ଜାତୀୟ ଖବର

ଚାଣକ୍ୟ ନୀତି: ଚାଣକ୍ୟ କହିଛନ୍ତି ଯେ, ଜ୍ଞାନ ଯେଉଁଠାରୁ ପ୍ରାପ୍ତ ହୁଏ ସେଠାରୁ ନିଆଯିବା ଉଚିତ୍। ଯେପରି ଶିଖିବାର ବୟସ ନାହିଁ, ସେହିପରି ଭଲ ଜ୍ଞାନ ଆହରଣ…

ମେଷ:– ଆଜି ଯୁଦ୍ଧଠାରୁ ଦୂରରେ ରହିବା ଉଚିତ୍। ପରିସ୍ଥିତି ଅନୁଯାୟୀ କାର୍ଯ୍ୟ କରନ୍ତୁ। ବ୍ୟବସାୟ ଏବଂ ଚାକିରିରେ ସବୁକିଛି ଆପଣଙ୍କ ଅନୁଯାୟୀ ହେବ। ତୃତୀୟ ବ୍ୟକ୍ତିଙ୍କ ଆଗମନ…

ଏଲିଜାବେଥଙ୍କ ପରଲୋକ: ବ୍ରିଟେନର ମହାରାଣ ରାଣୀ ଏଲିଜାବେଥ୍ ଦ୍ବିତୀୟଙ୍କର ପରଲୋକ ହୋଇଯାଇଛି। ଏ ନେଇ ରୟାଲ ପ୍ୟାଲେସ ତରଫରୁ ଟୁଇଟ କରି ସୂଚନା ପ୍ରଦାନ କରାଯାଇଛି। ମୃତ୍ୟୁ…

ଭୁବନେଶ୍ୱର:  ରବିନ୍ଦ୍ର ମଣ୍ଡପରେ ଚାଲିଥିବା ଗୁରୁ କେଳୁ ଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟା ବେଶ ଆକର୍ଷଣୀୟ ଥିଲା।  ବହୁମୁଖୀ ତଥା ପ୍ରତିଭାଶାଳୀ କର୍ଣ୍ଣାଟକୀ କଣ୍ଠ…

ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ୟୁଏସ ଇଣ୍ଡିଆ ବିଜନେସ କାଉନସିଲ ଏବଂ ସାଉଥ ଏସିଆ ଇଣ୍ଟରନ୍ୟାସନାଲ ଆଫେୟାର୍ ୟୁଏସ…

ଭୁବନେଶ୍ୱର: ୧୯୭୨ ମସିହାରେ ଧଉଳି ପାହାଡରେ ପ୍ରତିଷ୍ଠିତ ବିଶ୍ୱବିଦିତ ଶାନ୍ତିସ୍ତୁପ ଏବଂ ବୌଦ୍ଧ ପୁଣ୍ୟପୀଠ ଚଳିତ ବର୍ଷ ୫୦ ବର୍ଷ ପୁରଣ କରୁଛି । ଏହାକୁ ସ୍ମରଣୀୟ…

ଭୁବନେଶ୍ବର: ଆଜି ବାଜିଛି ବିଶ୍ବ କପ ହକି ମହାସମରର ବିଗୁଲ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆନୁଷ୍ଠାନିକ ଭାବେ ଏହି ମହାସମରର ଘୋଷଣା କରିଛନ୍ତି।ଭୁବନେଶ୍ୱରସ୍ଥିତ ଲୋକସେବା ଭବନ…

ନୂଆଦିଲ୍ଲୀ: ବାଣିଜ୍ୟ ଓ ଶିଳ୍ପ, ଉପଭୋକ୍ତା ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ତଥା ବୟନ ମନ୍ତ୍ରୀ ପୀୟୂଷ ଗୋୟଲ କହିଛନ୍ତି ଯେ ଆମେରିକାରେ ପ୍ରବାସୀ ଭାରତୀୟ…

ନୂଆଦିଲ୍ଲୀ: ବିଜେପିକୁ ଘେରିବା ପାଇଁ ସାରା ଦେଶରେ ବିରୋଧୀଙ୍କ ଆଲୋଚନା ଜାରି ରହିଛି। ଏଥି ସହ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ସମ୍ପର୍କରେ ଆଲୋଚନା…

ମୁଆଦିଲ୍ଲୀ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ 08 ସେପ୍ଟେମ୍ବର 2022 ରେ ଟୋକିଓରେ ଜାପାନର ରକ୍ଷା ମନ୍ତ୍ରୀ ୟାସୁକାଜୁ ହମଦାଙ୍କ ସହିତ ଦ୍ଵିପାକ୍ଷିକ ଆଲୋଚନା କରିଛନ୍ତି। ଏହି…

