିଂହ ଦୋତସ୍ରାଙ୍କୁ ରାଜସ୍ଥାନ […]
ଭାଗଲପୁର : କରୋନା ସହ ଲଢେଇରେ ଆମ ମଣିଷପଣିଆ ମରିଯାଇଥିବାର ଦେଖଯାଉଛି । କରୋନାରୁ ଦୂରେଇବା ପାଇଁ ସାମାଜିକ ଦୂରତ୍ବକୁ ବାଧ୍ୟତାମୂଳକ କରାଯାଇଛି । କିନ୍ତୁ ଏହାକୁ ନେଇ ଆମେ ଅସଭ୍ୟ ହୋଇଯାଉଛି । କରୋନାକୁ ଡରିବା ସହିତ ଆମେ କରୋନା […]
ନିଆାଳି : କଟକ ଜିଲ୍ଲା ନିଆଳିରେ 6 କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଏହି ବ୍ଲକ୍ର 5 ପଞ୍ଚାୟତକୁ ଶଟଡାଉନ୍ ଘୋଷଣା କରାଯାଇଛି। କରୋନା ସଂକ୍ରମଣ ଦୃଷ୍ଟିରୁ 5ଟି ପଞ୍ଚାୟତକୁ 48 ଘଣ୍ଟା ପାଇଁ ଶଟଡାଉନ୍ ଘୋଷଣା କରିଛନ୍ତି ସରପଞ୍ଚ। […]
ପାଟନା : ଦେଶରେ କରୋନା ସଂକଟ ସମୟରେ ବିହାରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ମିଳିଥିବା ସୂଚନା ଅନୁସାରେ ପାଟନାର ବିଜେପି କାର୍ଯ୍ୟାଳୟରେ ଏକାସାଙ୍ଗରେ 25ଜଣ କରୋନା ସଂକ୍ରମିତ ହୋଇଥିବାର ସୂଚନା ମିଳିଛି । ଚଳିତ ବର୍ଷ ନଭେମ୍ବରରେ […]
ନୂଆଦିଲ୍ଲୀ/ବ୍ୟାଙ୍କକ, କରୋନାର ଭୟଙ୍କର ସ୍ଥିତି ପାଇଁ ବର୍ତ୍ତମାନ ସାରା ବିଶ୍ବ ଏକ ପ୍ରକାର ବନ୍ଦ ହୋଇଯାଇଛି। ସ୍କୁଲ କଲେଜଠାରୁ ଆରମ୍ଭ କରି ମଲ ସିନେମା ହଲ ସବୁ ବନ୍ଦ। ହେଲେ ଏପରି ସଙ୍କଟମୟ ପରିସ୍ଥିତିରେ ଥାଇଲାଣ୍ଡ ତରଫରୁ ଛାତ୍ରଛାତ୍ରୀଙ୍କ ପାଇଁ ନିଆଯାଇଛି […]
ନୂଆଦିଲ୍ଲୀ : ଭାରତରେ ହୁ ହୁ ହୋଇ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ 28 ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ 9 ଲକ୍ଷ ଟପିଥିବା ବେଳେ ମୃତ୍ୟୁ […]
ତାମିଲନାଡୁ : କରୋନା ମହାମାରୀ ଯୋଗୁଁ ଦେଶ ସାରା ଲକ୍ଡାଉନ୍ ଜାରି ରହିଥିବାବେଳେ ଜୁଲାଇର ପ୍ରଥମାର୍ଦ୍ଧରୁ ଅନେକ ସ୍ଥାନରେ ଅନଲକ୍ ପ୍ରକ୍ରିୟା ଆରମ୍ଭ ହୋଇଛି । କିନ୍ତୁ କରୋନା ମାମଲା ବୃଦ୍ଧି ଦେଖି କିଛି କଟକଣା ଜାରି କରାଯାଇଛି । କିନ୍ତୁ […]
ଜୟପୁର, ରାଜସ୍ଥାନରେ କଂଗ୍ରେସ ସରକାରଙ୍କୁ ବଞ୍ଚାଇବା ଉଦ୍ୟମରେ ଦଳ ପକ୍ଷରୁ ଭରପୂର ଉଦ୍ୟମ ହୋଇଥିଲେ ହେଁ ତାହା ବିଶେଷ ସଫଳ ହୋଇନାହିଁ। ଉପ ମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କ ବିଦ୍ରୋହ ପରେ ରାଜ୍ୟରେ କଂଗ୍ରେସ ପ୍ରତି ଦେଖା ଦେଇଥିବା ବିପଦ ଏବେ ବି […]
