ହିମାଚଳ ପ୍ରଦେଶ : କେରଳର ମଲ୍ଲାପୁରମ୍ଠାରେ ଏକ ଗର୍ଭବତୀ ହାତୀର ଅମାନୁଷିକ ହତ୍ୟାକାଣ୍ଡ ମନରୁ ନ ଲିଭୁଣୁ ଦେଶରେ ପୁଣି ଆଉ ଏକ ନିରୀହ ଜୀବକୁ ହତ୍ୟା କରିବାକୁ ଉଦ୍ୟମ କରାଯାଇଛି । ଏହି ଘଟଣାକୁ ସାରା ଦେଶ କ୍ରୋଧରେ ଜର୍ଜରିତ […]
ନୂଆଦିଲ୍ଲୀ : ଭାରତର ହୁ ହୁ ହୋଇ କରୋନା ସଂକ୍ରମଣ ମାମଲା ବଢୁଛି । କେନ୍ଦ୍ର ସ୍ବାସ୍ଥ୍ୟ ପରିବାର ମନ୍ତ୍ରାଳୟ ସୂଚନା ଅନୁସାରେ ଗତ 24 ଘଣ୍ଟାରେ ଦେଶରେ 9887 ଆକ୍ରାନ୍ତ ହୋଇଥିବାବେଳେ 294ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ […]
ନୂଆଦିଲ୍ଲୀ : ମଲ୍ଲାପୁରମରେ ଘଟିଥିବା ହାତୀ ମୃତ୍ୟୁକୁ ନେଇ ବିଜେପି ସାଂସଦ ମାନେକା ଗାନ୍ଧୀଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି । ଯୁବ କଂଗ୍ରେସ , 4ଟି ସ୍ବେଚ୍ଛାସେବୀ ସଙ୍ଗଠନ ଏବଂ ଗୋଟିଏ ବ୍ୟକ୍ତିଗତ ଅଭିଯୋଗକୁ ନେଇ ସମୁଦାୟ 6ଟି ମାମଲା […]
କର୍ଣ୍ଣାଲ : ହରିୟାଣାରେ ବିଜେପି ନେତ୍ରୀଙ୍କ ଅଶାଳୀନ ବ୍ୟବହାର ସମ୍ମୁଖକୁ ଆସିଛି । ହରିୟାଣାର ବିଜେପି ବିଧାୟକ ପ୍ରାର୍ଥୀ ତଥା ଟିକ୍ଟକ୍ ଷ୍ଟାର ସୋନାଲି ଫୋଗତ ଜଣେ ବଜାର କମିଟି ସମ୍ପାଦକଙ୍କୁ ଚପଲରେ ମାଡ ମାରିଛନ୍ତି । ହିସାରର ବଲସାମଣ୍ଡ ମଣ୍ଡିରେ […]
ନୂଆଦିଲ୍ଲୀ : ପ୍ରବାସୀ ଶ୍ରମିକଙ୍କ ପାଇଁ ସୁପ୍ରିମକୋର୍ଟ ଏକ ବଡ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଶ୍ରମିକଙ୍କୁ 15 ଦିନ ମଧ୍ୟରେ ନିଜ ରାଜ୍ୟରେ ପହଞ୍ଚାଇବା ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତ […]
ନୂଆଦିଲ୍ଲୀ : ସାରା ବିଶ୍ବରେ ଏବେ କରୋନାର କରାଳ ଛାୟା । ଭାରତରେ ମଧ୍ୟ କରୋନା ତା’ର କାୟା ବିସ୍ତାର କରି ଚାଲିଛି। କରୋନା ମୁକାବିଲା ଭାରତରେ ଜାରି ରହିଛି ଲକ୍ଡାଉନ୍। ଯଦିଓ ଏବେ ଭାରତରେ ଅନ୍ଲକ୍ 1.0 ଜାରି ହୋଇଛି, […]
ଲକ୍ଷ୍ନୌ : ଉତ୍ତରପ୍ରଦେଶର ବାରାବାଙ୍କୀଠାରେ ଏକ ପରିବାରର ପାଞ୍ଚଜଣ ଲୋକ ଆତ୍ମହତ୍ୟା କରିଛନ୍ତି । କୋତବାଲୀ ଥାନା ଅଞ୍ଚଳର ସଫେଦାବାଦରେ ରହୁଥିବା ଏକ ପରିବାରର ସମସ୍ତ ସଦସ୍ୟ ଆତ୍ମହତ୍ୟା କରିଛନ୍ତି। ତିନି ଶିଶୁଙ୍କ ସମେତ ସ୍ବାମୀ ସ୍ତ୍ରୀ ଆତ୍ମହତ୍ୟା କରିଥିବାର ସୂଚନା […]
