ନୂଆଦିଲ୍ଲୀ: ସାରା ବିଶ୍ବରେ କରୋନା ତାଣ୍ଡବ ଚାଲିଥିବାବେଳେ କରୋନାକୁ ନେଇ ଏକ ଆଶ୍ବସ୍ତିକର ଖବର ଶୁଣିବାକୁ ମିଳିଛି। କରୋନା ମୁକ୍ତି ପାଇଁ ବାହାରିଲା ମେଡିସିନ୍। ଭାରତୀୟ କମ୍ପାନୀ ଗ୍ଲେନମାର୍କ ଫାର୍ମାସ୍ୟୁଟିକାଲସ୍ କୋଭିଡ୍ -୧୯ ପାଇଁ ବାହାର କରିଛି ଏହି ମେଡିସିନ୍। କରୋନାରେ […]
ନୂଆଦିଲ୍ଲୀ : କରୋନା ସ୍ଥିତି ଭାରତରେ ଜଟିଳ ହେବାକୁ ଲାଗିଥିବାବେଳେ କରୋନା ଯୋଦ୍ଧାଙ୍କ ଜୀବନ ନେବାରେ ଲାଗିଛି ଏହି ମହାମାରୀ । ଦିଲ୍ଲୀ ଏନ୍ଏଚ୍ଏସ୍ଆର୍ସିରେ କାର୍ଯ୍ୟରତ ଓଡ଼ିଆ ଡାକ୍ତରଙ୍କ କରୋନାରେ ମୃତ୍ୟୁହୋଇଥିବାର ସୂଚନା ମିଳିଛି । ମୃତ ଡାକ୍ତର ଜଣକ ହେଉଛନ୍ତି […]
ନୂଆଦିଲ୍ଲୀ : ଆଜି ଅନ୍ତର୍ଜାତୀୟ ଯୋଗ ଦିବସ । ଜୁନ୍ 21କୁ ଅନ୍ତର୍ଜାତୀୟ ଯୋଗ ଦିବସ ଭାବରେ ପାଳନ କରାଯାଇଥାଏ । 2015ରେ ପ୍ରଥମ ଥର ପାଇଁ ଯୋଗ ଦିବସ ପାଳନ କରାଯାଇଥିଲା । ଚଳିତ ବର୍ଷ ଯୋଗ ଦିବସର ଥିମ୍ […]
ପୁରୀ, ରଥଯାତ୍ରା ସଂପର୍କରେ ରାଜ୍ୟ ସରକାର ସୁପ୍ରିମକୋର୍ଟରେ ରିଭ୍ୟୁ ପିଟିସନ ଦାଖଲ କରନ୍ତୁ । ଏ ନେଇ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଏକ ଲମ୍ବା ଚିଠି ଲେଖିଛନ୍ତି ଗଜପତି ଦିବ୍ୟସିଂହ ଦେବ। ସେ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ରାଜ୍ୟ ସରକାର କୋର୍ଟକୁ […]
ଆଗ୍ରା: ଆହ୍ଲାବାଦ-ଲକ୍ଷ୍ନୌ ଏକ୍ସପ୍ରେସୱେରେ ଏକ ମର୍ମଦୂତ ସଡକ ଦୁର୍ଘଟଣା ଘଟିଛି। ଫିରୋଜାବାଦ ଜିଲ୍ଲାର ନାସିରପୁର ପୋଲିସ ଷ୍ଟେସନ ଅଞ୍ଚଳରେ ଏହି ମର୍ମଦୂତ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଛି। ସୂଚନାଅନୁଯାୟୀ ଶନିବାର ଦିନ […]
ପଶ୍ଚିମବଙ୍ଗ : ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ବଡ଼ ଭାଇ ସ୍ନେହାଶିଷ ଗାଙ୍ଗୁଲି କରୋନା ଆକ୍ରାନ୍ତ ହୋଇନଥିବାର ସୂଚନା ରହିଛି । ସେ ସମ୍ପୂର୍ଣ୍ଣ ରୂପେ ଠିକ୍ ଅଛନ୍ତି। ବେଙ୍ଗଲ କ୍ରିକେଟ ଆସୋସିଏସନର ସମ୍ପାଦକ ରୂପେ ଅବସ୍ଥାପିତ ଥିବା ସ୍ନେହାଶିଷ ଏବେ […]
ଭୋପାଳ : ମଧ୍ୟପ୍ରଦେଶ ରାଜ୍ୟସଭା ନିର୍ବାଚନ ସମାପ୍ତ ହୋଇସାରିଛି । ଏହାର ପରିଣାମ ମଧ୍ୟ ଆସିଛି । ମଧ୍ୟପ୍ରଦେଶରେ ତିନୋଟି ଆସନରୁ ଦୁଇଟି ଆସନରେ ବିଜେପି ବାଜିମାତ୍ କରିଥିବାବେଳେ ଗୋଟିଏ ଆସନରେ କଂଗ୍ରେସ ବାଜିମାତ୍ କରିଛନ୍ତି । କଂଗ୍ରେସ ତରଫରୁ ଦିଗ୍ବିଜୟ […]
