ନୂଆଦିଲ୍ଲୀ : ଲକଡାଉନ ସମୟରେ ଗାଡି ଚାଳକଙ୍କୁ ଆଶ୍ବସ୍ତି ମିଳିଛି। କରୋନା ମୁକାବିଲା ପାଇଁ କେନ୍ଦ୍ର ସରକାର ଲକ୍ ଡାଉନ୍ର ଘୋଷଣା କରିଥିବାବେଳେ ଗାଡି ଚାଳକଙ୍କ ପାଇଁ ଏକ ଆଶ୍ବସ୍ତିକର ଖବର ମିଳିଛି । ଆସନ୍ତା ସେପ୍ଟେମ୍ବର 30 ପର୍ଯ୍ୟନ୍ତ ଗାଡି […]
ନୂଆଦିଲ୍ଲୀ : କରୋନା କାରଣରୁ ଅର୍ଥନୀତି ଦୁସ୍ଥିତି ମଧ୍ୟରେ ଗତି କରୁଥିବା ବେଳେ ସାଧାରଣ ଜନତା ପୁଣି ଥରେ ମହଙ୍ଗା ମାଡର ଶିକାର ହୋଇଛନ୍ତି । ମଙ୍ଗଳବାର କେନ୍ଦ୍ର ସରକାରଙ୍କ ପକ୍ଷରୁ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ବୃଦ୍ଧି ଘଟାଯାଇଛି । […]
ନୂଆଦିଲ୍ଲୀ : କଂଗ୍ରେସ ପରିତ୍ୟାଗ କରି ବିଜେପିରେ ଯୋଗ ଦେଇଥିବା ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ମା କରୋନାରେ ଆକ୍ରାନ୍ତ ହୋଇଥିବା ଆଶଙ୍କା କରାଯାଉଛି । ଜ୍ୟୋତିରାଦିତ୍ୟଙ୍କ ମା ମାଧବୀ ରାଜେ ସିନ୍ଧିଆଙ୍କ ଠାରେ କରୋନାର ଲକ୍ଷଣ ଦେଖା ଦେବା ପରେ ତାଙ୍କୁ ଦିଲ୍ଲୀ […]
ନୂଆଦିଲ୍ଲୀ : 15 ଦିନ ମଧ୍ୟରେ ପ୍ରବାସୀ ଶ୍ରମିକମାନଙ୍କୁ ସେମାନଙ୍କ ଘରକୁ ପଠାଇବାକୁ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ଏଥିସହ ଦେଶର ସର୍ବୋଚ୍ଚ ନ୍ୟାୟାଳୟ ଏହା ମଧ୍ୟ କହିଛନ୍ତି ଯେ ବିପର୍ଯ୍ୟୟ ପରିଚାଳନା ଅଧିନିୟମ, 2005 ଅନୁଯାୟୀ ଲକଡାଉନ୍ ଉଲ୍ଲଂଘନ […]
ନୂଆଦିଲ୍ଲୀ : କରୋନା ମୁକାବିଲା ପାଇଁ ଦେଶରେ ଚାରୋଟି ପର୍ଯ୍ୟାୟ ଲକ୍ଡାଉନ୍ ଜାରି କରାଯାଇଥିଲା । ଏବେ ପଞ୍ଚମ ପର୍ଯ୍ୟାୟ ଲକ୍ ଡାଉନ୍ ଅର୍ଥାତ୍ ଅନ୍ଲକ୍ 1.0 ଆରମ୍ଭ ହୋଇଛି। ତେବେ ଲକ୍ଡାଉନ୍ରେ ଜାରି କରାଯାଇଥିବା ଅନେକ ଗୁଡିଏ କଟକଣାକୁ ଏହି […]
ନୂଆଦିଲ୍ଲୀ : ଭାରତରେ କରୋନା ସ୍ଥିତି ବେଶ୍ ସଂକଟଜନକ ସ୍ଥିତିରେ ରହିଛି । ଦିନକୁ ଦିନ କରୋନା ମାମଲା ବୃଦ୍ଧି ପାଇ ଚାଲିଛି । ସେହିପରି ଗତ ଚବିଶ ଘଣ୍ଟା ମଧ୍ୟରେ ଭାରତରେ ମୋଟ୍ 331 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ […]
ନୂଆଦିଲ୍ଲୀ: ଜଣେ ବ୍ୟକ୍ତିଙ୍କର ଦୁଇ ଦୁଇଥର ଅନ୍ତିମ ସଂସ୍କାର କରାଯାଇଛି। ମିଳିଥିବା ସୂଚନା ଅନୁସାରେ ଦିଲ୍ଲୀର ଲୋକନାୟକ ହସ୍ପିଟାଲର ମୌଲାନା ଆଜାଦା ଶବଗୃହରେ ଦୁଇ କରୋନା ଆକ୍ରାନ୍ତଙ୍କ ମୃତଦେହ ବଦଳି ଯାଇଥିଲା। ଦୁହିଁଙ୍କ ନାମ ମୋଇନୁଦ୍ଦିନ ଥିବା ଯୋଗୁଁ ଏହାକୁ ନେଇ […]