ଭୁବନେଶ୍ବର: ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆରଡିଓ) ଏବଂ ଭାରତୀୟ ସେନା ଓଡ଼ିଶା ଉପକୂଳର ଚାନ୍ଦିପୁର ସ୍ଥିତ ସମନ୍ୱିତ ପରୀକ୍ଷଣ ଘାଟୀ (ଆଇଟିଆର)ରୁ କୁଇକ୍‍ ରିଆକ୍ସନ୍…

ଭୁବନେଶ୍ବର: ରାଜ୍ୟରେ ଶିଳ୍ପକୈନ୍ଦ୍ରିକ ବାତାବରଣକୁ ବଳିଷ୍ଠ ରୂପ ଦେବା ପାଇଁ ଓଡ଼ିଶା ସରକାର ବହୁ ପ୍ରଭାବଶାଳୀ ପଦକ୍ଷେପ ଗ୍ରହଣ କରିଛନ୍ତି। ବିଭିନ୍ନ ପଦକ୍ଷେପ ମଧ୍ୟରୁ କ୍ଷେତ୍ରୀୟ ନୀତିର…

ନୂଆଦିଲ୍ଲୀ: ୟୁଏଇରେ ଚାଲିଥିବା ଏସିଆ କପ୍-୨୦୨୨ ରେ ଭାରତ ଏବଂ ଆଫଗାନିସ୍ତାନ ଆଜି ମୁହାଁମୁହିଁ ହେବେ। ଉଭୟ ଦଳ ଏସିଆ କପ୍ ଫାଇନାଲ ଦୌଡରୁ ବାଦ ପଡିଛନ୍ତି।…

ନୂଆଦିଲ୍ଲୀ: ନ୍ୟାସନାଲ ଟେଷ୍ଟିଙ୍ଗ ଏଜେନ୍ସି (NTA) NEET UG 2022 ପରୀକ୍ଷାର ଫଳାଫଳ ପ୍ରକାଶ କରିଛି। NEET UG 2022 ପରୀକ୍ଷାରେ ଶ୍ରେଷ୍ଠ ୪ ପରୀକ୍ଷାର୍ଥୀଙ୍କର ସମାନ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ପିଏମ ଗତିଶକ୍ତି ଭିତ୍ତିଭୂମିକୁ ଲାଗୁ କରିବା ଲାଗି ରେଳବାଇ ଜମି ନୀତିରେ ସଂଶୋଧନ କରିବା…

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ କରୋନା ସଂକ୍ରମଣର ୬ ହଜାର ୩୯୫ ଟି ନୂଆ ମାମଲା ଚିହ୍ନଟ ହୋଇଛି। ଯାହା ପରେ ଦେଶରେ ମୋଟ…

ଭୁବନେଶ୍ୱର : ସେପ୍ଟେମ୍ବର ୬ ରେ ସୃଜନ ଦ୍ୱାରା ଆୟୋଜିତ ହୋଇଥିବା ୨୮ ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ୨୦୨୨ ର ଦ୍ୱିତୀୟ ସନ୍ଧ୍ୟାରେ…

ନୂଆଦିଲ୍ଲୀ: ଗଣପତି ମହୋତ୍ସବ ଯାହା ଅଗଷ୍ଟ ୩୧ ତାରିଖରୁ ଆରମ୍ଭ ହୋଇଥିଲା, ସେପ୍ଟେମ୍ବର ୯ ତାରିଖରେ ଅନନ୍ତ ଚତୁର୍ଦ୍ଦଶୀ ଦିନ ଶେଷ ହେବ। ୧୦ ଦିନ ଧରି…

ଭୁବନେଶ୍ବର: ଗତ ଅଗଷ୍ଟ ମାସର ଦ୍ୱିତୀୟ ଓ ତୃତୀୟ ସପ୍ତାହରେ ହୋଇଥିବା ବନ୍ୟା ଓ ପ୍ରବଳ ବୃଷ୍ଟିପାତ ଯୋଗୁଁ ରାଜ୍ୟର ୨୪ ଟି ଜିଲ୍ଲା ଯଥା: ଅନୁଗୁଳ,…

ଚାଣକ୍ୟ ନୀତି: ପ୍ରତ୍ୟେକ ବ୍ୟକ୍ତିଙ୍କ ଜୀବନରେ ବିବାହ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟ, ଯାହା ପରେ ପୁରୁଷ କିମ୍ବା ମହିଳା ହେଉ ସମସ୍ତଙ୍କ ଜୀବନରେ ପରିବର୍ତ୍ତନ ଆସିଥାଏ।…

କୁମ୍ଭ:– ଆପଣଙ୍କ ସମସ୍ୟା ଆପଣଙ୍କ ପାଇଁ ବହୁତ ବଡ ହୋଇପାରେ, କିନ୍ତୁ ଆପଣଙ୍କ ଆଖପାଖର ଲୋକମାନେ ଆପଣଙ୍କ ଯନ୍ତ୍ରଣା ବୁଝିବେ ନାହିଁ । ବୋଧହୁଏ ସେମାନେ ଅନୁଭବ…