ଲକ୍ଷ୍ନୌ : ଉତ୍ତରପ୍ରଦେଶର ପ୍ରତାପଗଡ଼ ଜିଲ୍ଲାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏହି ଭୟଙ୍କର ଦୁର୍ଘଟଣାରେ 9 ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସମସ୍ତ ମୃତ ବ୍ୟକ୍ତି ଗୋଟିଏ ପରିବାରର ବୋଲି କୁହାଯାଉଛି। ମୃତ ବ୍ୟକ୍ତିଙ୍କ ମଧ୍ୟରେ […]
କେରଳ : କେରଳରେ ଗର୍ଭବତୀ ହାତୀକୁ ବାରୁଦ ଭର୍ତ୍ତି ସପୁରୀ ଖୁଆଇ ହତ୍ୟା କରିବା ମାମଲାରେ ଜଣକୁ ଗିରଫ କରାଯାଇଛି । ଜଙ୍ଗଲ ମନ୍ତ୍ରୀ କେ ରାଜୁ ଏହା ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ଏହି ହତ୍ୟାକାଣ୍ଡରେ ସାମିଲ୍ ଥିବା […]
ନୂଆଦିଲ୍ଲୀ : ଦିନକୁ ଦିନ ମହାମାରୀ କରୋନାକୁ ନେଇ ବିଶ୍ବରେ ସଙ୍କଟ ବଢ଼ିବାରେ ଲାଗିଛି । ଭାରତରେ ମଧ୍ୟ ସ୍ଥିତି ବେକାବୁ ହେବାରେ ଲାଗିଛି । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ 2 ଲକ୍ଷ 26 ହଜାର ଟପିଥିବା […]
ନୂଆଦିଲ୍ଲୀ : ଝାଡ଼ଖଣ୍ଡ ଓ କର୍ଣ୍ଣାଟକରେ ଆଜି ସକାଳୁ ଭୂକମ୍ପ ଅନୁଭୂତ ହୋଇଛି । ସକାଳ 6ଟା 55 ମିନିଟରେ ଏହି ଭୂକମ୍ପ ହୋଇଥିବାର ସୂଚନା ରହିଛି । ରିକ୍ଟର ସ୍କେଲରେ ଝାଡ଼ଖଣ୍ଡର ଜାମସେଦପୁରରେ ଭୂକମ୍ପର ତୀବ୍ରତା 4.7 ଥିବା ବେଳେ […]
ନୂଆଦିଲ୍ଲୀ : ଏଲ୍ଏନ୍ଜିପି ହସ୍ପିଟାଲ ସମ୍ମୁଖରେ ପ୍ରାଣ ହରାଇଛନ୍ତି ଜଣେ କରୋନା ଆକ୍ରାନ୍ତ । ଏହି ଘଟଣାକୁ ନେଇ ମୃତକଙ୍କ ଝିଅ ଟ୍ବିଟ୍ଟରରେ ପୋଷ୍ଟ କରିବା ପରେ ସୋସିଆଲ ମିଡିଆରେ ଦିଲ୍ଲୀ ସରକାରଙ୍କୁ ସମାଲୋଚନା କରାଯାଇଛି । ଜୁନ୍ 2 ତାରିଖରେ […]
ନୂଆଦିଲ୍ଲୀ : ତବଲିଗି ଜମାତ ମାମଲା ପୁଣି ଥରେ ଚର୍ଚ୍ଚାକୁ ଆସିଛି । ଏହି ଘଟଣାକୁ ନେଇ ସମୁଦାୟ 2550 ଜଣ ବିଦେଶୀଙ୍କ ଭାରତ ପ୍ରବେଶ ଉପରେ କଟକଣା କରାଯାଇଛି । ଆସନ୍ତା 10 ବର୍ଷ ପାଇଁ ଏହି ବିଦେଶୀଙ୍କ ଭାରତ […]
ନୂଆଦିଲ୍ଲୀ : ନୂଆଦିଲ୍ଲୀ ସ୍ଥିତ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ଦୁଇ ମୁଖ୍ୟ କରୋନା ଦ୍ବାରା ଆକ୍ରାନ୍ତ ହୋଇଛନ୍ତି । ସଂଘ ପରିବାରର ଦୁଇ ପ୍ରମୁଖ ସହଯୋଗୀ ଡ. ସୁନୀଲ ଆମ୍ବେକର ଏବଂ ଡ. ଯୋଗେନ୍ଦ୍ର କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏହି […]