ଶ୍ରୀନଗର: ଜାମ୍ମୁ କାଶ୍ମୀରର ଅନନ୍ତନାଗ ଜିଲ୍ଲାରେ ଆତଙ୍କବାଦୀମାନେ ସ୍ଥାନୀୟ ସରପଞ୍ଚଙ୍କ ଉପରକୁ ଗୁଳି ଚଳାଇଥିବା ଘଟଣା ସାମ୍ନାକୁ ଆସିଛି। ଅନନ୍ତନାଗର ଲୋକବୋନ୍ ହାଲ୍କାର ସରପଞ୍ଚ ଅଜୟ ପଣ୍ଡିତଙ୍କ (୪୦)ଉପରକୁ ଗୁଳି ଚଳାଇଛନ୍ତି ବୋଲି ଅଧିକାରୀ କହିଛନ୍ତି। ଅଜୟ ଗୁରୁତର ଭାବେ ଆହତ […]
ଚାନ୍ଦିପୁର : ଚାନ୍ଦିପୁର ଗୋଳାବାରୁଦ ପରୀକ୍ଷା କେନ୍ଦ୍ରରୁ 2 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାର ସୂଚନା ରହିଛି । ଏନେଇ ସୂଚନା ଦେଇଛନ୍ତି ଗୋଳାବାରୁଦ ପରୀକ୍ଷା କେନ୍ଦ୍ର ନିର୍ଦ୍ଦେଶକ । ଉଭୟ କର୍ମଚାରୀଙ୍କୁ କୋଲକାତାର ସ୍ବତନ୍ତ୍ର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । […]
ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରୀଓ୍ବାଲ ଅସୁସ୍ଥ ହୋଇଥିବାର ସୂଚନା ରହିଛି । ମୁଖ୍ୟମନ୍ତ୍ରୀ କେଜରୀଓ୍ବାଲଙ୍କୁ ଗତକାଲିଠାରୁ ହାଲ୍କା ଜ୍ବର ହେବା ସହିତ ତାଙ୍କ ଗଳାରେ କଷ୍ଟ ଅନୁଭବ ହେଉଥିବାର ଜଣାପଡିଛି । ଆସନ୍ତାକାଲି ତାଙ୍କର କରୋନା ଟେଷ୍ଟ ହେବ […]
ନୂଆଦିଲ୍ଲୀ : ବିଶ୍ବରେ କରୋନା ସ୍ଥିତି ବେଶ୍ ଜଟିଳ ଥିବାବେଳେ । ଭାରତରେ ମଧ୍ୟ ସ୍ଥିତି ଅନିୟନ୍ତ୍ରିତ ହେଉଛି । ଦେଶରେ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଦେଶରେ ସଂକ୍ରମିତଙ୍କ ସଂଖ୍ୟା 2 ଲକ୍ଷ 56 ହଜାର ଟପିଥିବା […]
ଶ୍ରୀନଗର : ଜମ୍ମୁ କାଶ୍ମୀରରେ ସୁରକ୍ଷା ବଳଙ୍କୁ ବଡ ସଫଳତା ମିଳିଛି । ସୁରକ୍ଷା ବଳଙ୍କ ସହିତ ଏନ୍କାଉଣ୍ଟରରେ 5 ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । କାଶ୍ମୀର ଆଇଜି ବିଜୟ କୁମାର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି । ଭାରତୀୟ […]
ମୁମ୍ବାଇ : ପ୍ରବାସୀ ଶ୍ରମିକଙ୍କ ଘରେ ପହଞ୍ଚାଇବାରେ ମୁଖ୍ୟ ଭୂମିକା ଗ୍ରହଣ କରୁଥିବା ବଲିଉଡ୍ ଅଭିନେତା ସୋନୁ ସୁଦ୍ଙ୍କୁ ଶିବସେନା ପକ୍ଷରୁ ସମାଲୋଚନା କରାଯାଇଛି । ଶିବସେନାର ମୁଖପତ୍ର ସାମ୍ନାରେ ସଞ୍ଜୟ ରାଉତ ସୋନୁଙ୍କୁ ସମାଲୋଚନା କରିଛନ୍ତି । ସୋନୁ ଜଣେ […]
ନୂଆଦିଲ୍ଲୀ : କରୋନା ଭାଇରସ୍ କାରଣରୁ ଦେଶବ୍ୟାପୀ ସ୍କୁଲ କଲେଜ ବନ୍ଦ ରହିଥିବା ବେଳେ ଅଗଷ୍ଟ ମାସରେ ସ୍କୁଲ ଖୋଲିବା ନେଇ ଘୋଷଣା କରାଯାଇଛି । କେନ୍ଦ୍ର ମାନବ ସମ୍ବଳ ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ରବିବାର ଏହି ଘୋଷଣା କରିଛନ୍ତି […]