ମୁମ୍ବାଇ: କରୋନା ମହାମାରୀ ଯୋଗୁଁ ଭାରତର ସ୍ଥିତି ବେଶ୍ ଜଟିଳ ରହିଛି । କରୋନା କବଳରେ ସାଧାରଣ ଜନତା ଠାରୁ ଆରମ୍ଭ କରି ବହୁ ତୁଙ୍ଗ ନେତୃବୃନ୍ଦମାନେ ମଧ୍ୟ ଏହି ସଂକ୍ରମଣର ଶିକାର ହୋଇଛନ୍ତି । ବର୍ତ୍ତମାନ ଏହି ମହାମାରୀ ବିସିସିଆଇ […]
ନୂଆଦିଲ୍ଲୀ : କରୋନା ଓ ଲକ୍ ଡାଉନ୍ ଯୋଗୁଁ ପ୍ରବାସୀ ଶ୍ରମିକମାନେ ନାହିଁ ନଥିବାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବିଭିନ୍ନ ରାଜ୍ୟରେ ରହି କାର୍ଯ୍ୟ କରୁଥିବା ଏହି ଶ୍ରମିକମାନେ ଏବେ ନିଜ ନିଜ ଘରକୁ ବାହୁଡିଛନ୍ତି । ଏପରି ସମୟରେ […]
ନୂଆଦିଲ୍ଲୀ : ଦିନକୁ ଦିନ କରୋନା ପ୍ରଭାବ ବଢୁଥିବା ସହ ସାରା ବିଶ୍ବରେ ସଙ୍କଟ ବଢିବାରେ ଲାଗିଛି । ଭାରତରେ ମଧ୍ୟ ସ୍ଥିତି ସଂଘାତିକ ହେଉଛି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ମିଳିଥିବା ସୂଚନା ଅନୁସାରେ ଏପର୍ଯ୍ୟନ୍ତ ଦେଶରେ 3 […]
ଭୁବନେଶ୍ବର, ସର୍ବଭାରତୀୟ ଏମ୍ସ ପିଜି ପ୍ରବେଶିକା ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଭୁବନେଶ୍ବର ଏମ୍ସର ଛାତ୍ରୀ ଭିନିତା କେ ଟପ୍ପର ହୋଇଛନ୍ତି।ସର୍ବଭାରତୀୟ ସ୍ତରରେ ହୋଇଥିବା ଏହି ପରୀକ୍ଷାରେ ପ୍ରଥମ ଶହେ ଜଣ ମଧ୍ୟରୁ ଭୁବନେଶ୍ବରର 6 ଜଣ ଅଛନ୍ତି। ଏଥିରେ […]
ନୂଆଦିଲ୍ଲୀ, ଓଡିଶାରେ ଜଳ ଜୀବନ ମିଶନ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ ମୁଖ୍ୟମନ୍ତ୍ରୀଙ୍କୁ ଏକ ପତ୍ର ଲେଖିଛନ୍ତି । ଏହି ମିଶନକୁ ତ୍ୱରାନ୍ୱିତ କରିବା ପାଇଁ ଆବଶ୍ୟକ ସମସ୍ତ ସହାୟତା ଯୋଗାଇ […]
ନୂଆଦିଲ୍ଲୀ, ଭାରତ ସରକାର ଏବଂ ଏସିଆନ ଭିତିଭୂମି ବିକାଶ ବ୍ୟାଙ୍କ (ଏଆଇଆଇବି) ମଧ୍ୟରେ ଆଜି ୭୫୦ ନିୟୁତ ମିଲିୟନ ଆମେରିକୀୟ ଡଲାରର ଏକ ଚୁକ୍ତି ସ୍ୱାକ୍ଷରିତ ହୋଇଯାଇଛି। “କୋଭିଡ-୧୯ ସକ୍ରିୟ ମୁକାବିଲା ଏବଂ ବ୍ୟୟ ସହାୟତା କାର୍ଯ୍ୟକ୍ରମ” ନାମକ ଏହି ଚୁକ୍ତିରେ […]
ନୂଆଦିଲ୍ଲୀ, ସରକାର ମାଲେରିଆ ନିରୋଧି ଔଷଧ ହାଇଡ୍ରୋକ୍ସି କ୍ଳୋରୋକୁଇନ ଉପରେ ତତ୍କାଳ ରପ୍ତାନି କଟକଣା ଉଠାଇ ଦେଇଛନ୍ତି। ଗତ 3 ତାରିଖ ଦିନ ଆନ୍ତଃସଚିବ ସ୍ତରୀୟ ଉଚ୍ଚ କ୍ଷମତା ସମ୍ପନ୍ନ କମିଟିର ସୁପାରିଶକୁ ଭିତ୍ତିକରି ଏହି ନିଷ୍ପତ୍ତି ନିଆଯାଇଛି । କମିଟିରେ […]
ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଓଡ଼ିଶାରେ ଅଟକି ରହିଥିବା ଅନ୍ୟ ରାଜ୍ୟର ପ୍ରବାସୀ ଶ୍ରମଜୀବୀମାନଙ୍କୁ ସେମାନଙ୍କ ରାଜ୍ୟକୁ ପଠାଇବା ନିମନ୍ତେ ରାଜ୍ୟ ସରକାରଙ୍କ ତରଫରୁ ବ୍ୟବସ୍ଥା କରାଯାଇଛି । ଏହି ପରିପ୍ରେକ୍ଷୀରେ ନିଜ ରାଜ୍ୟକୁ ଫେରିବାକୁ ଇଚ୍ଛୁକ […]
ଭୁବନେଶ୍ୱର, ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ତରଫରୁ ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକଙ୍କ ନେତୃତ୍ୱରେ ଶତାଧିକ କଂଗ୍ରେସ ନେତୃବୃନ୍ଦ ଏବଂ କର୍ମୀଗଣ ପେଟ୍ରୋଲ ଏବଂ ଡିଜେଲର ଅହେତୁକ ଦରବୃଦ୍ଧି ବିରୁଦ୍ଧରେ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରୁ ବାହାରି ମାଷ୍ଟର […]
ନୂଆଦିଲ୍ଲୀ : ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ୍ଙ୍କ ସ୍ବାସ୍ଥ୍ୟବସ୍ଥା ପୁଣିଥରେ ବିଗିଡଇଛି । ସତ୍ୟେନ୍ଦ୍ର ଜୈନ୍ଙ୍କୁ ନିଃଶ୍ବାସ ପ୍ରଶ୍ବାସ ନେବାରେ କଷ୍ଟ ଅନୁଭବ ହେଉଥିବାରୁ ତାଙ୍କୁ ଅକ୍ସିଜେନ୍ ସର୍ପୋଟରେ ରଖାଯାଇଛି । ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ୍ଙ୍କୁ ଦୁଇ ଦିନ ପୂର୍ବରୁ […]
ପ୍ରୟାଗରାଜ : ସାଧାରଣତଃ ଜଣେ ଝିଅ ଓ ପୁଅ ମଧ୍ୟରେ ବାହାଘର ହୋଇଥାଏ । କିନ୍ତୁ ପ୍ରୟାଗରାଜରେ ହୋଇଥିବା ଏକ ବିବାହକୁ ନେଇ ଏବେ ଚର୍ଚ୍ଚା ସୃଷ୍ଟି ହୋଇଛି । ନିଜ ପିତାର ଇଚ୍ଛା ପୂରଣ କରିବା ପାଇଁ କାଠ କଣ୍ଢେଇକୁ […]
ଭୋପାଳ : ଆଜି ଦେଶର 8ଟି ରାଜ୍ୟରେ 19ଟି ରାଜ୍ୟସଭା ଆସନ ପାଇଁ ଆଜି ମତଦାନ ହେବ। ଆଜି ମଧ୍ୟପ୍ରଦେଶ, ଗୁଜୁରାଟ, ରାଜସ୍ଥାନ, ଝାଡଖଣ୍ଡ, ଆନ୍ଧ୍ରପ୍ରଦେଶ, ମଣିପୁର, ମେଘାଳୟ ଓ ମିଜୋରାମ ଆଦି ରାଜ୍ୟର ରାଜ୍ୟସଭା ଆସନ ପାଇଁ ମତଦାନ ହୋଇଛି […]
ଜମ୍ମୁ : ଜମ୍ମୁ-କାଶ୍ମୀର ପାମ୍ଫୋର ଏବଂ ସୋଫିଆନରେ ଆଜି ସକାଳୁ ଭାରତୀୟ ସୁରକ୍ଷାବଳ ଏବଂ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ ଘଟିଥିଲା । ଏଥିରେ 8 ଆତଙ୍କୀ ନିହତ ହୋଇଥିବା ସୂଚନା ମିଳିଛି । ମିଳିଥିବା ସୂଚନା ଅନୁସାରେ ଅବନ୍ତିପୋରା ମୌଜାର […]
ଜମ୍ମୁ : କରୋନା ଆକ୍ରାନ୍ତଙ୍କ ଅନ୍ତିମ ସଂସ୍କାର ସମୟରେ ଦୁଇଜଣ ସମ୍ପର୍କୀୟଙ୍କ ଅଚାନକ ମୃତ୍ୟୁ ହୋଇଛି । ଜମ୍ମୁର ସିଦ୍ଦରା ଅଞ୍ଚଳରେ କରୋନା ସଂକ୍ରମିତ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ପରେ ତାଙ୍କ ଅନ୍ତିମ ସଂସ୍କାରରେ ସାମିଲ୍ ହୋଇଥିବା ଦୁଇ ସମ୍ପର୍କୀୟଙ୍କ ଘଟଣାସ୍ଥଳରେ […]