ଥିରୁଅନନ୍ତପୁରମ୍ : କେରଳର ମଲ୍ଲାପୁରମ୍ରେ ଘଟିଥିବା ବର୍ବର ହାତୀ ମୃତ୍ୟୁ ମାମଲାକୁ ନେଇ ନିଜୟ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି କେନ୍ଦ୍ର ପରିବେଶ ମନ୍ତ୍ରୀ ପ୍ରକାଶ ଜାଭାଡେକର୍ । ବାଣ ଖାଇବାକୁ ଦେଇ ପଶୁ ହତ୍ୟା କରିବା ଭାରତୀୟ ସଂସ୍କୃତିର ପରିଚୟ ନୁହେଁ […]
ଲକ୍ଷ୍ନୌ : ଉତ୍ତର ପ୍ରଦେଶରେ ଏକ ଅଭାବନୀୟ ଘଟଣା ଘଟିଛି । ନିଜ ସାବତ ବାପାକୁ ଗୁଳି କରି ହତ୍ୟା କରିଛି ଜଣେ ଦଶମ ଶ୍ରେଣୀ ଛାତ୍ର । ସୁଲତାନପୁର ଅଞ୍ଚଳର କାଦିପୁର ଥାନା ଅଞ୍ଚଳରେ ମଙ୍ଗଳବାର ରାତିରେ ଏହି ଘଟଣା […]
ନୂଆଦିଲ୍ଲୀ : ଦେଶର ପ୍ରତିରକ୍ଷା ସଚିବ ଅଜୟ କୁମାର କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଛି । 1985 ବ୍ୟାଚ୍ ଆଇଏଏସ୍ ଅଫିସର ଅଜୟ କୁମାର ଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିଛି । ସାଉଥ ବ୍ଲକର କିଛି ଅଂଶ ସିଲ୍ କରାଯିବା […]
ନୂଆଦିଲ୍ଲୀ: ମହାମାରୀ କରୋନା ସାରା ବିଶ୍ବକୁ କବଳିତ କରିଛି । ଭାରତରେ ମଧ୍ୟ କାୟା ବିସ୍ତାର କରିଛି କରୋନା। ଦେଶରେ ଦ୍ରୁତ ଗତିରେ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। 24 ଘଣ୍ଟାରେ ପୁଣି 9 ହଜାରରୁ ଅଧିକ ମାମଲା ସାମନାକୁ […]
ନୂଆଦିଲ୍ଲୀ : ଅତ୍ୟାବଶ୍ୟକ ଦ୍ରବ୍ୟରୁ ବାଦ୍ ପଡ଼ିଲା ଆଳୁ ଓ ପିଆଜ । କେନ୍ଦ୍ର କ୍ୟାବିନେଟ୍ରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଆଜି କ୍ୟାବିନେଟ୍ର ବୈଠକରେ ଅତ୍ୟାବଶ୍ୟକ ଦ୍ରବ୍ୟରୁ ଆଳୁ, ପିଆଜ, ଡାଲି, ତେଲକୁ ବାଦ୍ ଦିଆଯିବା ନେଇ ନିଷ୍ପତ୍ତି ନିଆଯାଇଛି […]
ମହାରାଷ୍ଟ୍ର : ବାତ୍ୟା ନିସର୍ଗ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ କରିଛି । ମହାରାଷ୍ଟ୍ର ଆଲିବାଗ୍ ନିକଟରେ ଲ୍ୟାଣ୍ଡଫଲ୍ କରୁଛି ନିସର୍ଗ । ହରିହରେଶ୍ବର-ଡାମନ୍ ମଝିରେ ଆଲିବାଗ୍ ନିକଟରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ନିସର୍ଗ । ଲ୍ୟାଣ୍ଡଫଲ୍ ବେଳେ ପବନ ବେଗ 100ରୁ […]
ଜମ୍ମୁ : କରୋନା ସଂକ୍ରମଣକୁ ନେଇ ଲୋକଙ୍କ ମଧ୍ୟରେ ଏତେ ଭୟ ସୃଷ୍ଟି ହୋଇଛି ଯେ, ସେମାନେ କେବଳ ପୀଡ଼ିତ ଠାରୁ ଦୂରରେ ରହୁନାହାନ୍ତି ବରଂ ସର୍ବସାଧାରଣ ଶବ ଦାହରେ ସେମାନଙ୍କ ଅନ୍ତିମ ସଂସ୍କାରକୁ ବିରୋଧ କରିବା ଆରମ୍ଭ କରିଛନ୍ତି । […]