ନୋଏଡା: ଉତ୍ତରପ୍ରଦେଶରରେ ନୋଏଡାରେ ଏକ ଅଭାବନୀୟ ଘଟଣା ଘଟିଛି। ୮ ମାସ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲରେ ଚିକିତ୍ସା ନ ମିଳିବାରୁ ସେ ବାର ଦୁଆର ଶୁଣ୍ଢିପିଣ୍ଡା ହୋଇ ଶେଷରେ ଆମ୍ବୁଲାନ୍ସ ଭିତରେ ତାଙ୍କର ଜୀବନ ଚାଲିଯାଇଛି। ମିଳିଥିବା ସୂଚନା ଅନୁସାରେ ନୋଏଡାରେ […]
ନୂଆଦିଲ୍ଲୀ : ଭାରତରେ କରୋନା ମାମଲା ହୁ ହୁ ହୋଇ ବଢି ଚାଲିଛି । ଗତ 24 ଘଣ୍ଟାରେ ଦେଶରେ ରେକର୍ଡ ସଂଖ୍ୟକ 9,971ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ 287ଜଣ ଙ୍କର ମୃତ୍ୟୁ ହୋଇଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା […]
ପଶ୍ଚିମବଙ୍ଗ : ଭୋକ ଆଗରେ ବଳି ପଡିଲା ମାତୃତ୍ବ ଆଉ ମମତା । କରୋନା ମହାମାରୀ ସହ ଲଢେଇ ପାଇଁ ଭାରତରେ ଲକ୍ ଡାଉନ୍ ଜାରି ରହିଛି । ରୋଗ ସଂକ୍ରମଣରୁ ରକ୍ଷା ପାଇଁ ସାରା ଭାରତରେ ଗୋଟାଏ ପରେ ଗୋଟାଏ […]
ନୂଆଦିଲ୍ଲୀ : ନୋଇଡାରେ ଜଣେ ଗର୍ଭବତୀ ଆମ୍ବୁଲାନ୍ସରେ ପ୍ରାଣ ହରାଇଛନ୍ତି । ଏହି ଘଟଣା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । 8 ମାସର ଗର୍ଭବତୀ ମହିଳା ଜଣଙ୍କ ଦୀର୍ଘ 13 ଘଣ୍ଟା ଧରି ଆମ୍ବୁଲାନ୍ସରେ […]
ମୁମ୍ବାଇ : ବିଶାଖାପଟ୍ଟନମ୍ ଗୁପ୍ତଚର ଘଟଣାର ମାଷ୍ଟର ମାଇଣ୍ଡକୁ ଗିରଫ କରିଛି ଏନ୍ଆଇଏ । ଏହି ଘଟଣାରେ ପୂର୍ବରୁ 11 ଜଣ ନୌସେନା ଅଧିକାରୀଙ୍କ ସମେତ 15 ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଆଜି ମାଷ୍ଟର ମାଇଣ୍ଡକୁ ଗିରଫ କରାଯାଇଛି । […]
ଲକ୍ଷ୍ନୌ : ଅନନ୍ୟ ଉପାୟରେ ଠକେଇ କରିବାର ଏକ ଉପାୟ ବାହାର କରିବା ସହିତ ଏହା ଦ୍ବାରା 1 କୋଟିରୁ ଅଧିକ ଟଙ୍କାର ଠକେଇ କରିଛନ୍ତି । ଅନାମିକା ଶୁକ୍ଳା ନାମକ ଏହି ଶିକ୍ଷୟିତ୍ରୀ ଜଣକ ଏକ ସମୟରେ 25ଟି ବିଦ୍ୟାଳୟରେ […]
ନୂଆଦିଲ୍ଲୀ : ସିଲ୍ ହେଲା ଇଡି ମୁଖ୍ୟ କାର୍ଯ୍ୟାଳୟ । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ଜଣେ ସ୍ପେଶାଲ୍ ଡାଇରେକ୍ଟର ସ୍ତରର ଅଧିକାରୀଙ୍କ ସମେତ 5 ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏହା ପରେ ଇଡି ମୁଖ୍ୟ କାର୍ଯ୍ୟାଳୟକୁ 48 ଘଣ୍ଟା […]