ନୂଆଦିଲ୍ଲୀ, ପ୍ରକୃତ ନିୟନ୍ତ୍ରଣ ରେଖା ଏଲଏସିରେ ଉତ୍ତେଜନା ହ୍ରାସ ପାଇଁ ଭାରତ ଓ ଚୀନ ମଧ୍ୟରେ ଆସନ୍ତାକାଲି ସାମରିକସ୍ତରୀୟ ଆଲୋଚନା ଅନୁଷ୍ଠିତ ହେବ। ଏଲଏସିର ଭାରତ ପଟେ ପୂର୍ବ ଲଦାଖର ଚୁସୁଲଠାରେ ହେବାକୁ ଥିବା ଏହି ବୈଠକରେ ୨ୟ ପର୍ଯ୍ୟାୟ ସେନା […]
ନୂଆଦିଲ୍ଲୀ: ଦିଲ୍ଲୀରେ ଖୁବଶୀଘ୍ର ପ୍ରତିଷ୍ଠା ହେବ ଦ୍ବିତୀୟ ପ୍ଲାଜମା ବ୍ୟାଙ୍କ। ଆଜି ଏହା ଘୋଷଣା କରିଛନ୍ତି ଦିଲ୍ଲୀର ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ। ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ସରକାର ଏହି ପଦକ୍ଷେପ ନେଇଛନ୍ତି। ଦିଲ୍ଲୀର ଲୋକନାୟକ […]
ନୂଆଦିଲ୍ଲୀ: ବିଶ୍ବରେ ପ୍ରଥମ ଥର ପାଇଁ କରୋନାଭାଇରସ୍ ବିରୋଧୀ ଟିକାର ସଫଳ ଡାକ୍ତରୀ ପରୀକ୍ଷା କରାଯାଇଛି। ରୁଷ୍ ଏହି ପରୀକ୍ଷା କରିଥିବା ଦାବି କରିଛି। ମାନବ ଶରୀରରେ ଏହାର ପରୀକ୍ଷଣ କରାଯାଇଛି। ‘ଲାଇପୋଫିଲିସ୍ଡ୍’ ବା ପାଉଡର୍ ଭାବେ ଥିବା ଏହି ଟିକାରୁ […]
ନୂଆଦିଲ୍ଲୀ : ପ୍ରକାଶ ପାଇଲା ସିବିଏସ୍ଇ ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ । cbseresults.nic.inରେ ପରୀକ୍ଷା ଫଳ ଉପଲବ୍ଧ ହେଉଛି। ସର୍ବଭାରତୀୟ ସ୍ତରରେ ପାସ୍ ହାର 88.78 ପ୍ରତିଶତ ରହିଛି । ଭୁବନେଶ୍ବର ରିଜନ୍ରେ 91.47ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । […]
କୋଲକାତା: ପଶ୍ଚିମବଙ୍ଗର ବରିଷ୍ଠ ବିଜେପି ନେତା ତଥା ବିଧାୟକ ଦେବେନ୍ଦ୍ର ନାଥ ରାୟଙ୍କ ଝୁଲନ୍ତା ମୃତଦେହ ଊଦ୍ଧାର ହୋଇଛି । ମିଳିଥିବା ସୂଚନା ଅନୁସାରେ ଉତ୍ତର ଦିଞ୍ଜାପୁର ଅନ୍ତର୍ଗତ ହେମତାବାଦ ସ୍ଥିତ ତାଙ୍କ ଘର ନିକଟରୁ ଠାବ ହୋଇଛି। ମୃତ୍ୟୁର କାରଣ […]
ଜୟପୁର : ରାଜସ୍ଥାନ ରାଜନୀତିରେ ହାଇଭୋଲଟେଜ୍ ଡ୍ରାମା ଚାଲିଥିବା ବେଳେ କଂଗ୍ରେସ ନେତା ପିଏଲ୍ ପୁନିଆଙ୍କ ବୟାନ ଏବେ ଚର୍ଚ୍ଚାକୁ ଆସିଛି। ପିଏଲ୍ ପୁନିଆ କହିଛନ୍ତି ଯେ, ସଚିନ୍ ପାଇଲଟ ଏବେ ବିଜେପିରେ ରହିଛନ୍ତି । ତେବେ ଔପଚାରିକ ଭାବେ ସଚିନ୍ […]